ପ୍ୟାରିସ, ୧ା୬ (ଏଏଫ୍ପି)-ଷ୍ଟିଫାନସ ତିସିତ୍ସିପାସ୍ ଦୀର୍ଘ ୮୩ ବର୍ଷ ବ୍ୟବଧାନରେ ପ୍ରଥମ ଗ୍ରୀକ୍ ଖେଳାଳି ହିସାବରେ ଫ୍ରେଞ୍ଚ୍ ଓପନ୍ ଗ୍ରାଣ୍ଡସ୍ଲାମ ଟେନିସ୍ ପ୍ରତିଯୋଗିତାର ଚତୁର୍ଥ ରାଉଣ୍ଡରେ ପ୍ରବେଶ…
ନୂଆଦିଲ୍ଲୀ, ୧ା୬ (ପି.ଟି.)-୨୦୨୨ରେ ଏଏଫ୍ସି ମହିଳା ଏସିଆନ୍ କପ୍ ଆୟୋଜନ ଲାଗି ତିନୋଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ସେମାନଙ୍କ ମଧ୍ୟରେ ଭାରତ ଅନ୍ୟତମ। ଅନ୍ୟ ଦୁଇଟି…
କାର୍ଡିଫ,୧।୬- ବିଶ୍ୱକପ୍ର ପ୍ରଥମ ମ୍ୟାଚ୍ରେ ପାକିସ୍ତାନ ଓ୍ବେଷ୍ଟଇଣ୍ଡିଜଠାରୁ ବୃହତ୍ ପରାଜୟବରଣ କରିଛି। ଏଥିରେ ପୂର୍ବତନ ପେସର ଶୋଏବ ଅଖତାର ପାକିସ୍ତାନ ଅଧିନାୟକ ଅହମ୍ମଦ ସର୍ଫରାଜଙ୍କ ଫିଟ୍ନେସ୍କୁ ପ୍ରବଳ…
କାର୍ଡିଫ,୧।୬- ଶ୍ରୀଲଙ୍କା ଦଳର ଅଧିନାୟକ ଦିମୁଥ କରୁଣାରତ୍ନେ ଚଳିତ ବିଶ୍ୱକପ୍ରେ ଏକ ରେକର୍ଡ ଅଧିକାରୀ ହୋଇଛନ୍ତି। ଏଠାରେ ନ୍ୟୁଜଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍ରେ ସେ ଓପନିଂ ବ୍ୟାଟିଂ…
କାର୍ଡିଫ,୧।୬- ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଅନୁଷ୍ଠିତ ବିଶ୍ୱକପ୍ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍ରେ ଶ୍ରୀଲଙ୍କା ୧୩୬ ରନ୍ରେ ଅଲଆଉଟ୍ ହୋଇଯାଇଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ୧୯୯୬…
ପ୍ୟାରିସ,୧।୬(ଏଏଫ୍ପି)- ଜୋହାନ କୋଣ୍ଟା ଏଠାରେ ଚାଲିଥିବା ଗ୍ରାଣ୍ଡସ୍ଲାମ୍ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନର ୪ର୍ଥ ରାଉଣ୍ଡରେ ପ୍ରବେଶ କରିିଛନ୍ତି। ଦୀର୍ଘ ୩୬ ବର୍ଷ ମଧ୍ୟରେ ସେ ପ୍ରଥମ ବ୍ରିଟିଶ…
ନୂଆଦିଲ୍ଲୀ,୧।୬-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଅଇ) କାର୍ଯ୍ୟକାରୀ ସଭାପତି ସି.କେ. ଖାନ୍ନା ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ପ୍ରଶାସକ କମିଟି (ସିଓଏ)କୁ ପୂର୍ବତନ ଖେଳାଳିଙ୍କ ପେନ୍ସନରେ ବୃଦ୍ଧି କରିବାକୁ…
ନୂଆଦିଲ୍ଲୀ,୧।୬(ପିଟି)- ଓଡ଼ିଆ ଜିମ୍ନାଷ୍ଟ ରାକେଶ କୁମାର ପାତ୍ର ସ୍ଲୋଭାନିଆର କୋପରଠାରେ ଚାଲିଥିବା ଏଫ୍ଆଇଜି ବିଶ୍ୱକପ୍ର ପାରାଲାଲ ବାର୍ସ ଇଭେଣ୍ଟର ଫାଇନାଲକୁ ଉନ୍ନୀତ ହୋଇଛନ୍ତି। ଯୋଗ୍ୟତା ପର୍ଯ୍ୟାୟରେ ସେ…
ନୂଆଦିଲ୍ଲୀ,୧।୬-ଆସନ୍ତ ୫ ତାରିଖରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକାକୁ ଭେଟିବ। ମ୍ୟାଚ୍ ପୂର୍ବରୁ ଅଭ୍ୟାସ କରିବା ପରିବର୍ତ୍ତେ ଭାରତୀୟ…
ଲଣ୍ଡନ,୧।୬- ଚଳିତ ମାସ ୧୬ ତାରିଖରେ ମାଞ୍ଚେଷ୍ଟରଠାରେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ବିଶ୍ୱକପ୍ ଲିଗ୍ ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍କୁ କେଉଁ ଦଳ…