ଖେଳ

ସନ୍ତୋଷ ଟ୍ରଫି: ପଞ୍ଜାବ-ସର୍ଭିସେସ୍‌ ଫାଇନାଲ

ଲୁଧିଆନା, ୨୦।୪(ପି.ଟି.)-ଭାରତୀୟ ଘରୋଇ ଫୁଟ୍‌ବଲର ଅନ୍ୟତମ ସମ୍ମାନଜନକ ପ୍ରତିଯୋଗିତା ସନ୍ତୋଷ ଟ୍ରଫିର ଫାଇନାଲ ରବିବାର ପଞ୍ଜାବ ଓ ସର୍ଭିସେସ୍‌ ମଧ୍ୟରେ ହେବ। ଶୁକ୍ରବାର ସ୍ଥାନୀୟ ଗୁରୁ ନାନକ…

5 years ago

ଚର୍ଚ୍ଚାରେ ପ୍ରଜ୍ଞା ଓଝାଙ୍କ ଟୁଇଟ୍‌

ହାଇଦ୍ରାବାଦ, ୨୦।୪- ଇଂଲଣ୍ଡରେ ଆସନ୍ତା ମାସରୁ ଆରମ୍ଭ ହେବାକୁ ଥିବା ଆଇସିସି ବିଶ୍ୱକପ୍‌ ଲାଗି ନିକଟରେ ବିରାଟ କୋହଲିଙ୍କ ନେତୃତ୍ୱରେ ୧୫ଜଣିଆ ଭାରତୀୟ ଦଳ ଘୋଷଣା ହୋଇଥିଲା।…

5 years ago

ମଣ୍ଟେ କାର୍ଲୋ ମାଷ୍ଟର୍ସରୁ ଜୋକୋଭିଚ୍‌ଙ୍କ ବିଦାୟ

ମଣ୍ଟେ କାର୍ଲୋ, ୨୦।୪- ବିଶ୍ୱର ଏକ ନମ୍ବର ଟେନିସ ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍‌ ଏଠାରେ ଚାଲିଥିବା ମଣ୍ଟେ କାର୍ଲୋ ମାଷ୍ଟର୍ସ ପ୍ର୍‌ତିଯୋଗିତାରୁ ବିଦାୟ ନେଇଛନ୍ତି। ଶୁକ୍ରବାର…

5 years ago

କୋହଲିଙ୍କ କମାଲ: ବାଙ୍ଗାଲୋର ବିଜୟୀ

କୋଲକାତା,୨୦।୪ (ପି.ଟି.)-ଅଧିନାୟକ ବିରାଟ କୋହଲିଙ୍କ ଧୂଆଁଧାର ଶତକ ବଳରେ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୩୫ତମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୧୦ ରନରେ ଘରୋଇ…

5 years ago

ଭାଗବତ ସପ୍ତାହ ପାରାୟଣ: ଶିଶୁଙ୍କ ଦ୍ୱାରା ନୃତ୍ୟ ନାଟିକା ଋକ୍ମିଣୀ ବିବାହ ମଞ୍ଚସ୍ଥ

ହେମଗିର, ୧୯।୪ (ଡି.ଏନ.ଏ)-ଆଧ୍ୟାତ୍ମିକତା ତଥା ଭଗବତ ପ୍ରେମକୁ ପ୍ରତ୍ୟେକ ମାନବ ଜୀବନରେ ପରିସ୍ଫଟ କରିବା ପାଇଁ ହେମଗିର ବ୍ଲକର ଲୁଆବାହାଲଠାରେ ପ୍ରତ୍ୟେକ ବର୍ଷପରି ଏବର୍ଷ ମଧ୍ୟ ଭାଗବତ…

5 years ago

ଜୀବନର ଶେଷ ଭୋଟ ଦେଲେ ବୃଦ୍ଧା: ଭୋଟ ଦେଇସାରି ମତଦାନ କେନ୍ଦ୍ରରେ ଟଳି ପଡ଼ିଲେ

ସବ୍‌ଡେଗା, ୧୯।୪ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ସବ୍‌ଡେଗା ବ୍ଲକର କିରାଲଗା କସ୍ତୁରବା ବାଳିକା ବିଦ୍ୟାଳୟ ଭୋଟଗ୍ରହଣ କେନ୍ଦ୍ରର ବୁଥ ନଂ. ୧୬୫ରେ ଜୀବନର ଶେଷ ଭୋଟ ଦେଇଛନ୍ତି…

5 years ago

ମୁମ୍ବାଇ ୪୦ ରନରେ ବିଜୟୀ

ନୂଆଦିଲ୍ଲୀ,୧୯।୪(ପି.ଟି)- ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୩୪ତମ ମ୍ୟାଚ୍‌ରେ ଘରୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ୪୦ ରନରେ ପରାସ୍ତ କରିଛି।…

5 years ago

ଜୋକୋଭିଚ୍‌, ନାଡାଲ କ୍ୱାର୍ଟରରେ

ମଣ୍ଟେ କାର୍ଲୋ, ୧୯ା୪ (ଏଏଫ୍‌ପି)- ଟପ୍‌ ସିଡ୍‌ ନୋଭାକ ଜୋକୋଭିଚ୍‌ ଏବଂ ୧୧ଥର ଚାମ୍ପିୟନ ରାଫାଲ ନାଡାଲ ଏଠାରେ ଚାଲିଥିବା ମଣ୍ଟେ କାର୍ଲୋ ମାଷ୍ଟର୍ସ ଟେନିସ ଟୁର୍ନାମେଣ୍ଟର…

5 years ago

ଅଲ ଇଣ୍ଡିଆ ଓପନ ଚେସ୍‌: ଶୀର୍ଷରେ ରାକେଶ

କଟକ ଅଫିସ,୧୯ା୪- ଟ୍ରିପଲ ସି’ ଚେସ୍‌ କ୍ଲବ ଆନୁକୂଲ୍ୟରେ ଜବାହାରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ୪ର୍ଥ ଅଲ ଇଣ୍ଡିଆ ଓପନ ଚେସ୍‌ ଚାମ୍ପିୟନଶିପରେ ଗୁରୁବାର ସୁଦ୍ଧା…

5 years ago

ଦକ୍ଷିଣ ଆଫ୍ରିକା ବିଶ୍ୱକପ୍‌ ଦଳରେ ଅମଲା

କେପ୍‌ ଟାଉନ୍‌, ୧୯।୪- ଆଗାମୀ ବିଶ୍ୱକପ୍‌ ପାଇଁ ଦକ୍ଷିଣ ଆଫ୍ରିକା ଦଳ ଘୋଷଣା କରିଛି। ଆଉଟ୍‌ ଅଫ୍‌ ଫର୍ମ ଅଭିଜ୍ଞ ବ୍ୟାଟ୍ସମ୍ୟାନ ହାସିମ ଅମଲାଙ୍କୁ ଦଳରେ ସାମିଲ…

5 years ago