ଖେଳ

ଡାଲମିଆ, ଧୂମଲ ପୁନଃ ନିର୍ବାଚିତ

ନୂଆଦିଲ୍ଲୀ, ୨୬ା୯: ଗୋଆରେ ସୋମବାର ଅନୁଷ୍ଠିତ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ବାର୍ଷିକ ସାଧାରଣ ଅଧିବେଶନରେ ନିଆଯାଇଥିବା ଏକ ନିଷ୍ପତ୍ତି କ୍ରମେ ବେଙ୍ଗଲ କ୍ରିକେଟ ଆସୋସିଏଶନ…

12 months ago

୧୯ ବର୍ଷରୁ କମ୍‌ ସାଫ୍‌: ସେମିରେ ଭାରତ

କାଠମାଣ୍ଡୁ,୨୬ା୯ନେପାଳର କାଠମାଣ୍ଡୁରେ ଅନୁଷ୍ଠିତ ୧୯ ବର୍ଷରୁ କମ୍‌ ସାଫ୍‌ ଚାମ୍ପିୟନଶିପର ସେମି ଫାଇନାଲରେ ପ୍ରବେଶ କରିଛି ଭାରତ। ସୋମବାର ଭୁଟାନକୁ ୨-୧ରେ ହରାଇବା ସହିତ ଗ୍ରୁପ୍‌ ଚାମ୍ପିୟନ…

12 months ago

ଜାତୀୟ ରୋଲ୍‌ବଲ୍‌ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର,୨୬ା୯(ସରୋଜ ଜେନା): ଚେନ୍ନାଇରେ ହେବାକୁ ଥିବା ୧୩ତମ ଜାତୀୟ ରୋଲ୍‌ବଲ୍‌ ଚାମ୍ପିୟନଶିପ ପାଇଁ ସୋମବାର ଓଡ଼ିଶା ଦଳ ଘୋଷଣା କରାଯାଇଛି। ଆସନ୍ତା ୨୭ରୁ ୩୦ ସେପ୍ଟେମ୍ବର ମଧ୍ୟରେ…

12 months ago

ଧୋନୀଙ୍କ ଶେଷ, ଇଂଲଣ୍ଡର ପ୍ରଥମ

ଦିନିକିଆ କ୍ରିକେଟ ପୁରୁଷ ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଇଂଲଣ୍ଡ ମାଟିରେ ଆୟୋଜିତ ହୋଇଥିଲା। ପଞ୍ଚମ ଥର ପାଇଁ ଇଂଲଣ୍ଡ କ୍ରିକେଟ ବିଶ୍ୱକପ ଆୟୋଜନର ସୌଭାଗ୍ୟ ହାସଲ କରିଥିଲା।…

12 months ago

ଜିମ୍ନାଷ୍ଟିକ୍ସ: ଫାଇନାଲରେ ପ୍ରଣତି

ନୂଆଦିଲ୍ଳୀ,୨୬।୯: ଏସିଆନ୍‌ ଗେମ୍ସ ଜିମ୍ନାଷ୍ଟିକ୍ସ ଫାଇନାଲରେ ପ୍ରବେଶ କରିଛନ୍ତି ପ୍ରଣତି ନାୟକ। ସୋମବାର ଭଲ୍ଟ ଓ ଅଲରାଉଣ୍ଡ ଜିମ୍ନାଷ୍ଟିକ ପ୍ରତିଯୋଗିତାର ଯୋଗ୍ୟତା ପର୍ଯ୍ୟାୟ ଅନୁଷ୍ଠିତ ହୋଇଥିଲା। ଓଡ଼ିଶା…

12 months ago

ପଦକ ନିଶ୍ଚିତ କଲେ ନାଓରେମ୍‌ ରୋଶିବିନା ଦେବୀ

ହାଙ୍ଗଝୋ,୨୬ା୯: ଏସିଆନ୍‌ ଗେମ୍ସ ୨୦୨୩ର ଦ୍ୱିତୀୟ ଦିନରେ ଭାରତୀୟ ଖେଳାଳିଙ୍କ ମିଶ୍ର ପ୍ରଦର୍ଶନ ଜାରି ରହିଛି। ଉଷୁରେ ଭାରତର ନାଓରେମ୍‌ ରୋଶିବିନା ଦେବୀ ଏକ ପଦକ ପକ୍କା…

12 months ago

ରାଜ୍ୟ ହକି ଚାମ୍ପିୟନଶିପ୍‌ରେ ସ୍ଥାନ ପାଇଲେ ପ୍ରୀତି

କୋକସରା,୨୫।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଓଡ଼ିଶା ରାଜ୍ୟ ହକି ଆସୋସିଏଶନ ଆନୁକୂଲ୍ୟରେ ଭୁବନେଶ୍ବରଠାରେ ଆୟୋଜିତ ହେଉଛି ରାଜ୍ୟ ହକି ଚାମ୍ପିୟନଶିପ୍‌। ଟୁର୍ନାମେଣ୍ଟ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ହେବାକୁ…

12 months ago

ରୋଇଂରେ ଭାରତକୁ ମିଳିଲା ୨ ବ୍ରୋଞ୍ଜ ପଦକ

ହାଙ୍ଗଝୋ,୨୫।୯: ଏସିଆନ ଗେମ୍ସର ରୋଇଂ ଇଭେଣ୍ଟରେ ସୋମବାର ଭାରତକୁ ଆଉ ୨ଟି ବ୍ରୋଞ୍ଜ ପଦକ ମିଳିଛି। ଫଳରେ ଓ୍ବାଟରସ୍ପୋର୍ଟରେ ଭାରତୀୟ ରୋୟର ୫ ପଦକ ସହ ଅଭିଯାନ…

12 months ago

ବିଶ୍ୱକପ୍‌ ପୂର୍ବରୁ ପାକିସ୍ତାନକୁ ଆଶ୍ୱସ୍ତି, ଭାରତ ପକ୍ଷରୁ ଖେଳାଳିଙ୍କୁ ପ୍ରଦାନ କରାଯିବ ଭିଜା

ନୂଆଦିଲ୍ଲୀ,୨୫।୯: ଅକ୍ଟୋବର ୫ରୁ କ୍ରିକେଟ ବିଶ୍ୱକପ୍‌ ଆରମ୍ଭ ହେବାକୁ ଯାଉଛି। ଭାରତୀୟ ମାଟିରେ ଚଳିତ ବର୍ଷ ବିଶ୍ୱକପ୍‌ ମ୍ୟାଚ ଖେଳାଯିବ। ଏଥି ସହିତ ବାବର ଆଜାମଙ୍କ ଅଧିନାୟିକତ୍ୱ…

12 months ago

୩ୟ ଦିନିକିଆରେ ରୋହିତ, କୋହଲିଙ୍କ ପ୍ରତ୍ୟାବର୍ତ୍ତନ ନିଶ୍ଚିତ

ନୂଆଦିଲ୍ଲୀ,୨୫।୯: ଆଇସିସି ଦିନିକିଆ ବିଶ୍ୱକପ୍‌ ୨୦୨୩ ପୂର୍ବରୁ ଭାରତୀୟ ଦଳ ଅଷ୍ଟ୍ରେଲିଆ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୨-୦ରେ ଆଗୁଆ ରହିଛି। ବର୍ତ୍ତମାନ ଟିମ…

12 months ago