ଖେଳ

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍ କିପର କେଏଲ ରାହୁଲଙ୍କୁ ସ୍ଥାନ ମିଳିନାହିଁ। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।...

ଏହି ଫଟୋ ଶେୟାର କରି କପିରାଇଟ୍‌ ଲଗାଇବାକୁ ଏକ୍ସ ମାଲିକଙ୍କୁ ଦାବି କଲେ ଚହଲ: ଜାଣନ୍ତୁ କାହିଁକି

ନୂଆଦିଲ୍ଲ,୨।୫: ୟୁଜଭେନ୍ଦ୍ର ଚହଲ ଆଇପିଏଲ ୨୦୨୪ରେ ଭଲ ବୋଲିଂ ପ୍ରଦର୍ଶନ କରୁଛନ୍ତି। ସେ ଟି-୨୦ ବିଶ୍ୱକପ ୨୦୨୪ରେ ଚୟନ ଆକାରରେ ତାଙ୍କର ଭଲ ବୋଲିଂ ପାଇଁ ପୁରସ୍କାର ପାଇଥିଲେ। ଚହଲଙ୍କୁ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳର ଏକ ଅଂଶ...

ଆଇପିଏଲ୍‌ ୨୦୨୪ ମଝିରେ ସିଏସ୍‌କେକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ ବୁଧବାର ୫ମ ପରାଜୟର ସମ୍ମୁଖୀନ ହୋଇଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଟିମ୍‌ ଅନେକ ମାମଲାରେ ଦୁର୍ବଳ ନଜର ଆସିଥିଲା। ସେଥିରୁ ଗୋଟିଏ ଥିଲା ଦଳର ଷ୍ଟାର ବୋଲର୍‌ ଦୀପକ ଚାହର ନିଜର...

ଶାହରୁଖଙ୍କ ଉପରେ ପ୍ରବଳ ରାଗିଗଲେ ପୁଅ ଅବରାମ:ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨।୫: ଆଜିକାଲି ଆଇପିଏଲର କ୍ରେଜ୍‌ ଚରମ ସୀମାରେ ପହଞ୍ଚିଛି। ନିକଟରେ କୋଲକାତା ଏବଂ ଦିଲ୍ଲୀ ମଧ୍ୟରେ ହୋଇଥିବା ମ୍ୟାଚରେ ଶାହାରୁଖ ଖାନ ଏବଂ ତାଙ୍କ ପୁଅ ଅବରାମ ମଧ୍ୟ ମ୍ୟାଚ ଦେଖିବା ପାଇଁ ଷ୍ଟାଡିୟମରେ ପହଞ୍ଚିଥିଲେ। ଏହି ସମୟରେ ଶାହାରୁଖ...

ଅରେଞ୍ଜ୍‌ କ୍ୟାପ୍‌ ଉପରେ କବ୍‌ଜା କଲେ ଗାଏକ୍ୱାଡ୍‌: ଏହି କ୍ରିକେଟର୍‌ଙ୍କ ପାଖରେ ଅଛି ପର୍ପଲ୍‌ କ୍ୟାପ୍‌

ନୂଆଦିଲ୍ଲୀ,୨।୫: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଋତୁରାଜ ଗାଇକ୍ୱାଡ ପଞ୍ଜାବ କିଙ୍ଗସ ବିପକ୍ଷରେ ୫ ଚୌକା ଓ ୨ ଛକା ସହାୟତାରେ ୪୮ ବଲରେ ୬୨ ରନ ଖେଳି ଇନିଂସ ଖେଳିଥିଲେ। ଏହି ଇନିଂସ ସହ ସେ ବିରାଟ କୋହଲିଙ୍କୁ...

ଆଇପିଏଲ୍‌ ପ୍ଲେ ଅଫ୍‌ ରେସ୍‌ ହେଉଛି ରୋଚକ: ଜାଣନ୍ତୁ କିଏ ଏବେ କେଉଁ ସ୍ଥାନରେ ଅଛନ୍ତି…

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ର ୪୯ତମ ମ୍ୟାଚରେ ପଞ୍ଜାବ କିଙ୍ଗସ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ ୭ ଉଇକେଟ ନେଇ ଜିତିଛି। ଏହା ପଞ୍ଜାବର କ୍ରମାଗତ ଦ୍ୱିତୀୟ ବିଜୟ ଥିଲା।...

ମାତ୍ର ୨୩ ବର୍ଷରେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌: ଏହା ପଛର କାରଣ କରିବ ଭାବପ୍ରବଣ

ମାତ୍ର ୨୩ ବର୍ଷରେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌: ଏହା ପଛର କାରଣ କରିବ ଭାବପ୍ରବଣ ନୂଆଦିଲ୍ଲୀ,୨।୫: ଖେଳାଳିମାନେ ପ୍ରାୟ ୩୫ ବର୍ଷ ପରେ କ୍ରିକେଟ ଖେଳରୁ ଅବସର ନେଇଥାନ୍ତି। କିନ୍ତୁ ଜଣେ ଇଂଲଣ୍ଡ ଖେଳାଳି ମାତ୍ର...

ଧୋନୀଙ୍କୁ ପଛରେ ପକାଇଦେଲେ ଗାଏକ୍ୱାଡ୍‌: ହାସଲ କଲେ ବଡ଼ ଉପଲବ୍ଧି

ଚଣ୍ଡିଗଡ,୨।୫: ଚେନ୍ନାଇ ସୁପର କିଙ୍ଗ୍ସକୁ ନିଜ ଘରୋଇ ପଡ଼ିଆରେ ପଞ୍ଜାବ କିଙ୍ଗସ ବିପକ୍ଷରେ ୭ ଉଇକେଟରେ ଏକ ବଡ଼ ପରାଜୟରର ସମ୍ମୁଖୀନ ହେବାକୁ ପଡିଥିଲା। ଗୋଟିଏ ପଟେ ଏହି ପରାଜୟ ସହିତ ପଞ୍ଜାବ ପ୍ଲେ ଅଫରେ ପହଞ୍ଚିବାର ଆଶା ବଞ୍ଚାଇ...

ଆଇପିଏଲ୍‌ ଅଧାରୁ ସ୍ବଦେଶ ଫେରିଯିବେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୫: ଟି-୨୦ ବିଶ୍ୱକପ ୨୦୨୪ ଆରମ୍ଭ ପୂର୍ବରୁ ଇଂଲଣ୍ଡ ଦଳ ପାକିସ୍ତାନ ସହିତ ୪ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସିରିଜ ମେ ୨୨ରୁ ଆରମ୍ଭ ହେବ। ଏହି ସମୟରେ, ଇଂଲଣ୍ଡ କ୍ରିକେଟ ବୋର୍ଡ (ଇସିବି)...

ଟି-୨୦ ବିଶ୍ୱକପ୍‌ରେ ଇତିହାସ ରଚିବାକୁ ଯାଉଛନ୍ତି ରୋହିତ ଶର୍ମା, ପ୍ରଥମ ଭାରତୀୟ ଭାବେ କରିବେ ଏମିତି କାରନାମା

ନୂଆଦିଲ୍ଲୀ,୧।୫: ଆସନ୍ତା ଟି-୨୦ ବିଶ୍ୱକପ୍‌ରେ ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟିକତ୍ୱ କରିବେ ରୋହିତ ଶର୍ମା। ୨୦୦୭ରେ ଅନ୍ତର୍ଜାତୀୟ ପଦାର୍ପଣ କରିଥିବା ରୋହିତ ଶର୍ମା ଏପର୍ଯ୍ୟନ୍ତ ଖେଳାଯାଇଥିବା ସମସ୍ତ ୮ ଟି-୨୦ ବିଶ୍ୱକପ୍‌ର ଏକ ଅଂଶ ହୋଇସାରିଛନ୍ତି ଏବଂ ତାଙ୍କୁ ଟୁର୍ନାମେଣ୍ଟର...

ହିଟ ଆଣ୍ଡ ରନ୍‌: କ୍ରିକେଟର ସୁରେଶ ରାଇନା ମାନିଲେ ୨ ଯୁବକଙ୍କର ହୋଇଛି ମୃତ୍ୟୁ

ଧର୍ମଶାଳା,୨।୫: ହିମାଚଳ ପ୍ରଦେଶର କାଙ୍ଗ୍ରା ଜିଲାରେ ଏକ ସଡ଼କ ଦୁର୍ଘଟଣାରେ ପୂର୍ବତନ ଭାରତୀୟ ଦଳର କ୍ରିକେଟ ଖେଳାଳି ସୁରେଶ ରାଇନାଙ୍କ ମାମୁଁଙ୍କ ପୁଅର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ସମୁଦାୟ ଦୁଇ ଜଣ ପ୍ରାଣ ହରାଇଛନ୍ତି। ଦୁର୍ଘଟଣା ପରେ ଅଭିଯୁକ୍ତ...

ଚାମ୍ପିଅନ୍ସ ଟ୍ରଫି: ଲାହୋରରେ ଭାରତର ସମସ୍ତ ମ୍ୟାଚ୍ ଆୟୋଜନ କରିବାକୁ ପ୍ରସ୍ତାବ ଦେଲା ପାକିସ୍ତାନ

ଭବାନୀପାଟଣା,୧।୫: ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ଆସନ୍ତା ବର୍ଷ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତର ସମସ୍ତ ମ୍ୟାଚ୍କୁ ଗୋଟିଏ ସ୍ଥାନରେ ଆୟୋଜନ କରିବାକୁ ନିଷ୍ପତି ନେଇଛି। ଯାହା କେବଳ ଲାହୋରରେ ଖେଳାଯିବ, ଯେତେବେଳେକି କରାଚି ଏବଂ ରାୱଲପିଣ୍ଡିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri