ଖେଳ

କୋହଲିଙ୍କୁ ଦୁର୍ଭାଗ୍ୟଶାଳୀ କହିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଇସଲାମାବାଦ୍‌,୨୮।୬: ବିରାଟ କୋହଲିଙ୍କ ନେତୃତ୍ୱଧୀନ ଭାରତୀୟ ଦଳ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ୮ ଉଇକେଟରେ ପରାସ୍ତ ହୋଇଛି। ଏହି ପରାଜୟ ପରେ ଅଧିନାୟକ ବିରାଟ କୋହଲିଙ୍କୁ ସମାଲୋଚନା କରାଯାଉଛି। ତାଙ୍କ ଅଧିନାୟକତ୍ୱ ଉପରେ ମଧ୍ୟ...

ମେଲବୋର୍ନ କ୍ଲବ ପାଇଁ ଖେଳିବେ ଯୁବରାଜ ଓ ଗେଲ୍‌

ମେଲବୋର୍ନ, ୨୮ା୬ (ପି.ଟି.)- ଚଳିତ ଗ୍ରୀଷ୍ମ ଋତୁରେ ମେଲବୋର୍ନରେ ଅବସ୍ଥିତ ମଲ୍‌ଗ୍ରେଭ୍‌ କ୍ରିକେଟ କ୍ଲବ ତରଫରୁ ଟି୨୦ କ୍ରିକେଟ ଖେଳିପାରନ୍ତି ଭାରତର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ ଓ ଓ୍ବେଷ୍ଟଇଣ୍ଡିଜର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଖ୍ରିସ୍‌ ଗେଲ୍‌। ଦୁଇ ଖେଳାଳିଙ୍କ ସହ...

୨୦୦ମିଟର ଫ୍ରିଷ୍ଟାଇଲ୍‌ରେ ସଜନଙ୍କ ଜାତୀୟ ରେକର୍ଡ

ନୂଆଦିଲ୍ଲୀ, ୨୮ା୬ (ପି.ଟି.)- ଇଟାଲୀର ରୋମ୍‌ଠାରେ ଚାଲିଥିବା ସିଟେ କୋଲି ଟ୍ରଫି ସନ୍ତରଣ ପ୍ରତିଯୋଗିତାରେ ଭାରତର ସଜନ ପ୍ରକାଶ ୨୦୦ ମିଟର ଫ୍ରିଷ୍ଟାଇଲ ଇଭେଣ୍ଟରେ ନୂଆ ଜାତୀୟ ରେକର୍ଡ ପ୍ରତିଷ୍ଠା କରିଛନ୍ତି। ଫିନା ସ୍ବୀକୃତିପ୍ରାପ୍ତ ଏହି ଅଲିମ୍ପିକ କ୍ୱାଲିଫାୟରରେ ପ୍ରକାଶ...

୫ଟି ବଲ୍‌ରୁ ୩୦ ରନ୍‌ର ବିସ୍ଫୋରକ ଇନିଂସ ଖେଳିଲେ ଏହି କ୍ରିକେଟର୍‌

ଗ୍ରେନାଡା,୨୮।୬: ଦକ୍ଷିଣ ଆଫ୍ରିକା ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଉଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜରେ ଦକ୍ଷିଣ ଆଫ୍ରିକା ଏକ ଦୃଢ ପ୍ରତ୍ୟାବର୍ତ୍ତନ କରିଥିଲା ଏବଂ ଦ୍ୱିତୀୟ ମ୍ୟାଚକୁ ୧୬ ରନ୍‌ରେ ଜିତି ସିରିଜ ୧-୧ ବରାବର କରିଥିଲା।...

ଦକ୍ଷିଣ ଆଫ୍ରିକାକୁ ହରାଇଲା ଓ୍ବେଷ୍ଟଇଣ୍ଡିଜ

ସେଣ୍ଟ୍‌ ଜର୍ଜ, ୨୮ା୬(ଏପି)-ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ୮ଉଇକେଟରେ ବିଜୟ ହାସଲ କରିଛି। ଭ୍ରମଣକାରୀ ଦଳ ଦ୍ୱାରା ଧାର୍ଯ୍ୟ ୧୬୧ରନର ବିଜୟ ଲକ୍ଷ୍ୟକୁ ଘରୋଇ ଦଳ ୧୫ ଓଭରରେ ମାତ୍ର ୨ ଉଇକେଟ...

ଭର୍ଷ୍ଟାପେନ୍‌ଙ୍କୁ କ୍ରମାଗତ ଦ୍ୱିତୀୟ ଟାଇଟଲ

ସ୍ପିଲବର୍ଗ, ୨୮ା୬: ରେଡ୍‌ବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ ଷ୍ଟାଇରିଆନ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟର ରେସ୍‌ ଜିତିଛନ୍ତି। ଏଥିସହିତ ସେ ଚାମ୍ପିୟନଶିପ ଷ୍ଟାଣ୍ଡିଂରେ ତାଙ୍କ ଅଗ୍ରଣୀ ବ୍ୟବଧାନ ୧୮କୁ ବୃଦ୍ଧି କରିପାରିଛନ୍ତି। ଭର୍ଷ୍ଟାପେନ୍‌ଙ୍କର ଏହା କ୍ରମାଗତ ଦ୍ୱିତୀୟ ଏବଂ ରେଡ୍‌ବୁଲ୍‌ର...

ତୀରନ୍ଦାଜୀ ବିଶ୍ୱକପ୍‌ ଷ୍ଟେଜ୍‌-୩: ଭାରତକୁ ଆହୁରି ୩ ସ୍ବର୍ଣ୍ଣ ପଦକ

ପ୍ୟାରିସ,୨୮ା୬ (ପି.ଟି.)-ଦୀପିକା କୁମାରୀଙ୍କ ଚମତ୍କାର ଫର୍ମ ଯୋଗୁ ତୀରନ୍ଦାଜୀ ବିଶ୍ୱକପ୍‌ ଷ୍ଟେଜ୍‌-୩ରେ ଭାରତ ଅଭୂତପୂର୍ବ ସଫଳତା ହାସଲ କରିଛି। ଭାରତୀୟ ତୀରନ୍ଦାଜମାନେ ରବିବାର ଦେଶ ପାଇଁ ୩ ସ୍ବର୍ଣ୍ଣ ପଦକ ଆଣି ଦେଇଛନ୍ତି। ଫଳରେ ସ୍ବର୍ଣ୍ଣପଦକ ସଂଖ୍ୟା ୪କୁ ବୃଦ୍ଧି...

ମହିଳା ଦିନିକିଆ: ଇଂଲଣ୍ଡର ବୃହତ୍‌ ବିଜୟ

ବ୍ରିଷ୍ଟଲ,୨୮।୬: ଭାରତ ବିପକ୍ଷ ପ୍ରଥମ ମହିଳା ଦିନିକିଆ କ୍ରିକେଟ ମ୍ୟାଚ୍‌ରେ ୯୧ ବଲ ବାକିଥାଇ ଇଂଲଣ୍ଡ ୮ ଉଇକେଟରେ ବିଜୟୀ ହୋଇଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୨୦୧...

ଟୋକିଓ ଅଲିମ୍ପିକ୍ସରୁ ଓହରିଲେ ସେରେନା

ଲଣ୍ଡନ,୨୮।୬: ଆମେରିକୀୟ ଅଭିଜ୍ଞ ମହିଳା ଟେନିସ ତାରକା ସେରେନା ଓ୍ବିଲିୟମ୍ସ ଆସନ୍ତାମାସରେ ଆରମ୍ଭ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସରୁ ଓହରିଯାଇଛନ୍ତି। ଅଲିମ୍ପିକ୍ସ ଅଂଶଗ୍ରହଣ କରିବେ ନାହିଁ ବୋଲି ସେ ରବିବାର କହିଛନ୍ତି। ପୂର୍ବରୁ ସ୍ପେନ୍‌ ତାରକା ରାଫାଲ ନାଡାଲ ମଧ୍ୟ...

ଅଲିମ୍ପିକ୍ସ ଆଥ୍‌ଲେଟଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ନୂଆଦିଲ୍ଳୀ,୨୮।୬(ପି.ଟି.): ଆସନ୍ତାମାସରେ ଆରମ୍ଭ ହେବାକୁ ଯାଉଥିବା ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବା ପାଇଁ ଜାପାନ ଯିବାକୁ ଥିବା ଭାରତୀୟ ଆଥ୍‌ଲେଟଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମର୍ଥନ ଜଣାଇଛନ୍ତି। ଏହି ଆଥ୍‌ଲେଟମାନେ ଦୀର୍ଘବର୍ଷ ଧରି ବହୁତ ସଂଘର୍ଷ କରିଛନ୍ତି ଓ ଏହା...

ୟୁରୋକପ୍‌ ଫୁଟବଲ କ୍ୱାର୍ଟରରେ ଇଟାଲୀ, ନେଦରଲାଣ୍ଡର ବିପର୍ଯ୍ୟୟ

ଲଣ୍ଡନ,୨୮।୬: ଚଳିତ ୟୁରୋକପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଚେକ୍‌ ଗଣରାଜ୍ୟ ଓ ଇଟାଲୀ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ରବିବାର ଅନୁଷ୍ଠିତ ରାଉଣ୍ଡ ଅଫ୍‌ ୧୬ର ପ୍ରଥମ ମ୍ୟାଚ୍‌ରେ ଚେକ୍‌ ଗଣରାଜ୍ୟ ୨-୦ ଗୋଲରେ ନେଦରଲାଣ୍ଡ୍ସକୁ ହରାଇ ବିପର୍ଯ୍ୟୟ ଘଟାଇବା ସହ...

ପୁଣି ରେକର୍ଡ କଲେ ଲେଡି ସେହ୍ବାଗ

ବ୍ରିଷ୍ଟଲ,୨୭।୬: ଲେଡି ସେହ୍ବାଗ ଭାବେ ଜଣାଶୁଣା ଭାରତୀୟ ଓପନର ଶେଫାଳି ବର୍ମା ରବିବାର ସର୍ବକନିଷ୍ଠ ଭାରତୀୟ ଖେଳାଳି ଭାବେ ପ୍ରତ୍ୟେକ ଫର୍ମାଟରେ ପଦାର୍ପଣ କରିଛନ୍ତି। ଏଠାରେ ରବିବାର ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଏହି ରେକର୍ଡର ଅଧିକାରୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri