ଖେଳ

ଆଇପିଏଲ୍‌ରେ ଦର୍ଶକ ଅନୁମତି ସମ୍ଭାବନା

ନୂଆଦିଲ୍ଲୀ, ୧।୬ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଅବଶିଷ୍ଟାଂଶ ଆୟୋଜନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇ ଯାଇଛି। ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଲାଗି ଏକ ବିସିସିଆଇ ଅଧିକାରୀ ଦଳ ସୋମବାର ଦୁବାଇରେ ପହଞ୍ଚତ୍ଥିବା ଜଣାଯାଇଛି। ବିଧିବଦ୍ଧଭାବେ ଘୋଷଣା କରାଯାଇ ନ...

ପରିବାର ସହ ମିଶିଲେ ଅଷ୍ଟ୍ରେଲୀୟ ଆଇପିଏଲ୍‌ ଖେଳାଳି

ସିଡ୍‌ନୀ, ୧ା୬ (ପି.ଟି.)-ଭାରତରେ ଆଇପିଏଲ୍‌ରେ ଭାଗନେବା ଲାଗି ଆସିଥିବା ଅଷ୍ଟ୍ରେଲୀୟ କ୍ରିକେଟର, ସପୋର୍ଟ ଷ୍ଟାଫ୍‌ ଏବଂ କମେଣ୍ଟେଟରଙ୍କ କ୍ୱାରାଣ୍ଟାଇନ୍‌ ଅବଧି ଶେଷ ହେବାପରେ ସୋମବାର ସେମାନେ ପରିବାର ସହ ଯୋଗ ଦେଇଛନ୍ତି। ପରିବାରରେ ନାହିଁ ନ ଥିବା ଖୁସି ଓ...

ଫ୍ରେଞ୍ଚ୍‌ ଓପନ ଟେନିସ: ସିତ୍‌ସିପାସଙ୍କ ବିଜୟ ଅଭିଯାନ

ପ୍ୟାରିସ, ୧।୬-ଏଠାରେ ଚାଲିଥିବା ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ଦ୍ୱିତୀୟ ଦିବସରେ ଷ୍ଟିଫାନୋସ ସିତ୍‌ସିପାସ, ଡାନିଲ ମେଡ୍‌ଭେଡେଭ୍‌, ଜାନିକ ସିନେର ପ୍ରମୁଖ ବିଜୟ ସହ ଅଭିଯାନ ଆରମ୍ଭ କରିଛନ୍ତି। ସିତ୍‌ସିପାସ ପ୍ରଥମ ରାଉଣ୍ଡରେ ଜେରେମି ଚାର୍ଡିଙ୍କୁ...

ଆରପାରିରେ ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକ

ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କ ସାନ ଭାଇ ଏହି ସୂଚନା ଦେଇଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଥିବା...

ବଦଳିଲା ଡବ୍ଲ୍ୟୁଟିସିର ପଏଣ୍ଟ ସିଷ୍ଟମ; ଭାରତ ଖେଳିବ ୧୯ ମ୍ୟାଚ୍‌

ନୂଆଦିଲ୍ଲୀ,୩୦।୬ : ଆଗକୁ ଆରମ୍ଭ ହେବାକୁ ଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଳ୍ୟୁଟିସି)ର ଦ୍ୱିତୀୟ ସଂସ୍କରଣ ପାଇଁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ନୂଆ ପଏଣ୍ଟ ସିଷ୍ଟମ ଲାଗୁ କରିଛି। ଅଗଷ୍ଟରେ ଆରମ୍ଭ ହେବାକୁ ଥିବା ଭାରତ- ଇଂଲଣ୍ଡ ଟେଷ୍ଟ...

ବଦଳିଲା ଡବ୍ଲ୍ୟୁଟିସିର ପଏଣ୍ଟ ସିଷ୍ଟମ; ଭାରତ ଖେଳିବ ୧୯ ମ୍ୟାଚ୍‌

ନୂଆଦିଲ୍ଲୀ,୩୦।୬ : ଆଗକୁ ଆରମ୍ଭ ହେବାକୁ ଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଳ୍ୟୁଟିସି)ର ଦ୍ୱିତୀୟ ସଂସ୍କରଣ ପାଇଁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ନୂଆ ପଏଣ୍ଟ ସିଷ୍ଟମ ଲାଗୁ କରିଛି। ଅଗଷ୍ଟରେ ଆରମ୍ଭ ହେବାକୁ ଥିବା ଭାରତ- ଇଂଲଣ୍ଡ ଟେଷ୍ଟ...

ଶାକାହାରୀ କହୁଥିବା କୋହଲି ଖାଆନ୍ତି ଅଣ୍ଡା

ନୂଆଦିଲ୍ଲୀ, ୩୧।୫: ଟିମ୍‌ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଗତ କିଛି ବର୍ଷ ହେଲା ନିଜକୁ ଶାକାହାରୀ କହି ଆସୁଛନ୍ତି। କିନ୍ତୁ ଡାଏଟ୍‌ରେ ଅଣ୍ଡା ସାମିଲ ଥିବା ଭୁଲ ବଶତଃ ସ୍ବୀକାର କରିଛନ୍ତି ବିଶ୍ୱର ସବୁଠୁ ଫିଟ୍‌ କ୍ରିକେଟର। ନିକଟରେ...

ଅଷ୍ଟ୍ରେଲିଆ ଖେଳାଳିଙ୍କ ସହ କରାଯାଇନାହିଁ ଆଲୋଚନା

ମେଲବୋର୍ନ, ୩୧।୫: ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧୦ ମଧ୍ୟରେ ୟୁଏଇଠାରେ ଆଇପିଏଲର ବଳକା ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ରେ ଅଂଶଗ୍ରହଣ କରିବା ପାଇଁ ଅଷ୍ଟ୍ରେଲିଆ ଖେଳାଳିଙ୍କ ସହ ଏପର୍ଯ୍ୟନ୍ତ କୌଣସି ଆଲୋଚନା କରାଯାଇ ନାହିଁ। ଆଇପିଏଲ ଅଂଶଗ୍ରହଣ କରିଥିବା ଖେଳାଳିମାନେ...

ଟି୨୦ ବିଶ୍ୱକପ୍‌: ଆଇସିସିକୁ ଏକ ମାସ ସମୟ ମାଗିବ ବିସିସିଆଇ

ନୂଆଦିଲ୍ଲୀ, ୩୧।୫: ଟି୨୦ ବିଶ୍ୱକପ୍‌ ଆୟୋଜନ ସମ୍ପର୍କରେ ଅନ୍ତିମ ନିଷ୍ପତ୍ତି ପାଇଁ ଆଇସିସିକୁ ଅଧିକ ଏକ ମାସ ସମୟ ମାଗିବ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)। ଭିଡିଓ କନଫରେନ୍ସିଂ ମାଧ୍ୟମରେ ମଙ୍ଗଳବାର ହେବାକୁ ଥିବା ଆଇସିସି ବୋର୍ଡ ମିଟିଂରେ...

କୋହଲିଙ୍କୁ ଅନୁଷ୍କାଙ୍କ ପ୍ରଶ୍ନ: ମୋ ହେଡଫୋନ୍‌ କେଉଁଠି ରଖିଛ, ଜବାବରେ ମିଳିଲା ଏମିତି ଉତ୍ତର

ଭାରତୀୟ ଅଧିନାୟକ ବିରାଟ କୋହଲି ଏବେ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ୧୮ରୁ ୨୨ ଜୁନ ମଧ୍ୟରେ ଇଂଲଣ୍ଡରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଏହି ଐତିହାସିକ ଟାଇଟଲ ମ୍ୟାଚ...

କ୍ରିକେଟ୍‌ କ୍ୟାରିୟର୍‌ରେ ସଚିନଙ୍କ ଏହି ୨ ଇଚ୍ଛା ହୋଇନି ପୂରଣ

ମୁମ୍ବାଇ,୩୧।୫: କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଦୀର୍ଘ ୨୪ ବର୍ଷ ଧରି ଅନ୍ତର୍ଜାତୀୟ କ୍ରିକେଟରେ ରାଜୁତି କରିଥିଲେ। ଏହି ସମୟ ମଧ୍ୟରେ ସେ ଅନେକ ରେକର୍ଡ ଭାଙ୍ଗି ନୂଆ ରେକର୍ଡ ସୃଷ୍ଟି କରିଥିଲେ। ତଥାପି, ତାଙ୍କର ଇଚ୍ଛା ପୂରଣ...

ଭାରତୀୟ ଦଳକୁ ଚେତାବନୀ ଦେଲେ ସୁନୀଲ ଗାଭାସ୍କର

ନୂଆଦିଲ୍ଲୀ,୩୧।୫: ଜୁନ୍‌ ୨ରୁ ଭାରତୀୟ ଦଳ ଇଂଲଣ୍ଡ ଗସ୍ତରେ ଯିବ। ସେଠାରେ ଦଳ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ବ୍ୟତୀତ ଇଂଲଣ୍ଡ ସହ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ପଡିବ। ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri