ଖେଳ

୧୦ ବର୍ଷ ହେଲା ଖେଳାଳିଙ୍କୁ ମିଳିନାହିଁ ଆଇପିଏଲ୍‌ ବକେୟା ଟଙ୍କା: ଟୁଇଟ୍‌ ଯୋଗେ ବିସିସିଆଇକୁ ପ୍ରଶ୍ନ

ଆଇପିଏଲ ଦୁନିଆର ସବୁଠୁ ବଡ କ୍ରିକେଟ ଲିଗ। ଏଠାରେ ଖେଳାଳିଙ୍କ ଉପରେ କୋଟି କୋଟି ଟଙ୍କା ନିଲାମ ରଖାଯାଉଛି। କିନ୍ତୁ ଏଠାରେ ମଧ୍ୟ ଖେଳାଳିମାନଙ୍କୁ ଦରମା ପାଇଁ ବର୍ଷ ବର୍ଷ ଅପେକ୍ଷା କରିବାକୁ ପଡୁଛି। ଅଷ୍ଟ୍ରେଲୀୟ କ୍ରିକେଟର ବ୍ରାଡ ହଜ...

ଅନୁଭୂତି ବଖାଣି ପ୍ରବଳ କାନ୍ଦିଲେ ଏହି କ୍ରିକେଟର୍‌: ଜାଣନ୍ତୁ କାହିଁକି

ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜନର କରୋନା ଯୋଗୁ ଅଧାରୁ ସ୍ଥଗିତ ହୋଇଥିଲା। ଅନେକ ଖେଳାଳି ଏବଂ କର୍ମଚାରୀ କରୋନା ପଜିଟିଭ ଆସିବା ପରେ ଏହି ଟୁର୍ନାମେଣ୍ଟ ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଥିଲା। ଏବେ କ୍ରିକେଟର୍‌ ମାନେ ନିଜ...

କୁନି ଶିଶୁର ଜୀବନ ବଞ୍ଚାଇଲେ ବିରାଟ-ଅନୁଷ୍କା

ମୁମ୍ବାଇ,୨୫।୫: କରୋନାର ଦ୍ୱିତୀୟ ଲହରରେ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଦେଶର ଲୋକଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଛନ୍ତି। ଉଭୟ ମଧ୍ୟ କୋଭିଡ ୧୯ ରିଲିଫ ପାଇଁ ପାଣ୍ଠି ସଂଗ୍ରହ କରିଥିଲେ। ଏବେ...

ହସ୍ପିଟାଲରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ

ଚଣ୍ଡିଗଡ଼, ୨୫ା୫ (ପି.ଟି.)- କୋଭିଡ୍‌ରେ ପୀଡ଼ିତ କିମ୍ବଦନ୍ତୀ ଭାରତୀୟ ସ୍ପ୍ରିଣ୍ଟର ମିଲ୍‌ଖା ସିଂ ସୋମବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ପୁଅ ତଥା ବିଶିଷ୍ଟ ଗଲ୍ଫ ଖେଳାଳି ଜିଭ୍‌ ମିଲ୍‌ଖା ସିଂ ଏ ବିଷୟ ସୂଚନା ଦେଇଛନ୍ତି। ବୁଧବାର କରୋନା...

ଗିରୋ ଡି’ ଇଟାଲିଆ: ଗୋମେଜ୍‌ ଜିତିଲେ ୧୬ତମ ଷ୍ଟେଜ୍‌

ରୋମ୍‌, ୨୫ା୫: ଗିରୋ ଡି’ଇଟାଲିଆ ସାଇକ୍ଲିଂ ରେସ୍‌ର ୧୫ତମ ଷ୍ଟେଜ୍‌ ଜିତିଛନ୍ତି କଲମ୍ବିଆର ଇଗାନ୍‌ ବର୍ନାଲ ଗୋମେଜ୍‌। ସେ ୪ ଘଣ୍ଟା ୨୨ ମିନିଟ ୪୧ ସେକେଣ୍ଡ ଟାଇମିଂରେ ରେସ୍‌ ଶେଷ କରିଥିଲେ। ସୋମବାର ଏହି ରେସ୍‌ ସାସିଲିଠାରୁ ଆରମ୍ଭ...

ପିଜିଏ ଟୁର୍ନାମେଣ୍ଟ ଜିତିବାରେ ମିକେଲସନ ସବୁଠାରୁ ବୟସ୍କ

କିଓ୍ବା ଆଇଲାଣ୍ଡ (ୟୁଏସ୍‌), ୨୫ା୫ (ଏପି)- ଆମେରିକାନ ଗଲ୍ଫର ଫିଲ୍‌ ମିକେଲସନ ତାଙ୍କ ୩୦ ବର୍ଷ କ୍ୟାରିୟରରେ ଅନେକ ଥର ପ୍ରଭାବୀ ପ୍ରଦର୍ଶନ କରି ଖେଳପ୍ରେମୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ୫ଥର ପ୍ରମୁଖ ଟୁର୍ନାମେଣ୍ଟ ଜିତିସାରିଥିବା ମିକେଲସନ ଦିନେ ଏଭଳି...

ଘରୋଇ କ୍ରିକେଟରଙ୍କୁ ସହାୟତା ଯୋଜନା ଅଧୁରା

ନୂଆଦିଲ୍ଲୀ,୨୫।୫(ପି.ଟି.): କୋଭିଡ୍‌-୧୯ ପାଇଁ ଗତବର୍ଷ ରଣଜୀଟ୍ରଫି ସେସନ ବାତିଲ ହୋଇଥିଲା। ଦେଶର ପ୍ରଥମଶ୍ରେଣୀ କ୍ରିକେଟରଙ୍କୁ ସହାୟତା ତଥା ଅନୁକମ୍ପାମୂଳକ ଅର୍ଥ ପ୍ରଦାନ କରିବାକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ ପ୍ରତିଶ୍ରୁତି ଦିଆଯାଇଥିଲା। ତେବେ ଇତିମଧ୍ୟରେ ଗୋଟିଏ ବର୍ଷ...

ସିଏସ୍‌ଏ ଶ୍ରେଷ୍ଠ ପୁରସ୍କାର: ନର୍ଜେ, ମାରକ୍ରାମଙ୍କ ନାମ ସୁପାରିସ

ଜୋହାନ୍ସବର୍ଗ,୨୫।୫(ପି.ଟି.): କ୍ରିକେଟ ସାଉଥ୍‌ ଆଫ୍ରିକା (ସିଏସ୍‌ଏ) ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ଦୌଡ଼ରେ ସାମିଲ ହୋଇଛନ୍ତି ଦ୍ରୁତ ବୋଲର ଏନରିଚ୍‌ ନର୍ଜେ ଓ ବ୍ୟାଟ୍ସମ୍ୟାନ ଏଡେନ ମାରାକ୍ରାମ। ପୁରୁସ୍କାର ପାଇଁ ଏହି ଦୁଇ ଖେଳାଳିଙ୍କ ନାମ ସୁପାରିସ କରାଯାଇଛି।...

୨୦୨୭ ଫିଫା ମହିଳା ବିଶ୍ୱକପ୍‌: ଏଆଇଏଫ୍‌ଏଫ୍‌ ଯୋଜନାକୁ କ୍ରୀଡ଼ା ମନ୍ତ୍ରଣାଳୟ, ସାଇର ସମର୍ଥନ

ନୂଆଦିଲ୍ଲୀ,୨୫।୫ (ପି.ଟି.): ୨୦୨୭ ଫିଫା ମହିଳା ବିଶ୍ୱକପ୍‌କୁ ଭାରତୀୟ ଦଳ ପଠାଇବା ପାଇଁ ଅଲ୍‌ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ବିଧିବଦ୍ଧ ଭାବେ ଏକ ଯୋଜନା ପ୍ରସ୍ତୁତ କରିଛି। ଏହାକୁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଓ ସ୍ପୋଟର୍‌ସ ଅଥରିଟି ଅଫ୍‌...

ଟୋକିଓ ଅଲିମ୍ପିକ୍ସ ଆୟୋଜନ: ଆଇଓସି, ସୁଗାଙ୍କ ସମ୍ମୁଖରେ ଚ୍ୟାଲେଞ୍ଜ

ଷ୍ଟକ୍‌ହାମ,୨୫।୫: ଜାପାନରେ ଏବେ କୋଭିଡ୍‌-୧୯ର ଚତୁର୍ଥ ଓ୍ବେଭ୍‌ ଚାଲିଛି। ଜୁଲାଇ ୨୩ ତାରିଖରେ ଆରମ୍ଭ ହେବାକୁ ଯାଉଥିବା ଅଲିମ୍ପିକ୍ସକୁ ଏହି ମହାମାରୀ ପାଇଁ ବାତିଲ କରିବା ନେଇ ତର୍କବିତର୍କ ଆରମ୍ଭ ହୋଇଛି। ଜାପାନ ନାଗରିକ ମଧ୍ୟ ଅଲିମ୍ପିକ୍ସ ଓ ପାରା...

ଟୋକିଓ ଅଲିମ୍ପିକ୍ସ: ଜାପାନରେ ବ୍ୟାପକ ଟିକାକରଣ ଆରମ୍ଭ

ଟୋକିଓ,୨୫।୫(ଏପି): ଅଲିମ୍ପିକ୍ସ ଆୟୋଜନ ହେବାକୁ ଆଉ ପାଖାପାଖି ୨ମାସ ବାକିଥିବା ବେଳେ ଜାପାନ ବ୍ୟାପକ ଟିକାକରଣ ଅଭିଯାନ ଆରମ୍ଭ କରିଛି। ଏଥିପାଇଁ ଜାପାନ ମିଲିଟାରି ଡାକ୍ତର ଓ ନର୍ସମାନଙ୍କୁ କାର୍ଯ୍ୟରେ ନିୟୋଜିତ କରିଛି। ସୋମବାର ଟୋକିଓ ଓ ଓସାକାରେ ବୟସ୍କ...

ମହାମାରୀର ମୁକାବିଲା ପାଇଁ ଗାଙ୍ଗୁଲିଙ୍କ ବଡ଼ ଘୋଷଣା

ମୁମ୍ବାଇ, ୨୪।୫ : କୋଭିଡ୍‌-୧୯ ମହାମାରୀ ସହ ପୂରା ଦେଶ ସଂଘର୍ଷ କରୁଥିବାବେଳେ ଭାରତୀୟ କ୍ରିକେଟ କେଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ସୋମବାର ବଡ଼ ଘୋଷଣା କରିଛନ୍ତି। ବିସିସିଆଇ ପକ୍ଷରୁ ଦେଶର ବିଭିନ୍ନ କୋଣକୁ ଦୁଇ ହଜାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri