ଖେଳ

ରେସଲିଂ ବିଶ୍ୱକପ୍‌: ଅଂଶୁ ମଲିକଙ୍କୁ ରୌପ୍ୟ ପଦକ

ବେଲଗ୍ରେଡ୍‌, ୧୭।୧୨- ଏଠାରେ ଚାଲିଥିବା କୁସ୍ତି ବିଶ୍ୱକପ୍‌ରେ ଯୁବା ଅଂଶୁ ମଲିକ ଏକମାତ୍ର ମହିଳା ଯୋଦ୍ଧା ଭାବେ ରୌପ୍ୟ ପଦକ ଜିତିଛନ୍ତି। ୫୭ କିଗ୍ରା ବର୍ଗରେ ଏହି ସଫଳତା ହାସଲ କରିଛନ୍ତି ଅଂଶୁ। ଜୁନିୟର ବର୍ଗରୁ ଆସି ସିନିୟର ସ୍ଥରରେ...

୧୮ ବର୍ଷ ବୟସରେ କୋଚ୍‌ଙ୍କ ଝିଅକୁ ଭଲପାଇ ବସିଥିଲେ ଏହି ଖେଳାଳି

ଭାରତରେ ଖେଳ ମଧ୍ୟରେ କ୍ରିକେଟକୁ ସମସ୍ତେ ଭଲ ପାଆନ୍ତି। କ୍ରିକେଟ ବ୍ୟତିତ ଯଦି ଅନ୍ୟ କେଉଁ ଖେଳକୁ ଭାରତରେ ଗୁରୁତ୍ୱ ଦିଆଯାଏ ତେବେ ତାହା ହେଲା ଫୁଟବଲ୍‌। ଏବେ ଗୋଆରେ ଚାଲିଥିବା ହିରୋ ଇଣ୍ଡିଆନ୍‌ ସୁପର ଲିଗ୍‌ ସମସ୍ତଙ୍କର ମନୋରଞ୍ଜନ...

କୋହଲିଙ୍କ ଅର୍ଦ୍ଧଶତକ, ପ୍ରଥମ ଦିନରେ ୨୩୩ ରନ୍‌ କଲା ଭାରତ

ଆଡିଲେଡ୍‌, ୧୭।୧୨- ଏଠାରେ ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ପ୍ରଥମ ତଥା ଦିବା-ରାତ୍ର ପିଙ୍କ୍‌ ବଲ ଟେଷ୍ଟ ମ୍ୟାଚ୍‌ ଗୁରୁବାର ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ଶେଷ ସୁଦ୍ଧା ଭାରତୀୟ ଦଳ ୬ ଉଇକେଟ ହରାଇ ୨୩୩ ରନ୍‌...

ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ଘୋଷଣା କଲେ ଏହି କ୍ରିକେଟର

କରାଚି,୧୭।୧୨: ପାକିସ୍ତାନର ବାମହାତୀ ଦ୍ରୁତ ବୋଲର ମହମ୍ମଦ ଆମିର ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ଘୋଷଣା କରି ପ୍ରଶଂସକଙ୍କୁ ଚମକାଇ ଦେଇଛନ୍ତି। ଏଥିସହ ସେ ପାକିସ୍ତାନ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ପିସିବି) ତାଙ୍କୁ ମାନସିକ ନିର୍ଯାତନା ଦେଉଥିବା ସେ ଅଭିଯୋଗ କରିଛନ୍ତି।...

ମାର୍କେଟକୁ ଆସିଲା ଧୋନୀଙ୍କ ଫାର୍ମର ପରିବା, ବନ୍ଧାକୋବି କିଲୋ ପ୍ରତି ରହିଛି…

କ୍ରିକେଟରେ ଏକ ଚମତ୍କାର ଇନିଂସ ଖେଳିବା ପରେ ବର୍ତ୍ତମାନ ମହେନ୍ଦ୍ର ସିଂ ଧୋନୀ ବ୍ୟବସାୟରେ ତାଙ୍କର ଦ୍ୱିତୀୟ ଇନିଂସ ଆରମ୍ଭ କରିଛନ୍ତି। ସେ ଏକ ଫାର୍ମ ହାଉସ୍‌ କରି ଜୈବିକ ପ୍ରଣାଳୀରେ ଚାଷ କରୁଛନ୍ତି। ତାଙ୍କ ଫାର୍ମର ପନିପରିବା ବର୍ତ୍ତମାନ...

ବିରାଟ କୋହଲିଙ୍କ ହାତରୁ ବୋହିଲା ରକ୍ତ: ଭାରତ ୪୦ ଓଭରରେ ୭୨/୨

ଆଡିଲେଡ,୧୭।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫିର ଦିବାରାତ୍ର ପ୍ରଥମ ଟେଷ୍ଟ ଆଡିଲେଡରେ ଆରମ୍ଭ ହୋଇଛି। ଏହି ମ୍ୟାଚରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରୁଛି। ଭାରତୀୟ ଦଳ ଧୀମା ବ୍ୟାଟିଂ କରିଛି। ଦଳ ୪୦ ଓଭରରେ ୨...

ଶୂନରେ ଆଉଟ୍‌ ହେଲେ ପୃଥ୍ବୀ ଶ: ଲୋକେ କହିଲେ ‘ଗୋଟିଏ ବଲ୍‌ରେ ସଚିନ-ସେହଓ୍ବାଗ-ଲାରାଙ୍କ ଉଇକେଟ୍‌ ନେଇଗଲେ ଷ୍ଟାର୍କ

ଆଡିଲେଡ,୧୭।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ଆଜିଠାରୁ ଆରମ୍ଭ ହୋଇଛି। ଯୁବ ଓପନର ପୃଥ୍ବି ଶଙ୍କୁ ସୁଯୋଗ ମିଳିଥିବା ବେଳେ ପ୍ରଥମ ପାଳିରେ ସେ ଖାତା ଖୋଲିପାରିନାହାନ୍ତି। ଗୋଲାପୀ ବଲ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ର ଦ୍ୱିତୀୟ ବଲ୍‌ରେ...

ବିବାହ ବନ୍ଧନରେ ଭାରତୀୟ ହକି ଟିମ୍‌ର ଅଧିନାୟକ

ନୂଆଦିଲ୍ଲୀ,୧୭।୧୨: ଆସନ୍ତା ବର୍ଷ ହେବାକୁ ଥିବା ଟୋକିଓ ଅଲମ୍ପିକ୍ସ ପାଇଁ ପ୍ରସ୍ତୁତି କରୁଥିବା ଭାରତୀୟ ହକି ଟିମ୍‌ର ଅଧିନାୟକ ମନପ୍ରିତ ସିଂହ ବିବାହ କରିଛନ୍ତି। ସେ ଜଲନ୍ଧରର ଏକ ଗୁରୁଦ୍ୱାରରେ ବୁଧବାର ପ୍ରେମିକା ଇଲି ସିଦ୍ଧକିଙ୍କ ହାତ ଧରିଛନ୍ତି। ଦୀର୍ଘ...

୧୦ ଓଭରରେ ଆସିଲା ପ୍ରଥମ ଚୌକା

ଆଡିଲେଡ,୧୭।୧୨: ଭାରତ-ଅଷ୍ଟ୍ରେଲିଆ ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆଜିଠାରୁ ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ ଆଡିଲେଡରେ ଖେଳା ଯାଉଥିବା ବେଳେ ପ୍ରଥମ ଓଭରରେ ଭାରତକୁ ଝଟକା ଲାଗଥିଲା। ଓପନର ପୃଥ୍ବୀ ଶ’ କୌଣସି ରନ ନ କରି ଆଉଟ...

ଏହି କାରଣରୁ ମାଛମାଂସ ଛାଡିଦେଇଥିଲେ ବିରାଟ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବର୍ତ୍ତମାନ ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଅନ୍ୟତମ। କେବଳ ନିଜ ବ୍ୟାଟିଂ ପାଇଁ ନୁହେଁ, ଫିଟନେସ୍‌ରେ ମଧ୍ୟ ସେ ଅନ୍ୟ ଖେଳାଳିଙ୍କ ପାଇଁ ପ୍ରେରଣା ସାଜିଛନ୍ତି। ନିଜକୁ ଫିଟ୍‌ ରଖିବା ପାଇଁ...

ଦିବାରାତ୍ର ଟେଷ୍ଟରେ ଟସ୍‌ ଜିତିଲା ଭାରତ

ଆଡିଲେଡ୍‌,୧୭।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫିର ଦିବାରାତ୍ର ପ୍ରଥମ ଟେଷ୍ଟ ଆଡିଲେଡରେ ଆରମ୍ଭ ହୋଇଛି। ଏହି ମ୍ୟାଚରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରୁଛି। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଟସ ଜିତି ପ୍ରଥମେ...

୨୦୨୩ ବିଶ୍ୱକପ୍‌ କ୍ୱାଲିଫାୟର୍ସ ଆୟୋଜନ କରିବ ଜିମ୍ବାଓ୍ବେ

ଦୁବାଇ,୧୭।୧୨(ପି.ଟି.): ଭାରତରେ ଆୟୋଜନ ହେବାକୁ ଥିବା ୨୦୨୩ ଦିନିକିଆ ବିଶ୍ୱକପ୍‌ର କ୍ୱାଲିଫାୟର୍ସ ଜିମ୍ବାଓ୍ବେରେ ଖେଳାଯିବ। କୋଭିଡ୍‌-୧୯ ମହାମାରୀ ପାଇଁ ଟୁର୍ନାମେଣ୍ଟ ଘୁଞ୍ଚାଇବାକୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ ବାଧ୍ୟ ହୋଇଥିଲା। ଫଳରେ ପରିବର୍ତ୍ତିତ କାର୍ଯ୍ୟସୂଚୀ ଅନୁସାରେ ଏହି କ୍ୱାଲିଫାୟର୍ସ ଟୁର୍ନାମେଣ୍ଟ ଜୁନ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri