ଖେଳ

ଧୋନୀଙ୍କୁ ‘ମିସ୍‌’ କରୁଛନ୍ତି ସାକ୍ଷୀ: କହିଲେ, ତୁମ ଖେଳନା ଆସିଗଲା, ଏବେ ଅପେକ୍ଷା କରିଛି ତୁମକୁ

ରାଞ୍ଚି, ୧୨।୮:ଟିମ ଇଣ୍ଡିଆର ୱିକେଟକିପର ମହେନ୍ଦ୍ର ସିଂହ ଧୋନୀ ଏବେ ଲେଫ୍ଟନାଣ୍ଟ କର୍ଣ୍ଣେଲ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ ନେଉଛନ୍ତିି। ଧୋନୀ ୧୦୬ ଟେରିଟୋରିୟଲ ଆର୍ମି ବାଟାଲିୟନର…

5 years ago

ଗୀତ ଗାଇଲେ ପାଣ୍ଡ୍ୟା

ମୁମ୍ବାଇ, ୧୨।୮: ଭାରତୀୟ କ୍ରିକେଟଦଳ ଏବେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ଏକ ଦିବସୀୟ ସିରିଜ୍‌ ଖେଳୁଛି। ଏହି ସିରିଜ୍‌ ପାଇଁ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବିଶ୍ରାମ ଦିଆଯାଇଛି। ଏବେ…

5 years ago

ମାନସିକ ଶାନ୍ତି ପାଇଁ କ୍ରିକେଟରୁ କିଛିଦିନ ଛୁଟି ନେଲେ ଏହି କ୍ରିକେଟର୍‌

ଢାକା,୧୨।୮: ବାଲାଂଦେଶର ଷ୍ଟାର୍‌ ଖେଳାଳି ତମିମ୍‌ ଇକବାଲ୍‌ କ୍ରିକେଟରୁ କିଛିଦିନ ଦୂରେଇ ଯାଇଛନ୍ତି। ମାନସିକ ଶାନ୍ତି ପାଇଁ ସେ ଏପରି ନିଷ୍ପତ୍ତି ନେଇଥିବା କୁହାଯାଉଛି। ସେ ଏନେଇ…

5 years ago

ଜମ୍ମୁ-କଶ୍ମୀରରେ ରହୁଥିବା ଏହି କ୍ରିକେଟରଙ୍କ ପାଇଁ ରକ୍ଷକ ସାଜିଲେ ସେନା, ଘରେ ନେଇ ପହଞ୍ଚାଇଲେ ଔଷଧ

ଶ୍ରୀନଗର, ୧୨।୮: ଜମ୍ମୁ-କଶ୍ମୀରରେ ରହୁଥିବା ଦିଲ୍ଲୀ ରଣଜୀ ଟିମର ପୂର୍ବତନ ଅଧିନାୟକ ମିଥୁନ ମାନହସ୍‌ଙ୍କ ପରିବାର ଲୋକଙ୍କ ପାଇଁ ରକ୍ଷକ ସାଜିଛନ୍ତି ଭାରତୀୟ ସେନା। ମିଥୁନଙ୍କ ଜେଜେ-ଜେଜେମା’ଙ୍କ…

5 years ago

ପରିବାର ପୋଷିବା ପାଇଁ ଦିନେ ଚୋରି କରିଥିଲେ, ଏବେ ଭାଙ୍ଗିଲେ ଲାରାଙ୍କ ରେକର୍ଡ

ପୋର୍ଟ-ଅଫ୍‌-ସ୍ପେନ୍‌,୧୨।୮: ସ୍ଥାନୀୟ କୁଇନ୍ସ ପାର୍କ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ମ୍ୟାଚ୍‌ରେ ଭାରତ ୫୯ରନ୍‌ରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜର ଦୁର୍ଦ୍ଧଷ ବ୍ୟାଟ୍ସମ୍ୟାନ୍‌…

5 years ago

ବୁଲ୍‌ଗେରିଆନ ଓପନ୍‌ ବ୍ୟାଡ୍‌ମିଣ୍ଟନ: ଭାରତକୁ ୩ ସ୍ବର୍ଣ୍ଣ, ୧ ରୌପ୍ୟ, ୨ବ୍ରୋଞ୍ଜ

ପାଜାର୍ଡଝିକ୍‌ (ବୁଲ୍‌ଗେରିଆ ), ୧୨ା୮ (ପି.ଟି.)-ବୁଲ୍‌ଗେରିଆନ ଜୁନିୟର ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ଭାରତୀୟ ଖେଳାଳିମାନେ ପ୍ରଭାବୀ ପ୍ରଦର୍ଶନ ସହ ୩ ସ୍ବର୍ଣ୍ଣ, ୧ ରୌପ୍ୟ ଏବଂ ୨…

5 years ago

ଭାରତୀୟ ଯୁବ ଦଳ ଜିତିଲା ତ୍ରି-ରାଷ୍ଟ୍ରୀୟ ସିରିଜ

ଲଣ୍ଡନ, ୧୨।୮- ଭାରତୀୟ ଯୁବ କ୍ରିକେଟ୍‌ ଦଳ ୧୯ ବର୍ଷରୁ କମ୍‌ ତ୍ରି-ରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ଚାମ୍ପିୟନ ହୋଇଛି। ହୋଭ୍‌ସ୍ଥିତ କାଉଣ୍ଟି ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ…

5 years ago

ଡେଭିସ୍‌ କପ୍‌: ଭେନ୍ୟୁ ସ୍ଥାନାନ୍ତର ପାଇଁ ରାଜି ହେଉନି ପାକିସ୍ତାନ

କରାଚୀ, ୧୨ା୮ (ପି.ଟି.)-ପାକିସ୍ତାନ ବିପକ୍ଷରେ ଖେଳାଯିବାକୁଥିବା ଡେଭିସ୍‌ କପ୍‌ ଏସିଆ/ଓସେନିଆ ଗ୍ରୁପ୍‌-୧ ମ୍ୟାଚ୍‌ ଏକ ନିରପେକ୍ଷ ଭେନ୍ୟୁରେ କରିବା ଲାଗି ଭାରତ କରିଥିବା ଅନୁରୋଧକୁ ପାକିସ୍ତାନ ଟେନିସ…

5 years ago

ଝୁହାଇ, ଚାଇନା ଓପନ୍‌ ଖେଳିବେ ମୁରେ

ଲଣ୍ଡନ, ୧୨ା୮ (ଏଏଫ୍‌ପି)-ଆସନ୍ତା ମାସରେ ଝୁହାଇ ଚାମ୍ପିୟନଶିପ୍‌ ଏବଂ ଚାଇନା ଓପନ୍‌ରେ ଖେଳିବେ ବ୍ରିଟିଶ ଟେନିସ ଖେଳାଳି ଆଣ୍ଡି ମୁରେ। ୭ ମାସ ପୂର୍ବେ ବିଶ୍ୱର ଏହି…

5 years ago

୨୩ ବର୍ଷରୁ କମ୍‌ ଏସିଆନ ଭଲିବଲ୍‌: ଭାରତ ରନର୍ସଅପ୍‌

ନେ ପାଇ ତାଓ (ମ୍ୟାନମାର୍‌), ୧୨ା୮ (ପି.ଟି.)-ଏଠାରେ ଚାଲିଥିବା ୨୩ ବର୍ଷରୁ କମ୍‌ ପୁରୁଷ ଏସିଆନ ଭଲିବଲ୍‌ ଚାମ୍ପିୟନଶିପ୍‌ରେ ଭାରତ ରନର୍ସ ଅପ୍‌ ହୋଇଛି। ମ୍ୟାଚ ପରେ…

5 years ago