ଖେଳ

ଡବ୍ଲ୍ୟୁଟିସି ଫାଇନାଲ ପାଇଁ ଭାରତୀୟ ଦଳ ଘୋଷିତ : ଫେରିଲେ ତାରକା ଖେଳାଳି

ନୂଆଦିଲ୍ଲୀ, ୭ା୫ : ଆସନ୍ତା ମାସରେ ଲଡର୍‌ସଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ହେବାକୁ ଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଏବଂ ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପାଇଁ ଶୁକ୍ରବାର ଘୋଷିତ ହୋଇଛି ଭାରତୀୟ ଦଳ।...

ଅବସର ନେବା ବୟସରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କଲେ ପେସର

ହରାରେ, ୭ା୫ : ଯେଉଁ ବୟସରେ ପ୍ରାୟ କ୍ରିକେଟର ଅବସର ଘୋଷଣା କରନ୍ତି, ସେହି ବୟସରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଛନ୍ତି ପାକିସ୍ତାନ ପେସର ତାବିଶ ଖାଁ। ଏଠାରେ ଜିମ୍ବାଓ୍ବେ ବିପକ୍ଷରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଦ୍ୱିତୀୟ ଟେଷ୍ଟରେ ପଦାର୍ପଣ...

କରୋନା ଆକ୍ରାନ୍ତଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଲେ ବିରାଟ-ଅନୁଷ୍କା

ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଜାରିରହିଛି। ଗୋଟିଏ ପଟେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏପରିକି ଭାରତରେ ପ୍ରତିଦିନ ୪ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି।...

ଧୋନୀଙ୍କ ଘରକୁ ଆସିଲା ନୂଆ ଅତିଥି

ରାଞ୍ଚି,୭।୫: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଘରକୁ ଏକ ନୂଆ ଅତିଥି ଆସିଛି। ଏନେଇ ତାଙ୍କ ସ୍ତ୍ରୀ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ଏହି ନୂଆ ଅତିଥି ଜଣକ ହେଉଛି ଘୋଡା। ଯାହାର ନାମ...

କରୋନାରେ ପ୍ରାଣ ହାରିଲେ ଲେଗ୍‌ ସ୍ପିନର ବିବେକ ଯାଦବ

ଜୟପୁର,୭।୫(ପି.ଟି.): କୋଭିଡ୍‌- ୧୯ ଆଗରେ ଆଉ ଜଣେ କ୍ରିକେଟର ହାର ମାନିଛନ୍ତି। ରାଜସ୍ଥାନ ପୂର୍ବତନ ଲେଗ୍‌ ସ୍ପିନର ତଥା ରଣଜୀ ଟ୍ରଫି ବିଜେତା ଦଳର ସଦସ୍ୟ ବିବେକ ଯାଦବ କରୋନା ଦ୍ୱାରା ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି। ମୃତ୍ୟୁ ବେଳକୁ...

ଓଡ଼ିଶା ଏଫ୍‌ସି ଫୁଟ୍‌ବଲ କମିଟିରେ ଭିଲ୍ଲା

ଭୁବନେଶ୍ୱର, ୭।୫(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଏଫ୍‌ସିର ଫୁଟ୍‌ବଲ କମିଟିରେ କିମ୍ବଦନ୍ତୀ ଫୁଟ୍‌ବଲର ଡେଭିଡ ଭିଲ୍ଲାଙ୍କୁ ସାମିଲ କରାଯାଇଛି। ଭୁବନେଶ୍ୱରଭିତ୍ତିକ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌) ଫ୍ରାଞ୍ଚାଇଜ୍‌ ପକ୍ଷରୁ ଗୁରୁବାର ଏହା ପ୍ରକାଶ କରାଯାଇଛି। ସ୍ପେନ ଲିଜେଣ୍ଡ ଭିଲ୍ଲାଙ୍କୁ କ୍ଲବର ଗ୍ଲୋବାଲ ଫୁଟ୍‌ବଲ...

ଆଇପିଏଲ୍‌ର ଅବଶିଷ୍ଟାଂଶ ଆୟୋଜନ ପାଇଁ ୪ ଇଂଲିଶ କାଉଣ୍ଟି ଆଗ୍ରହୀ

ଲଣ୍ଡନ, ୭।୫(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ଅବଶିଷ୍ଟ ୩୧ ମ୍ୟାଚ ଆୟୋଜନ ପାଇଁ ୪ ଇଂଲିଶ ପ୍ରିମିୟର କାଉଣ୍ଟି ଆଗ୍ରହ ପ୍ରକାଶ କରିଛନ୍ତି। ସେମାନେ ହେଲେ ମିଡିଲସେକ୍ସ, ସରେ, ଓ୍ବାରଓ୍ବିକଶାୟାର ଓ ଲଙ୍କାଶାୟାର। ଜୈବ ସୁରକ୍ଷିତ ପରିବେଶରେ ୪...

ଆଇପିଏଲ ଆୟୋଜନ ପାଇଁ ଆସିଲା ପ୍ରସ୍ତାବ

ଲଣ୍ଡନ, ୬ା୫ : ବିଭିନ୍ନ ଫ୍ରାଞ୍ଚାଇଜର କିଛି ଖେଳାଳି ଓ ମ୍ୟାନେଜମେଣ୍ଟ ଷ୍ଟାଫ କୋଭିଡ୍‌ ଆକ୍ରାନ୍ତ ହେବାରୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୪ତମ ସଂସ୍କରଣ ସ୍ଥଗିତ କରି ଦିଆଯାଇଛି। ଲିଗ୍‌ର ଅବଶିଷ୍ଟ ୩୧ ମ୍ୟାଚ୍‌ ଆୟୋଜନ କରିବା ପାଇଁ ଇଚ୍ଛା...

ଦେଶ ପାଇଁ ଆଗେଇ ଆସିଲେ ବିରାଟ କୋହଲି: କରୁଛନ୍ତି ଏହି କାମ

ମୁମ୍ବାଇ,୬।୫: ଆଇପିଏଲ ୨୦୨୧ର ୧୪ତମ ସିଜନ ସ୍ଥଗିତ ହେବା ମାତ୍ରେ ଭାରତୀୟ କ୍ରିକେଟ ଦଳ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ବିରାଟ କୋହଲି ମୁମ୍ବାଇରେ ପହଞ୍ଚି କରୋନା ରିଲିଫ୍‌ କାମ ଆରମ୍ଭ କରିଛନ୍ତି। ସମୟକ୍ରମେ ବିରାଟ କୋହଲି କରୋନା...

ଏପର୍ଯ୍ୟନ୍ତ ଘରକୁ ଯାଇନାହାନ୍ତି ଧୋନୀ: କାରଣ ଜାଣିଲେ କରିବେ ସାଲ୍ୟୁଟ୍‌

ମୁମ୍ବାଇ,୬।୫:ଆଇପିଏଲ ୨୦୨୧ ଅର୍ନିଦ୍ଦିଷ୍ଟ କାଳ ପାଇଁ ବାତିଲ କରାଯାଇଛି। ଧୀରେ ଧୀରେ ଖେଳାଳିମାନେ ନିଜ ଘରକୁ ଫେରୁଛନ୍ତି। ଏହି ସମୟରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପ୍ରଶଂସକଙ୍କ ହୃଦୟ ଜିତିଛି। ଆଇପିଏଲ୍‌ ସ୍ଥଗିତ ହେବା ପରେ...

ମା’ଙ୍କ ସାମ୍ନାରେ ଭୋ’ ଭୋ’ ହୋଇ କାନ୍ଦୁଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଭାରତର ଟେଷ୍ଟ ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରା ନିଜ ମନ କଥା ଖୁଲାସା କହିଛନ୍ତି। ନକାରାତ୍ମକ ଚିନ୍ତାଧାରାରୁ ଦୂରେଇ ରହିବା ପାଇଁ ସେ ତାଙ୍କ ଆଧ୍ୟାତ୍ମିକ ଗୁରୁଙ୍କଠାରୁ ପରାମର୍ଶ ନିଅନ୍ତି। ଏକ ସାକ୍ଷାତକାରରେ ପୂଜାରା କହିଛନ୍ତି ଯେ, ଅନ୍ତର୍ଜାତୀୟ କ୍ରିକେଟରେ ସଫଳତାର...

ଟୋକିଓ ଅଲିମ୍ପିକ୍ସ: ମେରୀ କମ୍‌ଙ୍କ ସହ ୩ ମହିଳା ବକ୍ସର ପୁଣେରେ ଟ୍ରେନିଂ ନେବେ

ନୂଆଦିଲ୍ଲୀ, ୬।୫(ପି.ଟି.)- ଛଅ ଥର ବିଶ୍ୱ ଚାମ୍ପିୟନ ଏମ୍‌ସି ମେରୀ କମ୍‌ ଏବଂ ଅନ୍ୟ ୨ ମହିଳା ବକ୍ସର ପୁଣେସ୍ଥିତ ଆର୍ମି ସ୍ପୋଟର୍‌ସ ଇନ୍‌ଷ୍ଟିଚ୍ୟୁଟ୍‌ରେ ଟ୍ରେନିଂ ନେଇ ଟୋକିଓ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତି କରିବେ। ଦିଲ୍ଲୀଠାରେ ଅନୁଷ୍ଠିତ ମହିଳା ବକ୍ସରଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri