ଖେଳ

ଏହି କାରଣରୁ ଗାଙ୍ଗୁଲିଙ୍କୁ ଘୃଣା କରୁଥିଲେ ଇଂଲଣ୍ଡର ପୂର୍ବ ଅଧିନାୟକ

ନୂଆଦିଲ୍ଲୀ,୫।୭: ଇଂଲଣ୍ଡ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ନାସିର ହୁସେନ ଭାରତୀୟ ଟିମ୍‌ର ପୂର୍ବ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ବିଷୟରେ ଏକ ମଜାଦାର କଥା କହିଛନ୍ତ। ଏହା ଏବେ ଚର୍ଚ୍ଚାକୁ ଆସିଛି। ଷ୍ଟାର ସ୍ପୋଟ୍ସର ଏକ ଶୋ’ରେ ହୁସେନ କହିଛନ୍ତି,...

ସିଏସ୍‌ଏ ଭର୍ଚୁଆଲ ଆଓ୍ବାର୍ଡ: ଡିକକ୍‌ କ୍ରିକେଟର ଅଫ୍‌ ଦି ଇୟର

ଜୋହାନ୍ସବର୍ଗ,୫।୭(ପି.ଟି.): ସୀମିତ ଓଭର ଅଧିନାୟକ କ୍ୱିଣ୍ଟନ ଡିକକ୍‌ ଦକ୍ଷିଣ ଆଫ୍ରିକାର ପୁରୁଷ କ୍ରିକେଟର ଅଫ୍‌ ଦି ଇୟର ବିବେଚିତ ହୋଇଛନ୍ତି। କୋଭିଡ୍‌-୧୯ ମହାମାରୀ କାରଣରୁ ଶନିବାର ଅନୁଷ୍ଠିତ କ୍ରିକେଟ ସାଉଥ୍‌ ଆଫ୍ରିକା (ସିଏସ୍‌ଏ)ର ଭର୍ଚୁଆଲ ପୁରସ୍କାର ବିତରଣୀ ଉତ୍ସବରେ ତାଙ୍କୁ...

ଦୁର୍ଘଟଣା ଘଟାଇ ମେଣ୍ଡିସ୍‌ ଗିରଫ

କଲମ୍ବୋ,୫।୭(ପି.ଟି.): ରାସ୍ତା ଦୁର୍ଘଟଣା ଘଟାଇ ଶ୍ରୀଲଙ୍କା ବ୍ୟାଟ୍ସମ୍ୟାନ କୁଶଲ ମେଣ୍ଡିସ୍‌ ରବିବାର ପୋଲିସ୍‌ ଦ୍ୱାରା ଗିରଫ ହୋଇଛନ୍ତି। ରାସ୍ତରେ ଚାଲୁଥିବା ଜଣେ ୭୪ ବର୍ଷୀୟ ବୃଦ୍ଧ ବ୍ୟକ୍ତି ତାଙ୍କ କାର ଦ୍ୱାରା ଧକ୍କା ଖାଇ ପ୍ରାଣ ହରାଇଛନ୍ତି। କଲମ୍ବୋ ସବର୍ବର...

ନାସ୍କାର ଚାମ୍ପିୟନ ଡ୍ରାଇଭର ଜନ୍‌ସନ୍‌ କରୋନା ପଜିଟିଭ୍‌

ଇଣ୍ଡିଆନାପୋଲିସ୍‌ (ୟୁଏସ୍‌), ୫ା୭ (ଏପି)-ସାତ ଥର ନାସ୍କାର ଚାମ୍ପିୟନ ଜେମି ଜନସନ କରୋନା ଭାଇରସ୍‌ ପଜିଟିଭ୍‌ ବୋଲି ଜଣାପଡ଼ିଛି। ଫଳରେ ସେ ରବିବାର ଇଣ୍ଡିଆନାପୋଲିସ ମୋଟର ସ୍ପିଡ୍‌ଓ୍ବେ ରେସ୍‌ରେ ଭାଗ ନେଇ ପାରିବେ ନାହିଁ। କୌଣସି ନାସ୍କାର ସିରିଜରେ କରୋନା...

ଜାପାନ ଲିଗ୍‌ ଫୁଟବଲ ଆରମ୍ଭ

ଟୋକିଓ, ୫।୭(ଏପି)-କରୋନା ଭାଇରସ ସଂକ୍ରମଣ ଜନିତ ପ୍ରଭାବ ଯୋଗୁ ଦୀର୍ଘ ୪ ମାସ ବ୍ୟବଧାନ ପରେ ଶନିବାରଠାରୁ ଆରମ୍ଭ ହୋଇଛି ଜାପାନ ପେସାଦାର ଫୁଟବଲ ଲିଗ୍‌। ଏଥିରେ ୧୮ଟି ଶୀର୍ଷସ୍ଥାନୀୟ ଦଳ ଅଂଶଗ୍ରହଣ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୯ଟି ଗେମ୍‌...

ଏଫ୍‌-୧ ମୋଟର ରେସିଂରେ ୧୦ ଟିମ୍‌

ସ୍ପେଲବର୍ଗ(ଅଷ୍ଟ୍ରିଆ), ୫।୭-କରୋନା ଭାଇରସ ସଂକ୍ରମଣ ଯୋଗୁ ୨୦୨୦ ଫର୍ମୁଲାଓ୍ବାନ ମୋଟର ରେସିଂ ସିଜନ ଆରମ୍ଭରେ ବିଳମ୍ବ ହୋଇଛି। ସାଧାରଣତଃ ମାର୍ଚ୍ଚରୁ ଆରମ୍ଭ ହେଉଥିବା ଏଫ-୧ ସିଜନର ଅନେକ ରେସ୍‌ ଏଥର ବାତିଲ ହୋଇଛି କିମ୍ବା ସ୍ଥଗିତ ରହିଛି। ବାତିଲ ରେସ୍‌...

ପ୍ରଥମ ଟେଷ୍ଟ ଦଳରୁ ବେୟାରଷ୍ଟୋ, ମୋଇନ ବାଦ୍‌

ମାଞ୍ଚେଷ୍ଟର, ୫ା୭ (ପି.ଟି.)-ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ପାଇଁ ଶନିବାର ୧୩ ଜଣିଆ ଇଂଲଣ୍ଡ କ୍ରିକେଟ ଦଳ ଘୋଷଣା କରାଯାଇଛି। ଏଥିରେ ଉଇକେଟକିପର ଜନି ବେୟାରଷ୍ଟୋ ଏବଂ ସ୍ପିନ ବୋଲିଂ ଅଲ୍‌ରାଉଣ୍ଡର ମୋଇନ୍‌ ଅଲିଙ୍କୁ ସ୍ଥାନ ମିଳିନାହିଁ। ଏହି...

ପୁଡୁଚେରୀ କ୍ରିକେଟ ଟିମ୍‌ ମୁଖ୍ୟ କୋଚ୍‌ ହେଲେ ସାଲ୍‌ଭି

ଚେନ୍ନାଇ/ମୁମ୍ବାଇ, ୪ା୬ (ପି.ଟି.)-ଭାରତର ପୂର୍ବତନ ସିମ୍‌ ବୋଲର ଆବିଷ୍କାର ସାଲ୍‌ଭି ଆସନ୍ତା ଘରୋଇ ସିଜନ ପାଇଁ ପୁଡୁଚେରୀ ସିନିୟର କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତି ପାଇଛନ୍ତି। ପୁଡୁଚେରୀ କ୍ରିକେଟ ଆସୋସିଏଶନ (ସିଏପି)ର ଜଣେ ଅଫିସିଆଲ ଏ ବିଷୟରେ...

ହିନ୍ଦୁ ଶରଣାର୍ଥୀଙ୍କୁ ସହଯୋଗର ହାତ ବଢ଼ାଇଲେ ଧାଓ୍ବନ

ନୂଆଦିଲ୍ଲୀ, ୪।୭- ମହାମାରୀ କରୋନା ଭାଇରସ ସମୟରେ ଭାରତର ଅନେକ କ୍ରୀଡ଼ାବିତ୍‌ ଗରିବ ଲୋକଙ୍କୁ ସହାୟତାର ହାତ ବଢ଼ାଉଥିବାର ଦେଖିବାକୁ ମିଳିଛି। ବହୁପୂର୍ବତନ କ୍ରିକେଟର ପ୍ରଧାନମନ୍ତ୍ରୀ କେୟାର ପାଣ୍ଠିଂ ଓ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିଂକୁ ବିପୁଳ ପରିମାଣର...

ଉର୍ବଶୀଙ୍କୁ ଏହି କାରଣ ଲାଗି ବ୍ଲକ୍‌ କରିଥିଲେ ରିଷଭ ପନ୍ତ

ନୂଆଦିଲ୍ଲୀ, ୪।୭- କ୍ରିକେଟ୍‌ ଓ ବଲିଉଡ୍‌ ମଧ୍ୟରେ ସମ୍ପର୍କ ଅତି ପୁରୁଣା। ପୂର୍ବରୁ ବହୁ ଭାରତୀୟ କ୍ରିକେଟର୍‌ ବଲିଉଡ୍‌ ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଥିବା ଦେଖାଯାଇଛି। ନିକଟ ଅତୀତରେ ଭାରତୀୟ ଦଳର ଯୁବ ଉଇକେଟ୍‌କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଓ ଅଭିନେତ୍ରୀ...

ସଚିନ କ୍ରିକେଟ୍‌ରେ ଏତେ ବଡ଼ ନାମ କରିବେ ବୋଲି ଜାଣି ନ ଥିଲେ ଏହି ପାକିସ୍ତାନ କ୍ରିକେଟର୍‌

ନୂଆଦିଲ୍ଲୀ, ୪।୭- ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଓ ପାକିସ୍ତାନର ମହାନ ଦ୍ରୁତ ବୋଲର ଓ୍ବାକର ୟୁନିସ ଏକାଠି ୧୯୮୯ରେ ଭାରତ-ପାକିସ୍ତାନ ମଧ୍ୟରେ ଅନୁଷ୍ଠିତ ସିରିଜରେ ସେମାନଙ୍କ ଟେଷ୍ଟ ପଦାର୍ପଣ କରିଥିଲେ। ସଚିନଙ୍କୁ ସେତେବେଳେ ମାତ୍ର ୧୬ ବର୍ଷ ହୋଇଥିବାବେଳେ...

ପତ୍ନୀ ସାକ୍ଷୀଙ୍କୁ ପସନ୍ଦ ନ ଥିଲା କ୍ରିକେଟ, ନା ଚିହ୍ନିଥିଲେ ଧୋନୀଙ୍କୁ

ନୂଆଦିଲ୍ଲୀ,୪।୭: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଆଜି ବିବାହବାର୍ଷିକୀ। ଦଶ ବର୍ଷର ବିବାହ ମଧ୍ୟରେ ଅନେକ ଉପଲବ୍ଧି ହାସଲ କରିଛନ୍ତି ଧୋନୀ। ତନ୍ମଧ୍ୟରେ ରହିଛି ୨୦୧୧ ବିଶ୍ୱକପ, ଇଂଲଣ୍ଡରେ ଚାମ୍ପିୟନ୍ସ ଟ୍ରଫି ଜିତିବା,ପଦ୍ମଭୂଷଣ ସମ୍ମାନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri