ଖେଳ

ପଞ୍ଚାଲ, ଈଶ୍ୱରନଙ୍କ ଶତକ: ଭାରତ ଏ’-୩୭୬/୧

ବେଲାଗାଭି, ୨୬ା୫ (ପି.ଟି.)- ଶ୍ରୀଲଙ୍କା ଏ’ ବିପକ୍ଷ ପ୍ରଥମ ଅନ୍‌ଅଫସିଆଲ ଟେଷ୍ଟ ମ୍ୟାଚରେ ଓପନର ପ୍ରିୟାଙ୍କ ପଞ୍ଚାଲ ଏବଂ ଅଭିମନ୍ୟୁ ଈଶ୍ୱରନଙ୍କ ଶତକ ସହାୟତାରେ ଭାରତ ଶନିବାର…

5 years ago

ଓ୍ବାର୍ନର, ସ୍ମିଥ୍‌ଙ୍କୁ ଦର୍ଶକଙ୍କ ଥଟ୍ଟା ପରିହାସ

ସାଉଥାମ୍ପଟନ (ୟୁକେ), ୨୬ା୫ (ପି.ଟି.)- ବିଶ୍ୱକପ୍‌ ପୂର୍ବରୁ ଶନିବାର ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ଏକ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଡେଭିଡ ଓ୍ବାର୍ନର ଏବଂ ଷ୍ଟିଭ ସ୍ମିଥ୍‌ଙ୍କୁ…

5 years ago

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ ଆଜିଠାରୁ : ପଦକ ଲକ୍ଷ୍ୟରେ ଅପୂର୍ବୀ, ଅଞ୍ଜୁମ

ନୂଆଦିଲ୍ଲୀ, ୨୫।୫(ପି.ଟି.)- ଅନ୍ତର୍ଜାତୀୟ ଶୁଟିଂ ସ୍ପୋଟର୍‌ସ ଫେଡେରେଶନ (ଆଇଏସ୍‌ଏସ୍‌ଏଫ୍‌) ରାଇଫଲ୍‌/ପିସ୍ତଲ ବିଶ୍ୱକପ୍‌ ରବିବାରଠାରୁ ଜର୍ମାନୀର ମ୍ୟୁନିକ ସହରରେ ଆରମ୍ଭ ହେବାକୁ ଯାଉଛି। ଏହାହେବ ବର୍ଷର ୩ୟ ଶୁଟିଂ…

5 years ago

୪ ଖେଳାଳି ଆହତ, ଫିଲ୍ଡିଂ କଲେ କୋଚ୍‌

ସାଉଥ୍‌ମ୍ପଟନ, ୨୫।୫(ପି.ଟି.)- ଦୀର୍ଘ ୮ ବର୍ଷ ପୂର୍ବେ କ୍ରିକେଟରୁ ସନ୍ନ୍ୟାସ ନେଇଥିବା ଇଂଲଣ୍ଡର ପ୍ରାକ୍ତନ ଅଧିନାୟକ ତଥା ବର୍ତ୍ତମାନ ସହାୟକ କୋଚ୍‌ ଦାୟିତ୍ୱ ତୁଲାଉଥିବା ପଲ୍‌ କଲିଂଉଡ୍‌ଙ୍କୁ…

5 years ago

ଇଂଲଣ୍ଡ ଗସ୍ତ କଲେ ଅସିଫ

କରାଚୀ,୨୫।୫(ଏଏଫ୍‌ପି) - ଦୁଃଖିତ ପାକିସ୍ତାନ କ୍ରିକେଟର ଅସିଫ ଅଲି ନିଜ ଝିଅର ଅନ୍ତ୍ୟେଷ୍ଟି କାର୍ଯ୍ୟକ୍ରମ ଶେଷ କରିବା ପରେ ଶନିବାର ବିଶ୍ୱକପ୍‌ ଦଳରେ ଯୋଗଦେବା ପାଇଁ ଇଂଲଣ୍ଡ…

5 years ago

ଭାରତୀୟ କମ୍ପାଉଣ୍ଡ ତୀରନ୍ଦାଜ ଦଳକୁ ବ୍ରୋଞ୍ଜ

ଆଣ୍ଟାଲ୍ୟା(ତୁର୍କୀ),୨୫।୫(ପିଟି)- ଏଠାରେ ଚାଲିଥିବା ତୀରନ୍ଦାଜୀ ବିଶ୍ୱକପ୍‌ ୩ୟ ରାଉଣ୍ଡରେ ଭାରତୀୟ କମ୍ପାଉଣ୍ଡ ଦଳ ବ୍ରୋଞ୍ଜ ପଦକ ହାସଲ କରିଛି। ରଜତ ଚୌହ୍ବାନ, ଅଭିଷେକ ବର୍ମା ଓ ଅମଦ…

5 years ago

ଭାରତ ବିପକ୍ଷ ମ୍ୟାଚ୍‌ ପରେ ମଧ୍ୟ ଖେଳାଳିଙ୍କ ନିକଟରେ ରହିପାରିବେ ପତ୍ନୀ

ଲାହୋର,୨୫।୫- ଇଂଲଣ୍ଡର ମାଞ୍ଚେଷ୍ଟରଠାରେ ଜୁନ୍‌ ୧୬ ତାରିଖରେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ବିଶ୍ୱକପ୍‌ର ଗ୍ରୁପ୍‌ ପର୍ଯ୍ୟାୟ ମ୍ୟାଚ୍‌ ଖେଳାଯିବ। ଏହି ହାଇଭୋଲ୍‌ଟେଜ ମ୍ୟାଚ୍‌…

5 years ago

ଟିମ୍‌ ଇଣ୍ଡିଆକୁ ବଡ଼ ଆଶ୍ୱସ୍ତି

ଲଣ୍ଡନ,୨୫।୫- ଭାରତୀୟ ଦଳକୁ ଶନିବାର ବଡ଼ ଆଶ୍ୱସ୍ତି ମିଳିଛି। ଭାରତୀୟ ଅଲ୍‌ରାଉଣ୍ଡର ବିଜୟ ଶଙ୍କରଙ୍କ ଆହତ ସମସ୍ୟା ଗୁରୁତର ନୁହେଁ। ତାଙ୍କ ରିଷ୍ଟର ସ୍କାନ କରାଯିବା ପରେ…

5 years ago

ମେସିଙ୍କୁ ୟୁରୋପର ଗୋଲ୍ଡ ବୁଟ୍‌

ବାର୍ସିଲୋନା,୨୫।୫- ଆର୍ଜେଣ୍ଟିନା ଷ୍ଟାର ଲିଓନେଲ ମେସି ଚଳିତ ସିଜନରେ ୟୁରୋପର ସମସ୍ତ ଲିଗ୍‌ରେ ସର୍ବାଧିକ ସଂଖ୍ୟକ ଗୋଲକରି ଗୋଲ୍ଡ ବୁଟ୍‌ ହାତେଇଛନ୍ତି। କ୍ରମାଗତ ୩ୟ ଥର ପାଇଁ…

5 years ago

କୋହଲିଙ୍କୁ ଟ୍ରୋଲ କଲେ ଜୁନିୟର ବଚ୍ଚନ

ନୂଆଦିଲ୍ଲୀ,୨୫।୫- ଇଂଲଣ୍ଡରେ ହେବାକୁ ଥିବା ଆଇସିସି ବିଶ୍ୱକପ୍‌ ଲାଗି ଭାରତୀୟ ଦଳ ସହ ପ୍ରସ୍ତୁତ ହେଉଥିବା ଅଧିନାୟକ ବିରାଟ କୋହଲି ଟୋଟେନହାମ ହଟସପୁର ଷ୍ଟାର ହାରି କେନ୍‌ଙ୍କ…

5 years ago