ଖେଳ

ୱେଷ୍ଟଇଣ୍ଡିଜ ବିପକ୍ଷ ଟି -୨୦ ସିରିଜରେ ଟିମ୍‌ ଇଣ୍ଡିଆରେ ରିଙ୍କୁ, ଜିତେଶ, ଯଶସ୍ବୀଙ୍କୁ ମିଳିପାରେ ସୁଯୋଗ

ନୂଆଦିଲ୍ଲୀ,୧୩।୬: କ୍ରମାଗତ ଦୁଇଟି ଡବ୍ଲୁଟିସି ଫାଇନାଲରେ ପରାଜୟ ପରେ ବର୍ତ୍ତମାନ ଟିମ ଇଣ୍ଡିଆ ପୁଣି ଥରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପରେ ଭଲ ପ୍ରଦର୍ଶନ କରିବାକୁ ଚାହୁଁଛି। ୱେଷ୍ଟଇଣ୍ଡିଜ…

1 year ago

ଆଜି ପ୍ରକାଶ ପାଇପାରେ ଦିନିକିଆ କ୍ରିକେଟ ବିଶ୍ୱକପ କାର୍ଯ୍ୟସୂଚୀ

ନୂଆଦିଲ୍ଲୀ,୧୩।୬: ଚଳିତ ବର୍ଷ ଖେଳାଯିବାକୁ ଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ବିଶ୍ୱକପ ୨୦୨୩ର ଅଫିସିଆଲ କାର୍ଯ୍ୟସୂଚୀ ଏ ପର୍ଯ୍ୟନ୍ତ ଘୋଷଣା କରାଯାଇିନାହିଁ। ବର୍ତ୍ତମାନ ଟୁର୍ନାମେଣ୍ଟର ସମ୍ଭାବ୍ୟ କାର୍ଯ୍ୟସୂଚୀ…

1 year ago

ବେସିକ୍‌, ଆଡ୍‌ଭାନ୍ସ ବର୍ଗରେ ହେବ ପ୍ରତିଯୋଗିତା

ଭୁବନେଶ୍ୱର, ୧୩।୬ (କ୍ରୀଡ଼ା ପ୍ରତିନିଧି): ଜେ. ଏମ. ସ୍ପୋଟର୍‌ସ ଏକାଡେମୀ ଆନୁକୂଲ୍ୟରେ ୨ୟ କଳିଙ୍ଗ ଓପନ ସର୍ବଭାରତୀୟ ଆମନ୍ତ୍ରଣୀୟ ଜିମ୍ନାଷ୍ଟିକ୍ସ ପ୍ରତିଯୋଗିତା ଜୁନ ୧୬ରୁ ଆରମ୍ଭ ହେବାକୁ…

1 year ago

ଲାୟନ୍ସ, ଚିତାସ୍‌ ଜିତିଲେ ପ୍ରଥମ ମ୍ୟାଚ୍‌

ଭୁବନେଶ୍ୱର, ୧୩ା୬ (ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌ ୨୦୨୩ କଟକ ସ୍ଥିତ ଡ୍ରିମ୍ସ କ୍ରିକେଟ ଗ୍ରାଉଣ୍ଡରେ ଉଦ୍‌ଘାଟିତ ହୋଇଛି। ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ଭେଙ୍କଟପତି…

1 year ago

ଭାରତର ପ୍ରତିନିଧିତ୍ୱ କରିବେ ଓଡ଼ିଶାର ଶୁଭମ୍‌

ଭୁବନେଶ୍ୱର, ୧୩ା୬(ସ୍ପୋଟର୍‌ସ ବ୍ୟୁରୋ): ଜୁଲାଇ ମାସରେ ମାଳଦ୍ୱୀପରେ ଅନୁଷ୍ଠିତ ହେବାକୁ ଥିବା ଦକ୍ଷିଣ ଏସୀୟ ସୁନ୍ଦର ସ୍ବାସ୍ଥ୍ୟ ଚାମ୍ପିୟନଶିପରେ ଭାରତର ପ୍ରତିନିଧିତ୍ୱ କରିବେ ଓଡ଼ିଆ ପୁଅ ଶୁଭମ୍‌…

1 year ago

ପଏଣ୍ଟ ଭାଗକଲେ ଲେବାନନ-ମଙ୍ଗୋଲିଆ

ଭୁବନେଶ୍ୱର, ୧୩ା୬, (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଚତୁଃରାଷ୍ଟ୍ରୀୟ ଫୁଟବଲ ଟୁର୍ନାମେଣ୍ଟରେ ସୋମବାର ଲେବାନନ-ମଙ୍ଗୋଲିଆ ମ୍ୟାଚ ଗୋଲଶୂନ୍ୟ ଡ୍ର ରହିଛି। ମ୍ୟାଚଟି ବେଶ୍‌…

1 year ago

ଫାଇନାଲରେ ଭାରତ

ଭୁବନେଶ୍ୱର, ୧୩।୬ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଚତୁଃରାଷ୍ଟ୍ରୀୟ ଫୁଟବଲ ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ଏକ ସଂଘର୍ଷପୂର୍ଣ୍ଣ ଲିଗ୍‌ ମ୍ୟାଚରେ ଭାରତ ୧-୦…

1 year ago

ଓଡ଼ିଶା ବାଳିକା, ବାଳକ ଓଭରଅଲ୍‌ ଚାମ୍ପିୟନ

ଭୁବନେଶ୍ୱର, ୧୩ା୬(ସ୍ପୋଟର୍‌ସ ବ୍ୟୁରୋ): କିଟ୍‌ ବିଶ୍ୱବିଦ୍ୟାଳୟରେ ଚାଲିଥିବା ପ୍ରଥମ ଜନଜାତି ଖେଳ ମହୋତ୍ସବ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଓଡ଼ିଶା ବାଳିକା ଓ ବାଳକ ଦଳ ସାମଗ୍ରିକ…

1 year ago

୨୦ ବର୍ଷରୁ କମ୍‌ ଫୁଟବଲ୍‌ ବିଶ୍ୱକପ୍‌: ଉରୁଗୁଏ ଚାମ୍ପିୟନ

ଲା ପ୍ଲାଟା(ଆର୍ଜେଣ୍ଟିନା),୧୨ା୬: ଆର୍ଜେଣ୍ଟିନାରେ ଅନୁଷ୍ଠିତ ୨୦ ବର୍ଷରୁ କମ୍‌ ଫୁଟବଲ ବିଶ୍ୱକପରେ ଉରୁଗୁଏ ଚାମ୍ପିୟନ ହୋଇଛି। ଫାଇନାଲରେ ଇଟାଲୀକୁ ଦଳ ୧-୦ରେ ପରାସ୍ତ କରି ଉରୁଗୁଏ ପ୍ରଥମ…

1 year ago

ପରାଜୟ ପରେ ଟିମ ଇଣ୍ଡିଆକୁ ବଡ଼ ଝଟକା, ମ୍ୟାଚ ଫି’ର ଜରିମାନା ଲଗାଇଲା ଆଇସିସି

ନୂଆଦିଲ୍ଲୀ,୧୨।୬: ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ଫାଇନାଲରେ ପରାଜୟ ପରେ ଭାରତକୁ ଆଉ ଏକ ଝଟକା ଲାଗିଛି। ସ୍ଲୋ ଓଭର ରେଟ୍‌ ପାଇଁ ଟିମ ଇଣ୍ଡିଆ ଉପରେ ଆଇସିସି…

1 year ago