ଖେଳ

ଶୁବମନ ଗିଲ୍‌ଙ୍କ ରେକର୍ଡ ଦ୍ୱିଶତକ

ତରୌବ(ତ୍ରିନିଦାଦ ଆଣ୍ଡ୍‌ ଟବାଗୋ),୯।୮- ଶୁବମନ ଗିଲ୍‌ ଦେଶର ସର୍ବକନିଷ୍ଠ କ୍ରିକେଟର ଭାବେ ପ୍ରଥମ ଶ୍ରେଣୀ କ୍ରିକେଟରେ ଦ୍ୱିଶତକ ଲଗାଇଛନ୍ତି। ଅଧିନାୟକ ହନୁମା ବିହାରୀଙ୍କ ଶତକ ବଳରେ ଓ୍ବେଷ୍ଟଇଣ୍ଡିଜ…

5 years ago

ଶ୍ରୀଲଙ୍କା ପ୍ରଶଂସକଙ୍କ ସହ ଜନ୍ମଦିନ ପାଳିଲେ ଓ୍ବିଲିୟମସନ

କଲମ୍ବୋ,୯।୮- ନିକଟରେ ଶେଷ ହୋଇଥିବା ଆଇସିସି ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡ ଦଳକୁ ଫାଇନାଲରେ ପହଞ୍ଚାଇଥିବା ଅଧିନାୟକ କେନ୍‌ ଓ୍ବିଲିୟମସନଙ୍କ ପ୍ରଶଂସକଙ୍କ ସଂଖ୍ୟା ବିଶ୍ୱରେ ବୃଦ୍ଧି ପାଇବାରେ ଲାଗିଛି। ଓ୍ବିଲିୟମସନ…

5 years ago

ବିବାହ କରି ମଧ୍ୟ ଏହି ଅଭିନେତ୍ରୀଙ୍କ ପାଇଁ ପାଗଳ ଥିଲେ ଗାଙ୍ଗୁଲି

ଟିମ୍‌ ଇଣ୍ଡିଆରେ ‘ଦାଦା’ ନାମରେ ଜଣାଶୁଣା ପୂର୍ବତନ କ୍ରିକେଟ ଖେଳାଳି ସୌରଭ ଗାଙ୍ଗୁଲି ପଡିଆରେ ଯେତିକି ପ୍ରଭାବୀ, ବ୍ୟକ୍ତିଗତ ଜୀବନରେ ମଧ୍ୟ ସେତିକି ଲୋକପ୍ରିୟ। ଫେବୃୟାରୀ ୨୧,…

5 years ago

ଗ୍ରାଉଣ୍ଡରେ ନାଚିଲେ କୋହଲି

ଗୁୟାନା,୯।୮- ସ୍ଥାନୀୟ ବ୍ରାଏନ ଲାରା ଗ୍ରାଉଣ୍ଡଠାରେ ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଅନୁଷ୍ଠିତ ପ୍ରଥମ ଦିନିକିଆ ବର୍ଷା ଯୋଗୁ ବାତିଲ ହୋଇଯାଇଥିଲା। ମ୍ୟାଚ୍‌ରେ କେବଳ ୧୩ ଓଭର…

5 years ago

ନିଜ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିଛନ୍ତି ଏହିସବୁ କ୍ରିକେଟର୍‌

କ୍ରିକେଟରଙ୍କ ପ୍ରେମ ଏବଂ ବିବାହକୁ ନେଇ ସବୁବେଳେ ଚର୍ଚ୍ଚା ହୋଇଥାଏ। ବିଶ୍ୱରେ ଏମିତି କିଛିି କ୍ରିକେଟର ଅଛନ୍ତି ଯେଉଁମାନେ ନିଜ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିଛନ୍ତି। ପାକିସ୍ତାନର…

5 years ago

ପୃଥ୍ବୀ ଶ’ ଡୋପିଂ ମାମଲା: ବିସିସିଆଇର କାର୍ଯ୍ୟଧାରାକୁ ସମାଲୋଚନା

ନୂଆଦିଲ୍ଲୀ, ୯|୮ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଗୁରୁବାର ପୃଥ୍ବୀ ଶ’ ଡୋପିଂ ଉଲ୍ଲଂଘନ ମାମଲା ଉପରେ ଏହାର ଟାଇମ୍‌ ଲାଇନ୍‌ ପ୍ରକାଶ କରିଛି।…

5 years ago

ଭାରତୀୟ ଆର୍ଚେରୀ ଆସୋସିଏଶନ ସସ୍‌ପେଣ୍ଡ

କୋଲକାତା, ୯ା୮ (ପି.ଟି.)-ବିଶ୍ୱ ଆର୍ଚେରି (ଡବ୍ଲ୍ୟୁଆଇ) ଗୁରୁବାର ଭାରତୀୟ ଆର୍ଚେରି ଆସୋସିଏଶନ (ଏଏଆଇ)କୁ ସସ୍‌ପେଣ୍ଡ କରିଛି। ଏଏଆଇରେ ଦୁଇ ପରସ୍ପର ବିରୋଧୀ ଗୋଷ୍ଠୀ ସମାନ୍ତରାଳ ନିର୍ବାଚନ କରିବା…

5 years ago

ପୁମା ସହ ଦୂତୀଙ୍କ ଚୁକ୍ତି

ନୂଆଦିଲ୍ଲୀ,୯।୮(ପି.ଟି.)-ଦେଶର ଦ୍ରୁତତମ ମହିଳା ଧାବିକା ତଥା ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ ଗ୍ଲୋବାଲ ସ୍ପୋଟର୍‌ସ କମ୍ପାନୀ ପୁମା ସହ ଚୁକ୍ତି କରିଛନ୍ତି। ଗୁରୁବାର ଏ ନେଇ ପୁମା…

5 years ago

ଚାଇନାରେ କ୍ରିକେଟ ଲାଗି ରହିଛି ଗୋଟିଏ ଘାସ ପିଚ୍‌

ସାଙ୍ଘାଇ,୯।୮(ଏଏଫ୍‌ପି)- ଚାଇନାରେ ପ୍ରାୟ ନାଗରିକଙ୍କୁ କ୍ରିକେଟ କ୍ରୀଡ଼ା ବିଷୟରେ ଜଣାନାହିଁ। ୧.୪ ବିଲିୟନ ଜନସଂଖ୍ୟାଙ୍କ ଲାଗି ଗୋଟିଏ ଘାସ ପିଚ୍‌ ରହିଛି। ଏବେ ସେମାନେ ଫୁଟ୍‌ବଲ ପିଚ୍‌ରେ…

5 years ago

ଖବର ଦେବାକୁ ଡରୁଛି ଓସିଏ

କଟକ ଅଫିସ,୯ା୮-ଖବର ଦେବାକୁ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ଡରୁଛି। ବୟସ ଜାଲିଆତିଠାରୁ ଆରମ୍ଭ କରି ବାରମ୍ବାର ବେନିୟମ ଓ ଦୁର୍ନୀତିର ଅଭିଯୋଗ ଯୋଗୁ ଏହାର ଅଧିକାରୀମାନେ ବୋଧହୁଏ…

5 years ago