ଖେଳ

ଡେନ୍‌ଲିଙ୍କ ସ୍ଥାନରେ ଲିଭିଙ୍ଗଷ୍ଟୋନ୍‌

ସାଇଥାମ୍ପଟନ, ୧ା୮(ପି.ଟି.)-ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଜୋ ଡେନ୍‌ଲି ଆୟର୍ଲାଣ୍ଡ ବିପକ୍ଷ ଚଳିତ ଦିନିକିଆ ସିରିଜର ଅବଶିଷ୍ଟ ମ୍ୟାଚ ଗୁଡ଼ିକରୁ ଓହରି ଯାଇଛନ୍ତି। ଟ୍ରେନିଂ ସମୟରେ ସେ ପିଠିରେ ଯନ୍ତ୍ରଣା ଅନୁଭବ କରିବାରୁ ଏପରି ନିଷ୍ପତ୍ତି ନିଆଯାଇଛି ବୋଲି ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ...

ୟୁଏଇରେ ଆଇପିଏଲ୍‌: ଖେଳାଳିଙ୍କ ପାଇଁ ପ୍ରୋଟୋକଲ

ଦୁବାଇ, ୧ା୮ – ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ହେବା ଏକପ୍ରକାର ନିଶ୍ଚିତ ହୋଇ ସାରିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଭାରତ ସରକାରଙ୍କ ଚୂଡ଼ାନ୍ତ ନିଷ୍ପତ୍ତିକୁ କେବଳ ଅପେକ୍ଷା...

୨୯ବର୍ଷରେ ଅବସର ନେଲେ ଆଲିଷ୍ଟର

ମେଲବୋର୍ନ, ୧ା୮ (ପି.ଟି.)- ବାରମ୍ବାର ଆଘାତଜନିତ ସମସ୍ୟାରେ ରହିବାରୁ କୁଇନ୍ସଲାଣ୍ଡ ଫାଷ୍ଟ ବୋଲର ଆଲିଷ୍ଟର ମ୍ୟାକ୍‌ଡରମଟ ମାତ୍ର ୨୯ବର୍ଷ ବୟସରେ କ୍ରିକେଟରୁ ଅବସର ଘୋଷାଣା କରିଛନ୍ତି। ଆଲିଷ୍ଟର ହେଉଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ ଟେଷ୍ଟ ପେସ୍‌ ବୋଲର କ୍ରେଗ୍‌ ମ୍ୟାକ୍‌ଡରମଟଙ୍କ ପୁଅ...

ଦର୍ଶକଙ୍କ ଉପସ୍ଥିତିରେ ଆଇପିଏଲ୍‌ ପାଇଁ ବିଚାର

ନୂଆଦିଲ୍ଲୀ,୧ା୮ (ପି.ଟି.)-ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ଆୟୋଜନ ହେଲେ ଷ୍ଟାଡିୟମର ୩୦ରୁ ୫୦ ପ୍ରତିଶତ ଆସନ ପୂରଣ କରିବା ଲାଗି ଏମିରେଟ୍ସ କ୍ରିକେଟ ବୋର୍ଡ(ଇସିବି) ଆଗ୍ରହୀ। ତେବେ ଏହା ସେଠିକା ସରକାରଙ୍କ ଅନୁମୋଦନ ଉପରେ ନିର୍ଭର...

ପେରେଜ ପଜିଟିଭ୍‌ ଯୋଗୁ ହକେନବର୍ଗ ରେସ୍‌ କରିବେ

ସିଲଭରଷ୍ଟୋନ୍‌, ୧ା୮ (ଏପି)-ଚଳିତ ସପ୍ତାହାନ୍ତରେ ନିକୋ ହକେନବର୍ଗ ଫର୍ମୁଲା ଓ୍ବାନ୍‌କୁ ଫେରିବେ। ସର୍ଗିଓ ପେରେଜ କରୋନା ପଜିଟିଭ୍‌ ଜଣାପଡ଼ିବା ପରେ ତାଙ୍କ ସ୍ଥାନରେ ରବିବାର ହେବାକୁଥିବା ବ୍ରିଟିଶ ଗ୍ରାଁ ପ୍ରିରେ ହକେନବର୍ଗ ରେସିଙ୍ଗ୍‌ ପଏଣ୍ଟ ଟିମ୍‌ ତରଫରୁ ରେସ୍‌ରେ ଭାଗ...

ଏହି କମିଟିରେ ସ୍ଥାନ ପାଇଲେ ବୀରେନ୍ଦ୍ର ସେହ୍ବାଗ

ନୂଆଦିଲ୍ଲୀ, ୩୧ା୭ (ପି.ଟି.)-ଚଳିତବର୍ଷର ଜାତୀୟ କ୍ରୀଡ଼ା ପୁରସ୍କାର ବିଜେତାଙ୍କୁ ବାଛିବା ଲାଗି କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଏକ ୧୨ ଜଣିଆ ସିଲେକ୍ସନ କମିଟି ଗଠନ କରିଛନ୍ତି। ଏଥିରେ ପୂର୍ବତନ ଭାରତ କ୍ରିକେଟର ବୀରେନ୍ଦ୍ର ସେହ୍ବାଗ ଓ ହକି ଷ୍ଟଲ୍‌ଓ୍ବାର୍ଟ ସର୍ଦ୍ଦାର...

ପ୍ରାଇମେରୀ ସ୍କୁଲରେ ପାଠ ପଢ଼ାନ୍ତି ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ନୂଆଦିଲ୍ଲୀ: ଇଂଲଣ୍ଡ କ୍ରିକେଟ୍‌ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ବେନ୍‌ ଷ୍ଟୋକ୍ସ ଏକାକୀ ଦମ୍‌ଦାର ପ୍ରଦର୍ଶନ କରି ଗତବର୍ଷ ଦଳକୁ ବିଶ୍ୱକପ୍‌ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସେହିଭଳି ଆଶେସ ସିରିଜରେ ଅଷ୍ଟ୍ରେଲିଆ ନିକଟରୁ ଦଳକୁ ପରାଜୟରୁ ରକ୍ଷା କରିବା...

ବନ୍ୟା ପ୍ରପୀଡ଼ିତଙ୍କ ସହାୟତା ଲାଗି ବ୍ୟାଟ୍‌ ନିଲାମ କରିବେ କୋହଲି

ନୂଆଦିଲ୍ଲୀ, ୩୧।୭: ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଓ ତାଙ୍କ ସ୍ତ୍ରୀ ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଆସାମ ଓ ବିହାର ବନ୍ୟାରେ ପ୍ରଭାବିତ ହୋଇଥିବା ଲକ୍ଷ ଲକ୍ଷ ଲୋକଙ୍କ ସହାୟତା ଲାଗି ଆଗେଇ ଆସିଛନ୍ତି। ଉଭୟ...

ପ୍ରଥମ ଇଂଲଣ୍ଡ ବୋଲର ଭାବେ ଏହି କିର୍ତ୍ତୀମାନ ହାସଲ କଲେ ଡେଭିଡ୍‌ ଓ୍ବିଲି

ସାଉଥାମ୍ପଟନ୍‌, ୩୧।୭: ମହାମାରୀ କରୋନା ଭାଇରସ୍‌ ପରବର୍ତ୍ତୀ ପ୍ରଥମ ଦିନିକିଆ ସିରିଜ ଘରୋଇ ଇଂଲଣ୍ଡ ଓ ପଡ଼ୋଶୀ ଆୟର୍ଲାଣ୍ଡ ମଧ୍ୟରେ ଆରମ୍ଭ ହୋଇଯାଇଛି। ଗୁରୁବାର ରାତିରେ ଖେଳାଯାଇଥିବା ସିରିଜର ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଇଂଲଣ୍ଡ ୬ ଉଇକେଟ୍‌ରେ ବିଜୟ ଲାଭ...

ଅନ୍ୟ ଅଲରାଉଣ୍ଡରଙ୍କ ତୁଳନାରେ ଭଲ ଆଥଲେଟ୍‌ ଥିଲି: କପିଳ ଦେବ

ନୂଆଦିଲ୍ଲୀ,୩୧।୭: ବିଶ୍ୱ କ୍ରିକେଟରେ ଏମିତି ଏକ ସମୟ ଥିଲା ଯେତେବେଳେ ୪ ଜଣ ଅଲରାଉଣ୍ଡରଙ୍କୁ ନେଇ ବେଶ୍‌ ଚର୍ଚ୍ଚା ହେଉଥିଲା। ସେମାନେ ହେଲେ ଇଂଲଣ୍ଡର ଇଆନ ବୋଥାମ, ନ୍ୟୁଜିଲାଣ୍ଡର ରିଚାର୍ଡ ହାର୍ଡଲି, ପାକିସ୍ତାନର ଇମ୍ରାନ ଖାନ୍‌ ଓ ଭାରତର କପିଳ...

କମେଣ୍ଟ୍ରି ପ୍ୟାନେଲରେ ସାମିଲ ହେବାକୁ ବିସିସିଆଇକୁ ମଞ୍ଜରେକରଙ୍କ ଅନୁରୋଧ

ମୁମ୍ବାଇ,୩୧।୭(ପି.ଟି.): ପୂର୍ବତନ ଭାରତୀୟ କ୍ରିକେଟର ସଞ୍ଜୟ ମଞ୍ଜରେକର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) କମେଣ୍ଟ୍ରି ପ୍ୟାନେଲରେ ପୁଣି ଥରେ ସାମିଲ ହେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏ ନେଇ ସେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ଅନୁରୋଧ କରିଛନ୍ତି।...

ପୂର୍ବତନ ସୌରାଷ୍ଟ୍ର କୋଚ୍‌ ବାବାଭାଇଙ୍କ ପରଲୋକ

ରାଜକୋଟ,୩୧।୭(ପି.ଟି): ପୂର୍ବତନ ସୌରାଷ୍ଟ୍ର କୋଚ୍‌ ଓ ମ୍ୟାନେଜର ହସମୁଖଭାଇ ଜୋଶୀ ଗୁରୁବାର ପରଲୋକ ଗମନ କରିଛନ୍ତି। ବାବାଭାଇ ଭାବେ ବେଶ୍‌ ଜଣାଶୁଣା ଥିବା ଏହି ଜୋଶୀ ୮୫ ବର୍ଷରେ ମୃତ୍ୟୁବରଣ କରିଛନ୍ତି ବୋଲି ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ(ଏସ୍‌ସିଏ) କହିଛି। ସୌରାଷ୍ଟ୍ର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri