ଖେଳ

ମହିଳା ଟି୨୦ ବିଶ୍ୱକପ: ଭାରତର କ୍ରମାଗତ ଦ୍ୱିତୀୟ ବିଜୟ

ଦୁବାଇ,୯ା୧୦: ଉଭୟ ବ୍ୟାଟିଂ ଓ ବୋଲିଂରେ ଚମତ୍କାର ପ୍ରଦର୍ଶନ କରି ଭାରତ ମହିଳା ଟି୨୦ ବିଶ୍ୱକପରେ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି । ପୂର୍ବ ମ୍ୟାଚରେ ପାକିସ୍ତାନକୁ ହରାଇଥିବା ହରମନପ୍ରୀତ କୌରଙ୍କ ଦଳ ବୁଧବାର ଶ୍ରୀଲଙ୍କାକୁ ୮୨ ରନରେ...

ନୀତୀଶ ରେଡ୍ଡୀଙ୍କ ଅଲ୍‌ରାଉଣ୍ଡ ସଫଳତା: ଭାରତ ଟି୨୦ ସିରିଜ ବିଜୟୀ

ନୂଆଦିଲ୍ଲୀ,୯ା୧୦: ନୀତୀଶ କୁମାର ରେଡ୍ଡୀଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ବଳରେ ଭାରତ ବୁଧବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ କ୍ରିକେଟ ମ୍ୟାଚରେ ବାଂଲାଦେଶକୁ ୮୬ ରନରେ ପରାସ୍ତ କରିଛି। ଭାରତ ୨୦ ଓଭରରେ ୯ ଉଇକେଟ ହରାଇ ୨୨୧ ରନ କରିଥିବାବେଳେ ବାଂଲାଦେଶ...

ରିଙ୍କୁ-ନୀତିଶଙ୍କ ଧୂଆଁଧାର ଅର୍ଦ୍ଧଶତକ: ବାଂଲାଦେଶ ଆଗରେ ୨୨୨ ରନର ଟାର୍ଗେଟ

ନୂଆଦିଲ୍ଲୀ,୯ା୧୦: ଭାରତୀୟ ଦଳ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍ ବିଶିଷ୍ଟ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ନୀତୀଶ ରେଡ୍ଡୀ ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ଅର୍ଦ୍ଧଶତକ...

ଭାଜପା ଗଡ଼ରେ ବାଜି ମାରିନେଲେ ଭିନେଶ, ୧୯ ବର୍ଷ ପରେ ଜିତିଲା କଂଗ୍ରେସ

ଚଣ୍ଡିଗଡ଼,୮।୧୦: ହରିୟାଣା ୨୦୨୪ ବିଧାନସଭା ନିର୍ବାଚନର ମତଗଣନା ମଙ୍ଗଳବାର କରାଯାଉଛି। ରାଜ୍ୟର ଜିନ୍ଦ ଜିଲାର ହଟ୍‌ ସିଟ୍‌ ମଧ୍ୟରେ ରହିଥିବା ଜୁଲାନା ଆସନରୁ କଂଗ୍ରେସ ଟିକେଟରେ ଲଢ଼ୁଥିବା ବିବାଦୀୟ କୁସ୍ତି ଯୋଦ୍ଧା ଭିନେଶ ଫୋଗଟ୍‌ ବିଜୟୀ ହୋଇଛନ୍ତି। ପ୍ରାରମ୍ଭିକ ଟ୍ରେଣ୍ଡରେ...

ଶ୍ରୀଲଙ୍କା କ୍ରିକେଟ୍‌ରେ ବଡ଼ ପରିବର୍ତ୍ତନ: ଏହି କ୍ରିକେଟ୍‌ର ହେଲେ ଫୁଲ୍‌ଟାଇମ କୋଚ୍‌

କଲମ୍ବୋ, ୭ା୧୦: ପୂର୍ବତନ ଅଧିନାୟକ ସନଥ ଜୟସୁରିୟା ସୋମବାର ଶ୍ରୀଲଙ୍କା କ୍ରିକେଟ ଦଳର ଫୁଲ୍‌ଟାଇମ କୋଚ୍‌ ଭାବେ ନିଯୁକ୍ତି ପାଇଛନ୍ତି। ତାଙ୍କ କାର୍ଯ୍ୟକାଳ ୨୦୨୬ ଟି୨୦ ବିଶ୍ୱକପ୍‌ ଶେଷ ପର୍ଯ୍ୟନ୍ତ ରହିବ। ପୂର୍ବତନ ବାମହାତୀ ଓପନର ଜୁଲାଇ ଆରମ୍ଭରୁ ଶ୍ରୀଲଙ୍କାର...

ଗୌତମ ଗମ୍ଭୀରଙ୍କ ପାଦ ଚାଟିବା ଉଚିତ୍‌ ନୁହେଁ…କାହିଁକି ଏମିତି କହିଲେ ଗାଭାସ୍କର

ନୂଆଦିଲ୍ଲୀ,୭।୧୦: ଗୌତମ ଗମ୍ଭୀରଙ୍କ କୋଚିଂରେ ଟିମ ଇଣ୍ଡିଆ ଏପର୍ଯ୍ୟନ୍ତ ଚମତ୍କାର ପ୍ରଦର୍ଶନ ପ୍ରଦର୍ଶନ କରିଛି। ବିଶେଷକରି ବାଂଲାଦେଶ ବିପକ୍ଷ କାନପୁର ଟେଷ୍ଟରେ ଟିମ ଇଣ୍ଡିଆ ଜବରଦସ୍ତ ଢଙ୍ଗରେ ଜିତିଥିଲା। ଏହି ମ୍ୟାଚରେ ପ୍ରଥମ ତିନି ଦିନ ବର୍ଷା ଦ୍ୱାରା ପ୍ରଭାବିତ...

ଜିମ୍ନାଷ୍ଟିକ୍‌କୁ ବାଏ ବାଏ କହିଲେ ଦୀପା କର୍ମକାର

ନୂଆଦିଲ୍ଲୀ,୭ା୧୦(ପି.ଟି.): ଭାରତର ତାରକା ଜିମ୍ନାଷ୍ଟ ଦୀପା କର୍ମକାର ସୋମବାର ଅବସର ଘୋଷଣ କରିଛନ୍ତି। ପ୍ରଥମ ଭାରତୀୟ ଭାବରେ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିଥିବା ବେଳେ ରିଓ ୨୦୧୬ରେ ଅଳ୍ପକେ ବ୍ରୋଞ୍ଜ ପଦକରୁ ସେ ବଞ୍ଚିତ ହୋଇଥିଲେ। ମାତ୍ର ୦.୧୫ ପଏଣ୍ଟ ପଛରେ...

କିଙ୍ଗ କୋହଲିଙ୍କ ‘ମହାରେକର୍ଡ’ ଭାଙ୍ଗିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୭।୧୦: ଗ୍ବାଲିଅରରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟି -୨୦ରେ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଚମତ୍କାର ଇନିଂସ ଖେଳିଥିଲେ। ହାର୍ଦ୍ଦିକଙ୍କ ଚମତ୍କାର ଇନିଂସ ଯୋଗୁଁ ଟିମ ଇଣ୍ଡିଆ ମାତ୍ର ୧୧.୫ ଓଭରରେ ଏକପାଖିଆ ବିଜୟ ହାସଲ କରିଛି। ଭାରତୀୟ ଅଲରାଉଣ୍ଡର...

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନକୁ ହରାଇଲା ଭାରତ

ଦୁବାଇ, ୬ା୧୦: ମହିଳା ଟି୨୦ ବିଶ୍ୱକପରେ ପାକିସ୍ତାନକୁ ୬ ଉଇକେଟରେ ହରାଇ ପ୍ରଥମ ବିଜୟ ହାସଲ କରିଛି ଭାରତ। ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ୨୦ ଓଭରରେ ୮ଉଇକେଟ ହରାଇ ୧୦୫ ରନ୍‌ କରିଥିଲା। ଜବାବରେ ଭାରତ ୧୮.୫ ଓଭରରେ...

ଜାଣନ୍ତୁ ଦେଶର ସୁନାଝିଅଙ୍କ ବିଷୟରେ

ଅବନୀ ଲେଖ୍‌ରା। ୧୨ ବର୍ଷର ହୋଇଥିବାବେଳେ ଏକ ଦୁର୍ଘଟଣାରେ ତାଙ୍କର ପାରାଲିସିସ୍‌ ହୋଇଯାଏ। ଫଳରେ ତାଙ୍କୁ ହ୍ବିଲ ଚେୟାରର ସାହାରା ନେବାକୁ ପଡିଲା। ତାଙ୍କର ଦୁନିଆ ପୂରା ବଦଳିଗଲା। ସେ ଭାଙ୍ଗିପଡ଼ିଲେ। ହେଲେ ତାଙ୍କ ବାପା ତାଙ୍କୁ ସାହସ ଦେଲେ।...

ଶାମିଙ୍କୁ ନେଇ ଟିମ୍‌ ଇଣ୍ଡିଆର ଚିନ୍ତା ବଢ଼ିଲା

ନୂଆଦିଲ୍ଲୀ,୫।୧୦: ଦଳକୁ କେବେ ଫେରିବେ ମହମ୍ମଦ ଶାମି, ଏହା ଉପରେ କ୍ରିକେଟ ପ୍ରଶଂସକଙ୍କ ନଜର। କାରଣ ଆସନ୍ତା ମାସ ଭାରତୀୟ ଟିମ୍‌ ଲାଗି ବେଶ ଗୁରୁତ୍ୱପୂର୍ଣ୍ଣ। ସର୍ବପ୍ରଥମେ ଦଳ ୩ ମ୍ୟାଚ୍‌ ବିଶିଷ୍ଟ ଘରୋଇ ଟେଷ୍ଟ ସିରିଜ ଖେଳିବ। ଏହାପରେ...

ହାତରେ ନୂଆ ଟାଟୁ କଲେ ରିଙ୍କୁ ସିଂ: ୫ ଛକା ସହ ଅଛି କନେକ୍ସନ

ନୂଆଦିଲ୍ଲୀ,୫।୧୦: ନିକଟରେ ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂ ହାତରେ ଏକ ଟାଟୁ କରିଛନ୍ତି। ଏହି ଟାଟୁରେ ସେ ‘ଗଡ୍‌ସ ପ୍ଲାନ୍‌’ ଲେଖିଛନ୍ତି। ରିଙ୍କୁ କହିଛନ୍ତି, ଟାଟୁ ବିଷୟରେ ସବୁଠାରୁ ବିଶେଷ କଥା ହେଉଛି ଯେ ସେ ମାରିଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri