ଖେଳ

ଇମିଲିଆ ରୋମାଗ୍ନା ଗ୍ରାଁ ପ୍ରି ଜିତିଲେ ଭର୍ଷ୍ଟାପେନ୍‌

ଇମୋଲା (ଇଟାଲି), ୧୯ା୪-ରେଡବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ ଇମିଲିଆ ରୋମାଗ୍ନା ଫର୍ମୁଲା ଓ୍ବାନ୍‌ ଗ୍ରାଁ ପ୍ରି କାର୍‌ ରେସ୍‌ ଜିତିଛନ୍ତି। ଚଳିତବର୍ଷ ଏହା ତାଙ୍କର ପ୍ରଥମ ଏବଂ କ୍ୟାରିୟରର ୧୧ତମ ଟାଇଟଲ ବିଜୟ। ରେସ୍‌ ଆରମ୍ଭରେ ରେଡ୍‌ ଫ୍ଲାଗ୍‌ ଯୋଗୁ ସେ...

ଜନ୍ମଦିନରେ ରାହୁଲଙ୍କୁ ନିରାଶ କଲେ ଧାଓ୍ବନ, ଖରାପ ବୋଲିଂ

ମୁମ୍ବାଇ,୧୮।୪: ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୯୬ ରନ୍‌ର ବଡ଼ ଟାର୍ଗେଟ୍‌ ଛିଡ଼ା କରିଥିଲା କିଙ୍ଗ୍ସ ପଞ୍ଜାବ। କିନ୍ତୁ ଶିଖର ଧାଓ୍ବନଙ୍କ ବିସ୍ଫୋରକ ୯୨ ରନ୍‌ର ଇନିଂସ ଓ ଖରାପ ବୋଲିଂ ପଞ୍ଜାବ ପାଇଁ ସାଜିଥିଲା କାଳ। ଫଳରେ ବାର୍ଥଡେ ବୟ...

ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୯୬ ରନ୍‌ର ବିଜୟ ଲକ୍ଷ୍ୟ

ମୁମ୍ବାଇ,୧୮।୪: ଅଧିନାୟକ ଲୋକେଶ ରାହୁଲ ଓ ମୟଙ୍କ ଅଗ୍ରଓ୍ବାଲଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ ପ୍ରତିପକ୍ଷ ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୯୬ ରନ୍‌ର ଟାର୍ଗେଟ ଧାର୍ଯ୍ୟ କରିଛି ପଞ୍ଜାବ କିଙ୍ଗ୍ସ। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ପଞ୍ଜାବ ପାଇଁ ରାହୁଲ...

ମ୍ୟାକ୍ସଓ୍ବେଲ, ଡି’ ଭିଲର୍ସଙ୍କ ବିସ୍ଫୋରକ ଅର୍ଦ୍ଧଶତକ : ଆରସିବିର ହ୍ୟାଟ୍ରିକ ବିଜୟ

ଚେନ୍ନାଇ,୧୮।୪: ଚଳିତ ଆଇପିଏଲରେ ହ୍ୟାଟ୍ରିକ ବିଜୟ ହାସଲ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)। ଏମ୍‌. ଚିଦାମ୍ବରମ ଷ୍ଟାଡିୟମରେ ରବିବାର ଅପରାହ୍ନରେ ଖେଳାଯାଇଥିବା ମ୍ୟାଚ୍‌ରେ ଆରସିବି ୩୮ ରନ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ହରାଇ...

ହ୍ବାଟ୍ସଆପ୍‌ରେ ଏହି ସୁନ୍ଦରୀ ଅଭିନେତ୍ରୀଙ୍କୁ ବ୍ଲକ୍‌ କରିଦେଇଥିଲେ ପନ୍ତ, କାରଣ ଜାଣିଲେ…

ବମ୍ବେ: ଅଭିନେତ୍ରୀଙ୍କ ସହ କ୍ରିକେଟରଙ୍କ ନାମ ଯୋଡ଼ା ଯିବା ନୂଆ କଥା ନୁହେଁ। ସେଥିରୁ କିଛି ସତ ଥିବା ବେଳେ କିଛି ଗୁଜବ ବୋଲି ଜଣାପଡ଼େ। ସେଭଳି ଗୋଟିଏ ହେଲା ଉଇକେଟ୍‌କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ କାହାଣୀ। ୨୦୧୯ରେ ତାଙ୍କ...

ମ୍ୟାକ୍ସଓ୍ବେଲ, ଡି’ ଭିଲର୍ସଙ୍କ କମାଲ: କେକେଆର ଆଗରେ ଛିଡ଼ା କଲେ ୨୦୫ ରନ୍‌ର ଟାର୍ଗେଟ୍‌

ଚେନ୍ନାଇ,୧୮।୪: ଚେନ୍ନାଇ ପିଚ୍‌ରେ ଅନ୍ୟ ଦଳଗୁଡ଼ିକୁ ୧୫୦ ରନ୍‌ କରିବା କଷ୍ଟକର ହୋଇ ପଡ଼ୁଛି। କିନ୍ତୁ ସମାନ ପିଚ୍‌ରେ ଆରସିବି ପ୍ରତିପକ୍ଷ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଆଗରେ ଛିଡ଼ା କରିଛି ୨୦୫ ରନ୍‌ର ବିଶାଳ ଟାର୍ଗେଟ୍‌। ଟସ୍‌ ଜିତି...

କେ.ଏଲ ରାହୁଲଙ୍କ ଜନ୍ମଦିନରେ ପ୍ରେମିକା କହିଲେ…

ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର କ୍ରିକେଟର୍‌ ତଥା କିଙ୍ଗ୍ସ ଏକାଦଶ ପଞ୍ଜାବ ଅଧିନାୟକ କେ.ଏଲ ରାହୁଲ ଆଜି ୨୯ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ସାଥୀ ଖେଲାଳିଙ୍କଠାରୁ ଆରମ୍ଭ କରି ବଲିଉଡ୍‌ ସେଲିବ୍ରିଟି ପର୍ଯ୍ୟନ୍ତ ସମସ୍ତେ ତାଙ୍କୁ ଶୁଭେଚ୍ଛା...

୨୦ ଲକ୍ଷ ଟଙ୍କାର ଖେଳାଳିଙ୍କ ପାଇଁ ୪.୮ କୋଟି ଟଙ୍କାର ଖେଳାଳିଙ୍କୁ ବିଦା କଲେ କୋହଲି

ଚେନ୍ନାଇ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ର ଦଶମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଅଧିନାୟକ ବିରାଟ କୋହଲି ତାଙ୍କ ନିଷ୍ପତ୍ତିରେ ସମସ୍ତ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। ବିରାଟ କୋହଲି ଏହି ସିଜନରେ ପ୍ରଥମ ଅଧିନାୟକ ହୋଇଛନ୍ତି, ଯିଏକି ଶେଷ ଏକାଦଶରେ...

ମହିଳାଙ୍କୁ ହାତଯୋଡିଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୧୮।୪: ସାରା ବିଶ୍ୱ ଏବେ କରୋନା ସହ ଲଢେଇ କରୁଛି। ଦୀର୍ଘ ଦେଢ ବର୍ଷ ହେବ ଏହି ଭାଇରସ୍‌ ସାଧାରଣ ଜୀବନକୁ ବ୍ୟତିବ୍ୟସ୍ତ କରିଦେଇଛି। ଏବେ କରୋନା ଦ୍ୱିତୀୟ ଲହର ଦେଶରେ କୋକୁଆ ଭୟ ସୃଷ୍ଟି କରିଛି। ଫଳରେ ଦେଶର...

ଟସ୍‌ ଜିତିଲା ବେଙ୍ଗାଲୁରୁ: ଆରମ୍ଭରୁ ବଡ଼ ଝଟ୍‌କା

ଚେନ୍ନାଇ, ୧୮।୪: ଆଇପିଏଲର ୧୪ ତମ ସିଜିନର ଦଶମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର ଅଧିନାୟକ ବିରାଟ କୋହଲି କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଥମେ ବ୍ୟାଟିଂ କରି ଦଳକୁ...

ବିସିସିଆଇ ଆପେକ୍ସ କାଉନ୍‌ସିଲ ବୈଠକ: ସେପ୍ଟେମ୍ବରରୁ ଘରୋଇ କ୍ରିକେଟ ସିଜନ

ନୂଆଦିଲ୍ଲୀ, ୧୮ା୪ (ପି.ଟି.)- ସେପ୍ଟେମ୍ବରରେ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟ ସହ ୨୦୨୧-୨୨ ଘରୋଇ ସିଜନ ଆରମ୍ଭ କରିବା ଲାଗି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଯୋଜନା ରହିଛି। ମୁଖ୍ୟ ଟୁର୍ନାମେଣ୍ଟ ରଣଜୀ ଟ୍ରଫି ପାଇଁ ଡିସେମ୍ବରରୁ ୩...

କିରେନ ରିଜିଜୁଙ୍କୁ କରୋନା

ନୂଆଦିଲ୍ଲୀ, ୧୮ା୪ (ପି.ଟି.)-କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କରୋନା ସଂକ୍ରମିତ ହୋଇଛନ୍ତି। ତେବେ ସେ ଫିଟ୍‌ ଓ ସୁସ୍ଥ ଅନୁଭବ କରୁଥିବା ଶନିବାର ପ୍ରକାଶ କରିଛନ୍ତି। ୪୯ ବର୍ଷୀୟ ରିଜିଜୁ ତାଙ୍କ ଟୁଇଟର ପେଜ୍‌ରେ କହିଛନ୍ତି ଏକାଧିକ ଥର କୋଭିଡ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri