ଖେଳ

ଆନନ୍ଦ ଫିଡେର ଉପସଭାପତି ନିର୍ବାଚିତ

ଚେନ୍ନାଇ, ୮ା୮(ପି.ଟି.): ଭାରତୀୟ ଚେସ୍‌ କିମ୍ବଦନ୍ତୀ ବିଶ୍ୱନାଥନ ଆନନ୍ଦ ରବିବାର ଅନ୍ତର୍ଜାତୀୟ ଚେସ୍‌ ମହାସଂଘ (ଫିଡେ)ର ଉପସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଆର୍କାଡି ଡିଭୋରକୋଭିଚ୍‌ ପୁନର୍ବାର ମହାସଂଘର…

2 years ago

୪-୧ରେ ଭାରତର ସିରିଜ ବିଜୟ

ଲଡରହିଲ,୭।୮: ଫ୍ଲୋରିଡାରେ ଖେଳାଯାଇଥିବା ଟି-୨୦ ସିରିଜର ରବିବାର ଅନ୍ତିମ ମ୍ୟାଚରେ ଭାରତ ୮୮ ରନ୍‌ରେ ବିଜୟୀ ହୋଇଛି। ଫଳରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ଭାରତ…

2 years ago

ଓ୍ବେଷ୍ଟଇଣ୍ଡିଜ ଆଗରେ ୧୮୯ ରନ୍‌ ଟାର୍ଗେଟ୍‌

ଲଡରହିଲ, ୭।୮: ଫ୍ଲୋରିଡାରେ ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଉଥିବା ଟି-୨୦ ସିରିଜର ଅନ୍ତିମ ତଥା ପଞ୍ଚମ ମ୍ୟାଚରେ ଭାରତର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି…

2 years ago

ସ୍ବର୍ଣ୍ଣ ଜିତିଲେ ନିଖତ

ବର୍ମିଂହାମ,୭।୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦଶମ ଦିନରେ ନିଖତ ଜରିନ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ମହିଳା ବକ୍ସିଂର ଲାଇଟ ଫ୍ଲାଏଓ୍ବେଟ୍‌ ବର୍ଗର ଫାଇନାଲରେ…

2 years ago

ଟସ୍‌ ଜିତିଲା ଭାରତ: ରୋହିତ୍‌ଙ୍କୁ ବିଶ୍ରାମ

ଲଡରହିଲ,୭।୮:ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ଟିକିଆ ଟି-୨୦ ସିରିଜ୍‌ର ପଞ୍ଚମ ତଥା ନିର୍ଣ୍ଣାୟକ ମ୍ୟାଚ୍‌ ଆଜି ଫ୍ଲୋରିଡାଠାରେ ଖେଳାଯାଉଛି। ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ…

2 years ago

ଟ୍ରିପଲ ଜମ୍ପରେ ଭାରତ ରଚିଲା ଇତିହାସ

ବର୍ମିଂହାମ,୭।୮: ରାଜ୍ୟଗୋଷ୍ଠୀ କ୍ରୀଡାର ଟ୍ରିପଲ ଜମ୍ପ ଇଭେଣ୍ଟରେ ଭାରତୀୟ ଆଥଲେଟ୍‌ ମାନେ ରବିବାର ୨ଟି ପଦକ ଜିତିଛନ୍ତି। ଭାରତର ଏଲଡୋଜ ପଲ ଏବଂ ଅବଦୁଲ୍ଲା ଆବୁବାକର୍‌ ଦେଶ…

2 years ago

ପଦକ ସଂଖ୍ୟା ୪୩ ଛୁଇଁଲା,ସ୍ବର୍ଣ୍ଣ ୧୫-ରୌପ୍ୟ ୧୧-ବ୍ରୋଞ୍ଜ ୧୭…

ବର୍ମିଂହାମ୍‌, ୭।୮ : ବର୍ମିଂହାମରେ ଖେଳାଯାଉଥିବା ରାଜ୍ୟ ଗୋଷ୍ଠୀ କ୍ରୀଡ଼ାରେ ଭାରତୀୟ ଖେଳାଳିମାନେ ନିଜର ଦୃଢ଼ ପ୍ରଦର୍ଶନ ଜାରି ରଖିଛନ୍ତି। ଭାରତର ପଦକ ସଂଖ୍ୟା ଇତିମଧ୍ୟରେ ଦଶମ…

2 years ago

ମାତ୍ର ୧୫ ମିନିଟ୍‌ ମଧ୍ୟରେ ଭାରତକୁ ୨ ସ୍ବର୍ଣ୍ଣ

ବର୍ମିଂହାମ,୭।୮: ରାଜ୍ୟଗୋଷ୍ଠୀ କ୍ରୀଡାର ଦଶମ ଦିନ ଭାରତ ପାଇଁ ବହୁତ ଭଲ ରହିଛି। ବକ୍ସିଂରେ ଭାରତ ଦୁଇଟି ସ୍ବର୍ଣ୍ଣ ପଦକ ଜିତିଥିବାବେଳେ ମହିଳା ହକିରେ ବ୍ରୋଞ୍ଜ ପଦକ…

2 years ago

ନୀତୁଙ୍କ ଚମତ୍କାର ପ୍ରଦର୍ଶନ: ବକ୍ସିଂରେ ଭାରତକୁ ସ୍ବର୍ଣ୍ଣ

ବର୍ମିଂହାମ,୭।୮:ରାଜ୍ୟଗୋଷ୍ଠୀ କ୍ରୀଡାରେ ବକ୍ସିଂରେ ଭାରତ ସ୍ବର୍ଣ୍ଣ ପଦକ ମିଳିଛି। ହରିୟାଣାର ବକ୍ସର ନୀତୁ ଘଙ୍ଗାସ ଭାରତକୁ ଏହି ପଦକ ଜିତାଇଛନ୍ତି। ମହିଳା ୪୫-୪୮ କିଗ୍ରା ଫାଇନାଲରେ ନୀତୁ…

2 years ago

୧୬ ବର୍ଷର ଅପେକ୍ଷା ଶେଷ, ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତୀୟ ମହିଳା ହକିକୁ ବ୍ରୋଞ୍ଜ୍‌ ପଦକ…

ବର୍ମିଂହାମ, ୭।୮ : ଭାରତୀୟ ମହିଳା ହକି ଦଳ ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା-୨୦୨୨ରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛି। ଭାରତ ବନାମ ନ୍ୟୁଜିଲାଣ୍ଡ ମ୍ୟାଚ୍‌ରେ…

2 years ago