ଖେଳ

ସାଉଥାମ୍ପଟନ ପିଚ୍‌ରେ ଦେଖିବାକୁ ମିଳିବ ପେସ, ବାଉନ୍ସ

ସାଉଥାମ୍ପଟନ, ୧୪।୬:ଆସନ୍ତା ୧୮ ତାରିଖରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଏଜେସ ବାଉଲଠାରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପାଇଁ ପ୍ରସ୍ତୁତ ପିଚ୍‌ ପେସର କିମ୍ବା ସ୍ପିନରଙ୍କୁ ସୁହାଇବ, ସେ ନେଇ...

ମ୍ୟାଚ୍‌ର ପ୍ରଥମ ବଲ୍‌ ସାମ୍ନା କରିବାକୁ ଭୟ କରୁଛନ୍ତି ଶୁଭମନ୍‌: ଜାଣନ୍ତୁ କାହିଁକି

ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜୁନ ୧୮ ରୁ ୨୨ ପର୍ଯ୍ୟନ୍ତ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଐତିହାସିକ ଫାଇନାଲ ମ୍ୟାଚ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିବା ପାଇଁ ସାଉଥମ୍ପଟନ ଗ୍ରାଉଣ୍ଡରେ ଅବତରଣ କରିବ। ଏହି ସମୟ ମଧ୍ୟରେ ଯୁବ ବ୍ୟାଟ୍ସମ୍ୟାନ...

କୋଣ୍ଟାଙ୍କୁ ଚତୁର୍ଥ ଡବ୍ଲ୍ୟୁଟିଏ ଟାଇଟଲ

ନଟିଂହାମ୍‌(ୟୁକେ),୧୪ା୬- ବ୍ରିଟେନର ଜୋହାନା କୋଣ୍ଟା ନଟିଂହାମ୍‌ ଓପନ ଟେନିସ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ସେ ଚାଇନାର ଝାଙ୍ଗ ଶୁଆଇଙ୍କୁ ୬-୨, ୬-୧ ସିଧାସଳଖ ସେଟ୍‌ରେ ହରାଇ ଦେଇଛନ୍ତି। ଏହା ହେଉଛି ତାଙ୍କର...

ଆଇସିସି ହଲ୍‌ ଅଫ୍‌ ଫେମ୍‌ରେ ଭିନୁ ମଙ୍କଡ଼

ଦୁବାଇ, ୧୪ା୬ (ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ହଲ୍‌ ଅଫ୍‌ ଫେମ୍‌ ତାଲିକାରେ ରବିବାର ଖେଳର ୧୦ଜଣ ଆଇକନ୍‌ଙ୍କୁ ସାମିଲ କରାଯାଇଛି। ୫ଟି ଯୁଗର ୨ଜଣ ଲେଖାଏ ଖେଳାଳିଙ୍କୁ ତାଲିକାଭୁକ୍ତ କରାଯାଇଛି। ଜୁନ୍‌ ୧୮ରେ ସାଉଥାମ୍ପଟନଠାରେ ଭାରତ ବନାମ ନ୍ୟୁଜିଲାଣ୍ଡ...

ମାଳବିକା ଫାଇନାଲରେ

କନାସ୍‌(ଲିଥୁଆନିଆ),୧୪ା୬(ପି.ଟି.)- ଭାରତର ମାଳବିକା ବନସୋଡ୍‌ ଏଠାରେ ଚାଲିଥିବା ଆର୍‌ଏସ୍‌ଏଲ୍‌ ଲିଥୁଆନିଆନ୍‌ ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲରେ ସେ ଫ୍ରାନ୍ସର ଆନ୍ନା ଟାଟ୍ରାନୋଭାଙ୍କୁ ୨୧-୧୩, ୨୧-୧୦ରେ ହରାଇ ଦେଇଛନ୍ତି। ଏହି ୧୯ ବର୍ଷୀୟା ଖେଳାଳି...

ନୋଭାକ୍‌ ଜୋକୋଭିଚ୍‌ ଚାମ୍ପିୟନ

ପ୍ୟାରିସ, ୧୪।୬-ସର୍ବିୟାର ନୋଭାକ୍‌ ଜୋକୋଭିଚ୍‌ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ ଏକ ତୀବ୍ର ସଂଘର୍ଷପୂର୍ଣ୍ଣ ଫାଇନାଲରେ ସେ ଗ୍ରୀସ୍‌ର ଷ୍ଟିଫାନୋସ ସିତ୍‌ସିପାସ୍‌ଙ୍କୁ ୬-୭(୬/୮), ୨-୬, ୬-୩, ୬-୨, ୬-୪ ସେଟ୍‌ରେ ପରାସ୍ତ...

କ୍ରେଜିକୋଭାଙ୍କୁ ଡବଲ ଟାଇଟଲ

ପ୍ୟାରିସ, ୧୪।୬-ଚେକ୍‌ ରିପବ୍ଲିକ୍‌ର ବାର୍ବୋରା କ୍ରେଜିକୋଭା ରବିବାର ଶେଷ ହୋଇଥିବା ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସରେ ଡବଲ ଟାଇଟଲ ବିଜୟୀ ହୋଇଛନ୍ତି। ପୂର୍ବରୁ ମହିଳା ସିଙ୍ଗଲ୍ସ ଚାମ୍ପିୟନ ହୋଇଥିବା ଏହି ଚେକ୍‌ ଖେଳାଳି ମହିଳା ଡବଲ୍ସରେ ମଧ୍ୟ ଟାଇଟଲ ହାସଲ...

୧୦୦ ମି. ବ୍ୟାକ୍‌ଷ୍ଟ୍ରୋକ୍‌ରେ ରେକର୍ଡ ଭାଙ୍ଗିଲେ ଅଷ୍ଟ୍ରେଲିଆ ମହିଳା ସନ୍ତରଣକାରୀ

ଆଡିଲେଡ୍‌,୧୪।୬(ଏପି): ଅଷ୍ଟ୍ରେଲୀୟ ସନ୍ତରଣକାରୀ କୋଲି ମ୍ୟାକ୍‌କେଓନ ୧୦୦ ମିଟର ବ୍ୟାକ୍‌ଷ୍ଟ୍ରୋକ ଇଭେଣ୍ଟରେ ବିଶ୍ୱ ରେକର୍ଡ ଭାଙ୍ଗିଛନ୍ତି। ରବିବାର ଅନୁଷ୍ଠିତ ଅଷ୍ଟ୍ରେଲିଆ ଅଲିମ୍ପିକ ଟ୍ରାଏଲ୍ସରେ ୧୯ ବର୍ଷୀୟ ମ୍ୟାକ୍‌କେଓନ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ସାଉଥ୍‌ ଅଷ୍ଟ୍ରେଲିଆନ ଆକ୍ୱାଟିକ୍‌ ସେଣ୍ଟରରେ ସେ...

ମହଙ୍ଗା ପଡ଼ିଲା ଷ୍ଟମ୍ପକୁ ଗୋଇଠା ମାରିବା

ଢାକା,୧୩।୬: ବାଂଲାଦେଶର ଶାକିବ ଅଲ ହାସନ ଘରୋଇ ଟି୨୦ ମ୍ୟାଚ୍‌ବେଳେ ଅମ୍ପାୟରଙ୍କୁ ଗାଳି ଗୁଲଜ କରିବା ସହ ଉଇକେଟକୁ ଗୋଇଠା ମାରିବା ମହଙ୍ଗା ପଡ଼ିଛି। ଏହି କାରଣରୁ ଆସନ୍ତା ୩ ମ୍ୟାଚରୁ ବାସନ୍ଦ ହୋଇଛନ୍ତି ଆଇସିସି ଦିନିକିଆ କ୍ରିକେଟର ଶୀର୍ଷ...

ଡବ୍ଲ୍ୟଟିସି ପୂର୍ବରୁ ଭାରତକୁ ଶକ୍ତ ଧକ୍କା

ସାଉଥାମ୍ପଟନ,୧୩।୬: ଆସନ୍ତା ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି)ର ଫାଇନାଲ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଲାଗିଛି ଶକ୍ତ ଧକ୍କା। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ହାତରୁ ଚାଲି ଯାଇଛି ନମ୍ବର ଓ୍ବାନ ଟେଷ୍ଟ...

ଡବ୍ଲୁଟିସି ଫାଇନାଲ ପୂର୍ବରୁ ଇତିହାସ ରଚିଲା ନ୍ୟୁଜିଲାଣ୍ଡ: ୨୨ ବର୍ଷ ପରେ କଲା ଏମିତି କାରନାମା

ଏଜବେଷ୍ଟନ,୧୩।୬: ଆୟୋଜକ ଇଂଲଣ୍ଡ ବିପକ୍ଷରେ ନ୍ୟୁଜିଲାଣ୍ଡ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜକୁ ୧-୦ରେ ଜିତିଛି। ଦଳ ଦ୍ୱିତୀୟ ଟେଷ୍ଟରେ ୮ ଉଇକେଟ ଜିତିଛି। ପ୍ରଥମ ମ୍ୟାଚ ଡ୍ର ଥିଲା। ଦ୍ୱିତୀୟ ଟେଷ୍ଟ ଚାରି ଦିନ ମଧ୍ୟରେ ମ୍ୟାଚ ଶେଷ...

ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଏହି କ୍ରିକେଟର୍‌: ସ୍ତ୍ରୀ ହେଲେ ଭାବୁକ

ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଫାଫ୍‌ ଡୁପ୍ଲେସିସ୍‌ ପାକିସ୍ତାନ ସୁପର୍‌ ଲିଗ୍‌ର ଏକ ମ୍ୟାଚ୍‌ରେ ଫିଲ୍ଡିଂ କରୁଥିବାବେଳେ ଆହତ ହୋଇଯାଇଛନ୍ତି। ଏବେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଫାଫ୍‌ ଆହତ ହେବାରୁ ତାଙ୍କ ସ୍ତ୍ରୀ ଇମାରୀ ଚିନ୍ତାରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri