ଖେଳ

ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଛନ୍ତି ଭାରତୀୟ ବୋଲର୍‌ ଜସପ୍ରୀତ୍‌ ବୁମ୍‌ରା

ଭାରତୀୟ କ୍ରିକେଟରମାନେ ବଲିଉଡ ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିବା କିଛି ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ପ୍ରେମ କରି ବିବାହ ମଧ୍ୟ କରିଛନ୍ତି।…

5 years ago

ବିଶ୍ୱକପରୁ ବିଦା ହୋଇ ଘରେ ପହଞ୍ଚିଲା ପାକିସ୍ତାନ ଦଳ: ଏମିତି କରାଗଲା ସ୍ବାଗତ

ଇସଲମାବାଦ, ୮।୭: ବିଶ୍ୱକପରୁ ବିଦା ହେବାପରେ ପାକିସ୍ତାନ ଦଳର ଖେଳାଳିମାନେ ନିଜ ଦେଶରେ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ଖେଳାଳିଙ୍କୁ ସେମାନଙ୍କ ଘରେ ଛଡାଯାଇଥିଲା। ଭାରତଠାରୁ…

5 years ago

ଭାରତୀୟ ବିଜୟରେ ପିନ୍ଧିଥିବା ଶାର୍ଟ ଖୋଲି ଦେଇଥିଲେ ଏହି ଖେଳାଳି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ଆଜି ୪୭ତମ ଜନ୍ମଦିନ। ଭାରତୀୟ କ୍ରିକେଟ ଦରବାରରେ ପହଞ୍ଚାଇବାରେ ଗାଙ୍ଗୁଲିଙ୍କ ଅବଦାନ ଅତୁଳନୀୟ। ସେହିପରି ବିରେନ୍ଦ୍ର ସେହଓ୍ବାଗ…

5 years ago

ପାକିସ୍ତାନ ବିଶ୍ୱକପରୁ ବିଦା ହେବାପରେ ଏହି ଦଳ ବିଶ୍ୱକପ ଜିତୁ ବୋଲି ଚାହୁଁଛନ୍ତି ସୋଏବ ଅଖତର

ଇସଲମାବାଦ, ୮।୭:ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୋଏବ ଅଖତର ଏଥର ବିଶ୍ୱକପ୍‌ ଉପମହାଦେଶୀୟ ଦଳ ଭାରତ ଜିତୁ ବୋଲି ପ୍ରାର୍ଥନା କରୁଛନ୍ତି। ନିଜ ୟୁଟ୍ୟୁବ ଚ୍ୟାନେଲରେ…

5 years ago

କୋହଲି- ଓ୍ବିଲିୟମସନ ଲଢ଼େଇ: ୧୧ ବର୍ଷପରେ ଏକ ବିରଳ ସଂଯୋଗ

ମାଞ୍ଚେଷ୍ଟର, ୮।୭(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଭାରତ ଓ ନ୍ୟୁଜିଲାଣ୍ଡ ପ୍ରଥମ ସେମିଫାଇନାଲରେ ମଙ୍ଗଳବାର ମାଞ୍ଚେଷ୍ଟରରେ ପରସ୍ପରକୁ ଭେଟିବା ସ୍ପଷ୍ଟ ହୋଇଛି। ପଏଣ୍ଟ ଟେବୁଲରେ ଭାରତ ଶୀର୍ଷ ସ୍ଥାନରେ…

5 years ago

ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲଛେତ୍ରୀଙ୍କ ଡବଲ ଗୋଲ ସତ୍ତ୍ୱେ ଭାରତ ପରାସ୍ତ

ଅହମ୍ମଦାବାଦ, ୮।୭-ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ଉଦ୍‌ଘାଟନୀ ମ୍ୟାଚରେ ଶନିବାର ଭାରତ ୨-୪ ଗୋଲ ବ୍ୟବଧାନରେ ତାଜିକ୍‌ସ୍ତାନଠାରୁ ହାରିଯାଇଛି। ମ୍ୟାଚରେ ସୁନୀଲ ଛେତ୍ରୀ ଦୁଇଟି ଗୋଲ୍‌ ସ୍କୋର…

5 years ago

ଜାତୀୟ ବାଳିକା ଚେସ୍‌: ସାଇନା ସାଲୋନିକାଙ୍କୁ ରୌପ୍ୟ

ଭୁବନେଶ୍ୱର, ୮।୭ (ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଆ ଚେସ୍‌ ପ୍ରତିଭା ତଥା ଓ୍ବିମେନ ଫିଡେ ମାଷ୍ଟର (ଡବ୍ଲ୍ୟୁଏଫ୍‌ଏମ୍‌) ସାଇନା ସାଲୋନିକା ତାଙ୍କ ଜ୍ୱାଜଲ୍ୟମୟ କ୍ୟାରିୟରରେ ଆଉ ଏକ ସଫଳତାର…

5 years ago

ଫିଫା ମହିଳା ବିଶ୍ୱକପ: ଆମେରିକାକୁ ଚତୁର୍ଥ ଟାଇଟଲ

ଲିଅନ, ୮।୭-ଫିଫା ମହିଳା ବିଶ୍ୱକପ୍‌ର ଅଷ୍ଟମ ସଂସ୍କରଣରେ ଏଥର ଗତଥରର ଚାମ୍ପିୟନ ଆମେରିକା ବାଜି ମାରିଛି। ଏଠାରେ ରବିବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ଆମେରିକା ୨-୦ ଗୋଲରେ…

5 years ago

ଜାତୀୟ ପୁରୁଷ ହକି କୋଚିଂ କ୍ୟାମ୍ପରେ ୫ ଓଡ଼ିଆ

ନୂଆଦିଲ୍ଲୀ, ୮।୭- ବେଙ୍ଗାଲୁରୁ ସ୍ଥିତ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) କ୍ୟାମ୍ପସରେ ସୋମବାରଠାରୁ ଆରମ୍ଭ ହେବାକୁ ଯାଉଥିବା ଜାତୀୟ ପୁରୁଷ ହକି ପ୍ରଶିକ୍ଷଣ ଶିବିର ପାଇଁ…

5 years ago

ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗ୍‌: କୋହଲିଙ୍କ ଶୀର୍ଷ ସ୍ଥାନର ନିକଟତର ରୋହିତ

ଲଣ୍ଡନ, ୮।୭(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଜବରଦସ୍ତ ପ୍ରଦର୍ଶନ କରି ଭାରତୀୟ ତାରକା ଓପନର ରୋହିତ ଶର୍ମା ଏବେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ର଼୍ୟାଙ୍କିଙ୍ଗ୍‌ରେ ଅଧିନାୟକ…

5 years ago