ଖେଳ

ଫ୍ରେଞ୍ଚ ଓପନ କ୍ୱାଲିଫାୟର୍ସ: ରାମକୁମାର ଜିତିଲେ, ହାରିଲେ ପ୍ରଜନେଶ

ପ୍ୟାରିସ, ୨୬ା୫ (ପି.ଟି.)-ଭାରତର ରାମକୁମାର ରମାନାଥନ ଫ୍ରେଞ୍ଚ ଓପନ କ୍ୱାଲିଫାୟର୍ସ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। କିନ୍ତୁ ପ୍ରଜନେଶ ଗୁଣେଶ୍ୱରନ ପ୍ରଥମ ରାଉଣ୍ଡରେ ପରାଜୟ ସହ ବିଦାୟ ନେଇଛନ୍ତି। ରାମକୁମାର ଓପନିଂ ରାଉଣ୍ଡରେ ଆମେରିକାର ମାଇକେଲ ମୋହ୍‌ଙ୍କୁ ୨-୬, ୭-୬(୪),...

୭ ରାଜ୍ୟରେ ଖୋଲିବ ୧୪୩ ଖେଲୋ ଇଣ୍ଡିଆ ସେଣ୍ଟର

ନୂଆଦିଲ୍ଲୀ, ୨୬ା୫ (ପି.ଟି.)- ତୃଣମୂଳସ୍ତରରୁ ପ୍ରତିଭା ଚିହ୍ନଟ ଲକ୍ଷ୍ୟ ନେଇ ୭ଟି ରାଜ୍ୟରେ ୧୪୩ ଖେଲୋ ଇଣ୍ଡିଆ ସେଣ୍ଟର ଖୋଲିବା ଲାଗି କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ସ୍ଥିର କରିଛି। ଏ ବାବଦରେ ୧୪.୩୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି।...

ବଲ୍‌ବୀରଙ୍କ ନାମରେ ହକି ଷ୍ଟାଡିୟମ

ଚଣ୍ଡିଗଡ଼, ୨୬ା୫ (ପି.ଟି.)-ମୋହାଲିସ୍ଥିତ ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ବିଧିବଦ୍ଧ ଭାବେ କିମ୍ବଦନ୍ତୀ ବଲ୍‌ବୀର ସିଂ ସିନିୟରଙ୍କ ନାମରେ ନାମିତ କରାଯାଇଛି। ମଙ୍ଗଳବାର ବଲ୍‌ବୀରଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀ ଅବସରରେ ଏହି ନାମକରଣ କରାଯାଇଛି। ୩ଥର ଅଲିମ୍ପିକ ସ୍ବର୍ଣ୍ଣ ବିଜେତାଙ୍କର ୯୬...

ସେପ୍ଟେମ୍ବର ୩ୟ ସପ୍ତାହରୁ ହୋଇପାରେ ଆଇପିଏଲର ବାକି ମ୍ୟାଚ୍‌

ମୁମ୍ବାଇ, ୨୫।୫ : ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୪ତମ ସଂସ୍କରଣର ବଳକା ମ୍ୟାଚ୍‌ କେବେ ଓ କେଉଁଠାରେ ଆରମ୍ଭ ହେବ? ଏହା ଜାଣିବା ପାଇଁ ଆଇପିଏଲ ପ୍ରଶଂସକମାନେ ଅପେକ୍ଷା କରିଛନ୍ତି। ତେବେ ସେମାନଙ୍କ ଅପେକ୍ଷାରେ ଖୁବ୍‌ ଶୀଘ୍ର ପୂର୍ଣ୍ଣଛେଦ...

ଭାରତୀୟ ଦଳର ହାର୍ଡ କ୍ୱାରେଣ୍ଟିନ ଆରମ୍ଭ

ମୁମ୍ବାଇ, ୨୫।୫ : ଭାରତୀୟ ଅଧିନାୟକ ବିରାଟ କୋହଲି, ଓପନର ରୋହିତ ଶର୍ମା ଓ ମୁଖ୍ୟକୋଚ୍‌ ରବି ଶାସ୍ତ୍ରୀ ମଙ୍ଗଳବାର ଇଂଲଣ୍ଡ ଗସ୍ତ କରିବାକୁ ଥିବା ଭାରତୀୟ ଦଳର ଅନ୍ୟ ସଦସ୍ୟଙ୍କ ସହ ହାର୍ଡ କ୍ୱାରେଣ୍ଟିନ ଆରମ୍ଭ କରିଛନ୍ତି। ସେହିଭଳି...

ରୋନାଲ୍ଡୋଙ୍କ ଇନଷ୍ଟାଗ୍ରାମ ପୋଷ୍ଟକୁ ନେଇ ଚର୍ଚ୍ଚା

ଜୁଭେଣ୍ଟସ, ୨୫।୫ : ବିଶ୍ୱର ଅନ୍ୟତମ ଲୋକପ୍ରିୟ ଫୁଟ୍‌ବଲ ଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ଇଟାଲିର ସିରି ଏ’ କ୍ଲବ ଜୁଭେଣ୍ଟସ ଛାଡ଼ିପାରନ୍ତି। ୩୬ ବର୍ଷୀୟ ରୋନାଲ୍ଡୋଙ୍କ ଚୁକ୍ତିରେ ଆହୁରି ଗୋଟିଏ ବର୍ଷ ଅଛି। ଏହାସତ୍ତ୍ୱେ ରୋନାଲ୍ଡୋ ଜୁଭେଣ୍ଟସ ଛାଡ଼ିବା ନେଇ...

ଲମ୍ବା ଚୁଟି, ଘଞ୍ଚ ଦାଢ଼ି ସହ ଚଷମା; ଜାଣନ୍ତୁ କେଉଁ କାରଣରୁ ଭାଇରାଲ ହେଉଛି କୋହଲିଙ୍କ ଏହି ନୂଆ ଲୁକ୍‌…

ନୂଆଦିଲ୍ଲୀ,୨୫।୫: ଆଇପିଏଲ୍‌ ପରେ ଅନେକ କାରଣକୁ ନେଇ ଚର୍ଚ୍ଚାରେ ରହୁଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। କ୍ରିକେଟର ହିସାବରେ ତାଙ୍କର ସୋସିଆଲ ମିଡିଆରେ ପ୍ରଶଂସକ ଅଧିକ। ଏଥିପାଇଁ ଫଟୋ ହେଉ ଅଥବା ଭିଡିଓ, ଶେୟାର କରାଯିବା ମାତ୍ରେ ତାହା ଭାଇରାଲ...

ପ୍ରେମ ପାଇଁ ପରିବାରଲୋକଙ୍କୁ ଏଭଳି ବଡ଼ ମିଛ କହିଥିଲେ ମାଷ୍ଟର ବ୍ଲାଷ୍ଟର; ହଁ ଭରିଥିଲେ ସ୍ତ୍ରୀ ଅଞ୍ଜଳି

ନୂଆଦିଲ୍ଲୀ,୨୫।୫: ବିଶ୍ୱର ମହାନ କ୍ରିକେଟରଙ୍କ ମଧ୍ୟରୁ ଜଣେ ହେଲେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର। ନିଜର ଉଲ୍ଲେଖନୀୟ ବ୍ୟାଟିଂ ଯୋଗୁ ସେ କ୍ରିକେଟ ଇତିହାସରେ ନିଜର ସ୍ବତନ୍ତ୍ର ଛାପ ଛାଡ଼ିଛନ୍ତି କହିଲେ ଅତ୍ୟୁକ୍ତି ହେବ ନାହିଁ। ତେବେ ଦିନ ଥିଲା...

ଶେଷରେ ସୁଶୀଲ ଚାକିରିରୁ ନିଲମ୍ବିତ

ନୂଆଦିଲ୍ଲୀ,୨୫।୫: ରେସଲର ସୁଶୀଲ କୁମାରଙ୍କ ସମସ୍ୟା ବଢିବାରେ ଲାଗିଛି। ହତ୍ୟା ମାମଲାରେ ଗିରଫ ହୋଇଥିବା ସୁଶୀଲଙ୍କୁ ଉତ୍ତର ରେଳବିଭାଗ ଦ୍ୱାରା ଚାକିରିରୁ ନିଲମ୍ବିତ କରାଯାଇଛି। ମଙ୍ଗଳବାର ଉତ୍ତର ରେଳବାଇର ସି.ଆର.ପି ଏନେଇ ସୂଚନା ଦେଇଛନ୍ତି। ଦିଲ୍ଲୀ ସରକାରରେ ଡେପୁଟେସନରେ ଥିବା...

୧୦ ବର୍ଷ ହେଲା ଖେଳାଳିଙ୍କୁ ମିଳିନାହିଁ ଆଇପିଏଲ୍‌ ବକେୟା ଟଙ୍କା: ଟୁଇଟ୍‌ ଯୋଗେ ବିସିସିଆଇକୁ ପ୍ରଶ୍ନ

ଆଇପିଏଲ ଦୁନିଆର ସବୁଠୁ ବଡ କ୍ରିକେଟ ଲିଗ। ଏଠାରେ ଖେଳାଳିଙ୍କ ଉପରେ କୋଟି କୋଟି ଟଙ୍କା ନିଲାମ ରଖାଯାଉଛି। କିନ୍ତୁ ଏଠାରେ ମଧ୍ୟ ଖେଳାଳିମାନଙ୍କୁ ଦରମା ପାଇଁ ବର୍ଷ ବର୍ଷ ଅପେକ୍ଷା କରିବାକୁ ପଡୁଛି। ଅଷ୍ଟ୍ରେଲୀୟ କ୍ରିକେଟର ବ୍ରାଡ ହଜ...

ଅନୁଭୂତି ବଖାଣି ପ୍ରବଳ କାନ୍ଦିଲେ ଏହି କ୍ରିକେଟର୍‌: ଜାଣନ୍ତୁ କାହିଁକି

ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜନର କରୋନା ଯୋଗୁ ଅଧାରୁ ସ୍ଥଗିତ ହୋଇଥିଲା। ଅନେକ ଖେଳାଳି ଏବଂ କର୍ମଚାରୀ କରୋନା ପଜିଟିଭ ଆସିବା ପରେ ଏହି ଟୁର୍ନାମେଣ୍ଟ ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଥିଲା। ଏବେ କ୍ରିକେଟର୍‌ ମାନେ ନିଜ...

କୁନି ଶିଶୁର ଜୀବନ ବଞ୍ଚାଇଲେ ବିରାଟ-ଅନୁଷ୍କା

ମୁମ୍ବାଇ,୨୫।୫: କରୋନାର ଦ୍ୱିତୀୟ ଲହରରେ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଦେଶର ଲୋକଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଛନ୍ତି। ଉଭୟ ମଧ୍ୟ କୋଭିଡ ୧୯ ରିଲିଫ ପାଇଁ ପାଣ୍ଠି ସଂଗ୍ରହ କରିଥିଲେ। ଏବେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri