ଖେଳ

ଲକ୍ଷ୍ୟ କ୍ୱାର୍ଟରରେ, ସିନ୍ଧୁ ବି ଜିତିଲେ

ବର୍ମିଂହାମ୍‌, ୧୯ା୩ (ପି.ଟି.)-ଲକ୍ଷ୍ୟ ସେନ୍‌ ଭାରତର ସର୍ବକନିଷ୍ଠ ପୁରୁଷ ଖେଳାଳି ହିସାବରେ ସମ୍ମାନଜନକ ଅଲ୍‌ ଇଂଲଣ୍ଡ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ଅଲିମ୍ପିକ ରୌପ୍ୟ ବିଜୟିନୀ ପି.ଭି. ସିନ୍ଧୁ ମଧ୍ୟ ଏହି ସୁପର ୧୦୦୦ ଟୁର୍ନାମେଣ୍ଟରେ ସହଜ...

ଜାତୀୟ ଜୁନିୟର ଏକାଡେମୀ ମହିଳା ହକି: ଏନ୍‌ଟିଏଚ୍‌ର କ୍ରମାଗତ ଦ୍ୱିତୀୟ ବିଜୟ

ଭୁବନେଶ୍ୱର, ୧୯।୩(କ୍ରୀଡ଼ା ପ୍ରତିନିଧି)-ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ସର୍ବପ୍ରଥମ ହକି ଇଣ୍ଡିଆ ଜାତୀୟ ଏକାଡେମୀ ମହିଳା ହକି ଟୁର୍ନାମେଣ୍ଟର ସବ୍‌ଜୁନିୟର ବିଭାଗରେ ଓଡ଼ିଶା ନାଭାଲ ଟାଟା ହକି ହାଇ ପରଫର୍ମାନ୍ସ ସେଣ୍ଟର (ଏନଟିଏଚ୍‌) ବିଜୟୀ ହୋଇଛି। ଗୁରୁବାର ଓଡ଼ିଶା ଦଳ...

ଓଡ଼ିଶା ଓମେନ୍ସ ଲିଗ୍‌ ଫୁଟ୍‌ବଲ: ରେଲଓ୍ବେ, ରାଇଜିଂ ଷ୍ଟୁଡେଣ୍ଟ ବିଜୟୀ

ଭୁବନେଶ୍ୱର, ୧୯।୩(କ୍ରୀଡ଼ା ପ୍ରତିନିଧି)-ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଆନୁକୂଲ୍ୟରେ ଚାଲିଥିବା ଓଡ଼ିଶା ଓମେନ୍ସ ଲିଗ୍‌ (ଓଡବ୍ଲ୍ୟୁଏଲ)ର ଗୁରୁବାର ଅନୁଷ୍ଠିତ ମ୍ୟାଚରେ ଇଷ୍ଟକୋଷ୍ଟ ରେଲଓ୍ବେ ଓ ରାଇଜିଂ ଷ୍ଟୁଡେଣ୍ଟ ବିଜୟୀ ହୋଇଛି। କ୍ୟାପିଟାଲ...

ବୋସଫୋରସ୍‌ ବକ୍ସିଂ: ବିପର୍ଯ୍ୟୟ ଘଟାଇଲେ ଜରିନ୍‌

ନୂଆଦିଲ୍ଳୀ,୧୯।୩(ପି.ଟି.): ତୁର୍କୀର ଇସ୍ତାନବୁଲ୍‌ଠାରେ ଚାଲିଥିବା ବୋସଫୋରସ୍‌ ବକ୍ସିଂ ଟୁର୍ନାମେଣ୍ଟରେ ଭାରତୀୟ ମହିଳା ବକ୍ସର ନିଖାତ ଜରିନ୍‌ ଏକ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି। ମହିଳା ୫୧ କେ.ଜି. ବର୍ଗ ଇଭେଣ୍ଟରେ ସେ ବିଶ୍ୱ ଚାମ୍ପିୟନ ପଲ୍ଟସେଭା ଏକାଟରିନାଙ୍କୁ ପରାସ୍ତ କରି କ୍ୱାର୍ଟର...

ଧାରା ଭାଙ୍ଗିଲା ଭାରତ

ଅହମ୍ମଦାବାଦ,୧୮।୩: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିମୟରେ ଖେଳାଯାଇଥିବା ୪ର୍ଥ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡକୁ ୮ ରନ୍‌ରେ ହରାଇ ଦେଇଛି ଭାରତ। ଏଥି ଯୋଗୁ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଏବେ ୨-୨ର ବରାବର ସ୍ଥିତିରେ ପହଞ୍ଚିଛି। ସିରିଜ୍‌ର ଅନ୍ତିମ ତଥା...

୧୮୬ ରନ୍‌ କଲେ ସିରିଜ୍‌ ଜିତିବ ଇଂଲଣ୍ଡ

ଅହମ୍ମଦାବାଦ,୧୮।୩: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିମୟରେ ଖେଳାଯିବାକୁ ଥିବା ୪ର୍ଥ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ଆଗରେ ୧୮୬ ରନ୍‌ର ବିଜୟ ଲକ୍ଷ୍ୟ ଛିଡ଼ା କରିଛି ଭାରତୀୟ ଦଳ। ସୂର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ...

ବିରାଟଙ୍କ କ୍ଲବରେ ରୋହିତ

ଅହମ୍ମଦାବାଦ,୧୮।୩: ବରିଷ୍ଠ ଭାରତୀୟ ଓପନର ରୋହିତ ଶର୍ମା ଗୁରୁବାର ଦ୍ୱିତୀୟ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ଟି୨୦ କ୍ରିକେଟରେ ୯ ହଜାର ରନ୍‌ ପୂରଣ କରିଛନ୍ତି। ଅଧିନାୟକ ବିରାଟ କୋହଲି ପ୍ରଥମ ଭାରତୀୟ ଭାବେ ହାସଲ କରିଥିଲେ ଏହି କୀର୍ତ୍ତିମାନ। ଇଂଲଣ୍ଡ...

ପଦାର୍ପଣରେ ଅର୍ଦ୍ଧଶତକ ସହ ସ୍ବତନ୍ତ୍ର କ୍ଲବରେ ସୂର୍ଯ୍ୟକୁମାର

ଅହମ୍ମଦାବାଦ,୧୮।୩: ଏଠାରେ ଇଂଲଣ୍ଡ ବିପକ୍ଷରେ ଚାଲିଥିବା ଚତୁର୍ଥ ଟି୨୦ ମ୍ୟାଚ୍‌ରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଥିଲା ଅନ୍ତର୍ଜାତୀୟ କ୍ୟାରିୟରରେ ପ୍ରଥମ ଥର ପାଇଁ ବ୍ୟାଟିଂ କରିବାର ସୁଯୋଗ। ଆଉ ଏହାର ପୂରା ଫାଇଦା ଉଠାଇଛନ୍ତି ୩୦ ବର୍ଷୀୟ ବ୍ୟାଟ୍ସମ୍ୟାନ। ପ୍ରଥମ ବଲରେ...

ଛକା ସହ ଅନ୍ତର୍ଜାତୀୟ କ୍ରିକେଟରେ ଏଣ୍ଟ୍ରି ମାରିଲେ ସୂର୍ଯ୍ୟକୁମାର

ଅହମ୍ମଦାବାଦ,୧୮।୩: ସୂର୍ଯ୍ୟକୁମାର ଯାଦବ ଫୁଲ ସ୍ବାଗ୍‌ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଛନ୍ତି। ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜ୍‌ର ଦ୍ବିତୀୟ ମ୍ୟାଚ୍‌ରେ ସେ ପଦାର୍ପଣ କରିଥିଲେ। କିନ୍ତୁ ତାଙ୍କୁ ବ୍ୟାଟିଂ କରିବାକୁ ସୁଯୋଗ ମିଳି ନ ଥିଲା। ସ୍ଥାନୀୟ ନରେନ୍ଦ୍ର ମୋଦି...

ପ୍ରଥମେ ବ୍ୟାଟିଂ କରିବ ଭାରତ

ଅହମ୍ମଦାବାଦ,୧୮।୩: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିମୟରେ ଖେଳାଯିବାକୁ ଥିବା ୪ର୍ଥ ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ। ଇଂଲଣ୍ଡ ଅଧିନାୟକ ଇଆନ ମୋର୍ଗାନ ଟସ୍‌ ଜିତି ପୁଣି ଥରେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ତେବେ ଭାରତୀୟ ଦଳରେ...

ଏହି କାରଣରୁ ମୋଦିଙ୍କୁ ଧନ୍ୟବାଦ ଦେଲେ କେକେଆର୍‌ର ଷ୍ଟାର ଅଲରାଉଣ୍ଡର, ପ୍ରଶଂସାରେ କହିଲେ..

ନୂଆଦିଲ୍ଲୀ,୧୮।୩: ଓ୍ବେଷ୍ଟଇଣ୍ଡିଜ୍‌ ଏବଂ କୋଲକାତା ନାଇଟ୍‌ ରାଇଡର୍ସର ଷ୍ଟାର ଅଲ୍‌ରାଉଣ୍ଡର ଆନ୍ଦ୍ରେ ରସେଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଜାମାଇକାକୁ କରୋନା ଟିକା ପଠାଇବାକୁ ନେଇ ସେ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ନିଜର ଆଧିକାରୀକ ଟୁଇଟର ଆକାଉଣ୍ଟରେ...

କାନ୍‌ପୁରରେ ଜନ୍ମ, ଇଂଲଣ୍ଡ ପାଇଁ ଖେଳିଥିଲେ କ୍ରିକେଟ; ପାକିସ୍ତାନ ହାରିବା ପରେ ହୋଟେଲ୍‌ ରୁମ୍‌ରୁ ମିଳିଥିଲା ଉଲଗ୍ନ ମୃତଦେହ

ନୂଆଦିଲ୍ଲୀ,୧୮।୩: କ୍ରିକେଟ ଇତିହାସରେ ଏଭଳି କିଛି ଘଟଣା ଘଟିଛି ଯାହା ଏବେ ବି ଅନେକଙ୍କୁ ଚକିତ କରେ। ୨୦୦୭ ମସିହା ଆଜିର ଦିନ(ମାର୍ଚ୍ଚ ୧୮)ରେ କ୍ରିକେଟ ବିଶ୍ୱକପ୍‌ ଚାଲିଥିବା ବେଳେ ଘଟିଥିଲା ସେଭଳି ଏକ ଘଟଣା। ପଡ଼ିଆ ବାହାରେ ହୋଇଥିଲେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri