ନୂଆଦିଲ୍ଲୀ,୪।୬: ନିଜର ପ୍ରଥମ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜ୍ଠାରୁ ହାରିବା ପରେ ପାକିସ୍ତାନ ନିଜର ଭୁଲ୍ ସୁଧାରିଛି। ସୋମବାର ଆଇସିସି ଓ୍ବାର୍ଲଡ କପ୍-୨୦୧୯ର ଦ୍ୱିତୀୟ ମ୍ୟାଚରେ ପାକିସ୍ତାନ ଦମ୍ଦାର ପ୍ରଦର୍ଶନ…
ପ୍ୟାରିସ, ୪୬(ଏଏଫ୍ପି)- ଫିଫା ବିଶ୍ୱକପ୍ର ପରବର୍ତ୍ତୀ ସଂସ୍କରଣ ୨୦୨୨ରେ କାତାରରେ ଅନୁଷ୍ଠିତ ହେବ ତେବେ ଏଥତ୍ପୂର୍ବରୁ ୨୦୧୯ ଓ ୨୦୨୦ କ୍ଲବ ବିଶ୍ୱକପ୍ କାତାରରେ ଅାୟୋଜିତ ହେବ…
ନଟ୍ଟିଂହାମ, ୪୬(ପି.ଟି.)- ଆଇସିସି ଆଚରଣ ସଂହିତା ଉଲ୍ଲଂଘନ କରିଥତ୍ବା କାରଣରୁ ଦୁଇ ଇଂଲଣ୍ଡ କ୍ରିକେଟର ଜୋଫ୍ରା ଅାର୍ଚର ଓ ଜୋ ରୁଟ୍ଙ୍କୁ ଅାଥର୍ତ୍କ ଦଣ୍ଡରେ ଦଣ୍ଡିତ କରାଯାଇଛି…
ସାଉଥାମ୍ପ୍ଟନ୍, ୪।୬: କ୍ରିକେଟ ବିଶ୍ୱକପ୍ ଖେଳିବାକୁ ଯାଇଥିବା ଭାରତୀୟ ଦଳ ବୁଧବାର ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ମ୍ୟାଚ୍ ଖେଳିବ। ଏହାପୂର୍ବରୁ ସୋମବାର ସନ୍ଧ୍ୟାରେ ଖେଳାଳିଙ୍କ ପ୍ରାକ୍ଟିସ୍…
ଆଇସିସି ବିଶ୍ୱକପ୍ରେ ଏଥର ଭାରତ ଏବଂ ଇଂଲଣ୍ଡ ଟାଇଟେଲର ପ୍ରବଳ ଦାବିଦାର ଦଳ କୁହାଯାଉଛି। ଜୁନ୍ ୫ ଅର୍ଥାତ୍ ବୁଧବାର ବିଶ୍ୱକପରେ ଭାରତ ଦକ୍ଷିଣ ଆଫ୍ରିକା ବିପକ୍ଷରେ…
ଡବ୍ଲିନ୍, ୩ା୬ (ପି.ଟି.)-ଏଠାରେ ଚାଲିଥିବା ୨୧ବର୍ଷରୁ କମ୍ କ୍ୟାଣ୍ଟର ଫିଜରଲାଡ୍ ଚତୁଃରାଷ୍ଟ୍ରୀୟ ମହିଳା ହକି ପ୍ରତିଯୋଗିତାରେ ଭାରତୀୟ ମହିଳା ହକି ଦଳ ସୋମବାର ମ୍ୟାଚ୍ରେ ସ୍କଟଲାଣ୍ଡକୁ ୨-୧…
ଜେନେଭା, ୪ା୬ (ଏଏଫ୍ପି)-ସୁଇଜରଲାଣ୍ଡର ଟପ୍ କୋର୍ଟ ସୋମବାର ସାମୟିକ ଭାବେ ଇଣ୍ଟରନ୍ୟାଶନାଲ ଆସୋସିଏଶନ ଅଫ୍ ଆଥଲେଟିକ୍ ଫେଡେରେଶନ୍ସ (ଆଇଏଏଏଫ୍)ର ବିବାଦୀୟ ଟେଷ୍ଟୋଷ୍ଟେରୋନ ନିୟମକୁ ସସ୍ପେଣ୍ଡ କରିଛନ୍ତି। ଏହି…
ନୂଆଦିଲ୍ଲୀ,୪ା୬ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମଗ୍ର ଘରୋଇ ସିଜନ ପାଇଁ ସୋମବାର କାର୍ଯ୍ୟସୂଚୀ ଘୋଷଣା କରିଛି। ସୂଚନା ଅନୁସାରେ କଟକ ବାରବାଟୀ ଷ୍ଟାଡିୟମରେ ଓ୍ବେଷ୍ଟଇଣ୍ଡିଜ…
ଭୁବନେଶ୍ୱର, ୪।୬(କ୍ରୀଡ଼ା ପ୍ରତିନିଧି)- କିଟ୍ ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ୧୨ତମ ଅନ୍ତର୍ଜାତୀୟ ଚେସ୍ ଫେଷ୍ଟିଭାଲର ‘ବି’ କାଟେଗୋରି ପ୍ରତିଯୋଗିତା ସୋମବାର ଶେଷ ହୋଇଛି। ୧୦ ରାଉଣ୍ଡ ବିଶିଷ୍ଟ…
ନଟିଂହାମ୍, ୪।୫-ଜୋ ରୁଟ୍ ଓ ଜୋସ୍ ବଟଲର ଦ୍ରୁତ ଶତକ ସତ୍ତ୍ୱେ ଇଂଲଣ୍ଡ ଚଳିତ ଆଇସିସି ବିଶ୍ୱକପର ସୋମବାର ଅନୁଷ୍ଠିତ ହାଇସ୍କୋରିଂ ମ୍ୟାଚରେ ପାକିସ୍ତାନଠାରୁ ୧୪ ରନରେ…