ଖେଳ

ହରମନପ୍ରୀତ୍‌ଙ୍କୁ କରୋନା

ପଟିଆଲା, ୩୧ା୩ (ପି.ଟି.)-ଭାରତୀୟ ମହିଳା ଟି୨୦ କ୍ରିକେଟ ଦଳ ଅଧିନାୟିକା ହରମନପ୍ରୀତ କୌର କରୋନା ସଂକ୍ରମିତ ହୋଇଛନ୍ତି। ଲକ୍ଷ୍ନୌଠାରେ ମାର୍ଚ୍ଚ ୧୭ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ୫ମ ଅନ୍ତର୍ଜାତୀୟ ଦିନିକିଆରେ ଆଘାତପ୍ରାପ୍ତ ହେବାରୁ ତାଙ୍କୁ ଏହି ଦେଶ ବିପକ୍ଷ ଟି୨୦...

ଶୀର୍ଷ ସ୍ଥାନ ବଜାୟ ରଖିଲେ ଶେଫାଳି

ଦୁବାଇ, ୩୧ା୩ (ପି.ଟି.)- ଦକ୍ଷିଣ ଆଫ୍ରିକା ବିପକ୍ଷ ଫାଇନାଲ ମ୍ୟାଚରେ ୩୦ ବଲରୁ ୬୦ ରନ ସଂଗ୍ରହ କରିବା ଦ୍ୱାରା ମଙ୍ଗଳବାର ପ୍ରକାଶ ପାଇଥିବା ଅନ୍ତର୍ଜାତୀୟ ମହିଳା ଟି୨୦ ର଼୍ୟାଙ୍କିଙ୍ଗ ବ୍ୟାଟ୍ସଓମ୍ୟାନ ତାଲିକାରେ ଭାରତ ଓପନର ଶେଫାଳି ବର୍ମା ତାଙ୍କ...

ପଞ୍ଜାବ କିଙ୍ଗ୍ସ ଜର୍ସି ଉନ୍ମୋଚିତ: ଖେଳାଳି ପିନ୍ଧିବେ ସୁନେଲି ହେଲ୍‌ମେଟ

ନୂଆଦିଲ୍ଲୀ,୩୧।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ୧୪ତମ ସଂସ୍କରଣ ପାଇଁ ପଞ୍ଜାବ କିଙ୍ଗ୍ସ ନୂଆ ଜର୍ସି ଉନ୍ମୋଚନ କରିଛି। ନୂଆ କଳେବର ସହ ଉନ୍ମୋଚିତ ହୋଇଥିବା ଏହି ଜର୍ସିରେ ୩ଟି ପରିବର୍ତ୍ତନ କରାଯାଇଛି। ଏହି ଲାଲ ରଙ୍ଗର ଜର୍ସିରେ...

ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌: ଅଧିନାୟକ ମନପ୍ରୀତଙ୍କ ପ୍ରତ୍ୟାବର୍ତ୍ତନ ବୀରେନ୍ଦ୍ର, ଶିଳାନନ୍ଦ, ଅମିତ ସାମିଲ

ନୂଆଦିଲ୍ଲୀ, ୩୧।୩(ପି.ଟି.): ଆସନ୍ତା ମାସରେ ଖେଳାଯିବାକୁ ଥିବା ଆର୍ଜେଣ୍ଟିନା ବିପକ୍ଷ ଅନ୍ତର୍ଜାତୀୟ ହକି ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ମ୍ୟାଚ୍‌ଗୁଡିକ ପାଇଁ ଏକ ୨୨ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ହକି ଇଣ୍ଡିଆ ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରିଛି।...

ଆଇପିଏଲ୍‌: ପନ୍ତ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ

ନୂଆଦିଲ୍ଲୀ,୩୧।୩(ପି.ଟି.): ଆସନ୍ତା ୯ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୪ତମ ସଂସ୍କରଣ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସର ନେତୃତ୍ୱରେ ପରିବର୍ତ୍ତନ କରାଯାଇଛି। ନିୟମିତ ଅଧିନାୟକ ଶ୍ରେୟାସ ଆୟାର ଇଞ୍ଜୁରି କାରଣରୁ ଦଳରୁ ବାଦ୍‌ ପଡିବା ପରେ...

ଟି୨୦ ସିରିଜ ଜିତିଲା ନ୍ୟୁଜିଲାଣ୍ଡ: ବାଂଲାଦେଶ ୨୮ ରନରେ ପରାସ୍ତ

ନାପିଏର,୩୧।୩: ବର୍ଷା ବାଧାପ୍ରାପ୍ତ ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଡକ୍‌ଓ୍ବର୍ଥ/ଲୁଇସ୍‌ ନିୟମରେ ୨୮ ରନରେ ବିଜୟ ହାସଲ କରିଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ନ୍ୟୁଜିଲାଣ୍ଡ ୨-୦ରେ ଅଗ୍ରଣୀ ହେବା ସହ ଆଗୁଆ ସିରିଜ...

ଇଂଲଣ୍ଡ ବିପକ୍ଷ ସିରିଜ: ଶାର୍ଦ୍ଦୁଳ, ସୁନ୍ଦର, ସୂର୍ଯ୍ୟକୁମାର, କିଷନ ନୂଆ ଆବିଷ୍କାର

ନୂଆଦିଲ୍ଲୀ,୩୧।୩(ପି.ଟି.): ଭାରତୀୟ କ୍ରିକେଟ ଏବେ ଭଲ ସ୍ଥିତି ଦେଇ ଗତିକରୁଛି। ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ଭଳି କ୍ୱାଲିଟି ଦଳ ବିପକ୍ଷରେ ଭାରତ ଗତ କେତେମାସ ମଧ୍ୟରେ ଦୃଷ୍ଟାନ୍ତମୂଳକ ପ୍ରଦର୍ଶନ କରିଛି। ବିଶ୍ୱ ଚାମ୍ପିୟନ ଇଂଲଣ୍ଡକୁ ଭାରତ ଘରୋଇ ପରିବେଶରେ ଟେଷ୍ଟ,...

ଆଇପିଏଲ୍‌ ଆରମ୍ଭ ହେବା ପୂର୍ବରୁ ଲାଗିଲା ଝଟ୍‌କା: ବାଦ୍‌ ପଡ଼ିଲେ ଏହିସବୁ ଖେଳାଳି

ନୂଆଦିଲ୍ଲୀ,୩୧।୩: ପୁଣି ଦେଶରେ କରୋନା ମାମଲା ବୃଦ୍ଧି ପାଉଥିବାବେଳେ ବିସିସିଆଇ ୧୪ତମ ଆଇପିଏଲ ଆୟୋଜନ କରୁଛି । ଏହି ଟୁର୍ନାମେଣ୍ଟ ଏପ୍ରିଲ ୯ରୁ ମେ ୩୦ ପର୍ଯ୍ୟନ୍ତ ଖେଳାଯିବ। ସମସ୍ତ ମ୍ୟାଚ ଅହମଦାବାଦ, ବେଙ୍ଗାଲୁରୁ, ଚେନ୍ନାଇ, ଦିଲ୍ଲୀ, ମୁମ୍ବାଇ ଏବଂ...

ଦିଲ୍ଲୀ କ୍ୟାପିଟାଲ୍ସରେ ପନ୍ତଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ନୂଆଦିଲ୍ଲୀ, ୩୦।୩ : ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ଆଗାମୀ ସଂସ୍କରଣରେ ଦିଲ୍ଲୀ କ୍ୟାପିଟାଲ୍ସ ଦଳର ନେତୃତ୍ୱ ନେବେ ରିଷଭ ପନ୍ତ। ୨୧ ବର୍ଷୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ନିୟମିତ ଅଧିନାୟକ ଶ୍ରେୟାସ ଆୟାରଙ୍କ ଅନୁସ୍ଥିତିରେ ଏହି ଗୁରୁ ଦାୟିତ୍ୱ ସମ୍ଭାଳିବେ।...

ଫାଙ୍କା ନାହିଁ ଅଧିନାୟକ ପଦ : ଅଷ୍ଟ୍ରେଲିଆ କୋଚ୍‌

ମେଲବୋର୍ନ, ୩୦।୩ : ପୂର୍ବତନ ଅଷ୍ଟ୍ରେଲିଆନ ଅଧିନାୟକ ଷ୍ଟିଭ ସ୍ମିଥ ପୁଣି ଥରେ ଜାତୀୟ ଦଳର ନେତୃତ୍ୱ ନେବା ପାଇଁ ଇଚ୍ଛା ପ୍ରକାଶ କରିବାର କିଛି ଘଣ୍ଟା ପରେ ପତିକ୍ରିୟା ରଖିଛନ୍ତି ମୁଖ୍ୟ କୋଚ୍‌ ଜଷ୍ଟିନ ଲାଙ୍ଗର। ଆମ ପାଖରେ...

ଚଳିତ ଆଇପିଏଲରେ ରହିବ ନାହିଁ ସଫ୍ଟ ସିଗନାଲ ନିୟମ

ମୁମ୍ବାଇ, ୩୦।୩ : କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଅଫ୍‌ ଇଣ୍ଡିଆ (ବିସିସିଆଇ) ୨୦୨୧ ଆଇପିଏଲରେ ଲାଗୁ କରିବାକୁ ଯାଉଛି କିଛି ନୂଆ ନିୟମ। ନୂଆ ନିୟମ ସମ୍ପର୍କରେ ସମସ୍ତ ଫ୍ରାଞ୍ଚାଇଜକୁ ଅବଗତ କରାଇ ଦିଆଯାଇଛି। ଆଇପିଏଲରୁ ସଫ୍ଟ ସିଗନାଲ ନିୟମକୁ...

ନଟରାଜନଙ୍କ ପ୍ରଶଂସକ ପାଲଟିଲେ ଇଂଲଣ୍ଡର ଏହି ଯୁବ ଅଲରାଉଣ୍ଡର: କହିଲେ…

ନୂଆଦିଲ୍ଲୀ,୩୦।୩: ଭାରତ ବିପକ୍ଷ ନିର୍ଣ୍ଣାୟକ ଦିନିକିଆରେ ଇଂଲଣ୍ଡର ଯୁବ ଅଲରାଉଣ୍ଡର ସାମ କୁରାନ ଉଲ୍ଲେଖନୀୟ ବ୍ୟାଟିଂ କରିଥିଲେ। ଦଳ ପକ୍ଷରୁ ୮ମ ଖେଳାଳି ଭାବେ ସେ ପଡ଼ିଆକୁ ଓହ୍ଲାଇଥିଲେ। ନିଜର ପାଳିରେ ସେ ୮୩ ବଲ୍‌ରେ ୯ ଚୌକା ଏବଂ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri