ଖେଳ

ଯୁବରାଜଙ୍କ ସହ ସମ୍ପର୍କକୁ ନେଇ ଥିଲେ ଚର୍ଚ୍ଚାରେ, ବିବାହର ୧୩ ବର୍ଷ ପରେ ହୋଇଥିଲେ ମା’; କିଛି ଏଭଳି…

ନୂଆଦିଲ୍ଲୀ,୧୫।୪: ଲୋକପ୍ରିୟ ଅଭିନେତ୍ରୀ ମନ୍ଦିରା ବେଦୀଙ୍କ ଆଜି ଅର୍ଥାତ ଏପ୍ରିଲ ୧୫ ହେଉଛି ଜନ୍ମଦିନ। ୧୯୭୨ ମସିହାରେ କୋଲକାତାରେ ଜନ୍ମଗ୍ରହଣ କରିଥିଲେ ସେ। ପ୍ରଥମେ ଟେଲିଭିଜନରୁ ସେ ନିଜ କ୍ୟାରିୟର ଆରମ୍ଭ କରିଥିଲେ। ଦୁରଦର୍ଶନରେ ପ୍ରସାରିତ ହେଉଥିବା ଚର୍ଚ୍ଚିତ ଧାରାବାହିକ...

୭ ବର୍ଷ ପରେ ଆଇପିଏଲ୍‌ରେ ଏମିତି କଲା ଆରସିବି

ଚେନ୍ନାଇ,୧୫।୪: ଆଇପିଏଲ ୨୦୨୧ର ଷଷ୍ଠ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୬ ରନରେ ପରାସ୍ତ କରିଛି। ଚେନ୍ନାଇରେ ସନରାଇଜର୍ସ ହାଇଦ୍ରାବାଦ ଏହା କ୍ରମାଗତ ପଞ୍ଚମ ପରାଜୟ ଚାରିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଆଇପିଏଲର ଦ୍ୱିତୀୟ ମ୍ୟାଚରେ...

ଏହି କ୍ରିକେଟର୍‌ଙ୍କୁ ଅଷ୍ଟ୍ରେଲିଆରେ ଅଫର୍‌ ଦେଇଥିଲେ କୋହଲି

ଚେନ୍ନାଇ,୧୫।୪: ଆଇପିଏଲର ଗତ ସିଜନରେ ଫ୍ଲପ ହୋଇଥିବା ଅଷ୍ଟ୍ରେଲୀୟ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ଚଳିତ ସିଜନରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ପାଇଁ ଖେଳୁଛନ୍ତି। ଆରସିବି ତାଙ୍କୁ ଏହି ସିଜିନ ପାଇଁ ନିଲାମରେ ବହୁ ପରିମାଣର ଅର୍ଥ ଦେଇ କିଣିଥିଲା...

ବ୍ୟାଟିଂ କରୁଥିବା ସମୟରେ ଏହି କଥାକୁ ନେଇ ଏବି.ଡି ଭିଲିୟର୍ସଙ୍କୁ ଲାଗେ ଭୟ

ଚେନ୍ନାଇ,୧୫।୪: ବିସ୍ଫୋରକ ବ୍ୟାଟସମ୍ୟାନ୍‌ ଏବି ଡି ଭିଲିୟର୍ସ ପଡିଆକୁ ଓହ୍ଲାଇବା ମାତ୍ରେ ବୋଲରଙ୍କ ଚିନ୍ତା ବଢିଯାଏ। କିନ୍ତୁ ଜାଣିଛନ୍ତି ବ୍ୟାଟିଂ କରୁଥିବାବେଳେ ଡି ଭିଲିୟର୍ସଙ୍କୁ ଡର ଲାଗିଥାଏ। ଅବଶ୍ୟ ଏହା ଆଶ୍ଚର୍ଯ୍ୟର କଥା ହୋିପାରେ କିନ୍ତୁ ସତ, ଏକଥା ନିଜେ...

ଆଇପିଏଲ୍‌-୧୪: ନୂଆ ଅଧିନାୟକଙ୍କ ଲଢ଼େଇ

ମୁମ୍ବାଇ,୧୫।୪(ପି.ଟି.): ସଞ୍ଜୁ ସାମ୍‌ସନଙ୍କ ନେତୃତ୍ୱାଧୀନ ରାଜସ୍ଥାନ ରୟାଲ୍ସ ପ୍ରଥମ ମ୍ୟାଚ୍‌ର ପରାଜୟକୁ ଭୁଲି ଦ୍ୱିତୀୟ ମୁକାବିଲାରେ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବାକୁ ଯାଉଛି। ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଗୁରୁବାର ଖେଳାଯିବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଏହି ସପ୍ତମ ମ୍ୟାଚ୍‌...

୪ଥର ଅଲିମ୍ପିକ ପଦକ ବିଜେତାଙ୍କ ପରଲୋକ

ଓ୍ବାଶିଂଟନ,୧୫।୪(ଏପି): ଅଲିମ୍ପିକ୍ସରେ ୪ଥର ପଦକ ହାସଲ କରିଥିବା ଆମେରିକୀୟ ଆଥ୍‌ଲେଟ କୋନ ଫିଣ୍ଡଲେ ୯୦ ବର୍ଷ ବୟସରେ ମୃତ୍ୟୁବରଣ କରିଛନ୍ତି। ରୋଇଂ ଓ ସେଲିଂରେ ସେ ଅଲିମ୍ପିକ ପଦକ ହାସଲ କରିଥିଲେ। ଦୁଇଥର ବିଜେତା ରହିଥିବା ଆମେରିକାର କପ୍‌ କ୍ରିୟୁର...

ପ୍ରବଳ ରାଗିଗଲେ କୋହଲି: କଲେ ଭଙ୍ଗାରୁଜା

ଚେନ୍ନାଇ,୧୫।୪: ଆଇପିଏଲ ୨୦୨୧ର ଷଷ୍ଠ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୬ ରନରେ ପରାସ୍ତ କରିଛି। ଏହି ମ୍ୟାଚରେ ଆରସିବି ଅଧିନାୟକ ବିରାଟ କୋହଲି ପ୍ରବଳ ରାଗିଯାଇଥିଲେ। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି...

ଟୋକିଓ ଅଲିମ୍ପିକ୍ସ: ୧୦୦ ଦିନିଆ କାଉଣ୍ଟ ଡାଉନ୍‌ ଆରମ୍ଭ

ଟୋକିଓ,୧୫।୪(ଏପି): ଆଗାମୀ ଟୋକିଓ ଅଲିମ୍ପିକ୍ସର ୧୦୦ ଦିନିଆ କାଉଣ୍ଟ ଡାଉନ ବା ଅବଗଣନା ବୁଧବାର ଆରମ୍ଭ ହୋଇଛି। କୋଭିଡ୍‌-୧୯ ପାଇଁ ଏହି ମେଗା ଇଭେଣ୍ଟ ଗୋଟିଏ ବର୍ଷ ଘୁଞ୍ଚାଯାଇଥିଲେ ମଧ୍ୟ ଏହାର ଆୟୋଜନ ନେଇ ଅନିଶ୍ଚୟତା ଦୂର ହୋଇନି। ତେବେ...

ଟୋକିଓରେ ଭାରତ ପଦକ ୨ ଅଙ୍କ ଛୁଇଁବ: ରିଜିଜୁ

ନୂଆଦିଲ୍ଲୀ, ୧୫।୪(ପି.ଟି.)- ଟୋକିଓ ଅଲିମ୍ପିକ୍ସର ୧୦୦ ଦିନିଆ ଅବଗଣନା ଆରମ୍ଭ ହୋଇଥିବାବେଳେ ଏହି କ୍ରୀଡ଼ା ମହାକୁମ୍ଭରେ ଭାରତ ପଦକ ସଂଖ୍ୟା ଦୁଇଅଙ୍କ ଛୁଇଁବ ବୋଲି ଆଶା ରଖିଛନ୍ତି କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ। ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ଦେଶର ଆଥ୍‌ଲେଟଙ୍କୁ ସରକାର...

ଦିଲ୍ଲୀ କ୍ୟାପିଟାଲ୍ସ ପେସର ନର୍ଜେ କରୋନା ପଜିଟିଭ୍‌

ନୂଆଦିଲ୍ଲୀ, ୧୫।୪- ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଦ୍ୱିତୀୟ ରାଉଣ୍ଡ ମ୍ୟାଚ ଆରମ୍ଭ ହୋଇ ଯାଇଥିବାବେଳେ ଦିଲ୍ଲୀ କ୍ୟାପିଟାଲ୍ସ ପେସ୍‌ ବୋଲର ଏନରିକ ନର୍ଜେ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ଫଳରେ ରିଷଭ ପନ୍ତଙ୍କ ଦଳକୁ ଏହା ଶକ୍ତ ଧକ୍କା ପହଞ୍ଚାଇଛି।...

ଆର୍ଜେଣ୍ଟିନାକୁ ୪-୨ରେ ହରାଇଲା ଭାରତ

ବୁଏନ୍ସ ଆରିଜ, ୧୫।୪(ପି.ଟି.)- ବିଜୟ ସହ ଭାରତୀୟ ହକି ଦଳ ଏହାର ଆର୍ଜେଣ୍ଟିନା ଗସ୍ତ ଶେଷ କରିଛି। ବୁଧବାର ଅନୁଷ୍ଠିତ ୪ର୍ଥ ତଥା ଅନ୍ତିମ ଅଭ୍ୟାସ ଗେମ୍‌ରେ ଭାରତ ଅଲିମ୍ପିକ୍‌ ଚାମ୍ପିୟନ ଆର୍ଜେଣ୍ଟିନାକୁ ୪-୨ ଗୋଲରେ ପରାସ୍ତ କରିଛି। ଆରମ୍ଭରୁ...

ବାବରଙ୍କ ଶତକ: ପାକିସ୍ତାନର ଦମ୍‌ଦାର ବିଜୟ

ସେଞ୍ଚୁରିୟନ,୧୫।୪: ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ପାକିସ୍ତାନ ୯ ଉଇକେଟରେ ବିଜୟ ହାସଲ କରିଛି। ସ୍ଥାନୀୟ ସୁପର ସ୍ପୋର୍ଟ ପାର୍କ ଗ୍ରାଉଣ୍ଡରେ ବୁଧବାର ଅନୁଷ୍ଠିତ ଏହି ହାଇସ୍କୋରିଂ ମୁକାବିଲାରେ ଅଧିନାୟକ ବାବର ଆଜମଙ୍କ ଦ୍ରୁତ ଶତକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri