ଖେଳ

ରାମଲୀଳା ମଇଦାନରେ ଧାରଣା ଦେବେ ରେସ୍‌ଲର

ମୁମ୍ବାଇ,୧୭ା୫(ପି.ଟି.): ଭାରତୀୟ ରେସ୍‌ଲିଂ ଫେଡେରେଶନ (ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଖେଳାଳିଙ୍କ ଆନ୍ଦୋଳନ ୨୪ ଦିନରେ ପହଞ୍ଚତ୍ଛି। ଏହି…

2 years ago

ଶ୍ରାବଣୀ, ଅମିୟ ଦ୍ରୁତତମ

ଭୁବନେଶ୍ୱର, ୧୭।୫ (କ୍ରୀଡ଼ା ପ୍ରତିନିଧି): ଝାଡ଼ଖଣ୍ଡର ରାଞ୍ଚତ୍ଠାରେ ଚାଲିଥିବା ୨୬ତମ ଜାତୀୟ ଫେଡେରେଶନ କପ୍‌ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଶ୍ରାବଣୀ ନନ୍ଦ ଓ ଅମିୟ ମଲିକ…

2 years ago

ଲକ୍ଷ୍ନୌର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ,୧୭ା୫: ଆଇପିଏଲ୍‌ର ୬୩ ତମ ମ୍ୟାଚରେ କୃନାଲ ପାଣ୍ଡ୍ୟା(୪୯) ଓ ମାର୍କସ୍‌ ଷ୍ଟୋଇନିସଙ୍କ ୮୯ ରନ୍‌ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୧୭୭ ରନ୍‌ ସ୍କୋର କରିଛି…

2 years ago

୫ ରନରେ ଜିତିଲା ଏଲଏସଜି…

ଲକ୍ଷ୍ନୌ,୧୬।୫ : ଆଇପିଏଲ ୨୦୨୩ର ୬୩ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ବିପକ୍ଷରେ   ୫ ରନରେ   ବିଜୟ ହାସଲ କରିଛି । ଧାର୍ଯ୍ୟ ଲକ୍ଷ୍ୟର…

2 years ago

ଏମଆଇ ପାଇଁ ବିଜୟ ଲକ୍ଷ୍ୟ ୧୭୮ ରନ…

ଲକ୍ଷ୍ନୌ,୧୬।୫ : ଆଇପିଏଲ ୨୦୨୩ର ୬୩ତମ ମ୍ୟାଚ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ)ମଧ୍ୟରେ ଖେଳାଯାଉଛି। ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ…

2 years ago

ଟସ ଜିତିଲା ଏମଆଇ, ପ୍ରଥମେ ବୋଲିଂ…

ଲକ୍ଷ୍ନୌ,୧୬।୫ : ଆଇପିଏଲ ୨୦୨୩ର ୬୩ତମ ମ୍ୟାଚ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ)ମଧ୍ୟରେ ଖେଳାଯାଉଛି। ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ…

2 years ago

ଆଜି ଘରୋଇ ପଡିଆରେ ମୁମ୍ବାଇକୁ ଭେଟିବ ଲକ୍ଷ୍ନୌ

ଲକ୍ଷ୍ନୌ,୧୬।୫: ଆଇପିଏଲ ୨୦୨୩ର ୬୩ ମ୍ୟାଚରେ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ(ଏଲଏସ୍‌ଜି) ମୁହାଁମୁହିଁ ହେବେ। ଏହି ମ୍ୟାଚ ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ…

2 years ago

ଅର୍ଜୁନ ତେନ୍ଦୁଲକରଙ୍କୁ କାମୁଡିଦେଲା କୁକୁର

ନୂଆଦିଲ୍ଲୀ,୧୬।୫: ଆଜି ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଖେଳିବ। ଉଭୟ ଦଳ ପାଇଁ ମ୍ୟାଚ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏଥି ସହିତ ଏହି ମ୍ୟାଚ ଲକ୍ଷ୍ନୌର…

2 years ago

ଭାରତର କ୍ରମାଗତ ଦ୍ୱିତୀୟ ପରାଜୟ

ସୁଝୋ, ୧୬ା୫(ପି.ଟି.): ଭାରତ ସୁଦିରମନ କପ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଗ୍ରୁପ୍‌ ‘ସି’ରେ ମାଲେସିଆ ବିପକ୍ଷ ମ୍ୟାଚ୍‌ ହାରିଯାଇଛି। ଦଳର ଏହା ହେଉଛି କ୍ରମାଗତ ଦ୍ୱିତୀୟ ପରାଜୟ। ଏଥିସହ…

2 years ago

ଧାରଣା ବିଶ୍ୱବ୍ୟାପୀ କରିବାକୁ ଧମକ

ନୂଆଦିଲ୍ଲୀ,୧୬ା୫(ପି.ଟି.): ଭାରତୀୟ ରେସ୍‌ଲିଂ ଫେଡେରେଶନ (ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ନୂଆଦିଲ୍ଲୀର ଯନ୍ତର ମନ୍ତରଠାରେ ଖେଳାଳିଙ୍କ ଆନ୍ଦୋଳନ ୨୩ ଦିନରେ ପହଞ୍ଚତ୍ଛି।…

2 years ago