ଖେଳ

୨୦୨୮ ଅଲିମ୍ପିକ୍ସ୍‌ରେ ହେବ ଚୌକା-ଛକା ମାଡ଼, କ୍ରିକେଟ ହେବ ସାମିଲ୍‌…

ନୂଆଦିଲ୍ଲୀ,୧୦।୮: ଟୋକିଓ ଅଲିମ୍ପିକ୍ସ ୨୦୨୦ରେ ଭାରତର ବୃହତ ସଫଳତା ପରେ, ବର୍ତ୍ତମାନ ସମସ୍ତଙ୍କ ଆଖି ଆଗାମୀ ଅଲିମ୍ପିକ୍ସ ଉପରେ କେନ୍ଦ୍ରୀତ ହୋଇଛି। ଏହି ସମୟରେ କ୍ରିକେଟ ପ୍ରଶଂସକଙ୍କ ପାଇଁ ଏକ ବଡ ଖୁସି ଖବର ଆସିଛି। ୨୦୨୮ ମସିହାରେ ଅନୁଷ୍ଠିତ...

୪୨ ବର୍ଷରେ ଚମତ୍କାର ରେକର୍ଡ କଲେ ଏହି କ୍ରିକେଟର୍‌

ଲଣ୍ଡନ,୧୦।୮: ଏମଏସ ଧୋନୀଙ୍କ ଦଳର ଚେନ୍ନାଇ ସୁପର କିଙ୍ଗ୍ସର ସବୁଠାରୁ ଅଭିଜ୍ଞ ବୋଲର ଇମ୍ରାନ ତାହିର ଦି ହଣ୍ଡ୍ରେଣ୍ଡ ଲିଗରେ ଏକ ଚମତ୍କାର ବୋଲିଂ କରିଥିଲେ। ଏହି ଲିଗ୍‌ର ସବୁଠୁ ବୟସ୍କ ତାହିର ମଧ୍ୟ ୪୨ ବର୍ଷ ବୟସରେ ଲିଗ୍‌ର...

ଇତିହାସ ରଚିଲେ ଏହି କ୍ରିକେଟର

ଢାକା,୧୦।୮: ଅଷ୍ଟ୍ରେଲିଆ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପଞ୍ଚମ ଟି-୧୦ ମ୍ୟାଚ୍‌ରେ ବାଂଲାଦେଶ ଅଷ୍ଟ୍ରେଲିଆକୁ ୬୦ ରନରେ ପରାସ୍ତ କରିଛି। ଏହା ସହ ଦଳ ୫ ମ୍ୟାଚ ବିଶିଷ୍ଟ ସିରିଜ ୪-୧ରେ ହାତେଇଛି ଘଷରାଇ ଦଳ। ବାମହାତୀ ସ୍ପିନ ବୋଲର...

୨୨ ବଲ୍‌ରେ ଅର୍ଦ୍ଧଶତକ ହାସଲ କରି ରେକର୍ଡ କଲେ ଏହି ୧୭ ବର୍ଷୀୟା କ୍ରିକେଟର୍‌

ଲଣ୍ଡନ,୧୦।୮: ଭାରତର ଯୁବ ମହିଳା କ୍ରିକେଟର ଶେଫାଳି ବର୍ମା ଏବେ ଇଂଲଣ୍ଡର ହଣ୍ଡ୍ରେଣ୍ଡ ଲିଗରେ ଭାଗ ନେଉଛନ୍ତି। ଲିଗ୍‌ର ଏକ ମ୍ୟାଚ୍‌ରେ ସେ ଜବରଦସ୍ତ ପ୍ରଦର୍ଶନ କରି ନିଜ ଦଳ ବର୍ମିଂହାମ ଫିନିକ୍ସକୁ ବିଜୟ ପ୍ରଦାନ କରିଥିଲେ।ୱେଲ୍ସ ଫାୟାର ଏବଂ...

ଟୋକିଓ ଅଲିମ୍ପିକ୍ସରେ ଐତିହାସିକ ପ୍ରଦର୍ଶନ ପରେ ଭାରତ ଫେରିଲେ ଖେଳାଳି: ଜୋରଦାର ସ୍ବାଗତ

ନୂଆଦିଲ୍ଲୀ,୯।୮: ଟୋକିଓ ଅଲିମ୍ପିକ୍ସରେ ଏକ ଐତିହାସିକ ତଥା ସ୍ମରଣୀୟ ପ୍ରଦର୍ଶନ କରିବା ପରେ ଭାରତୀୟ ଆଥଲେଟ୍‌ମାନେ ଆଜି ଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଜୋରଦାର ସ୍ବାଗତ କରାଯାଇଥିଲା। ଟୋକିଓରୁ ଘରକୁ ଫେରୁଥିବା ବ୍ୟକ୍ତିଙ୍କ ମଧ୍ୟରେ ସ୍ବର୍ଣ୍ଣ ପଦକ ବିଜେତା...

ଆଇପିଏଲ୍‌ରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୯।୮: ଆଇପିଏଲର ୧୪ତମ ସିଜନର ଦ୍ୱିତୀୟ ପର୍ଯ୍ୟାୟ ଆୟୋଜନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ପ୍ରସିଦ୍ଧ ଟି -୨୦ ଲିଗର ଦ୍ୱିତୀୟ ପର୍ଯ୍ୟାୟ ସେପ୍ଟେମ୍ବର ୧୯ରୁ ପୁଣି ଆରମ୍ଭ ହେଉଛି । ଏହାପୂର୍ବରୁ ମେ ମାସରେ ଏହାର ପ୍ରଥମ...

ଟେନ୍‌ସନ୍‌ରେ ଏହି ୨ କ୍ରିକେଟର୍‌

ଲଣ୍ଡନ,୯।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ଡ୍ରରେ ଶେଷ ହୋଇଛି। ବର୍ଷା ହେତୁ ପଞ୍ଚମ ଦିନରେ ଗୋଟିଏ ବଲ ବୋଲିଂ ହୋଇପାରି ନଥିଲା, ଯାହା ଫଳରେ ଟେଷ୍ଟ ଡ୍ର’ ହୋଇଥିଲା। ପ୍ରଥମ ଟେଷ୍ଟରେ ଭାରତ...

ରାଗିଗଲେ କୋହଲି; କହିଦେଲେ ଏମିତି କଥା

ଲଣ୍ଡନ,୯।୮: ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଡ୍ର’ରେ ଶେଷ ହେବା ପରେ ଭାରତୀୟ ଦଳକୁ ନିରାଶ ହେବାକୁ ପଡିଛି। ଭାରତୀୟ ଦଳ ବିଜୟର ଅତି ନିକଟତର ଥିଲା। ପଞ୍ଚମ ଦିନରେ ଭାରତକୁ ମାତ୍ର ୧୫୭ ରନ ଆବଶ୍ୟକ ଏବଂ...

୯ ଉଇକେଟ୍‌ ନେବା ସତ୍ତ୍ୱେ ବୁମ୍‌ରାଙ୍କୁ କାହିଁକି ଦିଆଗଲାନି ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ପୁରସ୍କାର

ଲଣ୍ଡନ,୯।୮:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡ୍ର ହୋଇଛି। ଚତୁର୍ଥ ଦିନ ଶେଷ ପର୍ଯ୍ୟନ୍ତ ଏହି ମ୍ୟାଚ ଜିତିବାକୁ ଭାରତୀୟ ଆଗରେ ଥିଲା କିନ୍ତୁ ପଞ୍ଚମ ଦିନରେ ବର୍ଷା ହେତୁ ଗୋଟିଏ ବି ବଲ ବୋଲିଂ ହୋଇପାରିଲା...

ଦିନେ ଭାରତକୁ ବିଶ୍ୱକପ୍‌ ଜିତାଇଥିବା ଏହି କ୍ରିକେଟର ଏବେ ଶ୍ରମିକ

ଅହମ୍ମଦାବାଦ,୯।୮: ୨୦୧୮ ମସିହାରେ ଭାରତୀୟ ଦୃଷ୍ଟିହୀନ କ୍ରିକେଟ ଦଳ ବିଶ୍ୱକପ ଟାଇଟଲ ଜିତି ଇତିହାସ ସୃଷ୍ଟି କରିଥିଲା। ଏହି ବିଜୟ ଅତ୍ୟନ୍ତ ସ୍ବତନ୍ତ୍ର ଥିଲା। ଫାଇନାଲରେ ଟିମ ଇଣ୍ଡିଆ ପାକିସ୍ତାନକୁ ପରାସ୍ତ କରିଥିଲା। ଏହି ବିଜୟ ପରେ ଭାରତୀୟ ଖେଳାଳିମାନେ...

କୁରାନଙ୍କ ଉପରେ ରାଗ ସୁଜାଇଲେ ସିରାଜ

ଟ୍ରେଣ୍ଟ ବ୍ରିଜ୍‌, ୮।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନ ତଥା ଶନିବାର ମୁହଁାମୁହିଁ ସ୍ଥିତିକୁ ଆସିଥିଲେ ଭାରତୀୟ ପେସର ମହମ୍ମଦ ସିରାଜ ଓ ଇଂଲଣ୍ଡ ଅଲରାଉଣ୍ଡର ସାମ କୁରାନ। ଭାରତୀୟ ପେସରଙ୍କ ବଲକୁ ଚୌକା ମାରିବା ପରେ ଉଭୟଙ୍କ...

ନୀରଜଙ୍କୁ ଶୁଭେଚ୍ଛା ଦେଲା ପରେ ପୋଷ୍ଟ ଡିଲିଟ୍‌ କଲେ ପାକିସ୍ତାନର ଆଥ୍‌ଲେଟ୍‌

ନୂଆଦିଲ୍ଲୀ,୮।୮: ଭାରତୀୟ ଭାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି। ବ୍ୟକ୍ତିଗତ ଇଭେଣ୍ଟରେ ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ଜିତିବାରେ ଅଭିନବ ବିନ୍ଦ୍ରାଙ୍କ ପରେ ଦ୍ୱିତୀୟ ଭାରତୀୟ ହେଉଛନ୍ତି ନୀରଜ। ଏଭଳି ସଫଳତା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri