ଖେଳ

ତେନ୍ଦୁଲକରଙ୍କ ଝିଅ ସାରା ସୋସିଆଲ ମିଡିଆରେ ଲୋକପ୍ରିୟ, ଜଷ୍ଟିନ ବିବରଙ୍କ ବଡ଼ ପ୍ରଶଂସକ

ଭାରତର ମହାନ କ୍ରିକେଟର ସଚିନ ତେନ୍ଦୁଲକର ତାଙ୍କ ଖେଳ ପାଇଁ ସାରା ବିଶ୍ୱରେ ପ୍ରସିଦ୍ଧ। ସଚିନଙ୍କ ପରି ତାଙ୍କ ଝିଅ ସାରା ତେନ୍ଦୁଲକର ମଧ୍ୟ ବହୁତ ଲୋକପ୍ରିୟ। ସାରା ସୋସିଆଲ ମିଡିଆରେ ନିଜର ଶକ୍ତ ବ୍ୟକ୍ତିତ୍ୱ ପ୍ରଦର୍ଶନ କରିଥାନ୍ତି। ତାଙ୍କ...

ଆଜି ବିଶ୍ୱ କ୍ରିକେଟର ଏକ ସ୍ମରଣୀୟ ଦିନ: ଜାଣନ୍ତୁ କ’ଣ ଘଟିଥିଲା

ମାର୍ଚ୍ଚ ୧୬ ବିଶ୍ୱ କ୍ରିକେଟ ପାଇଁ ଏକ ଐତିହାସିକ ଦିନ। କ୍ରିକେଟ ଭାରତରେ ଏକ ଧର୍ମ ଭାବରେ ବିବେଚନା କରାଯାଏ। ସଚିନ ତେନ୍ଦୁଲକର କ୍ରିକେଟର୍‌ ଜଣେ ଭଗବାନଠାରୁ କମ ନୁହଁନ୍ତି। ମାର୍ଚ୍ଚ ୧୬, ୨୦୧୨ ସଚିନ ମିରପୁରର ଶେର-ଇ-ବଙ୍ଗାଲ ଷ୍ଟାଡିୟମରେ...

ଇଶାନ କିଷନଙ୍କ ଡେବ୍ୟୁ ମ୍ୟାଚ୍‌ ପୂର୍ବରୁ ଶରୀରରେ ରକ୍ତ ବୋଳି ହୋଇଥିଲେ ତାଙ୍କ ଗର୍ଲଫ୍ରେଣ୍ଡ, ଜାଣନ୍ତୁ କାହିଁକି

ଅହମ୍ମଦାବାଦରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୭ ଉଇକେଟରେ ବିଜୟ ହାସଲ କରିଛି। ଏହି ବିଜୟରେ ଇଶାନ କିଷନଙ୍କ ବଡ ଭୂମିକା ଥିଲା। ଇଷାନ ଡେବ୍ୟୁ...

ଜାତୀୟ ସବ୍‌ଜୁନିୟର ମହିଳା ହକି: ସେମିଫାଇନାଲରେ ଓଡ଼ିଶା

ଭୁବନେଶ୍ୱର, ୧୬।୩(କ୍ରୀଡ଼ା ପ୍ରତିନିଧି)-ଝାଡ଼ଖଣ୍ଡର ସିମଡେଗାଠାରେ ଚାଲିଥିବା ୧୧ତମ ଜାତୀୟ ସବ୍‌ଜୁନିୟର ମହିଳା ହକି ଚାମ୍ପିୟନଶିପ୍‌ର ସେମିଫାଇନାଲରେ ଓଡ଼ିଶା ପ୍ରବେଶ କରିଛି। ସୋମବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲରେ ଓଡ଼ିଶା ୫-୧ ଗୋଲରେ ପଞ୍ଜାବକୁ ପରାସ୍ତ କରିଛି। ଓଡ଼ିଶା ପକ୍ଷରୁ ଦୀପିକା ବାର୍‌ଓ୍ବା...

ଓଡ଼ିଶା ଓମେନ୍ସ ଫୁଟବଲ ଲିଗ୍‌ : ରେଲ୍‌ଓ୍ବେ, କ୍ରୀଡ଼ା ଛାତ୍ରାବାସ, ରାଇଜିଂ ଷ୍ଟୁଡେଣ୍ଟ ବିଜୟୀ

ଭୁବନେଶ୍ୱର, ୧୬।୩(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଆନୁକୂଲ୍ୟରେ ଚାଲିଥିବା ଓଡ଼ିଶା ଓମେନ୍ସ ଲିଗ୍‌ (ଓଡବ୍ଲ୍ୟୁଏଲ)ର ରବିବାର ଅନୁଷ୍ଠିତ ୩ଟି ମ୍ୟାଚରେ ଇଷ୍ଟକୋଷ୍ଟ ରେଲ୍‌ଓ୍ବେ, ସ୍ପୋଟର୍‌ସ ହଷ୍ଟେଲ ଓ ରାଇଜିଂ...

ରାଜ୍ୟ ଜୁନିୟର କୁସ୍ତି ପ୍ରତିଯୋଗିତା ଆରମ୍ଭ

ଭୁବନେଶ୍ୱର, ୧୬।୩ (କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କୁସ୍ତି ଆସୋସିଏଶନ ଆନୁକୂଲ୍ୟରେ କଟକର ସଚିନ ତେନ୍ଦୁଲକର ଇନ୍‌ଡୋର ହଲ୍‌ରେ ଜୁନିୟର ଏବଂ କ୍ୟାଡେଟ୍‌ ବାଳକ ଫ୍ରିଷ୍ଟାଇଲ କୁସ୍ତି ପ୍ରତିଯୋଗିତା ସୋମବାର ଆରମ୍ଭ ହୋଇଛି। ଜୁନିୟର ବିଭାଗରେ ୧୮ରୁ ୨୦ ବର୍ଷ ବର୍ଗରେ...

ରାଜ୍ୟ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା: ରଶ୍ମିରଞ୍ଜନ ମିଷ୍ଟର ଓଡ଼ିଶା ୨୦୨୧

ଭୁବନେଶ୍ୱର, ୧୬ା୩ (ସ୍ପୋଟର୍‌ସ ବ୍ୟୁରୋ)-ରଶ୍ମି ରଞ୍ଜନ ସାହୁ ମିଷ୍ଟର ଓଡ଼ିଶା ୨୦୨୧ ବିବେଚିତ ହୋଇଛନ୍ତି। ପୁରୁଣା ଭୁବନେଶ୍ୱର ବଡିବିଲ୍‌ଡିଂ ଆସୋସିଏଶନ ଏବଂ ଶ୍ରୀଶ୍ରୀ ଲିଙ୍ଗରାଜ ସେନାର ମିଳିତ ଆନୁକୂଲ୍ୟରେ ଦୁଇଦିନ ଧରି ୧୮ତମ ସିନିୟର ରାଜ୍ୟ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା...

ଓ୍ବେଷ୍ଟଇଣ୍ଡିଜର କ୍ଲିନ୍‌ ସୁଇପ

ନର୍ଥପଏଣ୍ଟ (ଆଣ୍ଟିଗୁଆ), ୧୬ା୩ (ଏପି)-ଡାରେନ ବ୍ରାଭୋଙ୍କ ଚତୁର୍ଥ ଅନ୍ତର୍ଜାତୀୟ ଦିନିକିଆ ସହାୟତାରେ ସାର୍‌ ଭିଭିଆନ୍‌ ରିଚାଡର୍‌ସ ଷ୍ଟାଡିୟମରେ ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଅନ୍ତର୍ଜାତୀୟ ଦିନିକିଆରେ ଓ୍ବେଷ୍ଟଇଣ୍ଡିଜ ୫ ଉଇକେଟରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଏଥିସହିତ ଦଳ ୩-୦ରେ କ୍ଲିନ୍‌...

ଦଣ୍ଡିତ ହେଲେ ଟିମ୍‌ ଇଣ୍ଡିଆର ଖେଳାଳି

ଦୁବାଇ, ୧୫।୩ – ଅହମ୍ମଦାବାଦରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଧିମା ବୋଲିଂ ପାଇଁ ଟିମ୍‌ ଇଣ୍ଡିଆର ସମସ୍ତ ଖେଳାଳିଙ୍କୁ ଦଣ୍ଡିତ ହେବାକୁ ପଡ଼ିଛି। ପ୍ରତ୍ୟେକ ଖେଳାଳିଙ୍କ କାଟ୍‌ କରାଯାଇଛି ୨୦ ପ୍ରତିଶତ ମ୍ୟାଚ୍‌ ଫି’। ଆଇସିସି...

ସ୍ବତନ୍ତ୍ର ଅର୍ଦ୍ଧଶତକ ପୂର୍ବରୁ ଏହି ପୂର୍ବତନ ଖେଳାଳିଙ୍କ ସହ କଥା ହୋଇଥିଲେ କୋହଲି

ଅହମ୍ମଦାବାଦ୍‌, ୧୫।୩ – ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦମ୍‌ଦାର ଅର୍ଦ୍ଧଶତକୀୟ ଇନିଂସ ଖେଳିଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ଏହି ମ୍ୟାଚ୍‌ ପୂର୍ବରୁ କୋହଲି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆରସିବି)ର ସାଥି ଖେଳାଳି ତଥା ପୂର୍ବତନ ଦକ୍ଷିଣ...

ଧୋନୀଙ୍କ ସହ ଏହି ଖେଳାଳିଙ୍କ ତୁଳନା କଲେ କିମ୍ବଦନ୍ତୀ

ନୂଆଦିଲ୍ଲୀ, ୧୫।୩ – ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ ମ୍ୟାଚ୍‌ରେ ହିଁ ବିସ୍ଫୋରକ ଅର୍ଦ୍ଧଶତକୀୟ ଇନିଂସ ଖେଳିଛନ୍ତି ଇଶାନ କିଷାନ। ଏଥି ନେଇ ତାଙ୍କୁ ପ୍ରଶଂସା କରିଛନ୍ତି ବହୁ କିମ୍ବଦନ୍ତୀ ଭାରତୀୟ ଖେଳାଳି। ଏପରି କି ଇଶାନଙ୍କୁ ପୂର୍ବତନ ଭାରତୀୟ ଅଧିନାୟକ...

ଅପେକ୍ଷାର ଅନ୍ତ: ସ୍ପୋର୍ଟସ ଆଙ୍କରଙ୍କ ହାତ ଧରିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୫।୩: ଭାରତୀୟ କ୍ରିକେଟ ଦଳର ଦ୍ରୁତତମ ବୋଲର ଯଶପ୍ରୀତ‌ ବୁମ୍‌ରା ସୋମବାର ଗୋଆରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ସ୍ପୋର୍ଟସ ଆଙ୍କର ସଞ୍ଜନା ଗଣେଶନଙ୍କ ହାତ ଧରିଛନ୍ତି। ମୁମ୍ବାଇ ଇଣ୍ଡିଆନ୍ସ ଅଫିସିଆଲ ଟୁଇଟର ଆକାଉଣ୍ଟରେ ଦୁହିଁଙ୍କ ବିବାହର ଫଟୋ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri