ଖେଳ

ଦଳକୁ ଚାମ୍ପିୟନ୍‌ କରିବା ପରେ ଏହି ସୁନ୍ଦରୀ ମହିଳାଙ୍କ ସହ ନଜର ଆସିଲେ ଶେୟାସ୍‌ ଆୟର

ନୂଆଦିଲ୍ଲୀ,୨୯।୪: ଶ୍ରେୟାସ ଆୟର ତାଙ୍କ ଅଧିନାୟକତ୍ୱରେ କୋଲକାତା ନାଇଟ ରାଇଡର୍ସକୁ ଆଇପିଏଲ ୨୦୨୪ର ଚାମ୍ପିଅନ କରିଥିଲେ। ଗତ ରବିବାର କୋଲକାତା ଆଇପିଏଲ ୨୦୨୪ ର ଫାଇନାଲରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରି ଟ୍ରଫି ଜିତିଥିଲା। କେକେଆର୍‌ ଚାମ୍ପିଅନ ହେବା ପରେ...

ଟି-୨୦ ବିଶ୍ୱକପ ପୂର୍ବରୁ ବଡ଼ ଓଲଟପାଲଟ: ଶ୍ରୀଲଙ୍କାକୁ ଧୂଳି ଚଟେଇଲା ନେଦରଲାଣ୍ଡ

ନୂଆଦିଲ୍ଲୀ,୨୯।୫: ଟି-୨୦ ବିଶ୍ୱକପ ୨୦୨୪ ପୂର୍ବରୁ ଏକ ବଡ଼ ଓଲଟପାଲଟ ହୋଇଛି। ନେଦରଲାଣ୍ଡ ଶ୍ରୀଲଙ୍କାକୁ ୨୦ ରନରେ ପରାସ୍ତ କରିଛି। ଏହି ମ୍ୟାଚରେ ନେଦରଲାଣ୍ଡ ପ୍ରଥମେ ବ୍ୟାଟିଂ କରିଥିଲା ଏବଂ ଟାର୍ଗେଟକୁ ପିଛା କରିବାବେଳେ ଶ୍ରୀଲଙ୍କାକୁ ପରାଜୟର ସାମ୍ନା କରିବାକୁ...

ଇଣ୍ଡୋନେସିଆକୁ ହରାଇଲା ଭାରତ

ଭୁବନେଶ୍ୱର, ୨୯।୫ (ତପନ ସ୍ବାଇଁ): ଫିଲିପାଇନ୍ସର ମାନିଲାଠାରେ ଚାଲିଥିବା ୫ମ ଏସୀୟ ମହିଳା ଭଲିବଲ (ଏଭିସି) ଚ୍ୟାଲେଞ୍ଜ କପ୍‌ରେ ଭାରତୀୟ ଦଳ ମଙ୍ଗଳବାର ଇଣ୍ଡୋନେସିଆକୁ ପରାସ୍ତ କରିଛି। ୫-୮ ସ୍ଥାନ ପାଇଁ ଅନୁଷ୍ଠିତ ଏହି କ୍ଲାସିଫିକେଶନ ମ୍ୟାଚରେ ଭାରତ ୩-୧...

ଆଲିଜ୍‌ କର୍ନେଟଙ୍କ ଅବସର

ପ୍ୟାରିସ୍‌,୨୯ା୫: ଗ୍ରାଣ୍ଡସ୍ଲାମ ଇଭେଣ୍ଟ ଫ୍ରେଞ୍ଚ ଓପନ ଟେନିସ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରେ ପରାଜୟ ସହ ଅବସର ଘୋଷଣା କରିଛନ୍ତି ଫ୍ରେଞ୍ଚ ଖେଳାଳି ଆଲିଜ୍‌ କର୍ନେଟ୍‌। ବିଶ୍ୱ ମାନ୍ୟତାର ୭ ନମ୍ବର ସ୍ଥାନରେ ଥିବା ଚାଇନାର କ୍ୱିନଓ୍ବେନ୍‌ ଝେଙ୍ଗଙ୍କ ନିକଟରୁ ୬-୨,...

ରୁଡ୍‌, ମେଡଭେଡେଭଙ୍କ ସହଜ ବିଜୟ

ପ୍ୟାରିସ୍‌,୨୯ା୫: ଗ୍ରାଣ୍ଡସ୍ଲାମ ଇଭେଣ୍ଟ ଫ୍ରେଞ୍ଚ ଓପନ ଟେନିସ ଟୁର୍ନାମେଣ୍ଟର ତୃତୀୟ ଦିନ ପୁରୁଷ ସିଙ୍ଗଲ୍ସ ଇଭେଣ୍ଟରେ ସହଜ ବିଜୟ ହାସଲ କରିଛନ୍ତି କାସ୍ପର ରୁଡ୍‌ ଓ ଡାନିଲ ମେଡଭେଡେଭ୍‌। ଦିନର ଅର୍ଦ୍ଧାଧିକ ମ୍ୟାଚ୍‌ ବର୍ଷା କାରଣରୁ ସସ୍‌ପେଣ୍ଡ ହୋଇଥିବା ବେଳେ...

କେକେଆର୍‌ ଛାଡ଼ି ଟିମ୍‌ ଇଣ୍ଡିଆ ହେଡ୍‌ କୋଚ୍‌ ହେବାକୁ ଗମ୍ଭୀର ରାଜି, ଏହା ହେଉଛି ବଡ଼ କାରଣ… 

ନୂଆଦିଲ୍ଲୀ,୨୮।୫: ଟିମ୍‌ ଇଣ୍ଡିଆର ଆଗାମୀ ମୁଖ୍ୟ କୋଚ୍‌ କିଏ ହେବ? ଏହି ପ୍ରଶ୍ନର ଉତ୍ତର ବୋଧହୁଏ ମିଳିସାରିଛି। କାରଣ ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟର ଗୌତମ ଗମ୍ଭୀର ଏହି ଦାୟିତ୍ୱ ତୁଲାଇବା ଲାଗି ସହମତି ପ୍ରକାଶ କରିଛନ୍ତି। ଏଣୁ ରାହୁଲ...

ଦୁର୍ଘଟଣା ପରର ଅଭିଜ୍ଞତା ବଖାଣିଲେ ପନ୍ତ…

ନୂଆଦିଲ୍ଳୀ,୨୮ା୫: ଭାରତୀୟ କ୍ରିକେଟ ଦଳର ଉଇକେଟ କିପର ବ୍ୟାଟର ରିଷଭ ପନ୍ତ ଦୁର୍ଘଟଣା ପରର ଅଭିଜ୍ଞତା ବଖାଣିଛନ୍ତି। ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ବେଳେ କିଭଳି ଲୋକମାନଙ୍କ ସାମ୍ନା କରିବାକୁ ନର୍ଭସ ଥିଲେ ତାହା କହିଛନ୍ତି। ଭାରତୀୟ କ୍ରିକେଟ ଦଳର...

ସଚିନ ତେନ୍ଦୁଲକର, ନରେନ୍ଦ୍ର ମୋଦି, ଧୋନି… ଟିମ ଇଣ୍ଡିଆ ହେଡ କୋଚ ପାଇଁ ଏମିତି ସବୁ ଆବେଦନ, ଚମକି ପଡିଲା ବିସିସିଆଇ

ନୂଆଦିଲ୍ଲୀ,୨୮।୫: ଭାରତୀୟ କ୍ରିକେଟ ଦଳର କୋଚ ପାଇଁ ବିସିସିଆଇ ୩୦୦୦ରୁ ଅଧିକ ଆବେଦନ ଗ୍ରହଣ କରିଛି। ଯେଉଁମାନେ ଆବେଦନ କରିଥିଲେ ସେମାନଙ୍କ ମଧ୍ୟରେ ସଚିନ ତେନ୍ଦୁଲକର, ଏମଏସ ଧୋନି, ନରେନ୍ଦ୍ର ମୋଦୀ, ଅମିତ ଶାହାଙ୍କ ନାମ ରହିଛି। ଏକ ରିପୋର୍ଟ...

୨ ମାସ ପର୍ଯ୍ୟନ୍ତ ବ୍ରଶ କରି ନ ଥିଲେ, ସବୁଠାରୁ ଖରାପ ସମୟକୁ ମନେପକାଇ ଭାବୁକ ହେଲେ ପନ୍ତ

ନୂଆଦିଲ୍ଲୀ,୨୮।୫: ଭାରତୀୟ କ୍ରିକେଟ ଦଳର ତାରକା ୱିକେଟ କିପର ବ୍ୟାଟ୍ସମ୍ୟାନ ଋଷଭ ପନ୍ତ ତାଙ୍କ ଜୀବନର ସବୁଠାରୁ କଷ୍ଟଦାୟକ ସମୟ ବିଷୟରେ ପ୍ରକାଶ କରିଛନ୍ତି। ନିକଟରେ ପନ୍ତ ଶିଖର ଧାୱନଙ୍କ ନୂଆ ସୋ ‘ଧାୱନ କରେଙ୍ଗେ’ରେ ଭାଗ ନେଇଥିଲେ। ଏହି...

ଏହି ୫ ଖେଳାଳି ଭାରତକୁ ଜିତାଇପାରନ୍ତି ଟି-୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୨୮।୫: ଟି-୨୦ ବିଶ୍ୱକପ ୨୦୨୪ ବହୁତ ନିକଟତର। ବର୍ତ୍ତମାନ ଟୁର୍ନାମେଣ୍ଟ ଆରମ୍ଭ ପାଇଁ ଆଉ କିଛି ଦିନ ବାକି ଅଛି। ଏହି ଟୁର୍ନାମେଣ୍ଟ ମାଧ୍ୟମରେ ପୁଣିଥରେ ଟିମ ଇଣ୍ଡିଆ ଦୀର୍ଘ ଦିନ ଧରି ଚାଲିଥିବା ଆଇସିସି ଟ୍ରଫି ମରୁଡ଼ିକୁ ଶେଷ...

ଭାରତୀୟ ଟିମ୍‌ର କୋଚ ପାଇଁ ଆବେଦନ ସମୟ ସୀମା ଶେଷ

ନୂଆଦିଲ୍ଲୀ,୨୮।୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ବର୍ତ୍ତମାନ ନ୍ୟୁୟର୍କରେ ଅଛନ୍ତି। ବର୍ତ୍ତମାନର ଦଳର ମୁଖ୍ୟ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ପରେ ଶେଷ ହେଉଛି ଏବଂ...

ହରମନ୍‌ପ୍ରୀତଙ୍କ ହ୍ୟାଟ୍ରିକ୍‌ରେ ଭାରତ ବିଜୟୀ

ଆଣ୍ଟ୍ବେର୍ପ,୨୮ା୫(ପି.ଟି): ଅଧିନାୟକ ହରମନ୍‌ପ୍ରୀତ ସିଂଙ୍କ ହ୍ୟାଟ୍ରିକ୍‌ ଗୋଲ୍‌ ବଳରେ ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ହକିରେ ଆର୍ଜେଣ୍ଟିନାକୁ ୫-୪ରେ ପରାସ୍ତ କରିଛି ଭାରତ। ହରମନ୍‌ପ୍ରୀତ୍‌ (୨୯, ୫୦ ଓ ୫୨) ମିନିଟରେ ହ୍ୟାଟ୍ରିକ୍‌ ଅର୍ଜନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅରାଇଜିତ୍‌ ସିଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri