ଖେଳ

ରାଜ୍ୟ ସନ୍ତରଣ ପ୍ରତିଯୋଗିତା ଉଦ୍‌ଯାପିତ

ସମ୍ବଲପୁର,୧୪ା୧୧(ବ୍ୟୁରୋ): ଖଟେଶ୍ୱର ପାଣ୍ଡେ ସ୍ମାରକୀ ଦଶମ ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସମ୍ବଲପୁରସ୍ଥିତ ଡା. ଝସକେତନ ସାହୁ ସନ୍ତରଣାଗାରଠାରେ ଅନୁଷ୍ଠିତ ହୋଇଯାଇଛି। ସମ୍ବଲପୁର ସମେତ ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା,…

2 years ago

ରାଜ୍ୟ ସବ୍‌ଜୁନିୟର ଚେସ୍‌ ଉଦ୍‌ଘାଟିତ

ଭୁବନେଶ୍ୱର, ୧୪।୧୧ (କ୍ରୀଡ଼ା ପ୍ରତିନିଧି): ପଟିଆସ୍ଥିତ ରାଜା ମଧୁସୂଦନ ଦେବ ଡିଗ୍ରୀ କଲେଜ ପରିସରରେ ରାଜ୍ୟ ୧୩ ବର୍ଷରୁ କମ୍‌ (ବାଳିକା ଓ ଓପନ୍‌) ଚେସ୍‌ ଚାମ୍ପିୟନଶିପ୍‌…

2 years ago

ତୃତୀୟ ଦିବସରେ ଓଡ଼ିଶାକୁ ୨ ରୌପ୍ୟ, ୧ ବ୍ରୋଞ୍ଜ

ଭୁବନେଶ୍ୱର, ୧୪।୧୧ (କ୍ରୀଡ଼ା ପ୍ରତିନିଧି): ଆସାମର ଗୁଆହାଟୀଠାରେ ଚାଲିଥିବା ୩୭ତମ ଜାତୀୟ ଜୁନିୟର ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ର ତୃତୀୟ ଦିବସରେ ଓଡ଼ିଶା ୨ ରୌପ୍ୟ ଓ ଗୋଟିଏ ବ୍ରୋଞ୍ଜ…

2 years ago

୨୧ କି.ମି. ସନ୍ତରଣ କରି ଜିୟାଙ୍କ ରେକର୍ଡ

ବାଲୁଗଁ।,୧୪।୧୧(ଡି.ଏନ୍‌.ଏ.): ଏସିଆ ମହାଦେଶର ସର୍ବବୃହତ୍‌ ଲବଣାକ୍ତ ହ୍ରଦ ଚିଲିକାରେ ରବିବାର ୧୩ ବର୍ଷୀୟା ଦିବ୍ୟାଙ୍ଗ ସନ୍ତରଣକାରୀ ଜିୟା ରାୟ ୨୧ କିଲୋମିଟର ସନ୍ତରଣ କରି ରେକର୍ଡ ସୃଷ୍ଟି…

2 years ago

ରାଜ୍ୟସ୍ତରୀୟ ଖୋ ଖୋ ଉଦ୍‌ଘାଟିତ

ପୁରୀ ଅଫିସ, ୧୪ା୧୧: ପୁରୀ ଜିଲା ହାଇସ୍କୁଲ ପରିସରରେ ରବିବାରଠାରୁ ୫୫ତମ ରାଜ୍ୟସ୍ତରୀୟ ସିନିୟର ବର୍ଗ ଖୋ ଖୋ ଚାମ୍ପିୟନଶିପ୍‌ ଆରମ୍ଭ ହୋଇଛି। ଏହା ୩ଦିନ ଧରି…

2 years ago

ନ୍ମଦିନ ପାର୍ଟିରେ ପଡ଼ି ମ୍ୟାକ୍ସଓ୍ବେଲ ଆହତ

ମେଲ୍‌ବୋର୍ନ,୧୩ା୧୧: ଅଲ୍‌ରାଉଣ୍ଡର ଗ୍ଲେନ୍‌ ମ୍ୟାକ୍ସଓ୍ବେଲଙ୍କ ଗୋଡ଼ରେ ଗଭୀର ଆଘାତ ଲାଗିଛି। ଏକ ଜନ୍ମଦିନ ପାର୍ଟିରେ ପଡ଼ିଯିବାରୁ ଗୋଡ଼ରେ ଆଘାତ ଲାଗିଥିବା ଜଣାପଡ଼ିଛି। ଏଥିରେ ଗୋଡ଼ ଫ୍ରାକ୍‌ଚର ହୋଇଥିବା…

2 years ago

ପାକିସ୍ତାନର ପରାଜୟ ପରେ ଅଖତରଙ୍କୁ କଡ଼ା ଜବାବ ଦେଲେ ଶାମି

ନୂଆଦିଲ୍ଲୀ,୧୩।୧୧: ଟି-୨୦ ବିଶ୍ୱକପ ଫାଇନାଲରେ ପାକିସ୍ତାନକୁ ୫ ଉଇକେଟରେ ପରାସ୍ତ କରି ଇଂଲଣ୍ଡ ଟାଇଟଲ ଜିତିଛି। ଭାରତ ସେମିଫାଇନାଲରୁ ବାଦ୍‌ ପଡିବା ପରେ ପାକିସ୍ତାନର ପୂର୍ବତନ ଦ୍ରୁତ…

2 years ago

ଐତିହାସିକ ରେକର୍ଡ ହାସଲ କଲେ କୋହଲି

ମେଲବୋର୍ନ,୧୩।୧୧: ଭାରତୀୟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଟି-୨୦ ବିଶ୍ୱକପ ୨୦୨୨ରେ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ ଏହି ଟୁର୍ନାମେଣ୍ଟରେ ସର୍ବାଧିକ ରନ ସ୍କୋରର ଥିଲେ।…

2 years ago

୧୬୫ ବଲ୍‌ରେ ମାରିଲେ ୪୦୭ ରନ୍‌; ଦିନିକିଆରେ ବିସ୍ଫୋରକ ବ୍ୟାଟିଂକୁ ନେଇ…

ଶିମୋଗା,୧୩।୧୧: ଅଣ୍ଡର-୧୬ କ୍ରିକେଟରେ ଜବରଦସ୍ତ ପ୍ରଦର୍ଶନ ଲାଗି ଚର୍ଚ୍ଚାରେ ଣେ ଜଣେ ଯୁବ ଭାରତୀୟ କ୍ରିକେଟର। ସେ ହେଲେ ତନ୍ମୟ ମଞ୍ଜୁନାଥ। ତନ୍ମୟ ୫୦ ଓଭରର ଏକ…

2 years ago

ପାକିସ୍ତାନକୁ ହରାଇ ଟି-୨୦ ବିଶ୍ୱକପ୍‌ ଚାମ୍ପିଅନ୍‌ ହେଲା ଇଂଲଣ୍ଡ

ମେଲବୋର୍ନ,୧୨।୧୧: ଇଂଲଣ୍ଡ ଟି-୨୦ ବିଶ୍ୱକପ ୨୦୨୨ ଚାମ୍ପିଅନ୍‌ ହୋଇଛି। ମେଲବୋର୍ନରେ ଚାଲିଥିବା ଫାଇନାଲ ମ୍ୟାଚରେ ବେନ ଷ୍ଟୋକ୍ସ ଏବଂ ମୋଇନ ଅଲିଙ୍କ ଚମତ୍କାର ଇନିଂସ ଆଧାରରେ ପାକିସ୍ତାନକୁ…

2 years ago