ଖେଳ

ଆଜିଠୁ ବିଶ୍ୱକପ୍‌: ଦେଖନ୍ତୁ ୧୯୭୫ରୁ ୨୦୧୯ ମଧ୍ୟରେ କେମିତି ବଦଳିଛି ଟିମ୍‌ ଇଣ୍ଡିଆର ଜର୍ସି

ନୂଆଦିଲ୍ଲୀ, ୩୦।୫: ମେ ୩୦ ଅର୍ଥାତ୍‌ ଗୁରୁବାରଠାରୁ ଆଇସିସି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଇଂଲଣ୍ଡରେ ଆରମ୍ଭ ହେବାକୁ ଯାଉଛି। ବିଶ୍ୱକପ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆର ଜର୍ସି ଉନ୍ମୋଚିତ…

5 years ago

ଆରମ୍ଭ ହେଲା ବିଶ୍ୱକପ୍‌: ଟସ୍‌ ଜିତି ଦକ୍ଷିଣ ଆଫ୍ରିକାର ବୋଲିଂ ନିଷ୍ପତ୍ତି

ଲଣ୍ଡନ, ୩୦।୫- ଆଇସିସି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଗୁରୁବାରଠାରୁ ସ୍ଥାନୀୟ କେନିଙ୍ଗଟନ୍‌ ଓଭାଲ ଗ୍ରାଉଣ୍ଡରେ ଆରମ୍ଭ ହୋଇଯାଇଛି। ଉଦ୍‌ଘାଟନୀ ମୁକାବିଲାରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଫାଫ୍‌ ଡୁ…

5 years ago

ପଦାର୍ପଣ ପାଇଁ ସଚିନ ପ୍ରସ୍ତୁତ

ମୁମ୍ବାଇ, ୩୦।୫(ପି.ଟି.)- ଗୁରୁବାରଠାରୁ ଆଇସିସି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଆୟୋଜକ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ଖେଳାଯିବ। ଲଣ୍ଡନର…

5 years ago

ପାକିସ୍ତାନକୁ ୨୦୨୦ ଏସିଆ କପ୍‌ ଟି୨୦ ଆୟୋଜନ ଅଧିକାର

ନୂଆଦିଲ୍ଲୀ, ୩୦।୫(ପି.ଟି.)- ୨୦୨୦ ଏସିଆ କପ୍‌ ଟି୨୦ କ୍ରିକେଟ ଟୁର୍ନାମେଣ୍ଟର ଆୟୋଜନ ଅଧିକାର ପାକିସ୍ତାନକୁ ପ୍ରଦାନ କରାଯାଇଛି। ସିଙ୍ଗାପୁରରେ ଅନୁଷ୍ଠିତ ହୋଇଥିବା ଏସିଆନ କ୍ରିକେଟ କାଉନସିଲ୍‌ (ଏସିସି)…

5 years ago

୨୭ ବର୍ଷ ପରେ କୋଣ୍ଟା

ପ୍ୟାରିସ, ୩୦।୫- ବ୍ରିଟେନ ଟେନିସ ଷ୍ଟାର୍‌ ଜୋହାନ କୋଣ୍ଟା ଏଠାରେ ଚାଲିଥିବା ଚଳିତ ବର୍ଷର ୨ୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ୍‌ ମହିଳା ସିଙ୍ଗଲ୍ସର ୩ୟ ରାଉଣ୍ଡରେ…

5 years ago

ଇଂଲଣ୍ଡରେ କ୍ରିକେଟ ମହାକୁମ୍ଭ

ଲଣ୍ଡନ, ୩୦।୫: କ୍ରିକେଟ ବିଶ୍ୱକପର ଦ୍ୱାଦଶ ସଂସ୍କରଣ ପାଇଁ କ୍ଷେତ୍ର ପ୍ରସ୍ତୁତ। ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ ଆନୁକୂଲ୍ୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଏହି…

5 years ago

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ଦକ୍ଷିଣ ଆଫ୍ରିକା ଉଦ୍‌ଘାଟନୀ ମୁକାବିଲା

ଲଣ୍ଡନ,୩୦।୫(ଏଏଫ୍‌ପି)- ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଲଣ୍ଡନର କେନିଂଟନ ଓଭାଲ ଗ୍ରାଉଣ୍ଡରେ ଆୟୋଜକ ତଥା ଫେଭରାଇଟ ଇଂଲଣ୍ଡ…

5 years ago

ଲର୍ଡସରେ କୋହଲିଙ୍କ ମହମ ପ୍ରତିମୂର୍ତ୍ତି ଉନ୍ମୋଚିତ

ଲଣ୍ଡନ,୩୦।୫(ପି.ଟି.)- ଆଇସିସି ବିଶ୍ୱକପ୍‌ ଶୁଭାରମ୍ଭ ଅବସରରେ ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଭାରତୀୟ ଅଧିନାୟକ ତଥା ବ୍ୟାଟିଂ ସୁପରଷ୍ଟାର ବିରାଟ୍‌ କୋହଲିଙ୍କ ମହମ ପ୍ରତିମୂର୍ତ୍ତୀ ଉନ୍ମୋଚନ କରାଯାଇଛି। ଜଣାଶୁଣା…

5 years ago

୮ ଲକ୍ଷ ଟଙ୍କା ନ ଦେଲେ ରେସଲର ରୀନା ଆଜୀବନ ବାସନ୍ଦ ହେବେ

ନୂଆଦିଲ୍ଲୀ,୩୦।୫(ପି.ଟି.)- ୮ ଲକ୍ଷ ଟଙ୍କା ନ ଦେଲେ ଭାରତୀୟ ମହିଳା ରେସଲର ରୀନା ଆଜୀବନ ବାସନ୍ଦ ହେବେ। ଡୋପ୍‌ ଟେଷ୍ଟରେ ବିଫଳ ହେବା ପରେ ରେସଲିଂ ଫେଡେରେଶନ…

5 years ago

ଶୁଟିଂ ବିଶ୍ୱକପ୍‌: ମନୁ ଭାକର ୭ମ ଭାରତୀୟ

ମ୍ୟୁନିକ୍‌, ୩୦।୫(ପି.ଟି.)- ଦେଶର ୭ମ ଶୁଟର ଭାବେ ମନୁ ଭାକର ୨୦୨୦ ଟୋକିଓ ଅଲିମ୍ପିକ୍‌କୁ ଯୋଗ୍ୟତା ଅର୍ଜନ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ଏଠାରେ ଚାଲିଥିବା ଆଇଏସ୍‌ଏସ୍‌ଏଫ୍‌…

5 years ago