ଖେଳ

ସ୍ଲୋ ଓଭର ରେଟ୍‌ ପାଇଁ ଭାରତକୁ ଜରିମାନା

ଦୁବାଇ, ୨୯ା୧୧ (ପି.ଟି.)-ସିଡ୍‌ନୀଠାରେ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ସ୍ଲୋ ଓଭର ରେଟ୍‌ ବୋଲିଂ ପାଇଁ ଭାରତୀୟ କ୍ରିକେଟ ଦଳକୁ ମ୍ୟାଚ ଫି’ର ୨୦ ପ୍ରତିଶତ ଜରିମାନା କରାଯାଇଛି। ୬୬ରନରେ ପରାଜିତ ଏହି ମ୍ୟାଚରେ ଭାରତ...

ଆମେରିକାରେ ଏକ ମାସ ଟ୍ରେନିଂ ନେବେ ବଜରଙ୍ଗ

ନୂଆଦିଲ୍ଲୀ, ୨୯ା୧୧(ପି.ଟି.)-ରେସ୍‌ଲର ବଜରଙ୍ଗ ପୁନିଆ ଆମେରିକାରେ ଏକ ମାସ ଧରି ଟ୍ରେନିଂ କ୍ୟାମ୍ପରେ ଯୋଗଦେବେ। ମିଶନ ଅଲିମ୍ପିକ ସେଲ୍‌ ଦ୍ୱାରା ତାଙ୍କର ଏହି ଯୋଜନା ମଞ୍ଜୁର ଲାଭ କରିଛି। ଟୋକିଓ ଅଲିମ୍ପିକ୍ସରେ ବଜରଙ୍ଗ ଭାରତ ପାଇଁ ପଦକ ଜିତିବେ ବୋଲି...

ରେସ୍‌ଲର ନରସିଂହଙ୍କୁ କରୋନା

ସୋନେପତ, ୨୯ା୧୧ (ପି.ଟି.)-ଡୋପିଂ ପାଇଁ ୪ ବର୍ଷ ବାସନ୍ଦ ଦଣ୍ଡ ଭୋଗି ସାରିବା ପରେ ପ୍ରଥମ ଅନ୍ତର୍ଜାତୀୟ ଇଭେଣ୍ଟରେ ଭାଗନେବା ଲକ୍ଷ୍ୟରେ ଥିବା ରେସଲ୍‌ର ନରସିଂହ ଯାଦବ ଶନିବାର କୋଭିଡ୍‌୍‌ ଟେଷ୍ଟରେ ପଜିଟିଭ ହୋଇଛନ୍ତି। ଗ୍ରୀକୋ ରୋମାନ ରେସ୍‌ଲର ଗୁରପ୍ରୀତ୍‌...

ମହିଳା ବିଗ୍‌ ବାସ୍‌ ଲିଗ୍‌: ସିଡ୍‌ନୀ ଥଣ୍ଡରକୁ ଦ୍ୱିତୀୟ ଟାଇଟଲ୍‌

ସିଡନୀ,୨୯।୧୧: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ମହିଳା ଟି୨୦ ପ୍ରତିଯୋଗିତା ବିଗ୍‌ ବାସ୍‌ ଲିଗ୍‌ରେ ସିଡ୍‌ନୀ ଥଣ୍ଡର ଏଥର ଚାମ୍ପିୟନ ହୋଇଛି। ଶନିବାର ସ୍ଥାନୀୟ ନର୍ଥ ସିଡ୍‌ନୀ ଓଭାଲ ଗ୍ରାଉଣ୍ଡରେ ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ସିଡ୍‌ନୀ ଥଣ୍ଡର ୭ ଉଇକେଟରେ ମେଲବୋର୍ନ ଷ୍ଟାର୍ସକୁ...

ଆଇଏସ୍‌ଏଲ୍‌: ପ୍ରଥମ ବିଜୟ ଲକ୍ଷ୍ୟରେ ଓଡ଼ିଶା, ଜାମଶେଦ୍‌ପୁର

ଭାସ୍କୋ,୨୯।୧୧(ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ସପ୍ତମ ସଂସ୍କରଣରେ ଓଡ଼ିଶା ଏଫ୍‌ ଓ ଜାମ୍‌ଶେଦପୁର ଏଫ୍‌ସି ପରାଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ସ୍ଥାନୀୟ ତିଳକ ମଇଦାନରେ ଏହି ଦୁଇ ଦଳ ସେମାନଙ୍କର ଦ୍ୱିତୀୟ ମ୍ୟାଚ୍‌ରେ ରବିବାର ପରସ୍ପରକୁ ଭେଟିବେ। ଏହି...

ପ୍ରଥମ ଟି୨୦: ଇଂଲଣ୍ଡ ୫ ଉଇକେଟରେ ବିଜୟୀ

କେପ୍‌ ଟାଉନ,୨୯।୧୧(ଏପି): ସ୍ଥାନୀୟ ନ୍ୟୁଲାଣ୍ଡ୍ସ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ଇଂଲଣ୍ଡ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋଙ୍କ ଧୂଆଁଧାର ବ୍ୟାଟିଂ ବଳରେ ୫ ଉଇକେଟରେ ବିଜୟ ହାସଲ କରିଛି। ଟସ୍‌...

ଦ୍ୱିତୀୟ ଦିନିକିଆ: ସିରିଜ ବଞ୍ଚାଇବା ଲକ୍ଷ୍ୟରେ ଭାରତ

ସିଡ୍‌ନୀ,୨୯।୧୧(ପି.ଟି.): ଦ୍ୱିତୀୟ ଦିନିକିଆରେ ଭାରତ ଓ ଘରୋଇ ଅଷ୍ଟ୍ରେଲିଆ ରବିବାର ପରସ୍ପରକୁ ଭେଟିବେ। ପୁଣି ଥରେ ସ୍ଥାନୀୟ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି) ମ୍ୟାଚ୍‌ ଖେଳାଯିବ। ପ୍ରଥମ ଦିନିକିଆରେ ୬୬ ରନରେ ପରାସ୍ତ ହୋଇଥିବା ଭାରତ ଦ୍ୱିତୀୟ ମ୍ୟାଚ୍‌ରେ ବିଜୟୀ...

ରାସ୍ତାକଡ଼ରେ ଷ୍ଟଲ ଲଗାଉଥିଲେ ଏହି କ୍ରିକେଟରଙ୍କ ମା’, କ୍ରିକେଟ କିଟ୍‌ କିଣିବାକୁ ନ ଥିଲା ପଇସା; ଏଭଳି ବଦଳିଲା ଭାଗ୍ୟ

ନୂଆଦିଲ୍ଲୀ,୨୮।୧୧: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଭଲ ପ୍ରଦର୍ଶନ କରିଥିଲେ ବାମହାତୀ ପେସର ଟି ନଟରାଜନ। ଏବେ ନବଦୀପ ସଇନୀ ସମ୍ପୂର୍ଣ୍ଣ ଫିଟ୍‌ ନ ଥିବାରୁ ୨୯ ବର୍ଷୀୟ ନଟରାଜନଙ୍କୁ ଭାରତୀୟ ଦିନିକିଆ କ୍ରିକେଟ ଦଳରେ ସାମିଲ କରାଯାଇଛି। ସଇନୀଙ୍କ ପିଠିରେ...

ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରେ ନିଜ ନାମରେ ଏହି ଲଜ୍ଜାଜନକ ରେକର୍ଡ କଲେ ଚହଲ

ନୂଆଦିଲ୍ଲୀ,୨୮।୧୧: ଟିମ୍‌ଇଣ୍ଡିଆର ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଏକ ଲଜ୍ଜାଜନକ ରେକର୍ଡ ନିଜ ନାମରେ କରିଛନ୍ତି। ସେ ଦିନିକିଆ ମ୍ୟାଚ୍‌ରେ ସବୁଠାରୁ ଅଧିକ ରନ୍‌ ଦେଇଥିବା ଭାରତୀୟ ସ୍ପିନ୍‌ ବୋଲର ପାଲଟିଛନ୍ତି। ଶୁକ୍ରବାର ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଦିନିକିଆ...

ବ୍ୟାଟିଂ କରୁଥିବା ସମୟରେ କେ.ଏଲ୍‌. ରାହୁଲଙ୍କୁ କ୍ଷମା ମାଗିଥିଲେ ମ୍ୟାକ୍ସଓ୍ବେଲ, କାରଣ ଜାଣିଲେ..

ନୂଆଦିଲ୍ଲୀ,୨୮।୧୧: ଅଷ୍ଟ୍ରେଲିଆ ଅଲରାଉଣ୍ଡର ଗ୍ଲେନ୍‌ ମ୍ୟାକ୍ସଓ୍ବେଲ ଶୁକ୍ରବାର ଭାରତ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଜବରଦସ୍ତ ବ୍ୟାଟିଂ କରିଥିଲେ। ମାତ୍ର ୧୯ ବଲରେ ସେ ୪୫ ରନ୍‌ କରି ସମସ୍ତଙ୍କୁ ଚକିତ କରିଥିଲେ। ତେବେ ନିକଟରେ ଶେଷ ହୋଇଥିବା ଆଇପିଏଲ୍‌ରେ...

ଦିନିକିଆ ଦଳରେ ନଟରାଜନ ସାମିଲ

ସିଡ୍‌ନୀ, ୨୮।୧୧(ପି.ଟି.)- ନବଦୀପ ସଇନୀ ସମ୍ପୂର୍ଣ୍ଣ ଫିଟ୍‌ ନ ଥିବାରୁ ଭାରତୀୟ ଦିନିକିଆ କ୍ରିକେଟ ଦଳରେ ବାମହାତୀ ପେସର ଟି. ନଟରାଜନଙ୍କୁ ସାମିଲ କରାଯାଇଛି। ସଇନୀଙ୍କ ପିଠିରେ ଯନ୍ତ୍ରଣା ଥିବାରୁ ୨୯ ବର୍ଷୀୟ ନଟରାଜନଙ୍କୁ ୫୦ ଓଭର ଫର୍ମାଟରେ ଅନ୍ତର୍ଭୁକ୍ତ...

ମୁଖ୍ୟ କୋଚ୍‌ ପଦରେ ରହିଲେ ରଶ୍ମି : ଦୀପକ ବୋଲିଂ ଓ ଗୋପାଳ ଫିଲ୍ଡିଂ କୋଚ୍‌

ଭୁବନେଶ୍ୱର, ୨୮।୧୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ରାଜ୍ୟ ସିନିୟର ଦଳପାଇଁ କୋଚିଂ ଷ୍ଟାଫ୍‌ ନିଯୁକ୍ତ କରାଯାଇଛି। ରଶ୍ମିରଞ୍ଜନ ପରିଡ଼ା ମୁଖ୍ୟ କୋଚ୍‌ ପଦରେ ଅପରିବର୍ତ୍ତିତ ରହିଥିବାବେଳେ ଦୀପକ ମଙ୍ଗରାଜ ବୋଲିଂ ଏବଂ ଗୌତମ ଗୋପାଳ ଫିଲ୍ଡିଂ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri