ଖେଳ

ପଦବୀ ଉଚ୍ଛେଦ କରିବ ଆଇଟା

ନୂଆଦିଲ୍ଲୀ, ୧୮ା୪ (ପି.ଟି.)-କ୍ରୀଡ଼ା ମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ ସର୍ବଭାରତୀୟ ଟେନିସ ଆସୋସିଏଶନ (ଆଇଟା) କେତୋଟି ପଦବୀ ଉଚ୍ଛେଦ କରିବାକୁ ରାଜି ହୋଇଛି। ଏହି ଅବେଅତନିକ ପଦବୀଗୁଡ଼ିକ ହେଲା ଆଜୀବନ ସଭାପତି, ଆଜୀବନ ଉପସଭାପତି ଓ ଆଜୀବନ କନସେଲର। ଏହି ପଦବୀଗୁଡ଼ିକ ନ୍ୟାଶନାଲ...

ଟୋକିଓ: ଗୃହହୀନ ଅଲିମ୍ପିକ୍‌ କ୍ରୀଡ଼ାଗ୍ରାମରେ ଆଶ୍ରୟ ନେବାକୁ ଚାହୁଁଛନ୍ତି

ଟୋକିଓ,୧୮।୪(ଏପି): କରୋନା ଭାଇରସ୍‌ ମହାମାରୀ ରୂପ ନେଇ ସାରିଥିବା ବେଳେ ଟୋକିଓରେ ଗୃହହୀନଙ୍କ ଏକ ବର୍ଗ ତଥା ସମୁଦାୟ ଏକ ଭିନ୍ନ ପ୍ରକାର ଦାବି ଉପସ୍ଥାପନା କରିଛନ୍ତି। ଏମାନେ ଅଲିମ୍ପିକ୍‌ କ୍ରୀଡ଼ାଗ୍ରାମରେ ଆଶ୍ରୟ ନେବାକୁ ପିଟିଶନ ଦାୟର କରିଛନ୍ତି। ଏହି...

ବିସିସିଆଇର ‘ଟିମ୍‌ ମାସ୍କ ଫୋର୍ସ’ ଭିଡିଓରେ କୋହଲି, ସଚିନଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୧୮।୪(ପି.ଟି.)- ବର୍ତ୍ତମାନ ସାରା ଦେଶ କୋଭିଡ୍‌-୧୯ ମୁକାବିଲାରେ ବ୍ୟସ୍ତ ଥିବାବେଳେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସରକାରଙ୍କୁ ସାହାଯ୍ୟ ସମର୍ଥନ କରିବାରେ ପଛରେ ପଡିନାହିଁ। ଘରୁ ବାହାରିବା ବେଳେ ସମସ୍ତେ ମାସ୍କ ପିନ୍ଧି ବାହାରନ୍ତୁ ବୋଲି ସରକାରଙ୍କ ତରଫରୁ...

୨୦୨୨ ପିଫା ବିଶ୍ୱକପ୍‌: ସେପ୍ଟେମ୍ବରରେ ଦକ୍ଷିଣ ଆମେରିକାରେ କ୍ୱାଲିଫାଇଙ୍ଗ୍‌ ଆରମ୍ଭ ହେବ

ଅସୁନ୍‌ସିଅନ,୧୮।୪(ଏଏଫ୍‌ପି)- ଖୁବ୍‌ଶୀଘ୍ର ଦକ୍ଷିଣ ଆଫ୍ରିକାରେ ୨୦୨୨ ଫିଫା ବଶ୍ୱକପ୍‌ ପାଇଁ ଯୋଗ୍ୟତା ପର୍ଯ୍ୟାୟ ଟୁର୍ନାମେଣ୍ଟ ଆରମ୍ଭ ହେବାକୁ ଯାଉଛି। ସେପ୍ଟେମ୍ବରରେ କାତାରରେ ଆୟୋଜନ ହେବାକୁ ଥିବା ଫୁଟବଲ ବିଶ୍ୱକପ୍‌ର କ୍ୱାଲିଫାଇଙ୍ଗ ଆରମ୍ଭ ହେବ ବୋଲି ଦକ୍ଷିଣ ଆମେରିକା ଫୁଟବଲର ସର୍ବୋଚ୍ଚ...

ଏନ୍‌ଏସ୍‌ଏଫ୍‌ଗୁଡିକର ସ୍ବାୟତ୍ତତା ବଜାୟ ରହିବ: ରିଜିଜୁ

ନୂଆଦିଲ୍ଲୀ, ୧୮।୪(ପି.ଟି.)- ଦେଶରେ ଥିବା ସବୁ ଜାତୀୟ କ୍ରୀଡ଼ା ଫେଡେରେଶନ (ଏନ୍‌ଏସ୍‌ଏଫ୍‌) ପରିଚାଳନାରେ ସରକାର ହସ୍ତକ୍ଷେପ କରିବାର ପ୍ରଶ୍ନ ଉଠୁନାହିଁ ବୋଲି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି। ଏନ୍‌ଏସ୍‌ଏଫ୍‌ଗୁଡିକର ସ୍ବାୟତ୍ତତା ପୂର୍ବପରି ବଜାୟ ରହିବ ବୋଲି ସେ ସ୍ପଷ୍ଟ...

ଧୋନୀ ବିଶ୍ୱରେ ଶ୍ରେଷ୍ଠ ଅଧିନାୟକ: ପିଟରସନ

ମୁମ୍ବାଇ,୧୮।୪ (ପି.ଟି.)- ଇଂଲଣ୍ଡ ପୂର୍ବତନ ତାରକା ବ୍ୟାଟ୍ସମ୍ୟାନ କେଭିନ ପିଟରସନ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ଧୋନୀ ବିଶ୍ୱରେ ଶ୍ରେଷ୍ଠ ଅଧିନାୟକ ବୋଲି ସେ ମତ ଦେଇଛନ୍ତି। ଦୁଇଟି ବିଶ୍ୱକପ୍‌ ଜିତିଥିବା ଧୋନୀଙ୍କୁ...

ଠିକଣା ସମୟରେ ନିଷ୍ପତ୍ତି ନିଆଯିବ: ଆଇସିସି

ମେଲବୋର୍ନ, ୧୮ା୪ (ପି.ଟି.)- କୋଭିଡ୍‌-୧୯ ଯୋଗୁ ଟି୨୦ ବିଶ୍ୱକପ୍‌ ନିର୍ଦ୍ଧାରିତ ସମୟରେ ହେବ ନା ଆସନ୍ତାବର୍ଷକୁ ଘୁଞ୍ଚତ୍ବ ସେ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ତେବେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) କହୁଛି ଏ ସମ୍ପର୍କରେ ଠକିଣା ସମୟରେ ନିଷ୍ପତ୍ତି...

ଝିଅକୁ କିିକ୍‌ବକ୍ସିଂ ଶିଖାଉଛନ୍ତି ବିଭୂତି

ଭୁବନେଶ୍ୱର, ୧୮।୩(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାର ସବୁଠାରୁ ସଫଳ କିକ୍‌ ବକ୍ସର ହେଉଛନ୍ତି ବିଭୂତି ଭୂଷଣ ବେହେରା। କ୍ୟାରିୟରରେ ଅତିକମ୍‌ରେ ୧୦ଥର ଜାତୀୟ ଚାମ୍ପିୟନ ହୋଇଥିବା ବିଭୂତି ନବେ ଦଶକରେ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ କୃତିତ୍ୱ ଦେଖାଇ ଦେଶ ଓ ରାଜ୍ୟକୁ...

ଅଲିମ୍ପିକ୍ସ ଯୋଗ୍ୟତା ହାସଲ ପାଇଁ ଅପେକ୍ଷା ଯନ୍ତ୍ରଣାଦାୟକ

ନୂଆଦିଲ୍ଲୀ, ୧୭ା୪(ପି.ଟି.)-ନିଜର ଭବିଷ୍ୟତକୁ ନେଇ ଦ୍ୱନ୍ଦ୍ୱ ଓ ଉତ୍କଣ୍ଠାରେ ରହିଛନ୍ତି ଜାତୀୟ ରେକର୍ଡ ହାସଲକାରୀ ଲଙ୍ଗ୍‌ଜମ୍ପର ମୁରଲୀ ଶ୍ରୀଶଙ୍କର। କୋଭିଡ୍‌-୧୯ ମହାମାରୀର ଆବିର୍ଭାବ ତାଙ୍କ ପାଇଁ ସମସ୍ୟା ସୃଷ୍ଟି କରିଛି। ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିବା ପାଇଁ ସେ ଯେଉଁ...

୨୦୨୧ ଟୋକିଓ ଅଲିମ୍ପିକ୍ସ : ଧୈର୍ଯ୍ୟ ହରାଇ ନାହାନ୍ତି ସାନିଆ

ନୂଆଦିଲ୍ଲୀ, ୧୭।୪- ଦୀର୍ଘ ଦୁଇବର୍ଷ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ଟେନିସରୁ ଦୂରେଇ ରହିବାପରେ ସଫଳ ପ୍ରତ୍ୟାବର୍ତ୍ତନ କରିଥିଲେ ଭାରତର ସାନିଆ ମିର୍ଜା। ଲକ୍ଷ୍ୟଥିଲା ଟୋକିଓ ଅଲିମ୍ପିକ୍ସ। ମାତ୍ର କରୋନା ଭାଇରସ ସଂକ୍ରମଣ ପ୍ରଭାବରେ ଅଲିମ୍ପିକ୍ସ ୨୦୨୧କୁ ଘୁଞ୍ଚାଇ ଦିଆ ଯାଇଛି ଏବଂ ସମ୍ପୂର୍ଣ୍ଣ...

କୋଭିଡ-୧୯: ଲିଡ୍ସ କିମ୍ବଦନ୍ତୀ ଫୁଟବଲର ହଣ୍ଟରଙ୍କ ପରଲୋକ

ଲଣ୍ଡନ,୧୭।୪(ଏଏଫ୍‌ପି): ଲିଡ୍ସ କିମ୍ବଦନ୍ତୀ ତଥା ଇଂଲଣ୍ଡ ପୂର୍ବତନ ଫୁଟବଲର ନର୍ମାନ ହଣ୍ଟର ୭୬ ବର୍ଷରେ ମୃତ୍ୟୁବରଣ କରିଛନ୍ତି। କୋଭିଡ-୧୯ ସଂକ୍ରମଣ କାରଣରୁ ସେ ପରଲୋଗ ଗମନ କରିଛନ୍ତି ବୋଲି ଶୁକ୍ରବାର ତାଙ୍କ ପୂର୍ବତନ କ୍ଲବ ଲିଡ୍ସ ତରଫରୁ ସୂଚନା ଦିଆଯାଇଛି।...

କୋଭିଡ-୧୯ ମୁକାବିଲା: ୫୧ ଲକ୍ଷ ଟଙ୍କା ଦେବ ସିସିଆଇ

ମୁମ୍ବାଇ,୧୭।୪(ପି.ଟି.): କୋଭିଡ୍‌-୧୯ ମୁକାବିଲାରେ ଏବେ ସାମିଲ ହୋଇଛି କ୍ରିକେଟ କ୍ଲବ ଅଫ୍‌ ଇଣ୍ଡିଆ (ସିସିଆଇ)। କରୋନା ଭାଇରସ ମୁକାବିଲା ପାଇଁ ସିସିଆଇ ୫୧ ଲକ୍ଷ ଟଙ୍କା ଦାନ କରିବାକୁ ଶୁକ୍ରବାର ଘୋଷଣା କରିଛି। ଏହି ଅର୍ଥ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri