ଖେଳ

ଜାତୀୟ ସ୍କି ଓ ସ୍ନୋବୋର୍ଡ ଚାମ୍ପିୟନଶିପ୍‌ ଉପରେ ନଜର

ଭୁବନେଶ୍ୱର, ୧୫।୨(କ୍ରୀଡ଼ା ପ୍ରତିନିଧି): ଜମ୍ମୁ-କଶ୍ମୀରର ଗୁଲ୍‌ମାର୍ଗରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ ଶୀତକାଳୀନ କ୍ରୀଡ଼ାରେ ପ୍ରଭାବୀ ପ୍ରଦର୍ଶନ କରି ସମସ୍ତଙ୍କ ମନ ଜିତିଥିବା ଓଡ଼ିଶାର ସ୍ନୋ ଗର୍ଲ ରଞ୍ଜିତା…

2 years ago

ଆଜି କଟକ ଆସିବେ ରାଇନା ଓ ପ୍ରଜ୍ଞାନ

କଟକ ଅଫିସ,୧୫।୨: ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ସୁରେଶ ରାଇନା ଏବଂ ପ୍ରଜ୍ଞାନ ଓଝା ବୁଧବାର କଟକ ଆସିବେ। ଗୁରୁଡିଝାଟିଆର କପୁରସିଂହ ଖେଳ ପଡ଼ିଆରେ ଏମଜିଏମ ସ୍କୁଲ ଅଫ…

2 years ago

ଦ୍ୱିତୀୟ ଟେଷ୍ଟ ପାଇଁ ଆୟର ଫିଟ୍‌

ନୂଆଦିଲ୍ଲୀ,୧୫।୨(ପି.ଟି): ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଭାରତୀୟ ମିଡିଲ ଅର୍ଡର ବ୍ୟାଟର ଶ୍ରେୟସ ଆୟାରଙ୍କୁ ଫିଟ୍‌ ଘୋଷଣା କରିଛି ନ୍ୟାଶନାଲ କ୍ରିକେଟ ଏକାଡେମୀ(ଏନ୍‌ସିଏ)। ବାଂଲଦେଶ ବିପକ୍ଷ…

2 years ago

ଗୁଜରାଟ-ମୁମ୍ବାଇ ଉଦ୍‌ଘାଟନୀ ମ୍ୟାଚ୍‌

ମୁମ୍ବାଇ,୧୫।୨: ମେନ୍ସ ପ୍ରିମିୟର ଲିଗ୍‌ର ନିଲାମି ଶେଷ ହେବାର ଗୋଟିଏ ଦିନ ପରେ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ସମୁଦାୟ ୨୨ଟି ମ୍ୟାଚ୍‌ ଖେଳାଯିବାକୁ ଥିବା ବେଳେ ଉଦ୍‌ଘାଟନୀ…

2 years ago

ପଞ୍ଜାବଠାରୁ ଓଡ଼ିଶା ପରାସ୍ତ

ଭୁବନେଶ୍ୱର, ୧୫।୨(କ୍ରୀଡ଼ା ପ୍ରତିନିଧି): ଏଠାରେ ଚାଲିଥିବା ସନ୍ତୋଷ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟର ଅନ୍ତିମ ରାଉଣ୍ଡରେ ଓଡ଼ିଶା ପ୍ରଥମ ପରାଜୟ ସ୍ବାଦ ଚାଖିଛି। କ୍ୟାପିଟାଲ ଫୁଟବଲ ଆରେନାରେ ମଙ୍ଗଳବାର…

2 years ago

ଓଡ଼ିଶାରୁ ଭାଗ ନେବେ ୩୦ ପ୍ରତିଯୋଗୀ

ଭୁବନେଶ୍ୱର, ୧୫।୨(ସ୍ପୋଟର୍‌ସ ବ୍ୟୁରୋ): ଉତ୍ତରାଖଣ୍ଡର ଡେରାଡୁନ୍‌ଠାରେ ଚଳିତ ମାସ ୧୭ରୁ ୨୯ ପର୍ଯ୍ୟନ୍ତ ଜାତୀୟ ସିନିୟର ଓ ୨୧ବର୍ଷରୁ କମ୍‌ କରାଟେ ପ୍ରତିଯୋଗିତା ହେବ। ଏଥିରେ ଭାଗ…

2 years ago

ଜମ୍ମୁ କଶ୍ମୀରକୁ ଗର୍ବିତ କଲେ ଜେସିଆ ଅଖତର

ନୂଆଦିଲ୍ଲୀ,୧୫।୨: ଜମ୍ମୁ କଶ୍ମୀରର ଏକାଧିକ ପୁରୁଷ କ୍ରିକେଟର ଆଇପିଏଲ ତଥା ଜାତୀୟ ଦଳ ପାଇଁ ଖେଳି ସୁନାମ ଅର୍ଜନ କରିଥିବା ବେଳେ ପ୍ରଥମ ଥର ପାଇଁ ମହିଳା…

2 years ago

ସ୍କୁଲ ଟେନିସ୍‌ ଲିଗ୍‌ର ଲୋଗୋ ଉନ୍ମୋଚିତ

ଭୁବନେଶ୍ୱର,୧୫।୨(ସ୍ପୋଟର୍‌ସ ବ୍ୟୁରୋ): କେନ୍ଦ୍ର ଶିକ୍ଷା ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ସ୍ଥିତ କାର୍ଯ୍ୟାଳୟରେ ସ୍କୁଲ ଟେନିସ୍‌ ଲିଗ(ଏସ୍‌ଟିଏଲ୍‌)ର ଲୋଗୋ ଉନ୍ମୋଚନ କରିଛନ୍ତି। ଏହି ଲିଗ୍‌…

2 years ago

ମିନ୍ନୁଙ୍କୁ ମିଳିଲା ତ୍ୟାଗର ଫଳ

କୋଚି,୧୫।୨: କେରଳର ଏକ ଆଦିବାସୀ ଅଧ୍ୟୁଷିତ ଇଲାକାରୁ ଆସିଥିବା ମିନ୍ନୁ ମଣିଙ୍କ ସ୍ବପ୍ନ ପୂରଣ କରିଛି ଓମେନ୍ସ ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ୍‌)। ୧୦ ବର୍ଷ ତଳେ ଓ୍ବାୟାନାଡ ଜିଲାର…

2 years ago

ପ୍ରେମ ଦିବସରେ ଆଉଥରେ ବିବାହ କଲେ ହାର୍ଦ୍ଦିକ,ସାମ୍ନାକୁ ଆସିଲା ବିବାହ ଫଟୋ

ନୂଆଦିଲ୍ଲୀ,୧୫।୨: ଭାରତୀୟ କ୍ରିକେଟ୍‌ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ବଲିଉଡ ଅଭିନେତ୍ରୀ ନତାଶା ଷ୍ଟାନକୋଭିକ ପୁଣିଥରେ ବିବାହ କରିଛନ୍ତି। ଉଭୟ ଉଦୟପୁରରେ ସାତଫେରା ନେଇଛନ୍ତି। ସୋସିଆଲ…

2 years ago