ଖେଳ

ଚାଇନା ଏଏଫ୍‌ସି ଏସିଆନ୍‌ କପ୍‌ ଆୟୋଜକ

ପ୍ୟାରିସ, ୪ା୬ (ଏଏଫ୍‌ପି)- ଚାଇନା ଏସିଆନ କପ୍‌ ୨୦୨୩ର ଆୟୋଜନ କରିବ। ଏସିଆନ ଫୁଟ୍‌ବଲ କନଫେଡେରେଶନ(ଏଏଫ୍‌ସି) ମଙ୍ଗଳବାର ସୂଚନା ଦିଆଯାଇଛି। ପ୍ରତି ୪ବର୍ଷ ବ୍ୟବଧାନରେ ହୋଇ ଆସୁଥିବା…

5 years ago

ବିଶ୍ୱକପ୍‌ରୁ ଷ୍ଟେଇନ୍‌ ଆଉଟ୍‌

ସାଉଥାମ୍ପଟନ୍‌, ୪।୬(ପି.ଟି.)- ଆଇସିସି ବିଶ୍ୱକପ୍‌ରେ ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳକୁ ମଙ୍ଗଳବାର ଶକ୍ତ ଧକ୍କା ଲାଗିଛି। ଦଳର ପ୍ରମୁଖ ତଥା ଅଭିଜ୍ଞ…

5 years ago

ପାକିସ୍ତାନକୁ ବିଜୟର ଶୁଭେଚ୍ଛା ଜଣାଇ ଟ୍ରୋଲ ହେଲେ ସାନିଆ: ଲୋକେ କହିଲେ ୧୬କୁ କାହାକୁ କରିବ ସମର୍ଥନ

ନୂଆଦିଲ୍ଲୀ,୪।୬: ନିଜର ପ୍ରଥମ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜ୍‌ଠାରୁ ହାରିବା ପରେ ପାକିସ୍ତାନ ନିଜର ଭୁଲ୍‌ ସୁଧାରିଛି। ସୋମବାର ଆଇସିସି ଓ୍ବାର୍ଲଡ କପ୍‌-୨୦୧୯ର ଦ୍ୱିତୀୟ ମ୍ୟାଚରେ ପାକିସ୍ତାନ ଦମ୍‌ଦାର ପ୍ରଦର୍ଶନ…

5 years ago

କାତାରରେ କ୍ଲବ ବିଶ୍ୱକପ୍

ପ୍ୟାରିସ, ୪୬(ଏଏଫ୍ପି)- ଫିଫା ବିଶ୍ୱକପ୍ର ପରବର୍ତ୍ତୀ ସଂସ୍କରଣ ୨୦୨୨ରେ କାତାରରେ ଅନୁଷ୍ଠିତ ହେବ ତେବେ ଏଥତ୍ପୂର୍ବରୁ ୨୦୧୯ ଓ ୨୦୨୦ କ୍ଲବ ବିଶ୍ୱକପ୍ କାତାରରେ ଅାୟୋଜିତ ହେବ…

5 years ago

ଆର୍ଚର, ରଏଙ୍କ ମ୍ୟାଚ୍ ଫି କଟିଲା

ନଟ୍ଟିଂହାମ, ୪୬(ପି.ଟି.)- ଆଇସିସି ଆଚରଣ ସଂହିତା ଉଲ୍ଲଂଘନ କରିଥତ୍ବା କାରଣରୁ ଦୁଇ ଇଂଲଣ୍ଡ କ୍ରିକେଟର ଜୋଫ୍ରା ଅାର୍ଚର ଓ ଜୋ ରୁଟ୍ଙ୍କୁ ଅାଥର୍ତ୍କ ଦଣ୍ଡରେ ଦଣ୍ଡିତ କରାଯାଇଛି…

5 years ago

ଭାରତୀୟ ଦଳର ଖବରଦାତା ସମ୍ମିଳନୀକୁ ବୟକଟ୍‌ କଲା ମିଡିଆ

ସାଉଥାମ୍ପ୍‌ଟନ୍‌, ୪।୬: କ୍ରିକେଟ ବିଶ୍ୱକପ୍‌ ଖେଳିବାକୁ ଯାଇଥିବା ଭାରତୀୟ ଦଳ ବୁଧବାର ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବ। ଏହାପୂର୍ବରୁ ସୋମବାର ସନ୍ଧ୍ୟାରେ ଖେଳାଳିଙ୍କ ପ୍ରାକ୍ଟିସ୍‌…

5 years ago

ବିଶ୍ୱକପ୍‌ ଓପନିଂ ମ୍ୟାଚ୍‌ କେବେ ଜିତିଥିଲା ଭାରତ

ଆଇସିସି ବିଶ୍ୱକପ୍‌ରେ ଏଥର ଭାରତ ଏବଂ ଇଂଲଣ୍ଡ ଟାଇଟେଲର ପ୍ରବଳ ଦାବିଦାର ଦଳ କୁହାଯାଉଛି। ଜୁନ୍‌ ୫ ଅର୍ଥାତ୍‌ ବୁଧବାର ବିଶ୍ୱକପରେ ଭାରତ ଦକ୍ଷିଣ ଆଫ୍ରିକା ବିପକ୍ଷରେ…

5 years ago

ଚତୁଃରାଷ୍ଟ୍ରୀୟ ମହିଳା ହକି: ସ୍କଟ୍‌ଲାଣ୍ଡକୁ ହରାଇଲା ଭାରତ

ଡବ୍‌ଲିନ୍‌, ୩ା୬ (ପି.ଟି.)-ଏଠାରେ ଚାଲିଥିବା ୨୧ବର୍ଷରୁ କମ୍‌ କ୍ୟାଣ୍ଟର ଫିଜରଲାଡ୍‌ ଚତୁଃରାଷ୍ଟ୍ରୀୟ ମହିଳା ହକି ପ୍ରତିଯୋଗିତାରେ ଭାରତୀୟ ମହିଳା ହକି ଦଳ ସୋମବାର ମ୍ୟାଚ୍‌ରେ ସ୍କଟଲାଣ୍ଡକୁ ୨-୧…

5 years ago

ଆଇଏଏଏଫ୍‌ ଟେଷ୍ଟୋଷ୍ଟେରୋନ ନିୟମକୁ ସସ୍‌ପେଣ୍ଡ

ଜେନେଭା, ୪ା୬ (ଏଏଫ୍‌ପି)-ସୁଇଜରଲାଣ୍ଡର ଟପ୍‌ କୋର୍ଟ ସୋମବାର ସାମୟିକ ଭାବେ ଇଣ୍ଟରନ୍ୟାଶନାଲ ଆସୋସିଏଶନ ଅଫ୍‌ ଆଥଲେଟିକ୍‌ ଫେଡେରେଶନ୍ସ (ଆଇଏଏଏଫ୍‌)ର ବିବାଦୀୟ ଟେଷ୍ଟୋଷ୍ଟେରୋନ ନିୟମକୁ ସସ୍‌ପେଣ୍ଡ କରିଛନ୍ତି। ଏହି…

5 years ago

ବାରବାଟୀରେ ଭାରତ-ଓ୍ବେଷ୍ଟଇଣ୍ଡିଜ ଦିନିକିଆ କ୍ରିକେଟ

ନୂଆଦିଲ୍ଲୀ,୪ା୬ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମଗ୍ର ଘରୋଇ ସିଜନ ପାଇଁ ସୋମବାର କାର୍ଯ୍ୟସୂଚୀ ଘୋଷଣା କରିଛି। ସୂଚନା ଅନୁସାରେ କଟକ ବାରବାଟୀ ଷ୍ଟାଡିୟମରେ ଓ୍ବେଷ୍ଟଇଣ୍ଡିଜ…

5 years ago