ଖେଳ

ଏସିଆ କପ୍‌ କ୍ରିକେଟ ଭେନ୍ୟୁ ନେଇ ମାର୍ଚ୍ଚରେ ହେବ ଚୂଡାନ୍ତ

ନୂଆଦିଲ୍ଲୀ,୬।୨: ୨୦୨୩ ଏସିଆ କପ୍‌ କ୍ରିକେଟ ଆୟୋଜକ ନେଇ ଅନିଶ୍ଚିତତା ଜାରି ରହିଛି। ପ୍ରତିଯୋଗିତା ସେପ୍ଟେମ୍ବରରେ ହେବାକୁ ଥିବା ବେଳେ ପାକିସ୍ତାନକୁ ଆୟୋଜନ କରିବା ଅଧିକାର ମିଳିଛି।…

2 years ago

ଭାରତକୁ ନାଲିଆଖି ଦେଖାଇଲେ ପାକିସ୍ତାନର ପୂର୍ବତନ କ୍ରିକେଟର୍‌

ଇସଲାମାବାଦ୍‌,୬।୨: ଏସିଆ କପ ୨୦୨୩ ଆୟୋଜନକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ସମ୍ପର୍କ ଆହୁରି ଖରାପ ହେଉଥିବା ଦେଖାଯାଉଛି। ନିକଟରେ ବାହାରେନରେ ଅନୁଷ୍ଠିତ ଏସୀୟ…

2 years ago

ପ୍ରଗତି ସ୍ପୋର୍ଟିଂକୁ ହରାଇଲା ରାଇଜିଂ ଷ୍ଟୁଡେଣ୍ଟ୍ସ

ଭୁବନେଶ୍ୱର,୬ା୨(ସ୍ପୋଟର୍‌ସ ବ୍ୟୁରୋ): କେଶୁରାରେ ତୃତୀୟ ପଞ୍ଚାନନ ସ୍ମାରକୀ କ୍ରିକେଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚରେ କଟକର ରାଇଜିଂ ଷ୍ଟୁଡେଣ୍ଟ୍ସ ୪୬ ରନରେ ଭୁବନେଶ୍ୱରର ପ୍ରଗତି ସ୍ପୋଟିର୍ଂକୁ…

2 years ago

ବିଜୟ ଲକ୍ଷ୍ୟରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର,୬ା୨(ସ୍ପୋଟର୍‌ସ ବ୍ୟୁରୋ): ଇଣ୍ଡିଆନ୍‌ ସୁପର ଲିଗ୍‌ରେ ସୋମବାର ପରସ୍ପର ସହିତ ମ୍ୟାଚ୍‌ ଖେଳିବେ ଓଡ଼ିଶା ଏଫ୍‌ସି (ଓଏଫ୍‌ସି) ଓ ଏଫ୍‌ସି ଗୋଆ। କଳିଙ୍ଗ ଷ୍ଟାଡିୟମରେ ସନ୍ଧ୍ୟା ୭.୩୦ରେ…

2 years ago

ଏସୀୟ ଜୁଜୁଟ୍‌ସୁ ପାଇଁ ଅନୁପମାଙ୍କୁ ଯୋଗ୍ୟତା

ଭୁବନେଶ୍ୱର,୬ା୨ (ସ୍ପୋଟର୍‌ସ ବ୍ୟୁରୋ): ଏସୀୟ ଜୁଜୁଟ୍‌ସୁ ପ୍ରତିଯୋଗିତା ପାଇଁ ଭାରତୀୟ ଦଳରେ ମନୋନୀତ ହୋଇଛନ୍ତି ଓଡ଼ିଶାର ଅନୁପମା ସ୍ବାଇଁ। ରବିବାର ଦିଲ୍ଲୀର ପ୍ରୋ ଫାଇଟ୍‌ କ୍ଲବରେ ଅନୁଷ୍ଠିତ…

2 years ago

ଓଡ଼ିଶା ମହିଳା ଚାମ୍ପିୟନ୍‌

ଭୁବନେଶ୍ୱର,୬ା୨ (ସ୍ପୋଟର୍‌ସ ବ୍ୟୁରୋ): ୧୫ ତମ ଜାତୀୟ ରଗ୍‌ବୀ ଚାମ୍ପିୟନଶିପ୍‌ରେ ଚାମ୍ପିୟନ୍‌ ଆଖ୍ୟ ଅର୍ଜନ କରିଛି ଓଡ଼ିଶା ମହିଳା ଦଳ। କିଟ୍‌ ବିଶ୍ୱବିଦ୍ୟାଳୟ ଗ୍ରାଉଣ୍ଡରେ ଖେଳା ଯାଇଥିବା…

2 years ago

କିଲିମାଞ୍ଜାରୋ ଆରୋହଣ କରିବେ ମଧୁସ୍ମିତା

ଭୁବନେଶ୍ୱର,୬ା୨(ସ୍ପୋଟର୍‌ସ ବ୍ୟୁରୋ): ଗଞ୍ଜାମ ଜିଲାର ଗୋଶାଣନୂଆଗାଁ ଗ୍ରାମର ପର୍ବତାରୋହୀ ମଧୁସ୍ମିତା ପାତ୍ର ଆଫ୍ରିକା ମହାଦେଶର ଉଚ୍ଚତମ ଗିରିଶୃଙ୍ଗ ମାଉଣ୍ଟ କିଲିମାଞ୍ଜାରୋ ଆରୋହଣ କରିବେ। ରବିବାର ବ୍ରହ୍ମପୁର ପ୍ରେସ୍‌…

2 years ago

ବୋଷ୍ଟନରେ ସ୍ବର୍ଣ୍ଣ ଜିତିଲେ ଶଙ୍କର

ବୋଷ୍ଟନ, ୬ା୨ (ପି.ଟି.): ଭାରତୀୟ ହାଇ ଜମ୍ପର ତେଜସ୍ବିନୀ ଶଙ୍କର ଏଠାରେ ଚାଲିଥିବା ନ୍ୟୁ ବାଲାନ୍ସ ଇନ୍‌ଡୋର ଗ୍ରାଁ ପ୍ରିରେ ପ୍ରଥମ ସ୍ଥାନ ଅଧିକାର କରି ସ୍ବର୍ଣ୍ଣ…

2 years ago

ୟୁନାଇଟେଡ କପ୍‌ କ୍ରିକେଟ: ସୁନ୍ଦରଗ୍ରାମ ସ୍ପୋର୍ଟିଂ ଚାମ୍ପିୟନ

କଣ୍ଟାପଡା, ୬ା୨ (ଡି.ଏନ୍‌.ଏ.): କଣ୍ଟାପଡା ବ୍ଲକ ଅନ୍ତର୍ଗତ ବାଇରୋଇ ନାରାୟଣୀ ୟୁଥକ୍ଲବ ପକ୍ଷରୁ ସ୍ଥାନୀୟ କେଳାକୁଦ ପଡିଆରେ ଆୟୋଜିତ ୩ୟ ୟୁନାଇଟେଡ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ…

2 years ago

ସେମିଫାଇନାଲରେ ଭାଲିଆଭାଡ଼ି

ପୁରୁଣା ଭୁବନେଶ୍ୱର, ୬ା୨(ଡିଏନ୍‌ଏ): ମା’ ଭଗବତୀ କ୍ରିକେଟ କ୍ଲବ ଆନୁକୂଲ୍ୟରେ ସ୍ଥାନୀୟ ବାଙ୍କୁଆଳ ଖେଳପଡିଆରେ ଅନୁଷ୍ଠିତ ଜଗବନ୍ଧୁ ସ୍ବାଇଁ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ କ୍ୱାର୍ଟର ଫାଇନାଲରେ ପ୍ରବେଶ…

2 years ago