ଖେଳ

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ ସସ୍‌ପେନ୍ସ ଲାଗି ରହିଛି। ଏସବୁ ମଧ୍ୟରେ ଋଷଭ ପନ୍ତଙ୍କଠାରୁ ଆରମ୍ଭ କରି ସୌରଭ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ ନିର୍ଦ୍ଦେଶକ ମାଇକ ହେସନ। ଗତଥର ନିଲାମ ସମୟରେ ଭୁଲ ଆକଳନ ଯୋଗୁ ଏହି...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ ବନାମ ଆରଆର ମ୍ୟାଚ ଆରମ୍ଭ ପୂର୍ବରୁ ଚାହଲ ୧୫୨ ମ୍ୟାଚରେ ୧୯୯ ଉଇକେଟ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ ସ୍କୋର କରିବା ପରେ ଅରେଞ୍ଜ କ୍ୟାପ ପାଇଁ ରେସ୍‌ରେ ଆଗୁଆ ଅଛନ୍ତି। ଏହା...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ ୯ ଚୌକା ଓ ୭ ଛକା ମାରିଥିଲେ। ଜୟସ୍ବାଲଙ୍କ ଚମତ୍କାର ଶତକ ଆଧାରରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ଔରଙ୍ଗାବାଦ ମଣ୍ଡଳର ମଣ୍ଡଳ ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ। ଉଲ୍ଲେଖଯୋଗ୍ୟ,...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ ତାଙ୍କର ଉଚ୍ଚ ପ୍ରଶଂସା କରିଛନ୍ତି। ଏପରି କି ତାଙ୍କୁ ଭବିଷ୍ୟତର ବିଶ୍ୱ ଚାମ୍ପିୟନ...

ରୁଡ୍‌ଙ୍କୁ କ୍ୟାରିୟରର ବଡ଼ ଟାଇଟଲ

ବାର୍ସିଲୋନା, ୨୩ା୪ (ଏପି): କାସ୍ପର ରୁଡ୍‌ ବାର୍ସିଲୋନା ଓପନ ଟେନିସ ଚାମ୍ପିୟନ ହୋଇଛନ୍ତି। ଟୁର୍ନାମେଣ୍ଟର ଫାଇନାଲରେ ସେ ଷ୍ଟିଫାନସ ସିତ୍‌ସିପାସଙ୍କୁ ୭-୫, ୬-୩ରେ ହରାଇ ଦେଇଛନ୍ତି। ଏଥିସହିତ ସେ ମଣ୍ଟେ କାର୍ଲୋ ମାଷ୍ଟର୍ସ ଫାଇନାଲ ପରାଜୟର ପ୍ରତିଶୋଧ ମାତ୍ର ଏକ...

ବାଗାନ ମୁକାବିଲା ପାଇଁ ଓଡ଼ିଶା ଏଫ୍‌ସି ପ୍ରସ୍ତୁତ

ଭୁବନେଶ୍ୱର, ୨୩।୪ (ତପନ ସ୍ବାଇଁ): ଇତିହାସ ସୃଷ୍ଟି ହୋଇସାରିଛି। ଓଡ଼ିଶା ଏଫ୍‌ସି ପ୍ରଥମ ଥର ପାଇଁ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ସେମିଫାଇନାଲରେ ପ୍ରବେଶ କରିଛି। ଏବେ ଏହି ସଫଳତାକୁ ଆହୁରି ଆଗକୁ ନେବା ସମୟ। ଦୁଇ ଚରଣ ବିଶିଷ୍ଟ...

ଅମ୍ପାୟାରଙ୍କ ସହ ଯୁକ୍ତିତର୍କ କରିବା କୋହଲିଙ୍କୁ ପଡ଼ିଲା ମହଙ୍ଗା, ବିସିସିଆଇ ନେଲା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୨।୪: ଆଇପିଏଲ ୨୦୨୪ରେ କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ରବିବାର ଏକ ମ୍ୟାଚ ହୋଇଥିଲା। ଯେଉଁଥିରେ କେକେଆର୍‌ ୧ ରନ୍‌ରେ ଏକ ରୋମାଞ୍ଚକର ବିଜୟ ପଞ୍ଜିକରଣ କରିଥିଲା। ମୁକାବିଲା ବ୍ୟତୀତ ବିରାଟ କୋହଲିଙ୍କ ନୋ-ବଲ...

ଇତିହାସ ରଚିଲେ ଭାରତର ଡି. ଗୁକେଶ: ୪୦ ବର୍ଷର ରେକର୍ଡ ଭାଙ୍ଗିଲେ

ଟରଣ୍ଟୋ,୨୨।୪: ଭାରତର ଡି ଗୁକେଶ ୧୭ ବର୍ଷ ବୟସରେ କ୍ୟାଣ୍ଡିଡେଟ୍ସ ଚେସ୍‌ ଟୁର୍ନାମେଣ୍ଟ ଜିତି ଇତିହାସ ସୃଷ୍ଟି କରିଛନ୍ତି। ଏହି ବିଜୟ ସହିତ ଗୁକେଶ ପ୍ରାର୍ଥୀ ଚେସ ଟୁର୍ନାମେଣ୍ଟରେ ବିଶ୍ୱ ଚାମ୍ପିୟନ ହେବାରେ ସର୍ବକନିଷ୍ଠ ଖେଳାଳି ହୋଇଥିଲେ। ଏହା ସହିତ...

ବର୍ଷ ବଦଳିଲା, କିନ୍ତୁ ବଦଳିଲାନାହିଁ ଆରସିବି ଭାଗ୍ୟ: ଏଥର ବି ପ୍ଲେ ଅଫ୍‌ ଆଶା କ୍ଷୀଣ

କୋଲକାତା,୨୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଶେଷ ଥର ପାଇଁ ୨୦୨୨ରେ ଇଣ୍ଡିଆନ ପ୍ରିମିୟର ଲିଗରେ ପ୍ଲେ ଅଫରେ ପହଞ୍ଚିଥିଲା। ଆଜି ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚରେ କେକେଆର ୧ ରନ୍‌ରେ ଆରସିବିକୁ ପରାସ୍ତ କରିଛି। ଏହାପୂର୍ବରୁ ୨୦୨୩ରେ ମଧ୍ୟ ବେଙ୍ଗାଲୁରୁ ପ୍ଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri