ଖେଳ

ବିଶ୍ୱରେକର୍ଡ ହାସଲ କଲେ କୋହଲି, ବହୁ କିମ୍ବଦନ୍ତୀଙ୍କୁ ପଛରେ ପକାଇଲେ

ଚେନ୍ନାଇରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ତାଙ୍କ ନାମରେ ଏକ ସ୍ବତନ୍ତ୍ର ରେକର୍ଡ ସୃଷ୍ଟି କରିଛନ୍ତି। ଦ୍ୱିତୀୟ ଇନିଂସରେ ତିନି ରନ ସ୍କୋର କରିବା ପରେ କୋହଲି...

ଭାରତର ଲଜ୍ଜାଜନକ ପରାଜୟ

ଚେନ୍ନାଇ,୯।୨: ଭାରତ ଏବଂ ଇଲଂଣ୍ଡ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟରେ ଘରୋଇ ଦଳ ଲଜ୍ଜାଜନକ ପରାଜୟ ଭୋଗିଛି। ଇଂଲଣ୍ଡ ଏହି ଟେଷ୍ଟରେ ଭାରତକୁ ୨୨୭ ରନ୍‌ର ପରାଜିତ କରିଛି। ଏହାସହ ଭ୍ରମଣକାରୀ ଦଳ ୧-୦ ସିରିଜ୍‌ ଆଗେଇଛି। ଏହି ବିଜୟ...

ତୃତୀୟଥର ପିତା ହେବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍‌, ମାଗିଲେ ପୈତୃକ ଛୁଟି

ବାଂଲାଦେଶର ଷ୍ଟାର କ୍ରିକେଟର୍‌ ସାକିବ ଉଲ୍‌ ହାସନ ଖୁବ୍‌ଶୀଘ୍ର ପିତା ହେବାକୁ ଯାଉଛନ୍ତି। ସେ ବାଂଲାଦେଶ କ୍ରିକେଟ୍‌ ବୋର୍ଡକୁ ପୈତୃକ ଛୁଟି ଦେବାକୁ ଆବେଦନ କରିଛନ୍ତି। ଆଗାମୀ ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ତାଙ୍କୁ ଟିମ୍‌ରେ ସାମିଲ ନ କରାଯାଉ ବୋଲି...

ସାମ୍ନାକୁ ଆସିଲା ଧୋନୀଙ୍କ ନୂଆ ଲୁକ୍‌

ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ କ୍ରିକେଟରୁ ସନ୍ୟାସ ନେବା ପରେ ଅଧିକାଂଶ ସମୟ ନିଜର ହୋମ୍‌ ଟାଉନ୍‌ ରାଞ୍ଚିରେ ବିତାଉଛନ୍ତି। ବିଗତ କିଛି ଦିନ ହେବ ସେ ରାଞ୍ଚିରେ ଥିବା ନିଜ ଫାର୍ମ ହାଉସ୍‌ରେ ଚାଷ...

କୋଚ୍‌ଙ୍କ ଉପସ୍ଥିତି ସାଥୀ ଖେଳାଳିଙ୍କ ବେକ ଟାଣିଲେ ସିରାଜ୍‌, ଆଉ ତା’ପରେ

ଚେନ୍ନାଇ,୯।୨:ଭାରତ-ଇଂଲଣ୍ଡ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଚେନ୍ନାଇରେ ଖେଳାଯାଉଛି। ଏହି ମ୍ୟାଚ୍‌ର ଚତୁର୍ଥ ଦିନରେ ଏକ ଭିଡିଓ ସାମ୍ନାକୁ ଆସିଛି। ଭିଡିଓଟି ଭାରତୀୟ ଡ୍ରେସିଂ ରୁମ୍‌ର ବୋଲି ଜଣାପଡିଛି। କୋଚ ରବି ଶାସ୍ତ୍ରୀଙ୍କ ଉପସ୍ଥିତିରେ ଭାରତୀୟ ବୋଲର୍‌...

କିଏ ଜିତିବ ବାଜି: ଶେଷ ଦିନରେ ଇତିହାସ ରଚିପାରେ ଭାରତ

ଚେନ୍ନାଇ,୯।୨: ଭାରତ ଓ ଇଂଲଣ୍ଡ ମଧ୍ୟରେ ଏଠାରେ ଚାଲିଥିବା ଚାରିମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ରୋଚକ ସ୍ଥିତିରେ ପହଞ୍ଚିଛି। ଶେଷ ଦିନରେ ମ୍ୟାଚ ଜିତିବା ପାଇଁ ଭାରତକୁ ୩୮୧ ରନ ଏବଂ ଇଂଲଣ୍ଡକୁ ୯ ଉଇକେଟ ଦରକାର।...

ଏହି ପ୍ରସିଦ୍ଧ କିକେଟ୍‌ରଙ୍କ ଘରୁ ଚୋରି

ମେଲବୋର୍ନ, ୯।୧: ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଙ୍କ ମେଲବୋର୍ନ ଘରୁ ଚୋରି ହୋଇଛି। ଚୋରମାନେ ପଣ୍ଟିଙ୍କ ଘରେ ରଖାଯାଇଥିବା କାର ଚୋରି କରି ନେଇଥିଲେ। ଚୋରି କାରକୁ ଖୋଜିବା ପାଇଁ ପୋଲିସକୁ ବହୁ ସଂଘର୍ଷ କରିବାକୁ ପଡିଥିଲା। ଶେଷରେ...

ଜାତୀୟ ନଗେଶ ଟ୍ରଫି ଦୃଷ୍ଟିହୀନ କ୍ରିକେଟ: ବିଜୟ ସହ ଓଡ଼ିଶାର ଅଭିଯାନ

ଭୁବନେଶ୍ୱର,୯।୨(କ୍ରୀଡ଼ା ପ୍ରତିନିଧି)- ବେଙ୍ଗାଲୁରୁଠାରେ ସୋମବାରଠାରୁ ୩ୟ ନଗେଶ ଟ୍ରଫି ଜାତୀୟ କ୍ରିକେଟ ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ଓଡ଼ିଶା ଏହାର ପ୍ରଥମ ମ୍ୟାଚରେ ମଧ୍ୟପ୍ରଦେଶକୁ ୧୩୯ ରନରେ ହରାଇ ଅଭିଯାନ ଆରମ୍ଭ କରିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଓଡ଼ିଶା...

ବିବିସି ପୁରସ୍କାର ଦୌଡ଼ରେ ଦୂତୀ ଚାନ୍ଦ

ନୂଆଦିଲ୍ଲୀ, ୯ା୨(ପି.ଟି.)-ଚଳିତବର୍ଷର ବିବିିସି ‘ଇଣ୍ଡିଆନ୍‌ ସ୍ପୋଟର୍‌ସ ଓମ୍ୟାନ ଅଫ୍‌ ଦି ଇୟର’ ପୁରସ୍କାର ପାଇଁ ୫ଜଣଙ୍କ ନାମ ସୁପାରିସ କରାଯାଇଛି। ତନ୍ମଧ୍ୟରେ ଏସିଆନ ଗେମ୍ସ ୧୦୦ମିଟର ରୌପ୍ୟ ବିଜୟିନୀ ଓଡ଼ିଶାର ଦୂତୀ ଚାନ୍ଦଙ୍କ ନାମ ରହିଛି। ଅନ୍ୟମାନେ ହେଲେ ଭାରତୀୟ...

ମୁମ୍ବାଇ-ଗୋଆ ମ୍ୟାଚ ଡ୍ର

ବାମ୍ବୋଲିମ୍‌, ୯ା୨: ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ) ଫୁଟବଲ ଟୁର୍ନାମେଣ୍ଟରେ ସୋମବାର ମୁମ୍ବାଇ ସିଟି ଏଫ୍‌ସି ଓ ଏଫ୍‌ସି ଗୋଆ ମଧ୍ୟରେ ଅନୁଷ୍ଠିତ ମ୍ୟାଚ ୩-୩ରେ ଅମୀମାଂସିତ ଭାବେ ଶେଷ ହୋଇଛି। ଫଳରେ ଦୁଇ ଦଳ ମଧ୍ୟରେ ପଏଣ୍ଟ...

ଦକ୍ଷିଣ ଆଫ୍ରିକା ବିପକ୍ଷରେ ପାକିସ୍ତାନ ସିରିଜ ବିଜୟୀ

ରାଓ୍ବଲପିଣ୍ଡି, ୯ା୨ (ଏପି)-ଫାଷ୍ଟ ବୋଲର ହସନ ଅଲୀଙ୍କ ପ୍ରଥମ ଟେଷ୍ଟ ୧୦ ଉଇକେଟ ସଫଳତା ସହାୟତାରେ ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ପାକିସ୍ତାନ ୯୫ ରନରେ ବିଜୟ ହାସଲ କରିଛି। ଏଥିସହିତ ୧୮ ବର୍ଷରେ...

ପନ୍ତଙ୍କୁ ସ୍ବତନ୍ତ୍ର ପୁରସ୍କାର

ଦୁବାଇ, ୮ା୨- ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ସୋମବାର ପ୍ରଥମ ଖେଳାଳି ଭାବେ ଚଳିତ ମାସର ଶ୍ରେଷ୍ଠ ଆଇସିସି ଖେଳାଳି ସମ୍ମାନ ପାଇଛନ୍ତି। ଗତ ମାସରେ ଅଷ୍ଟ୍ରେଲିଆ ବିପକ୍ଷ ଦୁଇ ଟେଷ୍ଟ ମ୍ୟାଚ୍‌ରେ ଜବରଦସ୍ତ ପ୍ରଦର୍ଶନ ଯୋଗୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri