ଖେଳ

ଦୁର୍ଘଟଣା ପରେ ପ୍ରଥମ ଥର ଗୋଡ଼ରେ ଛିଡ଼ା ହେଲେ ରିଷଭ ପନ୍ତ

ମୁମ୍ବାଇ,୧୩।୧: ଭାରତୀୟ କ୍ରିକେଟ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ନିକଟରେ ଦୁର୍ଘଟଣାର ଶିକାର ହୋଇଥିବା ରିଷଭ ପନ୍ତଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁଛି। ଭାରତୀୟ ଉଇକେଟ କିପର…

2 years ago

ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଅନ୍ତିମ ଦିନିକିଆ ପୂର୍ବରୁ ବେଙ୍ଗାଲୁରୁ ଫେରିଲେ…

କୋଲକାତା,୧୩।୧: ଶ୍ରୀଲଙ୍କା ବିପକ୍ଷରେ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜରେ ଭଲ ପ୍ରଦର୍ଶନ କରୁଛି ଟିମ୍‌ ଇଣ୍ଡିଆ। ଆରମ୍ଭରୁ ଦୁଇଟି ମ୍ୟାଚ୍‌ ଜିତି ଦଳ ସିରିଜ ଉପରେ…

2 years ago

ପ୍ରଥମ ମ୍ୟାଚ୍‌ ଶେଷ: ଆର୍ଜେଣ୍ଟିନା ବିଜୟୀ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ପୁରୁଷ ହକି ବିଶ୍ୱକପର ପ୍ରଥମ ମ୍ୟାଚ୍‌ ଶେଷ ହୋଇଛି। ଏଥିରେ ଆର୍ଜେଣ୍ଟିନା ଦକ୍ଷିଣ ଆଫ୍ରିକାକୁ ୧-୦ ଗୋଲରେ ପରାସ୍ତ କରିଛି।…

2 years ago

ଭାରତୀୟ ଦଳର ‘ସିକ୍ସର କିଙ୍ଗ୍‌’ କିଏ ଜାଣନ୍ତି

କୋଲକାତା,୧୩।୧: ରୋହିତ ଶର୍ମା ‘ହିଟମ୍ୟାନ’ ଭାବରେ ଜଣାଶୁଣା।ସେ ଏପର୍ଯ୍ୟନ୍ତ ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରରେ ୫୦୦ରୁ ଅଧିକ ଛକା ମାରିଛନ୍ତି। ବର୍ତ୍ତମାନ ସେ କେବଳ ୱେଷ୍ଟଇଣ୍ଡିଜ ଭେଟେରାନ ବ୍ୟାଟ୍ସମ୍ୟାନ…

2 years ago

ଖାସ୍‌ ଉପଲବ୍ଧି ହାସଲ କଲା ଭାରତ

କୋଲକାତା,୧୩।୧: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ବିଜୟ ହାସଲ କରିଛି। ଇଡେନ ଗାର୍ଡେନ୍ସରେ ଅନୁଷ୍ଠିତ ମ୍ୟାଚରେ ଭାରତ ଭ୍ରମଣକାରୀ…

2 years ago

ବିଶ୍ୱକପ୍‌ରେ ଭାରତ

ହକି ବିଶ୍ୱକପରେ ଭାରତ ଥରେ ଚାମ୍ପିୟନ ହୋଇଛି। ମାଲେସିଆର କୁଆଲାମ୍ପୁରଠାରେ ଅନୁଷ୍ଠିତ ବିଶ୍ୱକପର ତୃତୀୟ ସଂସ୍କରଣରେ ଭାରତ ପିନ୍ଧିଥିଲା ବିଜୟ ମୁକୁଟ। ଏହା ବ୍ୟତୀତ ୧୯୭୩ ବିଶ୍ୱକପରେ…

2 years ago

୨ ଓଡ଼ିଆ ଅମିତ, ନିଲମ

ହକି ବିଶ୍ୱକପରେ ଭାରତ ପକ୍ଷରୁ ୨ ଜଣ ଓଡ଼ିଆ ଖେଳାଳି ପ୍ରତିନିଧିତ୍ୱ କରୁଛନ୍ତି। ସେମାନେ ହେଲେ ସୁନ୍ଦରଗଡ ଜିଲା ବାଲିଶଙ୍କରା ବ୍ଲକ ସଉନାମରା ଗ୍ରାମର ଅମିତ ରୋହି…

2 years ago

ତାରକା ଖେଳାଳି ଦେଇଛି ହକିର ଅନ୍ତୁଡ଼ିଶାଳ

ରାଉରକେଲା ଅଫିସ,୧୩।୧:(ଦିନେଶ ମିଶ୍ର): ହକିର ଅନ୍ତୁଡିଶାଳ ସୁନ୍ଦରଗଡ ଜିଲାରୁ ଆଜିଯାଏ ଜାତୀୟ ଓ ଅନ୍ତର୍ଜାତୀୟ ଦଳରେ ୬୦ ଜଣ ଖେଳାଳି ହକି ଖେଳିବାର ସୁଯୋଗ ପାଇଛନ୍ତି। ଜିଲାର…

2 years ago

୧୮ ଅମ୍ପାୟରଙ୍କ ମଧ୍ୟରୁ ୨ ଭାରତୀୟ

ଭୁବନେଶ୍ୱର ଓ ରାଉରକେଲାରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଥିବା ହକି ବିଶ୍ୱକପ୍‌ ପାଇଁ ମୋଟ୍‌ ୧୮ ଜଣ ଅମ୍ପାୟର ନିଯୁକ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨ ଜଣ…

2 years ago

ଇତିହାସର କଥା

ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫଆଇଏଚ୍‌) ଆନୁକୂଲ୍ୟରେ ୧୯୭୧ରେ ଆରମ୍ଭ ହୋଇଥିଲା ହକି ବିଶ୍ୱକପ। ପ୍ରତିଯୋଗିତାର ସର୍ବ ପ୍ରଥମ ସଂସ୍କରଣରେ ପାକିସ୍ତାନ ପିନ୍ଧିଥିଲା ବିଜୟ ମୁକୁଟ। ସ୍ପେନର ବାର୍ସିଲୋନାରେ…

2 years ago