ଖେଳ

ଭାରତକୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କାର ପ୍ରସିଦ୍ଧ କ୍ରିକେଟର୍‌

କଲମ୍ବୋ,୧୧।୭: ଆର୍ଥିକ ସଙ୍କଟ ଯୋଗୁ ଶ୍ରୀଲଙ୍କା ଅବସ୍ଥା ବିଗିଡି ଯାଇଛି। ଦେଶର ଲୋକମାନେ ରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଦେଶର ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ତାଙ୍କ ପରିବାର…

2 years ago

ଗୋଟିଏ ଓଭରରେ ୩୪ ରନ୍‌, ଖାଲି ଚୌକା-ଛକା ବର୍ଷା: ଦେଖନ୍ତୁ ଭିଡିଓ

ଲଣ୍ଡନ,୧୦।୭: ଇଂଲଣ୍ଡରେ ଏବେ ଟି-୨୦ ବ୍ଲାଷ୍ଟ ଖେଳାଯାଉଛି। ସମରସେଟ ଏବଂ ଡର୍ବିସାୟାର ମଧ୍ୟରେ ଖେଳାଯାଇଥିବା କ୍ୱାର୍ଟର ଫାଇନାଲ ମ୍ୟାଚରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହି…

2 years ago

କୋହଲିଙ୍କ ଖରାପ ଫର୍ମକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା

ଲଣ୍ଡନ,୧୧।୭: ଇଂଲଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ୧୭ ରନ୍‌ରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଟିମ ଇଣ୍ଡିଆ କିନ୍ତୁ ତିନି ମ୍ୟାଚ ବିଶିଷ୍ଟ…

2 years ago

ଜୋକୋଭିଚ୍‌ଙ୍କୁ ୭ମ ଓ୍ବିମ୍ବେଲଡନ ଟାଇଟଲ

ଓ୍ବିମ୍ବେଲଡନ, ୧୧ା୭: ଓ୍ବମ୍ବେଲଡନ ଓପନ ଟେନିସ୍‌ ପୁରୁଷ ସିଙ୍ଗଲ୍ସ ଚାମ୍ପିଅନ୍‌ ହୋଇଛନ୍ତି ସର୍ବୀୟ ଟେନିସ୍‌ ଷ୍ଟାର ନୋଭାକ୍‌ ଜୋକୋଭିଚ୍‌। ରବିବାର ଫାଇନାଲରେ ସେ ଅଷ୍ଟ୍ରେଲିଆର ନିକ୍‌ କିର୍ଗିଓସ୍‌ଙ୍କୁ…

2 years ago

ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ଶତକ ସତ୍ତ୍ୱେ ହାରିଲା ଭାରତ

ନଟିଂହାମ୍‌,୧୦ା୭ : ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଶତକ ସତ୍ତ୍ୱେ ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚରେ ପରାଜିତ ହୋଇଛି ଭାରତ। ୨୧୬ ରନ୍‌ ଲକ୍ଷ୍ୟର…

2 years ago

ଚାଣ୍ଡିମଲଙ୍କ ଅପରାଜିତ ଶତକ: ୬୭ ରନ୍‌ରେ ଶ୍ରୀଲଙ୍କା ଆଗୁଆ

ଗାଲେ,୧୦ା୭ : ଗାଲେରେ ଶ୍ରୀଲଙ୍କା-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍‌ର ତୃତୀୟ ଦିନ ଖେଳ ସୁଦ୍ଧା ଶ୍ରୀଲଙ୍କା ୬୭ ରନ୍‌ର ଆଗରେ ରହିଛି। ଅଷ୍ଟ୍ରେଲିଆ ପ୍ରଥମ ଇନିଂସ୍‌ରେ…

2 years ago

ଭାରତକୁ ୨୧୬ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଇଂଲଣ୍ଡ

ବର୍ମିଂହାମ,୧୦।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟି-୨୦ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଭାରତ ସାମ୍ନାରେ ୨୧୬ ରନ୍‌ର ବିଶାଳ ଲକ୍ଷ୍ୟ ରଖିଛି। ଟସ୍‌ ଜିତି ପ୍ରଥମେ…

2 years ago

ଟସ୍‌ ଜିତିଲା ଇଂଲଣ୍ଡ

ବର୍ମିହାମ,୧୦।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟି -୨୦ ଆଜି ନଟିଂହାମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଅଧିନାୟକ ଜୋସ ବଟଲର୍‌ ଟସ ଜିତି ପ୍ରଥମେ…

2 years ago

ଭାରତୀୟ ଡ୍ରେସିଂ ରୁମ୍‌ରେ ହଠାତ୍‌ ପହଞ୍ଚିଲେ ଧୋନୀ

ଲଣ୍ଡନ,୧୦।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟି -୨୦ରେ ମ୍ୟାଚରେ ଭାରତ ୪୯ ରନ୍‌ରେ ଘରୋି ଦଳକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ ପରେ…

2 years ago

ମାତ୍ର କିଛି ମିନିଟ୍‌ ମଧ୍ୟରେ ଭାରତ-ପାକିସ୍ତାନ ମ୍ୟାଚ୍‌ ଟିକେଟ୍‌ ଶେଷ

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି-୨୦ ବିଶ୍ୱକପ ପାଇଁ ଆଉ ମାତ୍ର କିଛି ମାସ ବାକି ଅଛି। ଏଥିପାଇଁ ଟିକେଟ୍‌ ବିକ୍ରି ଆରମ୍ଭ ହୋଇଯାଇଛି। ଏହି ଟୁର୍ଣ୍ଣାମେଣ୍ଟକୁ…

2 years ago