ଖେଳ

କୋହଲି ଦଣ୍ଡିତ

ସାଉଥାମ୍ପଟନ,୨୩ା୬: ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଅତ୍ୟଧିକ ଅପିଲ କରିବା ପାଇଁ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ଦଣ୍ଡିତ ହେବାକୁ ପଡ଼ିଛି। ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ…

5 years ago

ଅମ୍ପାୟାରଙ୍କ ଆଗରେ ହାତ ଯୋଡି ଟ୍ରୋଲ୍‌ ହେଲେ ବିରାଟ

ସାଉଥାମ୍ପ୍ଟନ,୨୩।୬:ଚଳିତ ବିଶ୍ୱକପରେ ଭାରତ ଶନିବାର ଆଫଗାନିସ୍ତାନ ବିପକ୍ଷରେ ଏକ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି। ସ୍ଥାନୀୟ ରୋଜ ବାଉଲ ଗ୍ରାଉଣ୍ଡରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୨୮ତମ ମ୍ୟାଚରେ ଭାରତ…

5 years ago

ଇମ୍ରାନ, ସଚିନଙ୍କୁ ନେଇ ଦ୍ୱନ୍ଦ୍ୱରେ ପାକ୍‌ ପ୍ରଧାନମନ୍ତ୍ରୀଙ୍କ ସହଯୋଗୀ

ନୂଆଦିଲ୍ଲୀ,୨୩ା୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଜଣେ ସହଯୋଗୀ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ନେଇ ଦ୍ୱନ୍ଦ୍ୱରେ ଥିବା ଜଣାପଡ଼ିଛି। ପାକିସ୍ତାନ ପିଏମ୍‌ଙ୍କ ସ୍ପେଶାଲ ଆସିଷ୍ଟାଣ୍ଟ…

5 years ago

ଧିମା ବ୍ୟାଟିଂ ଲାଗି ଧୋନୀଙ୍କୁ ସମାଲୋଚନା

ସାଉଥାମ୍ପଟନ,୨୩ା୬: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ପୁଣି ଥରେ ସମାଲୋଚନା କରାଯାଇଛି। ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଧୋନୀ ଧିମା ବ୍ୟାଟିଂ କରିଥିଲେ, ଯେଉଁ ମ୍ୟାଚ୍‌କୁ…

5 years ago

ଆଇସିସି ବିଶ୍ୱକପ୍‌: ପାକିସ୍ତାନ- ଦକ୍ଷିଣ ଆଫ୍ରିକା ସମ୍ମାନ ଲଢ଼େଇ

ଲଣ୍ଡନ,୨୩।୬(ପି.ଟି.)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ପାକିସ୍ତାନ ଓ ଦକ୍ଷିଣ ଆଫ୍ରିକା ଏକପ୍ରକାର ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡିସାରିଥିଲେ ମଧ୍ୟ ରବିବାର ପରସ୍ପରକୁ ଭେଟିବାକୁ…

5 years ago

ମାଲିଙ୍ଗାଙ୍କ ବୋଲିଂରେ ଏବେବି ଚମକ ଅଛି

ମାଞ୍ଚେଷ୍ଟର, ୨୩ା୬ (ଏଏଫ୍‌ପି)- ପେସ୍‌ ବୋଲର ଲସିଥ୍‌ ମାଲିଙ୍ଗାଙ୍କ ସାମର୍ଥ୍ୟକୁ ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ ମାହେଲା ଜୟବର୍ଦ୍ଧନେ ଉଚ୍ଚ ପ୍ରଶଂସା କରିଛନ୍ତି। ତାଙ୍କ ବୋଲିଂରେ ଏବେବି ଚମକ…

5 years ago

ସାମିଙ୍କ ହ୍ୟାଟ୍ରିକ: ଭାରତର ସଂଘର୍ଷପୂର୍ଣ୍ଣ ବିଜୟ

ସାଉଥାମ୍ପ୍‌ଟନ,୨୩।୬(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଭାରତ ଶନିବାର ଆଫଗାନିସ୍ତାନ ବିପକ୍ଷରେ ଏକ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି। ସ୍ଥାନୀୟ ରୋଜ୍‌ ବାଉଲ ଗ୍ରାଉଣ୍ଡରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୨୮ତମ ମ୍ୟାଚ୍‌ରେ…

5 years ago

ଚେତନ ଶର୍ମାଙ୍କ ପରେ ସାମିଙ୍କ ହ୍ୟାଟ୍ରିକ

ସାଉଥାମ୍ପ୍‌ଟନ, ୨୩।୬ (ପି.ଟି.)- ବିଶ୍ୱକପ୍‌ରେ ହ୍ୟାଟ୍ରିକ ଉଇକେଟ ହାସଲ କରିବାରେ ମହମ୍ମଦ ସାମି ଭାରତର ଦ୍ୱିତୀୟ ବୋଲର ସାବ୍ୟସ୍ତ ହୋଇଛନ୍ତି। ପୂର୍ବରୁ ଚେତନ ଶର୍ମା ୧୯୮୭ ବିଶ୍ୱକପ୍‌ରେ…

5 years ago

ବିଶ୍ୱକପ୍‌ରେ ଭାରତଠାରୁ ହାରିବା ନୂଆ ନୁହେଁ

ଲଣ୍ଡନ, ୨୩ା୬ (ପି.ଟି.)-ରବିବାର ଖେଳାଯିବାକୁଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚରେ ତାଙ୍କ ଦଳ ପ୍ରତ୍ୟାବର୍ତ୍ତନ କରିବ ବୋଲି ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସର୍ଫରାଜ ଅହମ୍ମଦ ଆଶା…

5 years ago

କମନୱେଲଥ ଟିଟି: କ୍ରୀଡ଼ା ସଚିବଙ୍କ ସ୍ଥିତି ଅନୁଧ୍ୟାନ; ଆସିବେ ୧୬ ଦେଶର ଖେଳାଳି

କଟକ ଅଫିସ,୨୩।୬- କମନୱେଲଥ ଟେବୁଲ ଟେନିସ (ଟିଟି) ଚାମ୍ପିୟନଶିପ୍‌ର ୨୦୧୯ ସଂସ୍କରଣ ଜୁଲାଇ ୧୭ରୁ ୨୨ ତାରିଖ ପର୍ଯ୍ୟନ୍ତ କଟକର ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ହେବ।…

5 years ago