ଖେଳ

ଆନ୍ତଃ ସ୍କୁଲ ଫୁଟବଲ: ବିଜେଇଏମ୍‌ ବିଜୟୀ

ଭୁବନେଶ୍ୱର, ୭।୮(କ୍ରୀଡ଼ା ପ୍ରତିନିଧି): ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ୬ ନମ୍ବର ହାଇସ୍କୁଲ ପଡ଼ିଆରେ ଚାଲିଥିବା ୟୁନିଲାଇଟ କପ୍‌ ଆନ୍ତଃସ୍କୁଲ ଫୁଟବଲ ଟୁର୍ନାମେଣ୍ଟରେ ବୁଧବାର ଗୋଟିଏ ମ୍ୟାଚ…

5 years ago

ଲଡର୍‌ସ ଟେଷ୍ଟରୁ ଓଲି ଷ୍ଟୋନ୍‌ ବାଦ୍‌

ଲଣ୍ଡନ, ୭।୮- ଆଘାତଜନିତ ସମସ୍ୟା ଇଂଲଣ୍ଡ ଦ୍ରୁତ ବୋଲର ଓଲି ଷ୍ଟୋନ୍‌ ଲଡର୍‌ସରେ ଖେଳାଯିବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷ ୨ୟ ଆଶେସ ଟେଷ୍ଟରୁ ବାଦ୍‌ ପଡ଼ିଛନ୍ତି। ଓ୍ବର୍କଶାୟର…

5 years ago

ବାବର ଆଜମଙ୍କ ଲୋକପ୍ରିୟତା ଯୋଗୁ ସମରସେଟ୍‌ ଓ୍ବେବସାଇଟ୍‌ ଅଚଳ

କରାଚୀ,୭।୮- ପାକିସ୍ତାନ ବ୍ୟାଟ୍ସମ୍ୟାନ ବାବର ଆଜମ ବର୍ତ୍ତମାନ କାଉଣ୍ଟି କ୍ଲବ ସମରସେଟ୍‌ ପାଇଁ ଖେଳୁଛନ୍ତି। ତାଙ୍କ ଲୋକପ୍ରିୟତା ଯୋଗୁ କ୍ଲବର ଓ୍ବେବସାଇଟ୍‌ ଅଚଳ ହୋଇଯାଇଛି। ସମରସେଟ୍‌ କ୍ଲବ…

5 years ago

ବଦଳିବ ପାକିସ୍ତାନ ଦଳର କୋଚିଂ ସେଟ୍‌ଅପ

କରାଚୀ,୭।୮- ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଦଳର କୋଚ୍‌ ମିକି ଆର୍ଥରଙ୍କ କାର୍ଯ୍ୟକାଳରେ ବୃଦ୍ଧି କରାଯିବ ନାହିଁ ବୋଲି ବୁଧବାର ଘୋଷଣା କରିଛି। ଫଳରେ ପାକିସ୍ତାନ ଦଳର…

5 years ago

‘ଭାରତୀୟ କ୍ରିକେଟକୁ ଭଗବାନ ସାହା’

ନୂଆଦିଲ୍ଲୀ,୭।୮- ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) ମୁଖ୍ୟ ତଥା ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଡ୍ରାଭିଡ୍‌ଙ୍କ ନାମରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ (କନ୍‌ଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ) ଅଭିଯୋଗ…

5 years ago

ଧୋନୀଙ୍କ ରେକର୍ଡ ଭାଙ୍ଗିଲେ ପନ୍ତ

ନୂଆଦିଲ୍ଲୀ,୭।୮- ଭାରତୀୟ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଭେଟେରାନ ମହେନ୍ଦ୍ର ସିଂ ଧୋନୀଙ୍କ ରେକର୍ଡ ଭାଙ୍ଗି ଦେଇଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଗୁୟାନାଠାରେ ଖେଳାଯାଇଥିବା ୩ୟ ଟି୨୦…

5 years ago

ସର୍ବାଧିକ ଆୟ କରୁଥିବା ଆଥ୍‌ଲେଟଙ୍କ ଫୋର୍ବସ ତାଲିକାରେ ଏକମାତ୍ର ଭାରତୀୟ ସିନ୍ଧୁ

ନ୍ୟୁୟର୍କ, ୭।୮- ଜଣାଶୁଣା ପତ୍ରିକା ଫୋର୍ବସ ପକ୍ଷରୁ ପ୍ରକାଶ କରାଯାଇଥିବା ବିଶ୍ୱରେ ସର୍ବାଧିକ ଆୟ କରୁଥିବା ମହିଳା ଆଥ୍‌ଲେଟଙ୍କ ତାଲିକାରେ ବ୍ୟାଡ୍‌ମିଣ୍ଟନ ଷ୍ଟାର ପି.ଭି. ସିନ୍ଧୁ ଏକମାତ୍ର…

5 years ago

ଜମ୍ମୁ-କଶ୍ମୀର ତରଫରୁ ଖେଳିପାରିବେ ଲଦାଖ ଖେଳାଳି

ନୂଆଦିଲ୍ଲୀ,୬।୮(ପି.ଟି.)- ବର୍ତ୍ତମାନ ନୂଆକରି ଗଠିତ ହୋଇଥିବା କେନ୍ଦ୍ରଶାସିତ ଅଞ୍ଚଳ ଲଦାଖରୁ ଖେଳାଳିମାନେ ଜମ୍ମୁ-କଶ୍ମୀର ତରଫରୁ ଆଗାମୀ ଘରୋଇ ସେସନରେ ପ୍ରତନିଧିତ୍ୱ କରିପାରିବେ ବୋଲି ମଙ୍ଗଳବାର କ୍ରିକେଟ ପ୍ରଶାସକ…

5 years ago

ଭାରତୀୟ ଦଳ ପାଇଁ ପୁଣି ଏକାଠି ଖେଳିଲେ ଦୁଇ ଭାଇ

ଗୁୟାନା,୭।୮: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚରେ ଭାରତ ବିଜୟୀ ହୋଇଛି। ସ୍ଥାନୀୟ ପ୍ରୋଭିଡେନ୍ସ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚରେ ଭାରତ ୫ଟି ବଲ…

5 years ago

ରିୟଲ- କଶ୍ମୀର ଖେଳାଳି ପରିବାରକୁ ନେଇ ଚିନ୍ତିତ

କଲ୍ୟାଣୀ(ପଶ୍ଚିମବଙ୍ଗ),୬।୮(ପି.ଟି.)- ଧାରା ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ-କାଶ୍ମୀରରେ ସୃଷ୍ଟି ହୋଇଥିବା ପରିସ୍ଥିତି ନେଇ ଫୁଟବଲ କ୍ଲବ ରିୟଲ କଶ୍ମୀରର ଖେଳାଳିମାନେ ଚିନ୍ତିତ ରହିଛନ୍ତି। ଖାସ୍‌ କରି…

5 years ago