ଖେଳ

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ ସ୍ପୋର୍ଟିଂ…

3 days ago

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ…

3 days ago

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ କ୍ରୀଡ଼ାବିତ୍‌…

3 days ago

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ ଖେଳିଗଲା…

3 days ago

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ତିନି…

3 days ago

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ ତୃତୀୟ…

4 days ago

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି ଫାଇଟର୍‌…

4 days ago

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ ସଟ…

4 days ago

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨ ରନରେ…

4 days ago

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି। ଶନିବାରର…

4 days ago