ଖେଳ

ଅନୁଷ୍କା ଶର୍ମାଙ୍କ ବେବି ବମ୍ପ୍‌ ସହ ବିରାଟ କୋହଲି

ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ କୋହଲିଙ୍କୁ ଅନୁଷ୍କାଙ୍କ ବେବି ବମ୍ପ୍‌ ସହ ଦେଖିବାକୁ ମିଳୁଛି। ଏହି ଫଟୋର ସତ୍ୟତା...

ପୁଣି ପିତା ହେଲେ କି ଧୋନୀ, ଝିଅ ଜିଭା ସହ କୁନି ଶିଶୁକୁ ନେଇ ଚର୍ଚ୍ଚା

ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ସୋସିଆଲ ମିଡିଆଠାରୁ ବହୁ ଦୂରରେ ଥାନ୍ତି। କିନ୍ତୁ ତାଙ୍କ ସ୍ତ୍ରୀ ସାକ୍ଷୀ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ଅଛନ୍ତି। ଲକଡାଉନରେ ପ୍ରଶଂସକମାନେ ଧୋନୀଙ୍କ ବିଷୟରେ ସୋଶୀ ମିଡିଆ ଆକାଉଣ୍ଟ ଜରିଆରେ...

ପାକିସ୍ତାନୀ କ୍ରିକେଟର ହେଲେ ରାମଭକ୍ତ…

ଇସଲାମାବାଦ୍‌, ୧୧।୮: ଅଯୋଧ୍ୟାରେ ରାମଲଲାଙ୍କୁ ଦର୍ଶନ କରିବାକୁ ପାକିସ୍ତାନୀ କ୍ରିକେଟର ଚାହୁଁଛନ୍ତି। ପାକିସ୍ତାନ ଜାତୀୟ ଟିମ୍‌ ପକ୍ଷରୁ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିସାରିଥିବା ଦାନିଶ୍‌ କାନେରିଆ ଏଭଳି ଇଛା ପ୍ରକାଶ କରିଛନ୍ତି। ଏନେଇ ସେ ଭାରତ ସରକାରଙ୍କ ଅନୁମତି ଲୋଡ଼ିବେ ବୋଲି...

ଆଇସିସି ଚେୟାରମ୍ୟାନ ନିର୍ବାଚନ: ସର୍ବସମ୍ମତ ପ୍ରାର୍ଥୀ ସପକ୍ଷରେ ବୋର୍ଡ

ନୂଆଦିଲ୍ଲୀ, ୧୧ା୮ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ବୋର୍ଡ ଅଫ୍‌ ଡାଇରେକ୍ଟର ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହାର ସଦସ୍ୟମାନେ ଶଶାଙ୍କ ମନୋହରଙ୍କ ସ୍ଥାନରେ ବିଶ୍ୱ କ୍ରିକେଟ ପରିଚାଳନା ସଂସ୍ଥାର ପରବର୍ତ୍ତୀ ଚେୟାରମ୍ୟାନ ବାଛିବା ନେଇ କୌଣସି ସିଦ୍ଧାନ୍ତରେ...

ଆଇପିଏଲ-୨୦୨୦: ଅଗଷ୍ଟ ୧୮ ସୁଦ୍ଧା ପ୍ରାୟୋଜକ ଚୂଡ଼ାନ୍ତ

ନୂଆଦିଲ୍ଲୀ, ୧୧।୮(ପି.ଟି.)- ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ-୨୦୨୦) ଆୟୋଜନ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଆନୁଷ୍ଠାନିକଭାବେ ଭାରତ ସରକାରଙ୍କଠାରୁ ଅନୁମତି ପାଇଛି। ଆଇପିଏଲ ଅଧ୍ୟକ୍ଷ ବ୍ରିଜେଶ ପଟେଲ ସୋମବାର ଏହା ପ୍ରକାଶ କରିଛନ୍ତି। ଟୁର୍ନାମେଣ୍ଟର...

ବାଂଲାଦେଶର ପୂର୍ବତନ ସ୍ପିନର ମୋଶାରାଫ୍‌ ପଜିଟିଭ୍‌

ଢାକା, ୧୧ା୮ (ପି.ଟି.)-ବାଂଲାଦେଶର ପୂର୍ବତନ ବାମହାତୀ ସ୍ପିନର ମୋଶାରାଫ୍‌ ହୋସେନ୍‌ଙ୍କ କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ଆସିଛି। ଜାତୀୟ ଦଳ ତରଫରୁ ଏହି ଖେଳାଳି ୫ ଅନ୍ତର୍ଜାତୀୟ ଦିନିକିଆ ଖେଳିଛନ୍ତି। ବ୍ରେନ୍‌ ଟ୍ୟୁମର ଯୋଗୁ ସେ ୪ ମାସ ହେଲା ଚିକିତ୍ସାଧୀନ...

ଷ୍ଟାର୍କଙ୍କ ବୀମା ରାଶି ବିବାଦର ସମାଧାନ

ମେଲବୋର୍ନ, ୧୧ା୮ (ପି.ଟି.)-ଅଷ୍ଟ୍ରେଲିଆର ଷ୍ଟାର୍‌ ପେସ୍‌ ବୋଲର ମିଚେଲ ଷ୍ଟାର୍କଙ୍କ ବୀମା ରାଶିକୁ ନେଇ ହୋଇଥିବା ବିବାଦର ସମାଧାନ ହୋଇଛି। ୨୦୧୮ରେ ଏକ ଇଞ୍ଜୁରି ପାଇଁ ସେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ସହିତ ଆଇପିଏଲ୍‌ ଚୁକ୍ତି ହରାଇଥିଲେ। ଏଥିପାଇଁ...

ଫେରୋ ଜିତିଲେ ପାଲ୍‌ରେମୋ ଓପନ

ପାଲେରମୋ, ୧୧ା୮(ଏପି)-ଫ୍ରାନ୍ସର ଫିଓନା ଫେରୋ ପାଲ୍‌ରମୋ ଲେଡିଜ୍‌ ଓପନ୍‌ ଟେନିସ୍‌ ଚାମ୍ପିୟନ ହୋଇଛନ୍ତି। ସେ ଫାଇନାଲରେ ଚତୁର୍ଥ ସିଡ୍‌ ଇସ୍ତୋନିଆର ଆନେଟ୍‌ କୋଣ୍ଟାଭିଟ୍‌କୁ ପରାସ୍ତ କରି ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ୫ ମାସ ମଧ୍ୟରେ ଏହା ତାଙ୍କର ପ୍ରଥମ ଟୁର୍‌...

ମନ୍‌ଦୀପ ସିଂଙ୍କୁ କରୋନା

ନୂଆଦିଲ୍ଲୀ,୧୧ା୮(ପି.ଟି.)-ଭାରତୀୟ ହକି ଟିମ୍‌ ଫରଓ୍ବାର୍ଡ ମନ୍‌ଦୀପ ସିଂଙ୍କର କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ୍‌ ଆସିଛି। କରୋନରେ ସଂକ୍ରମିତ ହେବାରେ ସେ ୬ଷ୍ଠ ଜାତୀୟ ଖେଳାଳି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ(ସାଇ) ତରଫରୁ ସୋମବାର ଏହା ଘୋଷଣା କରାଯାଇଛି। ଜଳନ୍ଧରର ଏହି ୨୫...

କୋହଲି ସବୁଠୁ ଲୋକପ୍ରିୟ କ୍ରିକେଟର

ନୂଆଦିଲ୍ଲୀ, ୧୦।୮- କରୋନା ଭାଇରସ ସଂକ୍ରମଣ ଯୋଗୁ ଭାରତୀୟ କ୍ରିକେଟ ଦଳ ଖେଳିବା ତ ଦୂରର କଥା ଏପର୍ଯ୍ୟନ୍ତ ଅଭ୍ୟାସ ମଧ୍ୟ ଆରମ୍ଭ କରି ପାରିନାହିଁ। ମାତ୍ର ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଏବେ ମଧ୍ୟ ଦର୍ଶକଙ୍କ ପସନ୍ଦର...

ଅବସର ଯୋଜନାକୁ ଖଣ୍ଡନ କଲେ ଏହି କ୍ରିକେଟର୍‌

ମାଞ୍ଚେଷ୍ଟର, ୧୦।୮- ନିକଟ ଅତୀତରେ ଦକ୍ଷତା ଅନୁସାରେ ପ୍ରଦର୍ଶନ କରିପାରି ନ ଥିଲେ ହେଁ ଏବେ ଅବସର ନେବାକୁ ତାଙ୍କର କୌଣସି ଯୋଜନା ନାହିଁ ବୋଲି ଇଂଲଣ୍ଡ ଫାଷ୍ଟ ବୋଲର ଜେମ୍ସ ଆଣ୍ଡରସନ ପ୍ରକାଶ କରିଛନ୍ତି। ୨୦୨୧-୨୨ ଆଶେସ ସିରିଜ...

୯ ବର୍ଷ ବୟସରେ ପଣ୍ଟିଂଙ୍କ ବ୍ୟାଟିଂ ଦେଖି ଭୟରେ ନିୟମ ବଦଳାଇ ଦେଇଥିଲା ସ୍କୁଲ

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆର ପ୍ରାକ୍ତନ ଅଧିନାୟକ ରିକି ପଣ୍ଟିଂ ତାଙ୍କ ନେତୃତ୍ୱରେ ଦେଶକୁ ୨ଥର ବିଶ୍ୱ ଚାମ୍ପିୟନ କରାଇଛନ୍ତି। ତାଙ୍କୁ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ଭାବେ ବିବେଚନା କରାଯାଏ। ପଣ୍ଟିଂଙ୍କ ନେତୃତ୍ୱଶୈଳୀ ଯେଉଁଭଳି ଉଚ୍ଚକୋଟୀର ବ୍ୟାଟିଂ ଦକ୍ଷତା ମଧ୍ୟ ସେହିଭଳି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri