ଖେଳ

ଗୋଟିଏ ଦିନରେ ୭୪୩ କୋଟି ଟଙ୍କା ରୋଜଗାର କଲେ ଏହି ଖେଳାଳି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଦୁନିଆର ସବୁଠାରୁ ଧନୀ କ୍ରିକେଟର ଭାବେ ଜଣାଶୁଣା। କୋହଲିଙ୍କ ବାର୍ଷିକ ଆୟ ୨୦୦ କୋଟି। କିନ୍ତୁ ଆପଣ ଜାଣନ୍ତି କି ଜଣେ ଖେଳାଳି ମଧ୍ୟ ଅଛନ୍ତି ଯିଏ କେବଳ ଗୋଟିଏ ମ୍ୟାଚରେ...

ଶୁଟିଂ ବିଶ୍ୱକପ: ରାହିଙ୍କୁ ସ୍ବର୍ଣ୍ଣ

ଓସିଜେକ୍‌, ୨୯ା୬ (ପି.ଟି.)-ଏଠାରେ ଚାଲିଥିବା ଆଇଏସ୍‌ଏସ୍‌ଏଫ୍‌ ଶୁଟିଂ ବିଶ୍ୱକପରେ ବର୍ତ୍ତମାନ ଭଲ ଫର୍ମରେ ଥିବା ରାହି ସାର୍ନୋବତ୍‌ ମହିଳା ୨୫ ମିଟର ପିସ୍ତଲ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ସମାନ ଇଭେଣ୍ଟରେ ମନୁ ଭାକର ୭ମ ସ୍ଥାନ ଅଧିକାର...

ୟୁଏଇରେ ଟି୨୦ ବିଶ୍ୱକପ ହେବା ସ୍ପଷ୍ଟ

ନୂଆଦିଲ୍ଲୀ, ୨୯ା୬ (ପି.ଟି.): ଭାରତରେ ହେବାକୁଥିବା ଟି୨୦ ବିଶ୍ୱକପ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)କୁ ସ୍ଥାନାନ୍ତର ହେବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ସୋମବାର ଏହା ସ୍ପଷ୍ଟ କରିଛନ୍ତି। ଫଳରେ ଅକ୍ଟୋବର-ନଭେମ୍ବରରେ ଏହି ମେଗା...

ଶ୍ରୀଲଙ୍କାରେ ପହଞ୍ଚତ୍ଲା ଧାଓ୍ବନଙ୍କ ଦଳ

କଲମ୍ବୋ, ୨୯।୬(ପି.ଟି.)- ଶିଖର ଧାଓ୍ବନଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ସୋମବାର ଶ୍ରୀଲଙ୍କାରେ ପହଞ୍ଚତ୍ଛି। ସେଠାରେ ଭାରତୀୟ ଦଳ ୬ଟି ସୀମିତ ଓଭର କ୍ରିକେଟ ମ୍ୟାଚ ଖେଳିବ। ଏହା ମଧ୍ୟରେ ୩ଟି ଲେଖାଏ ଦିନିକିଆ ଓ ଟି୨୦ ମ୍ୟାଚ ସାମିଲ। ଜୁଲାଇ...

ଓ୍ବିମ୍ବେଲଡନ ଟେନିସ ଆରମ୍ଭ: ଜୋକୋଭିଚଙ୍କ ବିଜୟ ଅଭିଯାନ, ସିତିସ୍‌ପାସଙ୍କ ବିପର୍ଯ୍ୟୟ

ଲଣ୍ଡନ,୨୯।୬: ବର୍ଷର ତୃତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଓ୍ବିମ୍ବେଲଡନ ଟେନିସ ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିବସରେ ପୁରୁଷ ସିଙ୍ଗଲ୍ସ ଇଭେଣ୍ଟରେ ବିଶ୍ୱର ଏକ ନମ୍ବର ଖେଳାଳି ନୋଭାକ ଜୋକୋଭିଚ୍‌ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ଗତଥର ଚାମ୍ପିୟନ ଜୋକୋଭିଚ୍‌ ସୋମବାର...

ଟୋକିଓ ଅଲିମ୍ପିକ୍ସ: ୩୦ ସ୍ବର୍ଣ୍ଣ ହାସଲ କରିବା କଷ୍ଟକର: ଜାପାନ

ଟୋକିଓ,୨୯।୬ (ଏପି): ଜୁଲାଇ ୨୩ରେ ଆରମ୍ଭ ହେବାକୁ ଯାଉଥିବା ଟୋକିଓ ଅଲିମ୍ପିକ୍ସରେ ଆୟୋଜକ ଜାପାନ ୩୦ଟି ସ୍ବର୍ଣ୍ଣ ପଦକ ହାସଲ କରିବ ବୋଲି ପୂର୍ବରୁ ଦାବି କରିଆସୁଥିଲା। ତେବେ ବର୍ତ୍ତମାନ ଏହି ଦାବିରୁ ଜାପାନ ଓହରିଯାଇଛି। ଏତେ ସଂଖ୍ୟକ ସ୍ବର୍ଣ୍ଣ...

୧ ନମ୍ବରକୁ ଫେରିଲେ ଦୀପିକା

ପ୍ୟାରିସ,୨୯।୬(ପି.ଟି.): ଭାରତୀୟ ମହିଳା ତୀରନ୍ଦାଜ ଦୀପିକା କୁମାରୀ ପୁଣିଥରେ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୧ ନମ୍ବର ସ୍ଥାନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏଠାରେ ଚାଲିଥିବା ଓ୍ବାଲର୍‌ଡ କପ୍‌ ଷ୍ଟେଜ୍‌ ୩ରେ ସେ ୩ଟି ସ୍ବର୍ଣ୍ଣ ପଦକ ହାସଲ କରି ଏହି ସଫଳତା ଅର୍ଜନ...

କୋପା ଆମେରିକା ଫୁଟବଲ: ବ୍ରାଜିଲ- ଇକ୍ୱେଡର ମ୍ୟାଚ୍‌ ଡ୍ର

ସାଓ ପାଉଲୋ,୨୯।୬: କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟରେ ରବିବାର ବ୍ରାଜିଲ ଓ ଇକ୍ୱେଡର ମଧ୍ୟରେ ଅନୁଷ୍ଠିତ ପ୍ରଥମ ମ୍ୟାଚ୍‌ ୧-୧ ଗୋଲରେ ଅମୀମାଂସିତ ରହିଛି। ଗୋଇଆନିଆର ଅଲିମ୍ପିକୋ ଷ୍ଟାଡିୟମରେ ଖେଳାଯାଇଥିବା ଗ୍ରୁପ୍‌ ବି’ର ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ବ୍ରାଜିଲ ତରଫରୁ...

ୟୁରୋକପ୍‌ ଫୁଟବଲ: କ୍ୱାର୍ଟରରେ ବେଲଜିୟମ ରୋନାଲ୍ଡୋଙ୍କ ପର୍ତ୍ତୁଗାଲ ଆଉଟ୍‌

ସେଭିଲ,୨୯।୬: ୟୁରୋକପ୍‌ ଫୁଟବଲ ଟୁର୍ନାମେଣ୍ଟରେ ବିଶ୍ୱର ୧ ନମ୍ବର ଦଳ ବେଲଜିୟମ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ରବିବାର ଅନୁଷ୍ଠିତ ରାଉଣ୍ଡ ଅଫ୍‌- ୧୬ର ଦ୍ୱିତୀୟ ମ୍ୟାଚ୍‌ରେ ବେଲଜିୟମ ୧-୦ ଗୋଲରେ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ନେତୃତ୍ୱାଧୀନ ତଥା ଡିଫେଣ୍ଡିଂ ଚାମ୍ପିୟନ...

ଇତିହାସ ରଚିଲେ ଦୀପିକା କୁମାରୀ

ପ୍ୟାରିସ୍‌,୨୮।୬: ପ୍ୟାରିସରେ ଚାଲିଥିବା ତୀରନ୍ଦାଜୀ ବିଶ୍ୱକପରେ ଭାରତର ତାରକା ମହିଳା ତୀରନ୍ଦାଜ ଦୀପିକା କୁମାରୀ ଇତିହାସ ସୃଷ୍ଟି କରିଛନ୍ତି। ସେ ବିଶ୍ୱକପ ପର୍ଯ୍ୟାୟରେ ପୁନର୍ବାର ବ୍ୟକ୍ତିଗତ ଇଭେଣ୍ଟକୁ ୬-୦ରେ ଜିତି ସ୍ବର୍ଣ୍ଣ ପଦକ ହାସଲ କରିଥିଲେ । ଏହି ବିଜୟ...

ବିସିସିଆଇର ବଡ଼ ଘୋଷଣା: ଭାରତରେ ହେବ ନାହିଁ ଟି-୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୨୮।୬: ବିସିସିଆଇ ସୋମବାର ଏକ ବଡ ଘୋଷଣା କରିଛି। ଭାରତରେ ଆୟୋଜିତ ହେବାକୁ ଥିବା ଟି-୨୦ ବିଶ୍ୱକପ୍‌କୁ ୟୁଏଇ ସ୍ଥାନାନ୍ତର କରାଯାଇଛି। ଦେଶରେ କରୋନା ପରିସ୍ଥିତି ଜାରି ରହିଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ବିସିସିଆଇ ଆଇସିସିକୁ ସୂଚନା ଦିଆଯାଇଥିବା...

ଫଟୋ ଛାଡି ଟ୍ରୋଲ୍‌ ହେଲେ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ଭାରତୀୟ ପେସର ମହମ୍ମଦ ଶାମିଙ୍କ ସହ ବିବାଦ ପରେ ଅଲଗା ରହୁଥିବା ତାଙ୍କ ସ୍ତ୍ରୀ ହସିନ ଜାହାଁ ଏବେ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଛନ୍ତି ଏବଂ କ୍ରମାଗତ ଭାବରେ ତାଙ୍କ ଫଟୋ ଶେୟାର କରୁଛନ୍ତି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri