ଖେଳ

ରୋମାନ୍ସରେ ନଂ- ୧ ଏହି ଭାରତୀୟ ଖେଳାଳି: ସ୍ତ୍ରୀଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ଏମିତି

ଭାରତୀୟ କ୍ରିକେଟ ଦଳର ଷ୍ଟାର ଖେଳାଳି ରୋହିତ ଶର୍ମା ଏବେ ଅଷ୍ଟ୍ରେଲିଆରେ କ୍ୱାରାଣ୍ଟାଇନ୍‌ ସମୟ ବିତାଉଛନ୍ତି। ଏହି ସମୟରେ ତାଙ୍କଠାରୁ ବହୁ ଦୂରରେ ଥିବା ସ୍ତ୍ରୀ ରିତିକା ୨୧ ଡିସେମ୍ବରରେ ନିଜର ଜନ୍ମଦିନ ପାଳନ କରୁଛନ୍ତି। ତେବେ ଏହି ଦମ୍ପତି...

ପ୍ରାଣୀଙ୍କ ସହ ସମୟ ବିତାଉଛନ୍ତି ଟିମ୍‌ ଇଣ୍ଡିଆର ଏହି ଖେଳାଳି

ଭାରତୀୟ କ୍ରିକେଟ ଦଳର ଯୁବ ଖେଳାଳି ଶ୍ରେୟଶ୍‌ ଆୟର ଆଇପିଏଲ୍‌ରେ ନିଜ ଦଳକୁ ଫାଉନାଲକୁ ନେଇ ପାରିଥିଲେ। ମାତ୍ର ଇଣ୍ଡିଆ-ଅଷ୍ଟ୍ରେଲିଆ ସିରିଜ୍‌ରେ ସେ ସେମିତି କିଛି କମାଲ କରିପାରିଲେ ନାହିଁ। ଏହି କାରଣ ପାଇଁ ତାଙ୍କୁ ଟେଷ୍ଟ ମ୍ୟାଚ୍‌ରେ ସ୍ଥାନ...

ଏଫ୍‌ଆଇଏଚ୍‌ ର଼୍ୟାଙ୍କିଙ୍ଗ୍‌: ଭାରତୀୟ ପୁରୁଷ ୪, ମହିଳା ୯

ଲାଉସାନେ (ସୁଇଜରଲାଣ୍ଡ), ୨୨।୧୨(ପି.ଟି.)- କୋଭିଡ୍‌-୧୯ ମହାମାରୀ ପାଇଁ ବର୍ଷର ଅଧିକାଂଶଭାଗ ଖେଳ ଗୁରୁତର ପ୍ରଭାବିତ ହୋଇଥିବାବେଳେ ଏଫଆଇଏଚ୍‌ (ଅନ୍ତର୍ଜାତୀୟ ହକି ଫେଡେରେଶନ) ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ପୁରୁଷ ୪ର୍ଥ ଓ ମହିଳା ଦଳ ୯ମ ସ୍ଥାନରେ ରହି ବର୍ଷ ଶେଷ କରିଛନ୍ତି।...

ବକ୍ସିଂ ଡେ’ ଟେଷ୍ଟ: ବିହାରୀଙ୍କ ସ୍ଥାନରେ ଖେଳିପାରନ୍ତି ଜାଡେଜା

ଆଡିଲେଡ୍‌, ୨୨ା୧୨ (ପି.ଟି.)-ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ’ ଟେଷ୍ଟ ପାଇଁ ରବୀନ୍ଦ୍ର ଜାଡେଜାଙ୍କ ଅଗ୍ରଗତି ଉପରେ ନଜର ରଖିଛି ଭାରତୀୟ ଟିମ୍‌ ମ୍ୟାନେଜମେଣ୍ଟ। ମ୍ୟାଚ ପୂର୍ବରୁ ଯଦି ଅବା ସେ ଫିଟ୍‌ ମନେ ହୁଅନ୍ତି ତେବେ ତାଙ୍କୁ ହନୁମା ବିହାରୀଙ୍କ...

ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଟୁର୍‌ ଫାଇନାଲ୍ସ: ଭାରତୀୟ ଦଳରେ ସିନ୍ଧୁ, ସାଇନା

ନୂଆଦିଲ୍ଲୀ, ୨୨ା୧୨ (ପି.ଟି.)-କରୋନା ଭାଇରସ୍‌ ବ୍ରେକ୍‌ ପରେ ପ୍ରଥମଥର ଭାରତର ଟପ୍‌ ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଓ ସାଇନା ନେହ୍ବାଲଙ୍କ ଖେଳ ଦେଖିବାକୁ ମିଳିବ। ସମ୍ମାନଜନକ ବିଡବ୍ଲ୍ୟୁଏଫ୍‌ ଓ୍ବାଲ୍ଡ ଟୁର ଫାଇନାଲ୍ସ ସମେତ ବ୍ୟାଙ୍କକ୍‌ରେ ଖେଳାଯିବାକୁଥିବା ୩ଟିି ଟୁର୍ନାମେଣ୍ଟରେ...

କାଲିସ ଇଂଲଣ୍ଡ ବ୍ୟାଟିଂ ପରାମର୍ଶଦାତା

ଲଣ୍ଡନ, ୨୧ା୧୨ (ପି.ଟି.)-ଇଂଲଣ୍ଡ କ୍ରିକେଟ ଦଳ ଆସନ୍ତା ମାସରେ ଦୁଇଟି ଟେଷ୍ଟ ମ୍ୟାଚ ଖେଳିବା ଲାଗି ଶ୍ରୀଲଙ୍କା ଗସ୍ତରେ ଯିବ। ଏଥିଲାଗି ଦକ୍ଷିଣ ଆଫ୍ରିକା କିମ୍ବଦନ୍ତୀ ଜ୍ୟାକ୍ସ କାଲିସଙ୍କୁ ଦଳର ବ୍ୟାଟିଂ ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି। ଦଳ ଜାନୁୟାରୀ...

ହାମିଲଟନ୍‌ଙ୍କୁ ବିବିସି ପୁରସ୍କାର

ଲଣ୍ଡନ, ୨୨ା୧୨ (ଏପି)- ସାତ ଥର ଫର୍ମୁଲାଓ୍ବାନ ଚାମ୍ପିୟନ ଲୁଇସ୍‌ ହାମିଲଟନ ଚଳିତ ବର୍ଷ ଆଉ ଏକ ସଫଳତା ହାସଲ କରିଛନ୍ତି। ସେ ବିବିସିର ସ୍ପୋଟର୍‌ସ ପର୍ସନାଲିଟି ଅଫ୍‌ ଦି ଇୟର ପୁରସ୍କାର ଜିତିଛନ୍ତି। ମର୍ସିଡିଜ୍‌ ଟିମ୍‌ର ଏହି ୩୫...

ଆଇଏସ୍‌ଏଲ୍‌: ହାରିଲା ବେଙ୍ଗାଲୁରୁ

ଫତୋର୍ଦା, ୨୧।୧୨- ଚଳିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ରେ ପ୍ରଥମଥର ପାଇଁ ପରାଜୟ ସ୍ବାଦ ଚାଖିଛି ବେଙ୍ଗାଲୁରୁ ଏଫ୍‌ସି। ସୋମବାର ଅନୁଷ୍ଠିତ ମ୍ୟାଚରେ ଦଳ ୦-୧ ଗୋଲରେ ଏଟିକେ ମୋହନ ବାଗାନଠାରୁ ହାରିଯାଇଛି। ମ୍ୟାଚର ୩୩ତମ ମିନିଟ୍‌ରେ ଡେଭିଡ ଓ୍ବିଲିୟମ୍ସ ଦେଇଥିବା...

ଆବୁଧାବି ଟି୧୦ ଲିଗ୍‌ରେ ଖେଳିବେ ଗେଲ୍‌, ଆଫ୍ରିଦୀ, ବ୍ରାଭୋ

ଆବୁଧାବି, ୨୧ା୧୨- ଆସନ୍ତା ଜାନୁୟାରୀ ୨୮ରୁ ଫେବୃୟାରୀ ୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଛି ଆବୁଧାବୀ ଟି୧୦ ଲିଗ୍‌ର ୪ର୍ଥ ସଂସ୍କରଣ। ଏଥିରେ ଓ୍ବେଷ୍ଟଇଣ୍ଡିଜର କ୍ରିସ୍‌ ଗେଲ୍‌, ଅଲରାଉଣ୍ଡର ଡ୍ବେନ୍‌ ବ୍ରାଭୋ ଓ ପାକିସ୍ତାନର ପୂର୍ବତନ ଅଧିନାୟକ ଶାହିଦ ଆଫ୍ରିଦୀ...

ଆଫଗାନିସ୍ତାନକୁ ଷ୍ଟାଡିୟମ ପାଇଁ ମିଳିଲା ଜମି

କାବୁଲ,୨୧।୧୨: ନିକଟ ଭବିଷ୍ୟତରେ ଆଫଗାନିସ୍ତାନରେ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍‌ ଆୟୋଜନ କରିବାକୁ ଆଶା ପ୍ରକଟ କରିଛନ୍ତି ଦେଶର କ୍ରିକେଟ ବୋର୍ଡ ମୁଖ୍ୟ ଫର୍ହାନ ୟୁସେଫଜାଇ। ମୁଖ୍ୟତଃ ଭାରତରେ ଘରୋଇ ମ୍ୟାଚ୍‌ ଖେଳୁଥିବା ଆଫଗାନିସ୍ତାନକୁ ଦେଶରେ ଷ୍ଟାଡିୟମ ନିର୍ମାଣ ପାଇଁ ଯାଗା...

କରୋନାରେ ଆଖିବୁଜିଲେ ତେନ୍ଦୁଲକରଙ୍କ ବନ୍ଧୁ: ୮୦ ଦଶକରେ ଖେଳୁଥିଲେ ଏକାଠି

ଭାରତୀୟ କ୍ରିକେଟ ଦଳର ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ତାଙ୍କର ବନ୍ଧୁ ବିଜୟ ଶିର୍କେଙ୍କୁ ହରାଇଛନ୍ତି। ମହାମାରୀ କରୋନାରେ ଅକ୍ରାନ୍ତ ହୋଇ ବିଜୟ ଥାନେ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଶନିବାର ସେ ସେଠାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବିଜୟ...

ମୁମ୍ବାଇ ରାସ୍ତାରେ ବୁଲୁଛନ୍ତି ଏହି କ୍ରିକେଟର

ଭାରତୀୟ କ୍ରିକେଟ ଦଳ ଏବେ ଅଷ୍ଟ୍ରେଲିଆରେ ଟେଷ୍ଟ ମ୍ୟାଚ୍‌ ଖେଳୁଛି। ଅନ୍ୟପଟେ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ରାସ୍ତାରେ ବୁଲୁଥିବାର ଦେଖିବାକୁ ମିଳିଛି। ଭାରତ-ଅଷ୍ଟ୍ରେଲିଆ ଟି-୨୦ ସିରିଜ୍‌ରେ ଚମତ୍କାର ପ୍ରଦର୍ଶନ ପରେ ହାର୍ଦ୍ଦିକ ଏବେ ନିଜ ପରିବାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri