ଖେଳ

୧୫ ବର୍ଷ ତଳର ରହସ୍ୟ ଉନ୍ମୋଚନ କଲେ ସେହ୍ବାଗ, କହିଲେ…

ଭାରତୀୟ କ୍ରିକେଟ୍‌ର ଦ ଓ୍ବାଲ୍‌ ନାମରେ ପରିଚିତ ରାହୁଲ ଦ୍ରାବିଡ ଜଣେ ଭଦ୍ର ବ୍ୟକ୍ତି ଭାବେ ଜଣାଶୁଣା। ପଡିଆରେ ବେଶ୍‌ ଶାନ୍ତ ରହୁଥିବା ଦ୍ରାଭିଡ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିଆସିଛନ୍ତି। ନିକଟରେ ଏକ ବିଜ୍ଞାପନରେ ଦ୍ରାବିଡଙ୍କ ଜଣେ...

ଆଇପିଏଲ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଧାଓ୍ବନ କଲେ ଏମିତି କାମ

ମୁମ୍ବାଇ,୧୨।୪: ଦିଲ୍ଲୀ କ୍ୟାପିଟାଲ୍ସ ଓପନର୍‌ ଶିଖର ଧାୱନ ଆଇପିଏଲ ୨୦୨୧ର ପ୍ରଥମ ମ୍ୟାଚ୍‌ରେ ଚମତ୍କାର ବ୍ୟାଟିଂ କରିଛନ୍ତି। ବାମହାତୀ ବ୍ୟାଟ୍ସମ୍ୟାନ ଧାୱନ ପୁଣି ଥରେ ଚେନ୍ନାଇ ବିପକ୍ଷରେ ନିଜର ଅର୍ଦ୍ଧଶତକ ହାସଲ କରିଛନ୍ତି। ମୁମ୍ବାଇର ୱାଙ୍ଖେଡେ ଠାରେ ଖେଳାଯାଇଥିବା ମ୍ୟାଚରେ...

ଆଇପିଏଲ୍‌ର ମିଷ୍ଟ୍ରି ଗର୍ଲ: ଉଇକେଟ୍‌ ଗଲା ପରେ ଖୁସିରେ ଝୁମି ଉଠିଲେ

ମୁମ୍ବାଇ,୧୧।୪: ଆଇପିଏଲ ୨୦୨୧ର ତୃତୀୟ ମ୍ୟାଚ କୋଲକାତା ନାଇଟ ରାଇଡର୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏହି ମ୍ୟାଚ୍‌ରେ କେକେଆର୍‌ ୧୦ ରନ୍‌ରେ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା କେକେଆର୍‌ ଦଳ ୨୦ ଓଭରରେ...

ଜାତୀୟ ସିନିୟର କବାଡ଼ି ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୧୨।୪(କ୍ରୀଡ଼ା ପ୍ରତିନିଧି)- ଆମେଚର କବାଡ଼ି ଫେଡେରେଶନ ଅଫ୍‌ ଇଣ୍ଡିଆ ଓ ଉତ୍ତର ପ୍ରଦେଶ ରାଜ୍ୟ କବାଡ଼ି ସଂଘ ଆନୁକୂଲ୍ୟରେ ୬୮ତମ ଜାତୀୟ ସିନିୟର ପୁରୁଷ କବାଡ଼ି ପ୍ରତିଯୋଗିତା ଚଳିତ ମାସ ୧୩ରୁ ୧୬ ପର୍ଯ୍ୟନ୍ତ ଅଯୋଧ୍ୟାରେ ଆୟୋଜନ ହେବାକୁ...

ଟେକ୍‌ନିକରେ ସାମାନ୍ୟ ପରିବର୍ତ୍ତନ କରିଛି: ପୃଥ୍ବୀ

ମୁମ୍ବାଇ,୧୨।୪(ପି.ଟି.): ଦୁର୍ବଳ ପ୍ରଦର୍ଶନ କାରଣରୁ ଜାତୀୟ ଦଳରୁ ବାଦ୍‌ ପଡିଥିବା ଯୁବ ଓପନର ପୃଥ୍ବୀ ଶ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ଏଥର ଦମ୍‌ଦାର ଆରମ୍ଭ କରିଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସର ୨୧ ବର୍ଷୀୟ ବ୍ୟାଟ୍ସମ୍ୟାନ...

ଆଇପିଏଲ୍‌-୧୪: ବିଗ୍‌ ହିଟରଙ୍କ ଲଢେଇ

ମୁମ୍ବାଇ,୧୨।୪(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ସୋମବାର ବିଗ୍‌ ହିଟରମାନଙ୍କ ଲଢେଇ ଦେଖିବାକୁ ମିଳିବ। ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଦୁଇ କିପର ବ୍ୟାଟ୍ସମ୍ୟାନଙ୍କ ନେତୃତ୍ୱରେ ରାଜସ୍ଥାନ ରୟାଲ୍ସ ଓ ପଞ୍ଜାବ କିଙ୍ଗ୍ସ ପରସ୍ପରକୁ ଭେଟିବେ। ଲୋକେଶ ରାହୁଲଙ୍କ ପଞ୍ଜାବ ଓ...

ଆୟାରଙ୍କୁ ମନେପକାଇଲେ ପଣ୍ଟିଂ

ମୁମ୍ବାଇ, ୧୨।୪- ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟ ଅଧିନାୟକ ରିକି ପଣ୍ଟିଂ ଚଳିତ ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲ୍ସର କୋଚ୍‌ଭାବେ ଉଦାହରଣ ସୃଷ୍ଟି କରିଛନ୍ତି। ଦଳର ନିୟମିତ ଅଧିନାୟକ ଶ୍ରେୟାସ ଆୟାର ଆହତ ସମସ୍ୟା ଯୋଗୁ ଏବେ ଡାକ୍ତରଖାନାରେ ଚିକିତ୍ସିତ ଅଛନ୍ତି। ତାଙ୍କ...

ଏନ୍‌ଗିଡ଼ିଙ୍କ ସାମିଲରେ ବିଳମ୍ବ

ମୁମ୍ବାଇ, ୧୨।୪(ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଚେନ୍ନାଇ ସୁପରକିଙ୍ଗ୍ସ ଏହାର ପ୍ରଥମ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ ନିକଟରୁ ହାରିଯାଇଛି। ଏହି ମ୍ୟାଚରେ ଜୋଶ ହାଜଲେଉଡ୍‌ଙ୍କ ଅନୁପସ୍ଥିତି ଅନୁଭବ କରିଛନ୍ତି କୋଚ୍‌ ଷ୍ଟିଫେନ୍‌ ଫ୍ଲେମିଂ। ହାଜଲେଉଡ୍‌ ଶେଷ ମୁହୂର୍ତ୍ତରେ ଆଇପିଏଲରୁ...

ଶୁଟ୍‌ ଆଉଟ୍‌ରେ ଆର୍ଜେଣ୍ଟିନାକୁ ହରାଇଲା ଭାରତ

ବୁଏନ୍ସଏୟାର୍ସ, ୧୨ା୪(ପି.ଟି.)-ଏଫ୍‌ଆଇଏଚ୍‌ ପ୍ରୋ-ହକି ଲିଗ୍‌ରେ ଅଲିମ୍ପିକ ଚାମ୍ପିୟନ ଆର୍ଜେଣ୍ଟିନାକୁ ୩-୨ ପେନାଲ୍ଟି ଶୁଟ୍‌ଆଉଟରେ ପରାସ୍ତ କରିଛି ଭାରତ। ରୋମାଞ୍ଚଭରା ଏହି ମ୍ୟାଚର ନିର୍ଦ୍ଧାରିତ ସମୟ ଖେଳ ୨-୨ ଗୋଲରେ ଅମୀମାଂସିତ ରହିଥିଲା। ଭାରତ ତରଫରୁ ହରମନପ୍ରୀତ ସିଂ ଦୁଇଟି ଗୋଲ...

ଖାସ୍‌ ଜୋତା ପିନ୍ଧି ପଡ଼ିଆକୁ ଓହ୍ଲାଇଲେ ରୋହିତ ଶର୍ମା; ଦର୍ଶକ କଲେ ସଲାମ

ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ଉଦଘାଟନୀ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ପରାଜୟର ସମ୍ମୁଖୀନ ହୋଇଥିଲେ ମଧ୍ୟ ଅଧିନାୟକ ରୋହିତ ଶର୍ମା ସମସ୍ତଙ୍କ ହୃଦୟ ଜିତିଥିଲେ। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷ ମ୍ୟାଚରେ ରୋହିତ ଏକ ବିଶେଷ ବାର୍ତ୍ତା ଦେଇଥିଲେ। ଏହି...

ମୋ ସ୍ତ୍ରୀ ମତେ ଛାଡ଼ପତ୍ର ଦେଇଦେବେ, କାହିଁକି ଏମିତି କହିଲେ ଦିଲ୍ଲୀ କ୍ୟାପିଟାଲ୍ସ କୋଚ୍‌

ମୁମ୍ବାଇ,୧୨।୪: ଅଷ୍ଟ୍ରେଲିଆର ସର୍ବଶ୍ରେଷ୍ଠ ଅଧିନାୟକ ରିକି ପଣ୍ଟିଂ ଏବେ ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲ୍ସର କୋଚ ଦାୟିତ୍ୱ ତୁଲାଉଛନ୍ତି। ତାଙ୍କ ନେତୃତ୍ୱରେ ଦଳର ପ୍ରଦର୍ଶନ ମଧ୍ୟ ଉଚ୍ଚକୋଟୀର ରହିଛି। ୨୦୨୦ରେ, ଦିଲ୍ଲୀ ପ୍ରଥମ ଥର ପାଇଁ ଟୁର୍ନାମେଣ୍ଟର ଫାଇନାଲରେ ପହଞ୍ଚିବାରେ ସଫଳ...

ଲଢ଼ିବା ସତ୍ତ୍ୱେ ପରାଜୟରୁ ବର୍ତ୍ତି ପାରିଲା ନାହିଁ ହାଇଦ୍ରାବାଦ୍‌

ଚେନ୍ନାଇ, ୧୧ା୪- ମନୀଷ ପାଣ୍ଡେ ଓ ଜନ୍ନି ବେଆରଷ୍ଟୋଙ୍କ ଅର୍ଦ୍ଧଶତକୀୟ ଇନିଂସ ସତ୍ତ୍ୱେ ସନରାଇଜର୍ସ ହାଇଦ୍ରାବାଦକୁ ୧୦ ରନ୍‌ରେ ହରାଇ ଦେଇଛି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)। ୧୮୮ ରନ୍‌ର ବିଶାଳ ଟାର୍ଗେଟର ପିଛା କରିଥିବା ହାଇଦ୍ରାବାଦ୍‌ ପ୍ରାରମ୍ଭିକ ଉଇକେଟ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri