ଖେଳ

ଭାରତୀୟ ମହିଳା ଦଳର ଖେଳାଳିଙ୍କୁ ମିଳିନାହିଁ ଟି୨୦ ବିଶ୍ୱକପ୍‌ର ପୁରସ୍କାର ରାଶିର ଅଂଶ

ନୂଆଦିଲ୍ଲୀ, ୨୩।୫ : ଗତ ବର୍ଷ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଟି୨୦ ମହିଳା ବିଶ୍ୱକପ୍‌ରେ ଭାରତୀୟ ଦଳ ଉପ ବିଜେତା ଆଖ୍ୟା ଗ୍ରହଣ କରିଥିଲା। ଏଥି ଯୋଗୁ ପୁରସ୍କାର ବାବଦକୁ ଟିମ୍‌ ଇଣ୍ଡିଆକୁ ମିଳିଥିଲା ୫ ଲକ୍ଷ ଆମେରିକୀୟ ଡଲାର, ଯାହାକି...

‘ ଡବ୍ଲ୍ୟୁଟିସି ଫାଇନାଲରେ ସଂଘର୍ଷ କରିପାରେ ଟିମ୍‌ ଇଣ୍ଡିଆ ’

ସାଉଥାମ୍ପଟନ, ୨୩।୫ : ଆସନ୍ତା ଜୁନ ୧୮ ତାରିଖରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ସାଉଥାମ୍ପଟନର ଏଜେସ ବାଉଲଠାରେ ଖେଳାଯିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍‌। ଏହି ବହୁ ପ୍ରତିକ୍ଷିତ ମ୍ୟାଚ୍‌ ଲାଗି ବ୍ୟବହୃତ ହେବାକୁ ଥିବା...

ହିରୋରୁ ଜିରୋ: ସଫଳତା ପାଇବା ପରେ ଏହି ଖେଳାଳି ହୋଇଛନ୍ତି ଭିଲିଆନ୍‌

ନୂଆଦିଲ୍ଲୀ,୨୩।୫: ୨୦୦୮ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଦେଶରେ କୁସ୍ତି ପାଇଁ ସୁଶୀଲ କୁମାର ଏକ ନୂତନ ଦିଗ ଦେଇଥିଲେ। ସେ ପୁଣି ୨୦୧୨ ଅଲିମ୍ପିକ୍ସରେ ରୌପ୍ୟ ପଦକ ଜିତିଥିଲେ। ଏହା ପରେ ଦେଶର ଛୋଟ ଅଞ୍ଚଳରେ କୁସ୍ତି ଧୀରେ...

ଫାଇନାଲରେ ଏହିସବୁ ‘ବିରାଟ’ ରେକର୍ଡ ଭାଙ୍ଗିପାରନ୍ତି କୋହଲି

ନୂଆଦିଲ୍ଲୀ,୨୩।୫: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି) ଫାଇନାଲରେ ଭାରତୀୟ ଅଧିନାୟକ ବିରାଟ କୋହଲି ଅନେକ ରେକର୍ଡ ଭାଙ୍ଗିବାର ସମ୍ଭାବନା ରହିଛି। ଲଣ୍ଡନରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍‌ ଖେଳିବା ମାତ୍ରେ ସର୍ବାଧିକ ଟେଷ୍ଟ ମ୍ୟାଚରେ ଭାରତର ନେତୃତ୍ୱ ନେଇଥିବା ଅଧିନାୟକ ହୋଇଯିବେ।...

ଏହି ଦେଶରେ ହୋଇପାରେ ଆଇପିଏଲ୍‌ର ବାକି ମ୍ୟାଚ୍‌

ନୂଆଦିଲ୍ଲୀ,୨୩।୫: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ର ଅବଶିଷ୍ଟ ମ୍ୟାଚ ସଂଯୁକ୍ତ ଆରବ ଏମିରେଟ୍ସରେ ଖେଳାଯିବାର ସମ୍ଭାବନା ରହିଛି। ସେପ୍ଟେମ୍ବରରୁ ଅକ୍ଟୋବର ମଧ୍ୟରେ ଏହି ମ୍ୟାଚ ଖେଳାଯିବ। ଏହାପୂର୍ବରୁ ବୋର୍ଡ ଏହି ମ୍ୟାଚ ପାଇଁ ଦୁଇଟି ବିକଳ୍ପ ଉପରେ ବିଚାର କରୁଥିଲା।...

ହାତକୁ ଦି’ ହାତ ହେଲେ ଏହି କ୍ରିକେଟର୍‌

ଅକଲାଣ୍ଡ,୨୩।୫: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନ୍‌ସିପ୍‌ର ଫାଇନାଲ ଆସନ୍ତା ମାସରେ ଖେଳାଯିବ। ୧୮ରୁ ୨୨ ଜୁନ ମଧ୍ୟରେ ଖୋଯିବାକୁ ଥିବା ଏହି ଚାମ୍ପିଅନ୍‌ସିପ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ହେନେରୀ ନିକୋଲାସ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି।...

ବାତ୍ରା ପୁଣି ହେଲେ ଏଫ୍‌ଆଇଏଚ୍‌ ସଭାପତି

ନୂଆଦିଲ୍ଲୀ, ୨୩ା୫ (ପି.ଟି.)-ନରିନ୍ଦର ବାତ୍ରା ଦ୍ୱିତୀୟ ଥର ପାଇଁ ଅନ୍ତର୍ଜାତୀୟ ହକିି ମହାସଂଘ (ଏଫ୍‌ଆଇଏଚ୍‌)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। କୋଭିଡ୍‌ ଯୋଗୁ ଅନ୍‌ଲାଇନରେ ଅନୁଷ୍ଠିତ ହୋଇଥିବା ଏଫ୍‌ଆଇଏଚ୍‌ର ୪୭ତମ ବାର୍ଷିକ ଅଧିବେଶନରେ ସଭାପତି ପାଇଁ ନିର୍ବାଚନ ହୋଇଥିଲା। ବାତ୍ରା...

ରେସ୍‌ଲର ହତ୍ୟା ମାମଲା: ସୁଶୀଲ କୁମାର ଗିରଫ

ନୂଆଦିଲ୍ଲୀ, ୨୩ା୫: ଦୁଇଥର ଅଲିମ୍ପିକ ପଦକ ବିଜେତା ରେସ୍‌ଲର ସୁଶୀଲ କୁମାରଙ୍କୁ ଦିଲ୍ଲୀ ପୋଲିସ ଶେଷରେ ପଞ୍ଜାବରୁ ଶନିବାର ଗିରଫ କରିଛି। ଛତ୍ରସାଲ ଷ୍ଟାଡିୟମ ଗଣ୍ଡଗୋଳରେ ସାଗର ରାଣା ନାମକ ଜଣେ ରେସ୍‌ଲରଙ୍କୁ ହତ୍ୟା କରାଯିବା ଘଟଣାରେ ସେ ସମ୍ପୃକ୍ତ...

ଆଇପିଏଲ ବାୟୋ-ବବ୍‌ଲ ସମ୍ପୂର୍ଣ୍ଣ ସୁରକ୍ଷିତ ନ ଥିଲା

କୋଲକାତା, ୨୩।୫(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୪ତମ ସଂସ୍କରଣ ପାଇଁ ବାୟୋ-ବବ୍‌ଲ ଗତବର୍ଷ ୟୁଏଇ (ୟୁନାଇଟେଡ ଆରବ ଏମିରେଟ୍ସ)ପରି ସମ୍ପୂର୍ଣ୍ଣ ସୁରକ୍ଷିତ ନ ଥିଲା। ପ୍ରଥମ ଭାରତୀୟ ଖେଳାଳିଭାବେ ଏପରି କହି ମୁହଁ ଖୋଲିଛନ୍ତି ରିଦ୍ଧିମାନ ଶାହା। ଏକାଧିକ...

ଦୋହାରେ ଭାରତୀୟ ଫୁଟ୍‌ବଲ ଦଳର ଟ୍ରେନିଂ ଆରମ୍ଭ

ନୂଆଦିଲ୍ଲୀ,୨୩।୫(ପି.ଟି.): କାତାରର ରାଜଧାନୀ ଦୋହାରେ ପହଞ୍ଚିବା ପରେ ଭାରତୀୟ ଫୁଟ୍‌ବଲ ଦଳର ସବୁ ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ କୋଭିଡ୍‌-୧୯ ଟେଷ୍ଟରେ ନେଗେଟିଭ ବୋଲି ଜଣାପଡିଛି। ଆସନ୍ତା ମାସରେ ୨୦୨୨ ବିଶ୍ୱକପ୍‌ ଓ ୨୦୨୩ ଏସିଆନ କପ୍‌ର ଯୁଗ୍ମ କ୍ୱାଲିଫାୟର୍ସ...

ବିରାଟ କୋହଲି ଦୁଃଖରେ ଭାଙ୍ଗି ପଡ଼ିଲେ…

ନୂଆଦିଲ୍ଲୀ,୨୨।୫: ଟିମ୍‌ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଦୁଃଖରେ ପଡ଼ିଛନ୍ତି। ତାଙ୍କ ପିଲାଦିନ କୋଚ୍‌ ସୁରେଶ ବାତ୍ରାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ବାତ୍ରାଙ୍କୁ ୫୩ ବର୍ଷ ହୋଇଥିଲା। ଗୁରୁବାର ସକାଳେ ବାତ୍ରା ଠାକୁରଙ୍କୁ ପ୍ରାର୍ଥନା କରିବା ପରେ ହଠାତ୍‌...

ହକି ଇଣ୍ଡିଆକୁ ଏଫ୍‌ଆଇଏଚ୍‌ ପୁରସ୍କାର

ଲାଉସାନେ, ୨୨ା୫(ପି.ଟି.)- ଦେଶରେ ହକି ଖେଳର ସମୃଦ୍ଧି ଓ ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ହକି ଇଣ୍ଡିଆକୁ ଶୁକ୍ରବାର ସମ୍ମାନଜନକ ଇଟିନ୍‌ ଗ୍ଲିଚିଚ୍‌ ପୁରସ୍କାର ମିଳିଛି। ଏଠାରେ ଅନ୍‌ଲାଇନ୍‌ରେ ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌)ର ୪୭ତମ ସମ୍ମିଳନୀ ଅନୁଷ୍ଠିତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri