ଖେଳ

ବ୍ୟାଟିଂ ବିପର୍ଯ୍ୟୟ: ୩୧୮ ରନ୍‌ ପଛରେ ଭାରତ

ଦ ଓଭାଲ,୯ା୬: ଦ ଓଭାଲରେ ଅନୁଷ୍ଠିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି) ଫାଇନାଲର ଦ୍ୱିତୀୟ ଦିନରେ ଭାରତ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ…

1 year ago

ପ୍ରଥମ ଇନିଂସ୍‌ରେ ୪୬୯ ରନ୍‌ରେ ଅଟକିଲା ଅଷ୍ଟ୍ରେଲିଆ

ଲଣ୍ଡନ,୮।୬: ଦି ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି)ର ଗୁରୁବାର ଦ୍ୱିତୀୟ ଦିନରେ ଅଷ୍ଟ୍ରେଲିଆ ୪୬୯ କରି ଅଲ୍‌ଆଉଟ ହୋଇଯାଇଛି। ଟ୍ରାଭିସ ହେଡ୍‌ ଏବଂ ଷ୍ଟିଭେନ୍‌…

1 year ago

ବିବାହ କଲେ ଏହି ଭାରତୀୟ ଦ୍ରୁତ ବୋଲର

ନୂଆଦିଲ୍ଲୀ,୮।୬: ଭାରତୀୟ ଦଳ ଜୁନ ୭ରୁ ଇଂଲଣ୍ଡରେ ଅଷ୍ଟ୍ରେଲିଆ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନସିପର ଫାଇନାଲ ମ୍ୟାଚ ଖେଳୁଛି। ମ୍ୟାଚ ଆରମ୍ଭ ହେବାର ଗୋଟିଏ ଦିନ ପରେ…

1 year ago

ଅହମଦାବାଦରେ ଖେଳିବାକୁ ଚାହୁଁନାହିଁ ପାକିସ୍ତାନ: ପିସିବି

କରାଚୀ,୮ା୬: ଭାରତରେ ଅକ୍ଟୋବର-ନଭେମ୍ବରରେ ଖେଳାଯିବାକୁ ଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ବିଶ୍ୱକପ୍‌ର ଫାଇନାଲ ମ୍ୟାଚ ବ୍ୟତୀତ ଅହମଦାବାଦରେ ଅନ୍ୟ କୌଣସି ମ୍ୟାଚ ଖେଳିବାକୁ ଚାହୁଁନାହିଁ ପାକିସ୍ତାନ। ପାକିସ୍ତାନ…

1 year ago

ଅବସର ପରେ ଆଶେସକୁ ଫେରିଲେ ଏହି ଅଲ୍‌ରାଉଣ୍ଡର

ଲଣ୍ଡନ,୮ା୬: ଜୁନ୍‌ ୧୬ରୁ ଏଜ୍‌ବାଷ୍ଟନରେ ଆରମ୍ଭ ହେବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷ ୫ମ୍ୟାଚ ବିଶିଷ୍ଟ ଆଶେସ ଟେଷ୍ଟ ସିରିଜ ଲାଗି ଅବସରରୁ ପୁଣି ମଇଦାନମକୁ ଫେରିଛନ୍ତି ଭେଟେରାନ…

1 year ago

ପ୍ରଥମ ସଂସ୍କରଣରେ ଚାମ୍ପିୟନ ହୋଇଥିଲା ଭାରତ

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ହିରୋ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ ପାଇଁ କଳିଙ୍ଗ ଷ୍ଟାଡିୟମ ପ୍ରସ୍ତୁତ। ପୂର୍ବରୁ ଭାରତୀୟ ଦଳ ଏଠାରେ ଅଭ୍ୟାସ ଚଳାଇଥିବାବେଳେ…

1 year ago

ସ୍ବର୍ଣ୍ଣ ବିଜୟୀ ମହିଳା ଭଲିବଲ ଦଳ ସମ୍ବର୍ଦ୍ଧିତ

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ନେପାଳର କାଠମାଣ୍ଡୁରେ ଅନୁଷ୍ଠିତ କାଭା ମହିଳା ଭଲିବଲ ଚ୍ୟାଲେଞ୍ଜ କପ୍‌ରେ ସ୍ବର୍ଣ୍ଣ ପଦକ ବିଜୟୀ ଭାରତୀୟ ଦଳକୁ ବୁଧବାର କିଟ୍‌ ପରିସରରେ…

1 year ago

ଓଡ଼ିଶା ସିନିୟର ମହିଳା ରଗ୍‌ବୀ ଦଳ ଘୋଷିତ

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ମହାରାଷ୍ଟ୍ରର ପୁଣେସ୍ଥିତ ବାଲଓ୍ବୋଡ଼ିଠାରେ ସର୍ବଭାରତୀୟ ଜୁନିୟର ମହିଳା ରଗ୍‌ବୀ ୭ଏସ୍‌ ଚାମ୍ପିୟନଶିପ୍‌ ଶେଷ ହୋଇଛି। ଏଥିରେ ଓଡ଼ିଶା ଦଳ ଚାମ୍ପିୟନ ହୋଇଛି।…

1 year ago

ସାଇଦୀପଙ୍କ ଶତକ: କଟକ ‘ଏ’ ଦୃଢ଼

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): କଟକର ରେଭେନ୍ସା-୧ ଗ୍ରାଉଣ୍ଡରେ କଳାହାଣ୍ଡି କପ୍‌ କ୍ରିକେଟ ଟୁର୍ନାମେଣ୍ଟର ୨ ଦିନିଆ ଫାଇନାଲ ବୁଧବାର ଆରମ୍ଭ ହୋଇଛି। ସାଇଦୀପ ମହାପାତ୍ରଙ୍କ ଶତକ…

1 year ago

ଏନ୍‌ସିଏ କ୍ୟାମ୍ପକୁ ତନ୍ମୟୀ ମନୋନୀତ

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ତନ୍ମୟୀ ବେହେରା ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ)ର ୧୯ ବର୍ଷରୁ କମ୍‌ ବାଳିକା ହାଇପରଫର୍ମାନ୍ସ କ୍ୟାମ୍ପ ପାଇଁ ମନୋନୀତ ହୋଇଛନ୍ତି।…

1 year ago