ଖେଳ

ଜୋତାକୁ ହାର କରି ବେକରେ ପିନ୍ଧିଲେ ଏହି ପ୍ରସିଦ୍ଧ ଖେଳାଳି

ଭାରତୀୟ କ୍ରିକେଟ ଦଳର ଯୁବ ଖେଳାଳି ଶ୍ରେୟସ ଆୟର। ସେ ଜଣେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ସାଙ୍ଗକୁ ଷ୍ଟାଇଲିସ୍‌ ଖେଳାଳି ମଧ୍ୟ। ସୋସିଆଲ ମିଡିଆରେ ସେ ସବୁବେଳେ ଆକ୍ଟିଭ ରହିଥାନ୍ତି। ତାଙ୍କର ପ୍ରଶଂସକ ତାଲିକା ୩.୬ ମିଲିୟନରୁ ଊର୍ଦ୍ଧ୍ୱ ହେବ। ଶ୍ରେୟସଙ୍କ...

ମାନିଲା ଅଷ୍ଟ୍ରେଲିଆ! ଭାରତୀୟ ଦଳର ଏହି ରଣନୀତି ଯୋଗୁ ଅଡୁଆରେ ସ୍ମିଥ୍‌-ମାର୍ନସ

ମେଲବୋର୍ନ,୩୧।୧୨: ଆଡିଲେଡ୍‌ରେ ଅଷ୍ଟ୍ରେଲିଆଠାରୁ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହେବା ପରେ ମେଲବୋର୍ନରେ ଜିତି ପ୍ରତିଶୋଧ ନେଇଛି ଭାରତୀୟ ଟିମ୍‌। ବିଶେଷକରି ଷ୍ଟିଭ୍‌ ସ୍ମିଥ୍‌ ଏବଂ ମାର୍ନସ ଲାବୁସେନଙ୍କ ଭଳି ବ୍ୟାଟ୍ସମ୍ୟାନ୍‌ଙ୍କ ପାଇଁ ଦଳ ଆପଣାଇଥିବା ରଣନୀତି ଫଳପ୍ରଦ ହୋଇଛି ବୋଲି...

ପରଲୋକରେ ହକି ତାରକା ମାଇକେଲ କିଣ୍ଡୋ

ରାଉରକେଲା, ୩୧।୧୨-ଓଡିଶାର ହକି କିମ୍ବଦନ୍ତୀ ମାଇକେଲ କିଣ୍ଡୋଙ୍କ ଗୁରୁବାର ପରଲୋକ ଘଟିଛି। ୭୪ ବର୍ଷ ବୟସରେ ସେ ରାଉରକେଲା ଆଇଜିଏଚରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘଦିନ ହେଲା ସେ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ। କିଣ୍ଡୋ ବହୁବର୍ଷ ଧରି...

ଶାର୍ଦ୍ଦୁଳ ଠାକୁରଙ୍କୁ ସିଡ୍‌ନୀରେ ମିଳିପାରେ ସୁଯୋଗ

ନୂଆଦିଲ୍ଲୀ,୩୧ା୧୨- ଚଳିତ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି ଭାରତୀୟ ପେସର ଉମେଶ ଯାଦବ । ତାଙ୍କ ବଦଳରେ ସିଡ୍‌ନୀଠାରେ ଖେଳାଯିବାକୁ ଥିବା ତୃତୀୟ ଟେଷ୍ଟରେ ଉଦୀୟମାନ ପେସର ଟି. ନଟରାଜନଙ୍କୁ ନୁହେଁ ଶାର୍ଦ୍ଦୁଳ ଠାକୁରଙ୍କୁ ଚୂଡ଼ାନ୍ତ ଏକାଦଶରେ...

ଏହି ପ୍ରସିଦ୍ଧ କ୍ରିକେଟରଙ୍କ ପାଖରେ ରିକ୍ସା ଭଡ଼ା ଦେବାକୁ ନ ଥିଲା ଟଙ୍କା, ପୁଅର ଭାରି ବ୍ୟାଗ୍‌ ଧରି ୮ କି.ମି. ଚାଲି ଚାଲି ଯାଉଥିଲେ ମା’

ଅଷ୍ଟ୍ରେଲିଆରେ ଚାଲିଥିବା ଟେଷ୍ଟ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ହାରିଯିବା ପରେ ଭାରତୀୟ କ୍ରିକେଟ ଦଳ ଟାର୍ଗେଟରେ ଆସିଯାଇଥିଲା। ମାତ୍ର ଦ୍ୱିତୀୟ ମ୍ୟାଚ୍‌ ଜିତିବା ପରେ ସବୁଆଡ଼େ ଭାରତୀୟ ଦଳର ପ୍ରଶଂସା ହେଉଛି। ବିଶେଷ କରି ଏହି ବିଜୟ ପରେ ଆଜିଙ୍କ୍ୟ...

ଅଭ୍ୟାସ ଆରମ୍ଭ କଲେ ହିଟ୍‌ମ୍ୟାନ୍‌: ବିସିସିଆଇ କହିଲା ‘ଇଞ୍ଜିନ୍‌ ଷ୍ଟାଟ୍‌ ହେବାକୁ ଯାଉଛି…’

ମେଲବୋର୍ନ,୩୧।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଦ୍ୱିତୀୟ ଟେଷ୍ଟ ଜିତିବା ପରେ ଏବେ ଭାରତୀୟ ଦଳ ପାଇଁ ଆଉ ଏକ ଖୁସି ଖବର ଆସିଛି। ହିଟ୍‌ମ୍ୟାନ୍‌ ରୋହିତ ଶର୍ମା ସୁସ୍ଥ ହୋଇ ଟିମ୍‌ ସହ ଯୋଡ଼ଇ ହୋଇଛନ୍ତି। ଗୁରୁବାର ସେ ଅଭ୍ୟାସ କରିଥିବା...

ଏହି କ୍ରିକେଟର୍‌ଙ୍କ କାର୍‌ ଓଲଟିଲା

ଜୟପୁର,୩୧।୧୨:ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହମ୍ମଦ ଆଜାରୁଦ୍ଦିନଙ୍କ କାର୍‌ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଏଥିରେ ସେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଲାଲସୋଟ କୋଟା ମେଗା ହାଇଓ୍ବେରେ ଏହି ଦୁର୍ଘଟଣା ଘଟିଥିଲା। ଆଜାରୁଦ୍ଦିନ୍‌ ନିଜ ପରିବାର ସହ ରଣନ୍ଥମ୍ବୋର...

ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟାନ୍‌ ହେଲେ କେନ୍‌ ଓ୍ବିଲିୟମସନ, କୋହଲି ଏହି ସ୍ଥାନରେ

ଦୁବାଇ,୩୧।୧୨: ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ ତାଲିକା ପ୍ରକାଶ ପାଇଛି। ଏହି ତାଲିକାର ପ୍ରଥମ ସ୍ଥାନକୁ ଉନ୍ନୀତ ହୋଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ୍‌। ସେ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ଷ୍ଟିଭ୍‌ ସ୍ମିଥ୍‌ଙ୍କୁ ପଛରେ ପକାଇ ସେ ପ୍ରଥମ...

ଭାରତୀୟ ଦଳ ପାଇଁ ଖରାପ ଖବର: ଭାରତ ଫେରିଲେ ଏହି କ୍ରିକେଟର୍‌

ମେଲବୋର୍ନ,୩୧।୧୨:ବକ୍ସିଂ ଡେ’ ଟେଷ୍ଟରେ ଭାରତୀୟ ଦଳର ବିଜୟ ହାସଲ କରିଛି। ଏହି ସମୟରେ ବର୍ଡର-ଗାଭାସ୍କର ଟ୍ରଫି ୧-୧ରେ ବରାବର ହୋଇଛି। ଜାନୁଆରୀ ୭ରେ ତୃତୀୟ ଟେଷ୍ଟ ଖେଳାଯିବାକୁ ଥିବାବେଳେ ଭାରତୀୟ ଦଳ ପାଇଁ ଏକ ଖରାପ ଖବର ସାମ୍ନାକୁ ଆସିଛି।...

ରୋହିତ ଶର୍ମାଙ୍କୁ କୋଳାଗ୍ରତ କରି ସ୍ବାଗତ କଲେ ସାଥୀ ଖେଳାଳି, କିନ୍ତୁ କୋଚ୍‌ ମାରିଲେ ଏମିତି କମେଣ୍ଟ

ସିଡନୀ,୩୧।୧୨: ହିଟ୍‌ମ୍ୟାନ୍‌ ରୋହିତ୍‌ ଶର୍ମା ସୁସ୍ଥ ହୋଇ ଭାରତୀୟ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟ ପୂର୍ବରୁ ସେ ଭାରତୀୟ ଦଳ ସହ ଯୋଗ ଦେଇଛନ୍ତି। ଗୋଟିଏ ପଟେ ରୋହିତ ଶର୍ମାଙ୍କୁ ଟିମ ଇଣ୍ଡିଆର ଖେଳାଳିମାନେ କୋଳାଗ୍ରତ...

୨ ଆଙ୍ଗୁଠି ଭାଙ୍ଗିବା ସତ୍ତ୍ୱେ ୪୯ ଓଭର ବୋଲିଂ କରି ଦଳକୁ ବିଜୟ ଦେଲେ ଏହି ବୋଲର୍‌

ମାଉଣ୍ଟ ମୁଙ୍ଗାନୁଇ,୩୧।୧୨: ନ୍ୟୁଜିଲାଣ୍ଡ ଦ୍ରୁତ ବୋଲର ନିଲ ୱାଗନରଙ୍କ ସାହସକୁ ପ୍ରଶଂସା କରିଛନ୍ତି କିଓ୍ବି ଅଧିନାୟକ କେନ ୱିଲିୟମସନ ଏବଂ ପାକିସ୍ତାନ ଅଧିନାୟକ ମହମ୍ମଦ ରିଜୱାନ। ୱାଗନର ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟରେ ଦୁଇଟି ଆଙ୍ଗୁଠି ଭାଙ୍ଗିବା ସତ୍ତ୍ୱେ ଚମତ୍କାର...

୫ ବର୍ଷ ପୂର୍ବେ ଆଜିର ଦିନରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ ଧୋନୀ

ଭାରତର ଅନ୍ୟତମ ସଫଳ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୦୧୪ରେ ଆଜିର ଦିନରେ ଟେଷ୍ଟ କ୍ରିକେଟରୁ ଅବସର ନେଇଥିଲେ। ୬ ବର୍ଷ ପୂର୍ବେ ମେଲବୋର୍ନରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ତୃତୀୟ ଟେଷ୍ଟ ମ୍ୟାଚ ପରେ ଧୋନୀ ହଠାତ୍‌ ଅବସର ଘୋଷଣା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri